Author: SM Network

ସୁବାସ କୁମାର ତାରଣିଆଁ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁ ୧୯୪୮ ମସିହା ଏପ୍ରିଲ ୧୪ ତାରିଖରେ ଭୁବନେଶ୍ୱରରେ ରାଜଧାନୀ ପ୍ରତିଷ୍ଠା ଦିବସର ଶିଳାନ୍ୟାସ ସ୍ଥାପନ କରିଥିଲେ। ଇତିମଧ୍ୟରେ ମନ୍ଦିରମାଳିନୀ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ପ୍ରତିଷ୍ଠା ଦିବସ ୭୭ ବର୍ଷରେ ପଦାର୍ପଣ କରିଛି। ଭୁବନେଶ୍ୱରରେ ରାଜଧାନୀ ପ୍ରତିଷ୍ଠା ପୂର୍ବରୁ ଐତିହାସିକ ସହର ତଥା ଓଡ଼ିଶାର ସର୍ବ ପୁରାତନ ସହର କଟକ ଥିଲା ଓଡ଼ିଶାର ରାଜଧାନୀ। କିନ୍ତୁ କଟକର ସହରର ଦୁଇପାଶ୍ୱର୍ ଦେଇ ମହାନଦୀ ଓ କାଠଯୋଡ଼ି ନଦୀ ପ୍ରବାହିତ ହେବା ତଥା ଅନ୍ୟାନ୍ୟ କାରଣ ଦୃଷ୍ଟିରୁ କଟକ ସହର ରାଜଧାନୀ ପାଇଁ ସୁରକ୍ଷିତ ନୁହେଁ ବୋଲି ମନେ ହୋଇଥିଲା। ପରବର୍ତ୍ତୀ ସମୟରେ ୧୯୩୬ ମସିହାରେ ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶରେ ପରିଣତ ହେବା ପରେ ଭୁବନେଶ୍ୱରରେ ନୂତନ ରାଜଧାନୀ ପ୍ରତିଷ୍ଠା ହେବା ପାଇଁ ତତ୍ପରତା ପ୍ରକାଶ ପାଇଥିଲା। ଏଥିପାଇଁ ଏକ କମିଟି ମଧ୍ୟ ଗଠନ କରାଯାଇଥିଲା। ଉକ୍ତ କମିଟି ପ୍ରଥମେ…

Read More

ଭୁବନେଶ୍ୱର: ରେଳ, ସୂଚନା ଓ ପ୍ରସାରଣ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶୁକ୍ରବାର ସନ୍ଧ୍ୟାରେ ପୁରୀ ରେଳ ଷ୍ଟେସନରେ ଚାଲୁରହିଥିବା ପୁନର୍ବିକାଶ କାର୍ଯ୍ୟର କରିଛନ୍ତି। ଅମୃତ ଷ୍ଟେସନ ଯୋଜନା ଅଧୀନରେ ସମଗ୍ର ଓଡ଼ିଶାରେ ପ୍ରମୁଖ ରେଳ ଭିତ୍ତିଭୂମିକୁ ଆଧୁନିକୀକରଣ କରିବା ପାଇଁ ଭାରତୀୟ ରେଳର ପ୍ରତିବଦ୍ଧତାର ଏକ ଅଂଶ ଭାବେ ପୁରୀ ରେଳ ଷ୍ଟେସନର ପୁନର୍ବିକାଶର କାର୍ଯ୍ୟ ଅନ୍ତର୍ଭୁକ୍ତ। ନିରୀକ୍ଷଣ ସମୟରେ ଶ୍ରୀ ବୈଷ୍ଣବ ନିର୍ମାଣ କାର୍ଯ୍ୟର ଅଗ୍ରଗତି ବିଷୟରେ ବିସ୍ତୃତ ସମୀକ୍ଷା କଲେ ଏବଂ ସମୟସୀମା ମଧ୍ୟରେ ସମ୍ପୂର୍ଣ୍ଣ କରିବା ପାଇଁ ଓ ବାକି କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ଅଧିକାରୀମାନଙ୍କୁ ନିର୍ଦେଶ ଦେଇଛନ୍ତି। ଅମୃତ ଷ୍ଟେସନ ପ୍ରକଳ୍ପ ଗୁଡିକର କାର୍ଯ୍ୟ ଗୁଡିକ ଅଗ୍ରଗତି କରୁଛି ବୋଲି ରେଳମନ୍ତ୍ରୀ କହିଛନ୍ତି। ପୁରୀ କୋଣାର୍କ ରେଳମାର୍ଗ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ଅଗ୍ରଗତିରେ ଚାଲୁରହିଛି ବୋଲି ଶ୍ରୀ ବୈଷ୍ଣବ କହିଛନ୍ତି। ରେଳମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି ଯେ ପୁନର୍ବିକାଶ…

