Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»କରୋନାକୁ ନେଇ ଜେଲ୍‌ରେ କଏଦୀଙ୍କର ସଂଘର୍ଷ : 8 କଏଦୀ ମୃତ, 50 ଗୁରୁତର
ଅନ୍ତରାଷ୍ଟ୍ରୀୟ

କରୋନାକୁ ନେଇ ଜେଲ୍‌ରେ କଏଦୀଙ୍କର ସଂଘର୍ଷ : 8 କଏଦୀ ମୃତ, 50 ଗୁରୁତର

December 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Modi government destroyed the ISI-backed terror group Shahzad Bhatti Network
Modi government destroyed the ISI-backed terror group Shahzad Bhatti Network

କଲମ୍ବୋ : ଶ୍ରୀଲଙ୍କାର ରାଜଧାନୀ କଲମ୍ବୋର ମହାରାଜା ଜେଲ୍‌ରେ କରୋନାକୁ ନେଇ ସଂଘର୍ଷ ହୋଇଛି । ଏହି ସଂଘର୍ଷରେ 8ଜଣ କଏଦୀଙ୍କ ମୃତ୍ୟୁ ହୋଇଥିବାବେଳେ 50ଜଣ ଗୁରୁତର ହୋଇଛନ୍ତି । ଦେଶର ଭିଡଥବା ଜେଲ୍‌ରେ କରୋନା ସଂକ୍ରମଣକୁ ବୃଦ୍ଧିକୁ ନେଇ କଏଦୀମାନେ ବିରୋଧ କରୁଥିଲେ । ଏହି ଘଟଣାକୁ ନେଇ ଗାର୍ଡଙ୍କ ସହ କଏଦୀଙ୍କର ଝଗଡା ହୋଇଥିଲା । ଗାର୍ଡଙ୍କ ସହିତ ଝଗଡା ଉଗ୍ର ରୂପେ ନେଇ ସଂଘର୍ଷରେ ପରିଣତ ହୋଇଥିଲା । ଏଥିରେ 8ଜଣ କଏଦୀଙ୍କର ମୃତ୍ୟୁ ହୋଇଛି । ଗତ ମାସରେ ଶ୍ରୀଲଙ୍କାରେ କରୋନା ମାମଲାରେ ବୃଦ୍ଧି ଘଟିଛି । କଏଦୀମାନେ ନିକଟ ସପ୍ତାହରେ କରୋନା ଟେଷ୍ଟରେ ବୃଦ୍ଧି ତଥା ସଂକ୍ରମିତ କଏଦୀଙ୍କପାଇଁ ଅଲଗା ସୁବିଧା ଦାବିରେ ବିରୋଧ ପ୍ରଦର୍ଶନ କରୁଛନ୍ତି । ତେବେ ଗୁଳି ଯୋଗୁଁ କଏଦୀମାନଙ୍କର ମୃତ୍ୟୁ ହୋଇଥିବାର ସୂଚନା ରହିଛି । ସୂଚନାଯୋଗ୍ୟ, ଶ୍ରୀଲଙ୍କାରେ ଏବେ ସୁଦ୍ଧା 22 ହଜାର 988 କରୋନା ମାମଲା ଚିହ୍ନଟ ହୋଇଥିବାବେଳେ 109ଜଣଙ୍କର ମୃତ୍ୟୁ ହୋଇଛି । (ଏଜେନ୍ସି)

coronavirus dead
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱଚ୍ଛତା, ସଚେତନତା ଓ ଜନସହଭାଗିତାରେ ଏମସିଏଲ୍‌ର ‘ସ୍ୱଚ୍ଛତା ହିଁ ସେବା-୨୦୨୬’ ଅଭିଯାନ

September 25, 2026

ଦିବ୍ରୁଗଡ଼ ସ୍ଥିତ ଆଇସିଏମଆର-ଏନଆଇଏଚଆର ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 25, 2026

ଆଜି ସେପ୍ଟେମ୍ବର ୨୫ ତାରିଖରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

September 25, 2026

ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଭେଟିଲେ ରାଜ୍ୟସ୍ତରୀୟ ବରିଷ୍ଠ ନାଗରିକ ମହାସଙ୍ଘର ସଦସ୍ୟ

September 24, 2026
Latest News

ସ୍ୱଚ୍ଛତା, ସଚେତନତା ଓ ଜନସହଭାଗିତାରେ ଏମସିଏଲ୍‌ର ‘ସ୍ୱଚ୍ଛତା ହିଁ ସେବା-୨୦୨୬’ ଅଭିଯାନ

September 25, 2026

ଦିବ୍ରୁଗଡ଼ ସ୍ଥିତ ଆଇସିଏମଆର-ଏନଆଇଏଚଆର ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 25, 2026

ବାଲୁଗାଁ ମହାବିଦ୍ୟାଳୟରେ ଏନଏସଏସ ଦିବସ ଅବସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 25, 2026

ଆଜି ସେପ୍ଟେମ୍ବର ୨୫ ତାରିଖରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

September 25, 2026

ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଭେଟିଲେ ରାଜ୍ୟସ୍ତରୀୟ ବରିଷ୍ଠ ନାଗରିକ ମହାସଙ୍ଘର ସଦସ୍ୟ

September 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.