Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତ ବନ୍ଦକୁ କଂଗ୍ରେସର ପୂର୍ଣ୍ଣ ସମର୍ଥନ ରହିଛି : ନିରଞ୍ଜନ ପଟ୍ଟନାୟକ
ଆଜିର ଖବର

ଭାରତ ବନ୍ଦକୁ କଂଗ୍ରେସର ପୂର୍ଣ୍ଣ ସମର୍ଥନ ରହିଛି : ନିରଞ୍ଜନ ପଟ୍ଟନାୟକ

December 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର:  କୃଷି ଆଇନକୁ ବିରୋଧ କରି କୃଷକ ସଂଗଠନଗୁଡିକ ଚଳାଇଥିବା ଆନ୍ଦୋଳନ ବ୍ୟାପକ ହେବାରେ ଲାଗିଛି। ସରକାରଙ୍କ ସହିତ ବାରମ୍ବାର ଆଲୋଚନା ପରେ ସମାଧାନର ବାଟ ବାହାରି ପାରୁ ନଥିବାବେଳେ ଏହି ଆନ୍ଦୋଳନ ବ୍ୟାପକ ଓ ତୀବ୍ର ହେବାରେ ଲାଗିଛି। ଦିନକୁ ଦିନ କୃଷକ ସଂଗଠନଗୁଡିକ ପ୍ରତି ସମର୍ଥନ ବଢିବାରେ ଲାଗିଛି। ଏହି କ୍ରମରେ କୃଷକ ସଂଗଠନ ପକ୍ଷରୁ ଡିସେମ୍ବର 8 ତାରିଖ (ମଙ୍ଗଳବାର)କୁ ଦିଆଯାଇଥିବା ଭାରତ ବନ୍ଦ ଡାକରାକୁ ବିରୋଧୀ  ରାଜନୈତିକ ଦଳ, ବିଭିନ୍ନ ଟ୍ରେଡ ୟୁନିୟନ, ବ୍ୟାଙ୍କ ସଂଗଠନ ଓ ଅନ୍ୟାନ୍ୟ ବ୍ୟକ୍ତି ବିଶେଷଙ୍କ ସମର୍ଥନ ଜଣାଇଛନ୍ତି। ତେବେ ଭାରତ ବନ୍ଦକୁ କଂଗ୍ରେସ ପକ୍ଷରୁ ପୂର୍ଣ୍ଣ ସମର୍ଥନ ରହିଥିବା ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି ।

ସେ କହିଛନ୍ତି,  କଂଗ୍ରେସ ଚାଷୀଙ୍କ ସହ ଅଛି । ବନ୍ଦକୁ କଂଗ୍ରେସ ପୂର୍ଣ୍ଣ ମାତ୍ରାରେ ସମର୍ଥନ କରୁଛି । ଜିଲ୍ଲାସ୍ତରରେ ପ୍ରତିବାଦ ସହ ପ୍ରମୁଖ ସ୍ଥାନରେ ବନ୍ଦ କରାଯିବ । ନୂଆ ଆଇନରେ ଚାଷୀଙ୍କ ପ୍ରଚୁର କ୍ଷତି ହୋଇଛି ।  ବିଜେଡି ଓ ବିଜେପି ଛଡ଼ା ଆଉ ସମସ୍ତେ ଏହାକୁ ସମର୍ଥନ ଜଣାଉଛନ୍ତି ବୋଲି କହିବା ସହ ଏହି ବନ୍ଦରେ ବିଜେଡି ସାମିଲ ନହେବାକୁ ନେଇ ବି ନିରଞ୍ଜନ ପଟ୍ଟନାୟକ ପ୍ରଶ୍ନ ଉଠାଇଛନ୍ତି । ତେବେ ଭାରତ ବନ୍ଦକୁ ବିଜେଡି ସମର୍ଥନ ଦେବ କି ନାହିଁ ସେ ନିଷ୍ପତ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନେବେ ବୋଲି  ବିଜେଡି ଉପସଭାପତି ଦେବୀ ମିଶ୍ର କହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ

June 19, 2026

ଦୁଇ-ତୃତୀୟାଂଶ ସଂଖ୍ୟା ଗରିଷ୍ଠତା ଆଡ଼କୁ NDA: ଜାଣନ୍ତୁ ବିରୋଧୀ ଦଳର ସଂଖ୍ୟା

June 19, 2026

NEET ପରୀକ୍ଷା ପାଇଁ ଡ୍ରେସ୍ କୋଡ୍ ଲାଗୁ: ମାର୍ଗଦର୍ଶିକା ଜାରି କଲା NTA

June 19, 2026

କେଏଲ ରାହୁଲଙ୍କ ଭୂମିକା ଉପରେ ଚିନ୍ତା: ଗମ୍ଭୀର ପ୍ରଶ୍ନ ଉଠାଇଲେ ପୂର୍ବତନ ଚୟନକର୍ତ୍ତା

June 19, 2026
Latest News

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ

June 19, 2026

ଦୁଇ-ତୃତୀୟାଂଶ ସଂଖ୍ୟା ଗରିଷ୍ଠତା ଆଡ଼କୁ NDA: ଜାଣନ୍ତୁ ବିରୋଧୀ ଦଳର ସଂଖ୍ୟା

June 19, 2026

ଆମେରିକା-ଚୀନ୍-କେନ୍ଦ୍ରିକ “G2” ବ୍ୟବସ୍ଥାକୁ କଡ଼ା ବିରୋଧ କଲେ ଜନ୍ ବୋଲ୍ଟନ୍: ଟ୍ରମ୍ଫଙ୍କୁ ଦେଲେ ଚେତାବନୀ

June 19, 2026

NEET ପରୀକ୍ଷା ପାଇଁ ଡ୍ରେସ୍ କୋଡ୍ ଲାଗୁ: ମାର୍ଗଦର୍ଶିକା ଜାରି କଲା NTA

June 19, 2026

କେଏଲ ରାହୁଲଙ୍କ ଭୂମିକା ଉପରେ ଚିନ୍ତା: ଗମ୍ଭୀର ପ୍ରଶ୍ନ ଉଠାଇଲେ ପୂର୍ବତନ ଚୟନକର୍ତ୍ତା

June 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.