Read More

ଭୁବନେଶ୍ୱର: ମାନ୍ୟବର କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ଏବଂ ରସାୟନ ଏବଂ ସାର ମନ୍ତ୍ରୀ, ଜଗତ ପ୍ରକାଶ ନଡ୍ଡା ଆଜି ଏମ୍ସ ଭୁବନେଶ୍ୱର ଗସ୍ତରେ ଆସୁଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ଗସ୍ତ ଏହି ଜାତୀୟ ପ୍ରତିଷ୍ଠାନର ଅଭିବୃଦ୍ଧି ଏବଂ ଉତ୍କର୍ଷତାର ଯାତ୍ରାରେ ଆଉ ଏକ ମାଇଲଖୁଣ୍ଟର ସାକ୍ଷୀ ରହିବ। ଏହି ଗସ୍ତ ଅବସରରେ, ଶ୍ରୀ ନଡ୍ଡା କେନ୍ଦ୍ରୀୟ ଗବେଷଣା ପ୍ରୟୋଗଶାଳାର ଉଦ୍‌ଘାଟନ କରିବେ। ଏହି ବ୍ୟବସ୍ଥା, ଏମ୍ସ ଭୁବନେଶ୍ୱରର ଗବେଷଣା କ୍ଷମତାକୁ ଏକ ନୂତନ ଶିଖରକୁ ନେବାର ସମ୍ଭାବନା ରଖିଛି। ଏହି ଅତ୍ୟାଧୁନିକ ପ୍ରୟୋଗଶାଳା ଡାକ୍ତର, ଗବେଷକ, ଏବଂ ଛାତ୍ରଛାତ୍ରୀଙ୍କୁ ଅଭିନବ ସ୍ୱାସ୍ଥ୍ୟସେବା ସମାଧାନ ବିକାଶ ଏବଂ ସୁଦୂରପ୍ରସାରୀ ଚିକିତ୍ସା ଗବେଷଣା କ୍ଷେତ୍ରକୁ ସଶକ୍ତ କରିବ ବୋଲି ବିଶ୍ବାସ ଥିବା ମତବ୍ୟକ୍ତ କରିଛନ୍ତି ଏମ୍‌ସ ଭୁବନେଶ୍ବର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ୱାସ। ଏଥିସହିତ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନଡ୍ଡା ବହୁମୁଖୀ (ଗ୍ୟାଷ୍ଟ୍ରୋନୋମି) ବ୍ଲକ୍‌ର ଶିଳାନ୍ୟାସ କରିବେ। ଏହା…

Read More

ମୁମ୍ବାଇ: ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଭାରତୀୟ ସଙ୍ଗୀତ ଶିଳ୍ପ ସହ ମିଳିତ ଭାବେ ଶୁକ୍ରବାର ୩୨ଟି ୱେଭ୍ସ- କ୍ରିଏଟ ଇନ୍ ଇଣ୍ଡିଆ ଚ୍ୟାଲେଞ୍ଜ ସିରିଜ୍ ମଧ୍ୟରୁ ଅନ୍ୟତମ ଥିମ୍ ମ୍ୟୁଜିକ୍ ପ୍ରତିଯୋଗୀତାର ବିଜେତାଙ୍କ ନାମ ଘୋଷଣା କରିଛି। ପ୍ରଥମ ୱାର୍ଲ୍ଡ ଅଡିଓ ଆଣ୍ଡ ଭିଡିଓ ଏଣ୍ଟରଟେନମେଣ୍ଟ ସମିଟ (ୱେଭ୍ସ ୨୦୨୫) ମେ ୧ ରୁ ୪ ପର୍ଯ୍ୟନ୍ତ ମୁମ୍ବାଇରେ ଅନୁଷ୍ଠିତ ହେବ। ଭାରତର ବିବିଧ ସଙ୍ଗୀତ ପ୍ରତିଭାକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରସ୍ତୁତ ହୋଇଥିବା ଏହି ପ୍ରତିଯୋଗିତାରେ ସାରା ଦେଶରୁ ଶତାଧିକ ଅଂଶଗ୍ରହଣକାରୀ ସାମିଲ୍ ହୋଇଥିଲେ। ବିଚାରକମଣ୍ଡଳୀ ୬ ଜଣ ବିଜେତାଙ୍କୁ ସେମାନଙ୍କର ମୌଳିକତା, ସଙ୍ଗୀତ ଦକ୍ଷତା ଏବଂ ୱେଭ୍‌ସ ବିଷୟବସ୍ତୁ ସହିତ ସାମଞ୍ଜସ୍ୟତାର କଠୋର ମୂଲ୍ୟାଙ୍କନ ପରେ ଚୟନ କରିଥିଲେ। ପ୍ରତିଯୋଗିତାର ବିଚାରକ ମଣ୍ଡଳୀରେ ଭାରତୀୟ ସଙ୍ଗୀତ ଜଗତର ଜଣାଶୁଣା ନାମ: ସୋମେଶ କୁମାର ମାଥୁର – ହିନ୍ଦୁସ୍ତାନୀ ଶାସ୍ତ୍ରୀୟ କଣ୍ଠଶିଳ୍ପୀ ଏବଂ ମେଣ୍ଟର; ସନ୍ଦୀପ ବାକ୍‌ଚୁ- ପ୍ଲେବ୍ୟାକ୍…

Read More

ମୁମ୍ବାଇ: ମୁମ୍ବାଇରେ ଏକ ଭାରତୀୟ ସୃଜନଶୀଳ ପ୍ରଯୁକ୍ତି ବିଦ୍ୟା ପ୍ରତିଷ୍ଠାନ ବା ଇଣ୍ଡିଆନ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ କ୍ରିଏଟିଭ୍‌ ନେକ୍ନୋଲୋଜି (ଆଇଆଇସିଟି) ପ୍ରତିଷ୍ଠା କରାଯିବ। ଏହି ବିଶ୍ୱସ୍ତରୀୟ ପ୍ରତିଷ୍ଠାନ ଆନିମେସନ, ଭିଜୁଆଲ ଇଫେକ୍ଟସ, ଗେମିଂ, କମିକ୍ସ ଓ ପରିବର୍ଦ୍ଧିତ ବାସ୍ତବତା (ଏଭିଜିସି-ଏକ୍ସଆର) କ୍ଷେତ୍ର ପ୍ରତି ସମର୍ପିତ ହେବ। ମୁମ୍ବାଇ ଆଇଆଇସିଟି ପାଇଁ ଆଜି ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସହିତ ମହାରାଷ୍ଟ୍ର ସରକାର, ମହାରାଷ୍ଟ୍ର ଚଳଚ୍ଚିତ୍ର, ମଞ୍ଚ ଓ ସଂସ୍କୃତି ବିକାଶ ନିଗମ ଲିଃ (ଏମଏଫଏସସିଡିସିଏଲ) ଏବଂ ଇଣ୍ଡିଆନ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ କ୍ରିଏଟିଭ୍‌ ଟେକ୍ନୋଲୋଜି (ଆଇଆଇସିଟି) ମଧ୍ୟରେ ଏକ ବୁଝାମଣାପତ୍ର (ଏମଓୟୁ) ସ୍ୱାକ୍ଷରିତ ହୋଇଛି। ମହାରାଷ୍ଟ୍ର ସରକାରଙ୍କ ମୁଖ୍ୟ ଶାସନ ସଚିବ ସୁଶ୍ରୀ ସୁଜାତା ସୌନିକ ଏବଂ ସୂଚନା ଓ ପ୍ରସାରଣ ସଚିବ ସଞ୍ଜୟ ଜାଜୁଙ୍କ ମଧ୍ୟରେ ଏହି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଥିଲା। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଏବଂ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଉପସ୍ଥିତିରେ ବୁଝାମଣାପତ୍ରର…

