Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏଣିକି ଦେହଜୀବୀଙ୍କୁ ପ୍ରତିମାସରେ ମିଳିବ 5000 ଟଙ୍କା
ଆଜିର ଖବର

ଏଣିକି ଦେହଜୀବୀଙ୍କୁ ପ୍ରତିମାସରେ ମିଳିବ 5000 ଟଙ୍କା

November 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : କରୋନା ସଂକ୍ରମଣ କମୁଥିଲେ ସୁଦ୍ଧା ଏହାର ଭୟ କମିନାହିଁ । ଦିଲ୍ଲୀ ସମେତ କିଛି ରାଜ୍ୟରେ କରୋନା ସଂକ୍ରମଣରେ ବୃଦ୍ଧି ଦେଖାଯାଇଛି । ଯଦିଓ ଦେଶରୁ ଲକ୍‌ଡାଉନ୍‌କୁ ଉଠାଯାଇଛି, ତଥାପି ଜୀବନଯାତ୍ରା ସ୍ବାଭାବିକ ହୋଇପାରିନାହିଁ । କରୋନାର ପ୍ରଭାବ ଲୋକଙ୍କ ବ୍ୟବସାୟ ଉପରେ ମଧ୍ୟ ପଡ଼ିଛି। ଲୋକମାନେ ଏବେ ବି ଆର୍ଥିକ ଦୂରାବସ୍ଥା ଦେଇ ଗତି କରୁଛନ୍ତି। ଅନ୍ୟପଟେ ଦେହଜୀବୀଙ୍କ ଉପରେ ମଧ୍ୟ କରୋନାର କୁପ୍ରଭାବ ପଡ଼ିଛି। କରୋନା ଯୋଗୁ ସେମାନଙ୍କ ଆର୍ଥିକ ସ୍ଥିତି ପୂରାପୂରି ବିଗିଡ଼ି ଯାଇଛି। ଏଣୁ ମହାରାଷ୍ଟ୍ର ସରକାର ଦେହଜୀବୀଙ୍କୁ ରାସନ୍‌ ସହ ଆର୍ଥିକ ସହାୟତା ଯୋଗାଇବାକୁ ଘୋଷଣା କରିଛନ୍ତି।

ଏବେ ମହାରାଷ୍ଟ୍ର ସରକାର ମୁମ୍ବାଇର ସେକ୍ସ ଓ୍ଵାର୍କର୍ସଙ୍କୁ ପ୍ରତିମାସରେ ଆର୍ଥିକ ସହାୟତା ସହ ପାଞ୍ଚ କେଜି ରାସନ୍‌ ଦେବେ। ସରକାରଙ୍କ ନିଷ୍ପତ୍ତି ମୁତାବକ ଦେହଜୀବୀଙ୍କୁ ପ୍ରତିମାସରେ ପାଞ୍ଚହଜାର ଟଙ୍କା ବି ମିଳିବ। ଏଥିସହ ରାସନରେ ତିନି କେଜି ଗହମ ଓ ଦୁଇ କେଜି ଚାଉଳ ମିଳିବ। ଏହା ବ୍ୟତୀତ ଯେଉଁ ଦେହଜୀବୀଙ୍କ ପିଲାମାନେ ସ୍କୁଲ ଯାଉଛନ୍ତି, ସେମାନଙ୍କୁ ପିଲାଙ୍କ ଅନ୍‌ଲାଇନ୍‌ କ୍ଲାସ୍‌ ପାଇଁ ଅତିରିକ୍ତ 2500 ଟଙ୍କା ଦିଆଯିବ।

Share. Facebook Twitter LinkedIn Email WhatsApp Copy Link

Related Posts

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026
Latest News

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.