Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଦୀପଙ୍କ ବିରୋଧରେ ହେବ ଲୋକାୟୁକ୍ତ ତଦନ୍ତ
ଆଜିର ଖବର

ପ୍ରଦୀପଙ୍କ ବିରୋଧରେ ହେବ ଲୋକାୟୁକ୍ତ ତଦନ୍ତ

December 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶେଷରେ ଗିରଫ ହେଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ବର : ପ୍ରଦୀପ ପାଣିଗ୍ରାହୀଙ୍କ ତଦନ୍ତ କରିବେ ଲୋକାୟୁକ୍ତ । ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଦୁର୍ନୀତି ମାମଲା ପ୍ରସଙ୍ଗରେ ଲୋକାୟୁକ୍ତ ତଦନ୍ତ ପାଇଁ ସୁପାରି୍ସ୍‌ ହୋଇଛି । ତଦନ୍ତ ପାଇଁ ଲୋକାୟୁକ୍ତଙ୍କୁ ସୁପାରିସ୍‌ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକାୟୁକ୍ତ ଗଠନ ପରେ ପ୍ରଥମ ମାମଲା ଭାବେ ସରକାର ସୁପାରିସ୍‌ କରିଛନ୍ତି ।

ସୂଚନାଯୋଗ୍ୟ, ଲୋକବିରୋଧୀ କାର୍ଯ୍ୟକଳାପ ଅଭିଯୋଗରେ ଗୋପାଳପୁର ବିଜେଡି ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଦଳରୁ ବହିଷ୍କୃତ କରାଯିବା ପରେ ତାଙ୍କୁ ଗିରଫ ହୋଇ ଜେଲ୍‌ରେ ରହିଛନ୍ତି ପ୍ରଦୀପ । ଆକାଶ ପାଠକ ଲିଙ୍କ୍‌ରେ ପ୍ରଦୀପ ପାଣିଗ୍ରାହୀଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ଏବେ IPLରେ ପ୍ରବେଶ କରିବେ ଯୁବରାଜ ସିଂହ: ଏହି ଦଳର ହେବେ ‘କୋଚ୍’

June 19, 2026

Jio IPO: ଜିଓ ଆଇପିଓ ନେଇ ଘୋଷଣା କଲେ ମୁକେଶ ଆମ୍ବାନୀ, ଆସିବ ୨୭ କୋଟି ସେୟାରର ନୂଆ ଇସ୍ୟୁ

June 19, 2026

‘ଭିବି-ଜି ରାମ୍ ଜି’ କାର୍ଯ୍ୟକ୍ରମର ସଫଳ କାର୍ଯ୍ୟାନ୍ୱୟନ ପାଇଁ ୧୦୦ରୁ ଅଧିକ କ୍ଷେତ୍ର ଅଧିକାରୀଙ୍କ ନିଯୁକ୍ତି

June 19, 2026

ଓଡ଼ିଶାରେ ୭୩୨ କୋଟିରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପଗୁଡ଼ିକୁ ଦେଶବାସୀଙ୍କୁ ସମର୍ପଣ କରିବେ ରାଷ୍ଟ୍ରପତି

June 19, 2026
Latest News

ଏବେ IPLରେ ପ୍ରବେଶ କରିବେ ଯୁବରାଜ ସିଂହ: ଏହି ଦଳର ହେବେ ‘କୋଚ୍’

June 19, 2026

Jio IPO: ଜିଓ ଆଇପିଓ ନେଇ ଘୋଷଣା କଲେ ମୁକେଶ ଆମ୍ବାନୀ, ଆସିବ ୨୭ କୋଟି ସେୟାରର ନୂଆ ଇସ୍ୟୁ

June 19, 2026

‘ଭିବି-ଜି ରାମ୍ ଜି’ କାର୍ଯ୍ୟକ୍ରମର ସଫଳ କାର୍ଯ୍ୟାନ୍ୱୟନ ପାଇଁ ୧୦୦ରୁ ଅଧିକ କ୍ଷେତ୍ର ଅଧିକାରୀଙ୍କ ନିଯୁକ୍ତି

June 19, 2026

ଓଡ଼ିଶାରେ ୭୩୨ କୋଟିରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପଗୁଡ଼ିକୁ ଦେଶବାସୀଙ୍କୁ ସମର୍ପଣ କରିବେ ରାଷ୍ଟ୍ରପତି

June 19, 2026

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ

June 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.