Read More

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ବାରାଣସୀରେ ୩,୮୮୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିଛନ୍ତି। ସଭାକୁ ସମ୍ବୋଧିତ କରି ସେ କାଶୀ ସହିତ ତାଙ୍କର ଗଭୀର ସମ୍ପର୍କ ଉପରେ ଆଲୋକପାତ କରିବା ସହ ଆଶୀର୍ବାଦ ପାଇଁ ତାଙ୍କ ପରିବାର ଓ ଅଞ୍ଚଳବାସୀଙ୍କୁ ହୃଦୟରୁ କୃତଜ୍ଞତା ଜ୍ଞାପନ କରିଥିଲେ ଏବଂ ତାଙ୍କୁ ଏଠାରୁ ଯେଉଁ ଭଲପାଇବା ଓ ସମର୍ଥନ ମିଳିଛି, ତାହା ସ୍ୱୀକାର କରିଥିଲେ। କାଶୀ ତାଙ୍କର ଏବଂ ସେ କାଶୀର ବୋଲି କହି ସେ ଏହି ପ୍ରେମ ପାଇଁ ଋଣୀ ବୋଲି ଉଲ୍ଲେଖ କରିଥିଲେ। ଆସନ୍ତାକାଲି ହନୁମାନ ଜନ୍ମ ଉତ୍ସବର ପବିତ୍ର ଅବସର ବୋଲି ଉଲ୍ଲେଖ କରି ଶ୍ରୀ ମୋଦୀ କାଶୀରେ ସଙ୍କଟ ମୋଚନ ମହାରାଜଙ୍କୁ ଦର୍ଶନ କରିବାର ସୁଯୋଗ ପାଇଥିବାରୁ ସେଥିପାଇଁ ସମ୍ମାନ ପ୍ରକାଶ କରିଥିଲେ। ହନୁମାନ ଜନ୍ମ ଉତ୍ସବ ପୂର୍ବରୁ କାଶୀବାସୀ ଏକାଠି ହୋଇ ବିକାଶର ପର୍ବ ପାଳନ…

Read More

ଭୁବନେଶ୍ୱର: ଶୁକ୍ରବାର ଓଡ଼ିଶା ସରକାରୀ ମିଳିତ କର୍ମଚାରୀ ମହାସଂଘ ଆନୁକୂଲ୍ୟରେ କ୍ୟାସ୍‌ଲେସ୍ ହେଲ୍‌ଥ୍ କାର୍ଡ ବା ସ୍ୱାସ୍ଥ୍ୟବୀମା ସବୁ ସରକାରୀ କର୍ମଚାରୀମାନଙ୍କ କ୍ଷେତ୍ରରେ ଲାଗୁ ନ ହୋଇଥିବାରୁ ପଞ୍ଚାୟତରୁ ଲୋକସେବା ଭବନ ଯାଏଁ ସବୁ ବର୍ଗର କର୍ମଚାରୀ ହାତରେ ପ୍ଲାକାର୍ଡ ଧରି ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ଦୁଃଖ ଓ ଅସନ୍ତୋଷ ଫେସ୍‌ବୁକ୍ ଓ ସୋସିଆଲ୍ ମିଡ଼ିଆରେ ଜାହିର କରିଥିଲେ। ରାଜ୍ୟ ସରକାରଙ୍କୁ ଅନୁରୋଧ କରିଥିଲେ କି, ସବୁ ବର୍ଗର କର୍ମଚାରୀଙ୍କୁ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ ଯୋଗାଇ ଦେବାପାଇଁ। ଗତକାଲି ରାଜ୍ୟ ସରକାର ଯୁଗାନ୍ତକାରୀ ନିଷ୍ପତ୍ତିକ୍ରମେ ଆୟୁଷ୍ମାନ୍ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ମିଳିତଭାବେ ଲାଗୁ କରିଛନ୍ତି। ଏଥିରେ ରାଜ୍ୟର ୩ କୋଟି ୪୬ ଲକ୍ଷ ଲୋକ ଦେଶର ୨୯ ହଜାର ଘରୋଇ ଓ ସରକାରୀ ହସ୍ପିଟାଲ୍‌ରେ ଚିକିତ୍ସା ଉପକୃତ ହେବେ। କିନ୍ତୁ ଦୁଃଖ ଓ ପରିତାପର ବିଷୟ ଓଡ଼ିଶାରେ କାମ କରୁଥିବା ବିଭିନ୍ନ ବିଭାଗରେ ହଜାର ହଜାର ସରକାରୀ…

