Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କିଛି ଠକେଇ ହୋଇନି, ସବୁ ଯଥାର୍ଥ ଅଛି : ଅଭୟକାନ୍ତ ପାଠକ
ଆଜିର ଖବର

କିଛି ଠକେଇ ହୋଇନି, ସବୁ ଯଥାର୍ଥ ଅଛି : ଅଭୟକାନ୍ତ ପାଠକ

November 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ପଡ଼ିଥିବା ଅତିରିକ୍ତ ପ୍ରଧାନ ମୁଖ୍ୟ ବନସଂରକ୍ଷକ ଅଭୟକାନ୍ତ ପାଠକଙ୍କୁ ସାରାରାତି ଜେରା କରାଯାଇଛି । ଆୟ ବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ ଯାଂଚ ଚାଲିଥିବା ବେଳେ ବାପା ପୁଅଙ୍କୁ ମୁହାଁମୁହିଁ ବସାଇ ସାରା ରାତି ଜେରା କରିଛି ଭିଜିଲାନ୍ସ । ଭୁବନେଶ୍ୱର ଭିଜିଲାନ୍ସ ସେଲ ଶାଖା କାର୍ଯ୍ୟାଳୟରେ ଅଭୟକାନ୍ତ ପାଠକ ପୁଅ ଆକାଶ ପାଠକ ପୁତୁରା ହର୍ଷ ପାଠକ ଏବଂ ଡ଼୍ରାଇଭରଙ୍କୁ ଜେରା କରାଯାଇଛି । ଏପରିକି ଚାରିଜଣଙ୍କୁ ଏକାଠି ବସାଇ ମୁହାଁମୁହିଁ ଜେରା କରିଛି ଭିଜିଲାନ୍ସ । ଜେରାରେ ଭିଜିଲାନ୍ସର ବଛାବଛା ଅଧିକାରୀ ନିୟୋଯିତ ହୋଇଥିଲେ । ପାଠକଙ୍କ ପ୍ରାୟ 9କୋଟି ଟଙ୍କାର ଆୟ ବର୍ହିଭୁତ ସମ୍ପତି ଠାବ ହୋଇଛି । ତେଣୁ ସଂଧ୍ୟା ସୁଧା ତାଙ୍କୁ ଗିରଫ କରିବା ପାଇଁ ପ୍ରାୟସ ଚଳାଇଛି ଭିଜିଲାନ୍ସ ।

ଆଜି କ୍ୟାପିଟାଲ ହସ୍ପିଟାଲରେ ଆଇଏଫଏସ ଅଭୟ ପାଠଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି । ଅଭୟଙ୍କ ସହ ତାଙ୍କ ପୁଅ ଆକାଶ ପାଠକଙ୍କ ମଧ୍ୟ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି । ଅଭୟ ପ୍ରତିକ୍ରିୟା ରଖି କହିଛନ୍ତି ଯେ, କିଛି ଠକେଇ ହୋଇନି, ସବୁ ଯଥାର୍ଥ ଅଛି । ତାଙ୍କ ପୁଅ ତାଙ୍କ ଟଙ୍କାରେ ଅୟସ କରୁନଥିଲା, ତା’ର ମାସିକ ଦରମା କୋଟିଏ ଟଙ୍କା ବୋଲି କହିଛନ୍ତି ଅଭୟ ।  ବିଭାଗରେ ଥାଇ ଅର୍ଥ ହଡପ କରିନାହାନ୍ତି ବୋଲି କହିଛନ୍ତି ପାଠକ ।

Share. Facebook Twitter LinkedIn Email WhatsApp Copy Link

Related Posts

ନକ୍ସଲମୁକ୍ତ ଭାରତ ପରେ ପୀଡ଼ିତଙ୍କ କ୍ଷତ ଉପଶମ ଓ ସମ୍ମାନଜନକ ଜୀବନ ସୁନିଶ୍ଚିତ କରିବା ଲକ୍ଷ୍ୟ

October 16, 2026

ଲଦାଖରେ ୩୩୫୦ କୋଟି ମୂଲ୍ୟର ୫ଟି ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

October 16, 2026

ସର୍ବସାଧାରଣ ସ୍ଥାନରେ ଫୁଟିପାରିବ ନାହିଁ ବାଣ: ବମ୍ବେ ହାଇକୋର୍ଟ

October 15, 2026

ଆନ୍ତର୍ଜାତିକ ଫିଲ୍ମ ଉତ୍ସବ ଲାଗି ମିଡିଆ ଅଧିସ୍ୱୀକୃତି ସମୟ ସୀମା ବୃଦ୍ଧି

October 15, 2026
Latest News

ନକ୍ସଲମୁକ୍ତ ଭାରତ ପରେ ପୀଡ଼ିତଙ୍କ କ୍ଷତ ଉପଶମ ଓ ସମ୍ମାନଜନକ ଜୀବନ ସୁନିଶ୍ଚିତ କରିବା ଲକ୍ଷ୍ୟ

October 16, 2026

ଲଦାଖରେ ୩୩୫୦ କୋଟି ମୂଲ୍ୟର ୫ଟି ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

October 16, 2026

ଅକ୍ଟୋବର ୧୬ ତାରିଖ ଶୁକ୍ରବାର ରାଶିଫଳ: ସ୍ୱାସ୍ଥ୍ୟ ଏବଂ ରୋମାନ୍ସ କ୍ଷେତ୍ରରେ କିପରି ରହିବ ଆଜିର ଦିନ

October 16, 2026

ଖାଦ୍ୟ ବିଷାକ୍ତ କାରଣରୁ ୮୪ ସୀମା ସୁରକ୍ଷା ବଳ ଯବାନ ହସ୍ପିଟାଲରେ ଭର୍ତ୍ତି

October 15, 2026

ସର୍ବସାଧାରଣ ସ୍ଥାନରେ ଫୁଟିପାରିବ ନାହିଁ ବାଣ: ବମ୍ବେ ହାଇକୋର୍ଟ

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.