Read More

ଯାଜପୁର: ଆଜି ଯାଜପୁର ଦକ୍ଷିଣବନ୍ଧ ସ୍ଥିତ ଉତ୍କଳ ଗୌରବ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମୁଖ୍ୟଅତିଥି ଭାବେ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଯୋଗଦେଇ ଉପସ୍ଥିତ ଛାତ୍ରଛାତ୍ରୀ ଓ ଅଭିଭାବକ ମାନଙ୍କୁ ଉଦବୋଧନ ପ୍ରଦାନ କରିଥିଲେ। ଏହି ବିଦ୍ୟାଳୟକୁ ଗଢ଼ି ତୋଳିଥିବା ସମାଜସେବୀ ଓ ଶିକ୍ଷା ପ୍ରେମୀ ମାନଙ୍କୁ ଅଶେଷ ଧନ୍ୟବାଦ୍। ବିଦ୍ୟାଳୟଟି ୫୦ ଗୋଟି ବସନ୍ତ ଅତିକ୍ରମ କରିସାରିଛି। ବିଦ୍ୟାଳୟ ହେଉଛି ମଣିଷର ଭବିଷ୍ୟତ ତିଆରି କାରଖାନା। ଛାତ୍ରଛାତ୍ରୀ ମାନଙ୍କୁ ପ୍ରତିଷ୍ଠିତ କରିବାରେ ଶିକ୍ଷକ ମାନଙ୍କର ଯେତିକି ଦାୟିତ୍ଵ, ଅଭିଭାବକ ମାନଙ୍କର ମଧ୍ୟ ସେତିକି ଦାୟିତ୍ୱ ରହିବା ଆବଶ୍ୟକ। ସମାଜ ବିକଶିତ ହେଲେ, ରାଜ୍ୟ ଓ ଦେଶ ବିକଶିତ ହେବ ଏବଂ ଆମ ସମସ୍ତଙ୍କର ସମ୍ମାନ ବଢ଼ିବ। ଉତ୍ଥାନ, ପତନ ଗୋଟିଏ ଜାତିର ଇତିହାସରେ କିଛି ନୂଆ କଥା ନୁହେଁ। ଇଂରେଜ ଶାସନ ଅମଳରେ ନିର୍ଯ୍ୟାତିତ ଓଡ଼ିଆ ଜାତି ମୂମୁର୍ଷ…

Read More

ମେଷ- ବିବାହ କରିବାକୁ ଯୋଗ ଫିଟିବ। ବାଣିଜ୍ୟିକ କ୍ଷେତ୍ରରେ ମଧ୍ୟ ଲାଭ ହେବ । ପାରିବାରିକ ଜୀବନରେ ସୁଖ ଏବଂ ଶାନ୍ତି ରହିବ । ହୁଏତ କିଛି ସୁନ୍ଦର ସ୍ଥାନରେ ରହିବାକୁ ପଡିପାରେ । ସାଙ୍ଗମାନେ ମଧ୍ୟ ଉପକୃତ ହେବେ । ମଧ୍ୟାହ୍ନ ଭୋଜନ ପରେ, ଆପଣ କୈଣସି କାରଣରୁ ମାନସିକ ସ୍ତରରେ ଚିନ୍ତିତ ହେବେ । ଧାର୍ମିକ କାର୍ଯ୍ୟ ପଛରେ ଟଙ୍କା ଖର୍ଚ୍ଚ ଅଧିକ ରହିବ। ଖର୍ଚ୍ଚ ପରିମାଣ ଆୟଠାରୁ ଅଧିକ ହେବ । ପରିବାରରେ ଶାନ୍ତିପୂର୍ଣ୍ଣ ପରିବେଶ ରହିବ। ବୃଷ- କୋର୍ଟ କାର୍ଯ୍ୟରେ ସଫଳତା ମିଳିବ। ପରୋପକାରୀ କାର୍ଯ୍ୟ ପଛରେ ଟଙ୍କା ଖର୍ଚ୍ଚ ହେବ। ଭଗବାନଙ୍କୁ ଉପାସନା କରିବା ଆପଣଙ୍କ ମନରେ ଶାନ୍ତି ଆଣିବ । ମଧ୍ୟାହ୍ନ ପରେ ଆପଣଙ୍କର ପ୍ରତ୍ୟେକ କାର୍ଯ୍ୟ ସହଜରେ ସମାପ୍ତ ହେବ । ପାରିବାରିକ ଜୀବନରେ ସମନ୍ୱୟ ରହିବ । ଶାରୀରିକ ସ୍ୱାସ୍ଥ୍ୟ ମଧ୍ୟ ଭଲ ରହିବ । ଆପଣଙ୍କ କାର୍ଯ୍ୟରେ ଉଚ୍ଚ ପଦାଧିକାରୀମାନେ ମଧ୍ୟ…

Read More

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ତଥା ରସାୟନ ଓ ସାର ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡାଙ୍କ ସହ CIPET ପରିଦର୍ଶନରେ ଯାଇ ଓଡ଼ିଶାରେ ଏହି ପ୍ରତିଷ୍ଠାନର ଅଧିକ କେନ୍ଦ୍ର ଖୋଲିବା ପାଇଁ ପ୍ରସ୍ତାବ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ନିକଟରେ ପେଟ୍ରୋ କେମିକାଲ୍ କ୍ଷେତ୍ରରେ ୧ ଲକ୍ଷ କୋଟି ଟଙ୍କାଠାରୁ ଅଧିକ ମୂଲ୍ୟର ନିବେଶ ପାଇଁ ଚୁକ୍ତି ସ୍ୱାକ୍ଷର ହୋଇଛି। ପୂର୍ବରୁ ଉତ୍କର୍ଷ ଓଡିଶାରେ ମଧ୍ୟ ୧୭ ଲକ୍ଷ କୋଟି ଟଙ୍କାର ନିବେଶ ସୁଯୋଗ ସୃଷ୍ଟି ହୋଇଛି। ଏହାଦ୍ୱାରା ପ୍ରାୟ ୧୩ ଲକ୍ଷ ନିଯୁକ୍ତିର ସମ୍ଭାବନା ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପେଟ୍ରୋ କେମିକାଲ୍‌ ଶିଳ୍ପ କ୍ଷେତ୍ରରେ ଓଡିଶାରେ ବ୍ୟାପକ ଅଭିବୃଦ୍ଧିର ସୁଯୋଗ ସୃଷ୍ଟି ହୋଇଛି। ଏଥିପାଇଁ ଅଧିକ ଦକ୍ଷ ୱାର୍କଫୋର୍ସର ଆବଶ୍ୟକତା ରହିଛି। ସେଥିପାଇଁ ଓଡିଶାର ବିଭିନ୍ନ ସ୍ଥାନରେ ସିପେଟ୍‌ର ପ୍ରଶିକ୍ଷଣ କେନ୍ଦ୍ର ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ…

Read More

ଚିଲିକା: ଆଜି ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଐତିହାସିକ ପଦକ୍ଷେପ ସୂରୁପ କଟକ ବାଲିଯାତ୍ରା ପଡ଼ିଆ ଠାରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଓ ମୁଖ୍ୟମନ୍ତ୍ରୀ ମୋହନ ଚ଼ରଣ ମାଝୀଙ୍କ ଦ୍ବାରା ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଓ ଆୟୁଷ୍ମାନ ଭାରତ ବୟୋବନ୍ଦନା ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଚ଼ିଲିକା ବିଧାନସଭା କ୍ଷେତ୍ରର ସାତ ଗୋଟି ସ୍ଥାନରେ ଉକ୍ତ ଯୋଜନାର ଶୁଭାରମ୍ଭ ହୋଇଯାଇଛି। ଚିଲିକା ବ୍ଲକର ଚାରି ଗୋଟି ସ୍ଥାନ ଏବଂ ବାଣପୁର ବ୍ଲକର ତିନି ଗୋଟି ସ୍ଥାନରେ ଉକ୍ତ ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଚିଲିକା ବ୍ଲକର ଜରିପଡ଼ା ପଞ୍ଚାୟତ ଅନ୍ତର୍ଗତ ଦାଶରଥି ଉଚ୍ଚ ବିଦ୍ୟାଳୟରେ, ଚାଷଙ୍ଗରା ପଞ୍ଚାୟତର ବୋରିଆ ସାହି ବାତ୍ୟା ଆଶ୍ରୟସ୍ଥଳି, ସାନନଈରୀ ପଞ୍ଚାୟତର ସାନନଈରୀ ବାତ୍ୟା ଆଶ୍ରୟସ୍ଥଳି ଏବଂ ସୋରଣ ପଞ୍ଚାୟତର ବେଣାଗଡିଆ ବାତ୍ୟା ଆଶ୍ରୟସ୍ଥଳି ରେ ଉକ୍ତ ଯୋଜନାର ଶୁଭାରମ୍ଭ ହୋଇଯାଇଛି। ଦାଶରଥି…

Read More

ଭୁବନେଶ୍ୱର: ପ୍ରାଣୀ ଚିକିତ୍ସା ଓ ରୋଗ ନିରାକରଣରେ ହୋମିଓପ୍ୟାଥି ଔଷଧର ପ୍ରୟୋଗକୁ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍ସ ଆଣ୍ଡ ଆନିମଲ ହଜବ୍ୟାଣ୍ଡରୀ (ଆଇଭିଏସ୍‌ଏଏଚ୍‌) ପକ୍ଷରୁ ଶୁକ୍ରବାର ଏକ କର୍ମଶାଳା ଆୟୋଜିତ ହୋଇଯାଇଛି। ବିଶ୍ୱ ହୋମିଓପ୍ୟାଥି ଦିବସ ୨୦୨୫ ଅବସରରେ ଆୟୋଜିତ ଏହି କର୍ମଶାଳାର ପ୍ରସଙ୍ଗ ରହିଥିଲା ‘ୟୁଜ୍ ଅଫ୍ ହୋମିଓପ୍ୟାଥିକ୍ ଡ୍ରଗ୍ସ ଇନ୍ ଦ ଟ୍ରିଟମେଂଟ ଆଣ୍ଡ ପ୍ରିଭେନ୍‌ସନ୍ ଅଫ୍ ଲାଇଭଷ୍ଟକ୍ ଡିଜିଜେସ୍‌’। ଆୟୋଜିତ ଏହି କର୍ମଶାଳାରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କହିଥିଲେ ଯେ ହୋମିଓପ୍ୟାଥି ଔଷଧର ପାଶ୍ୱର୍ପ୍ରତିକ୍ରିୟା କମ୍ ରହିବା ସହ ଏହା ଫଳପ୍ରଦ ମଧ୍ୟ ହୋଇଥାଏ। ପ୍ରାଣୀମାନଙ୍କ କ୍ଷେତ୍ରରେ ଚିକିତ୍ସା କରିବା କଷ୍ଟକର। ତେଣୁ ସେମାନଙ୍କୁ କିଭଳି ସୁସ୍ଥ କରାଯାଇପାରିବ ସେ ଦିଗରେ ଗୁରୁତ୍ୱ ଦେବାର ଆବଶ୍ୟକତା ରହିଛି। ଏଭଳି କ୍ଷେତ୍ରରେ ହୋମିଓପ୍ୟାଥି ଚିକିତ୍ସାର ମହତ୍ୱ ରହିଛି ବୋଲି…

Read More

ଭୁବନେଶ୍ୱର: ଓଡିଶା ବିକାଶ ଇତିହାସରେ ଯୋଡିହୋଇଛି ଏକ ନୂଆ ଫର୍ଦ୍ଦ। ଆରମ୍ଭ ହୋଇଛି ବହୁ ପ୍ରତିକ୍ଷିତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଆଜି କଟକର ବାଲିଯାତ୍ରା ପଡିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ନଡ୍ଡା କହିଛନ୍ତି ଯେ, ଆୟୁଷ୍ମାନ ଭାରତ ଯୋଜନା ଏକ ଇନସୁରାନ୍‌ସ ନୁହେଁ ଏହା ହେଉଛି ଏକ ଆସ୍ୟୁରାନ୍‌ସ। ଏହା ପୃଥିବୀର ସବୁଠାରୁ ବୃହତ୍ତମ ଯୋଜନା। ବର୍ତ୍ତମାନ ସୁଦ୍ଧା ଏଥିରେ ୮କୋଟି ୯୦ ଲକ୍ଷ ଲୋକ ଉପକୃତ ହୋଇସାରିଛନ୍ତି। ନିର୍ବାଚନ ସମୟରେ ଆମେ ଏହାକୁ ଲାଗୁ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲୁ ଏବଂ ଏହାକୁ ଆଜି ଲାଗୁ ମଧ୍ୟ କଲୁ। ଓଡିଶା ଲୋକମାନେ ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେଇଛନ୍ତି। ତେଣୁ, ଓଡିଶାରେ ଏହି ଯୋଜନା ଲାଗୁ ହୋଇପାରିଲା। ଏହାଦ୍ୱାରା…

Read More

ଖୋର୍ଦ୍ଧା: ଆଜି ଅପରାହ୍ନରେ ଓଡିଶାର ସମନ୍ୱୟ, ବୟନ, ହସ୍ତତନ୍ତ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ପ୍ରାଣନାଥ ସ୍ୱୟଂ ଶାସିତ ମହାବିଦ୍ୟାଳୟ ସନ୍ନିକଟ ମୁକୁନ୍ଦ ପ୍ରସାଦ ସହରାଂଚଳ ସ୍ୱାସ୍ଥ୍ୟ କେନ୍ଦ୍ର ନିକଟରେ ଜିଲ୍ଲାପ୍ରଶାସନ ତରଫରୁ ଆୟୋଜିତ କାର୍ଯ୍ୟ କ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆୟୁଷ୍ମାନ ଭାରତ -ପ୍ରଧାନମନ୍ତ୍ରୀ ଆରୋଗ୍ୟ ଯୋଜନା -ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଏବଂ ଆୟୁଷ୍ମାନ ଵୟୋ ବନ୍ଦନା ଯୋଜନାକୁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପାଖରେ ପ୍ରଦୀପ ପ୍ରଜ୍ବଳନ ପୂର୍ବକ ଜିଲ୍ଲା ବାସୀଙ୍କ ଉଦ୍ୟଶରେ ଶୁଭାରମ୍ଭ କରିଛନ୍ତି। ମୁଖ୍ୟ ଅତିଥି ନିଜ ଅଭିଭାଷଣରେ କହିଲେ ଯେ, ୨୦୧୮ ମସିହାରୁ ଓଡିଶାରେ ଯଶସ୍ବୀ ପ୍ରଧାନମନ୍ତ୍ରୀଙ୍କ ଏହି ଯୁଗାନ୍ତକାରୀ ସ୍ୱାସ୍ଥ୍ୟ ଯୋଜନା ଲାଗୁ କରାଯିବା ପାଇଁ ଲଢେଇ ଜାରି ରହିଥିଲା। ଆଜି କେନ୍ଦ୍ର ଓ ରାଜ୍ୟରେ ଯଶସ୍ବୀ ପ୍ରଧାନମନ୍ତ୍ରୀ ମୋଦି ଓ ଲୋକ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଭାଜପା ଡବଲ ଇଂଜିନ ସରକାର ଆୟୁଷ୍ମାନ ସ୍ୱାସ୍ଥ୍ୟ ସେବା କାର୍ଡ…

Read More

ବାଲୁଗାଁ: ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଓଡ଼ିଆ ପକ୍ଷ ପାଳନ ପରିପ୍ରେକ୍ଷୀରେ ଅପ୍ରେଲ ଏକ ତାରିଖରୁ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଅଧ୍ୟକ୍ଷ ଡକ୍ଟର ଲକ୍ଷ୍ମୀଧର ସୁବୁଦ୍ଧିଙ୍କ ସଭାପତିତ୍ୱରେ ଓଡ଼ିଆ ପକ୍ଷର ଆଜି ଯୁବ ଲେଖକ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅତିଥିଭାବେ ଗୋଦାବରୀଶ ମହାବିଦ୍ୟାଳୟର ପ୍ରାକ୍ତନ ରାଜନୀତି ବିଜ୍ଞାନ ମୁଖ୍ୟ ଲକ୍ଷ୍ମୀ ପ୍ରସାଦ ମିଶ୍ର, ଯୁକ୍ତ ଦୁଇ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ଶ୍ରୀଚନ୍ଦନ, ଡକ୍ଟର ସନ୍ତୋଷ କୁମାର ରଥ ଓ ଅଧ୍ୟାପିକା ଝରଣା ନାଥ ଯୋଗଦେଇ ମହାବିଦ୍ୟାଳୟର ନବ ପ୍ରତିଭା ମାନଙ୍କୁ ନିରନ୍ତର ଲେଖନୀ ଚାଳନା କରିବାକୁ ଅନୁପ୍ରେରିତ କରିଥିଲେ। ଡକ୍ଟର ସନ୍ତୋଷ କୁମାର ରଥ ପଣ୍ଡିତ ନୀଳକଣ୍ଠ ଦାସଙ୍କ ଜୀବନ ଓ ଦର୍ଶନ ସମ୍ପର୍କରେ ଆଲୋଚନା କରିବା ସହ ତାଙ୍କ ସାରସ୍ୱତ ସୃଷ୍ଟିର ନିର୍ଯାସ ଉପସ୍ଥାପନା କରିଥିଲେ। କାର୍ଯ୍ୟକ୍ରମ ଟିକୁ ସଂଯୋଜନା କରିଥିଲେ ଅଧ୍ୟାପକ ଡକ୍ଟର କୈଳାସ ଚନ୍ଦ୍ର ମହାରଣା।  ପ୍ରାରମ୍ଭରେ ଅଧ୍ୟକ୍ଷ ଡଃ ଲଷ୍ମୀଧର ସୁବୁଦ୍ଧି ଶିକ୍ଷାର୍ଥୀମାନଙ୍କର…

Read More

ଖୋର୍ଦ୍ଧା: ଏକ ହତ୍ୟା ମାମଲାର ପର୍ଦ୍ଦାଫାସ କରିବା ସହ ଉତ୍କୃଷ୍ଟ ତଦନ୍ତ ଓ ବଳିଷ୍ଠ ସାକ୍ଷ୍ୟ ପ୍ରମାଣ ଲାଗି ଅଭିଯୁକ୍ତଙ୍କୁ ଆଜୀବନ କାରାଗାର ଦଣ୍ଡାଦେଶ ହୋଇଥିବାରୁ ଖୋର୍ଦ୍ଧା ଏସପି ସାଗରୀକା ନାଥ ଏବଂ ବାଣପୁର ଥାନା ଆଇଆଇସି ରମେଶ କୁମାର ଦେବତାଙ୍କୁ ପ୍ରଶଂସା ପତ୍ର ପ୍ରଦାନ କରିଛନ୍ତି ଓଡିଶା ଡିଜିପି ୱାଇ.ବି ଖୁରାନିଆ। ସୂଚନା ମୁତାବକ ୨୦୧୯ ମସିହାରେ କୋରାପୁଟ ଜିଲ୍ଲା ବୈପାରୀଗୁଡା ଥାନା ଅଞ୍ଚଳରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଥିଲା। ଉକ୍ତ ଥାନା ଅଞ୍ଚଳର ରାସନ ଦୋକାନୀ ତ୍ରିନାଥ ହୋତାଙ୍କୁ ଅଭିଯୁକ୍ତ ମୁକୁ ସାନ୍ତା ଟାଙ୍ଗିଆରେ ହାଣି ମାରିଦେଇଥିବା ଅଭିଯୋଗ କରିଥିଲେ ମୃତ ତ୍ରିନାଥ ଙ୍କ ପୁତ୍ର ଡମ୍ବୁରୁଧର ହୋତା। ଏ ନେଇ ବୈପାରୀଗୁଡା ଥାନାରେ କେସ ନମ୍ବର ୪୪/୧୯ ରେ ଏକ ହତ୍ୟା ମାମଲା ରୁଜୁ ହୋଇଥିବାବେଳେ ତତ୍କାଳୀନ ବୈପାରୀଗୁଡା ଥାନା ଓଆଇସି ତଥା ବର୍ତ୍ତମାନ ବାଣପୁର ଥାନା ଆଇଆଇସି ରମେଶ କୁମାର ଦେବତା ଉକ୍ତ ମାମଲାର ତଦନ୍ତକାରୀ…

Read More

ମୁମ୍ବାଇ: ଭାରତର ସବୁଠାରୁ ବିଶ୍ୱସ୍ତ ଅଳଙ୍କାର ବ୍ରାଣ୍ଡ ମଧ୍ୟରୁ ଅନ୍ୟତମ ରିଲାଏନ୍ସ ଜୁଏଲ୍ସ , ତିରୁପତିର ପବିତ୍ର ଭୂମିକୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଏହାର ସ୍ୱତନ୍ତ୍ର ‘ଜୁଏଲ୍ସ  ଅଫ୍ ଇଣ୍ଡିଆ’ କଲେକ୍ସନର ୧୦ମ ସଂସ୍କରଣରେ ତିରୁପତି କଲେକ୍ସନକୁ ଗର୍ବର ସହିତ ଉପସ୍ଥାପନ କରୁଛି। ଏହାର ପୌରାଣିକ ମନ୍ଦିର, ଚମତ୍କାର ସ୍ଥାପତ୍ୟ ଏବଂ ଏହାର ଇଷ୍ଟଦେବ ଭଗବାନ ବାଲାଜୀଙ୍କ ଦିବ୍ୟ ଆଭା ଦ୍ୱାରା ଅନୁପ୍ରାଣିତ ହୋଇ, ଏହି ଉତ୍କୃଷ୍ଟ ସୁନା ଏବଂ ହୀରା ଅଳଙ୍କାର ସମ୍ଭାର ଅକ୍ଷୟ ତୃତୀୟା ଉତ୍ସବ ପାଇଁ ଦିବ୍ୟ କୃପା ନେଇଆସିଛି। ସୂକ୍ଷ୍ମ କଳାକୌଶଳରେ ନିର୍ମିତ ଏହି ଡିଜାଇନଗୁଡ଼ିକ ଭଗବାନ ବାଲାଜୀଙ୍କ ଆଧ୍ୟାତ୍ମିକ ମହିମା, ପବିତ୍ର ତିରୁମାଲା ପାହାଡ଼ ଏବଂ ଶ୍ରୀନିବାସ କଲ୍ୟାଣମ ର ସୁନ୍ଦର ଆକର୍ଷଣକୁ ପ୍ରଦର୍ଶିତ କରୁଛି। ଏହା ରାଜକୀୟ ଚୋକର୍ସ ହେଉ କିମ୍ବା ଆକର୍ଷଣୀୟ ଲମ୍ବା ହାର, ସୂକ୍ଷ୍ମ ହସ୍ତଶିଳ୍ପ ତିଆରି ଚୁଡ଼ି, କିମ୍ବା ସୁନ୍ଦର ଭାବରେ କାରୁକାର୍ଯ୍ୟପୂର୍ଣ୍ଣ କାନଫୁଲ, ପ୍ରତ୍ୟେକ ଅଳଙ୍କାର ମନ୍ଦିର ପରମ୍ପରାର…

Read More

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି ଝାଡ଼ଖଣ୍ଡରେ ଏକ ବଡ଼ ଧରଣର ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ରାଜ୍ୟ ସଭାପତି ତାଲା ମାରାଣ୍ଡି ଦଳ ଛାଡିଛନ୍ତି। ତାଲା ମାରାଣ୍ଡି ବିଜେପି ଛାଡି ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାରେ ଯୋଗ ଦେଇଛନ୍ତି। ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ତାଲା ମାରାଣ୍ଡିଙ୍କୁ ଦଳର ସଦସ୍ୟତା ଦେଇଛନ୍ତି। ତାଲା ମାରାଣ୍ଡି ସନ୍ତାଲ ପରଗାନାର ଜଣେ ବଡ ବିଜେପି ନେତା ଥିଲେ। କୁହାଯାଉଛି ଯେ, ସେ ଆଜି ସକାଳେ ନିଜେ ବିଜେପିର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ଏହା ପରେ ସେ ବର୍ତ୍ତମାନ ହେମନ୍ତ ସୋରେନଙ୍କ ପାର୍ଟି ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାରେ ଯୋଗ ଦେଇଛନ୍ତି। ଉଲ୍ଲେଖ ଯୋଗ୍ୟ ଯେ, ତାଲା ମାରାଣ୍ଡି ଦୁଇଥର ବୋରିୟୋରୁ ବିଧାୟକ ହୋଇଛନ୍ତି। ସେ ୨୦୨୪ ଲୋକସଭା ନିର୍ବାଚନରେ ​​ରାଜମହଲ ଆସନରୁ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ହୋଇଥିଲେ। ଏହି ନିର୍ବାଚନରେ ​​ତାଙ୍କୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ଏହା…

Read More

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ରାଜନୀତିରେ ପୁଣି ଥରେ ହଲଚଲ ଦେଖାଦେଇଛି। କାରଣ ସମାଜବାଦୀ ପାର୍ଟି, ବାହୁଜନ ସମାଜ ପାର୍ଟି ଏବଂ କଂଗ୍ରେସ ସହ ଜଡିତ ଶତାଧିକ କର୍ମୀ ରାଷ୍ଟ୍ରୀୟ ଲୋକ ଦଳ (ଆରଏଲଡି) ରେ ଯୋଗ ଦେଇଛନ୍ତି। ଏହି ସମସ୍ତ କର୍ମୀ ଫାରୁଖବାଦ୍ ଜିଲ୍ଲାରୁ ଲକ୍ଷ୍ନୌରେ ଆରଏଲଡି ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ନବନିଯୁକ୍ତ ଜାତୀୟ ସାଧାରଣ ସମ୍ପାଦକ ଅନିଲ ଦୁବେଙ୍କୁ ସ୍ୱାଗତ କରିବା ସହ ଦଳରେ ଯୋଗଦେବାକୁ ଘୋଷଣା କରିଛନ୍ତି। ଏହି ଅବସରରେ ଆରଏଲଡି ରାଜ୍ୟ ସାଧାରଣ ସମ୍ପାଦକ ରାଜୀବ ରଂଜନଙ୍କ ନେତୃତ୍ୱରେ କର୍ମୀମାନେ ଅନିଲ ଦୁବେଙ୍କୁ ଅଭିନନ୍ଦନ ଜଣାଇଛନ୍ତି ଏବଂ ତାଙ୍କ ନିଯୁକ୍ତି ପାଇଁ ଦଳର ସଭାପତି ତଥା କେନ୍ଦ୍ର ମନ୍ତ୍ରୀ ଜୟନ୍ତ ଚୌଧୁରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହା ପରେ ରାଜ୍ୟ ସଭାପତି ରମାଶିଶ ରାୟ ଏବଂ ଅନିଲ ଦୁବେଙ୍କ ଉପସ୍ଥିତିରେ ସମସ୍ତ କର୍ମୀ ଆରଏଲଡି ସଦସ୍ୟତା ଗ୍ରହଣ କରିଛନ୍ତି। କାର୍ଯ୍ୟକର୍ତ୍ତାମାନେ କହିଛନ୍ତି ଯେ, ସେମାନେ ଦୀର୍ଘ ଦିନ ଧରି ଏକ…

Read More

ଭୁବନେଶ୍ଵର: ଆଜି ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଐତିହାସିକ ପଦକ୍ଷେପ ସୂରୁପ କଟକ ବାଲିଯାତ୍ରା ପଡ଼ିଆ ଠାରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଓ ମୁଖ୍ୟମନ୍ତ୍ରୀ ମୋହନ ଚ଼ରଣ ମାଝୀଙ୍କ ଦ୍ବାରା ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଓ ଆୟୁଷ୍ମାନ ଭାରତ ବୟୋବନ୍ଦନା ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଯାଜପୁର ଜିଲ୍ଲା ସଂସ୍କୃତି ଭବନ ଠାରେ ଆୟୋଜିତ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଓଡ଼ିଶା ସରକାରଙ୍କ ମାନ୍ୟବର ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଯୋଗଦେଇ ଯୋଜନାର ଶୁଭାରମ୍ଭ କରିବା ସହ ସଭାକୁ ସମ୍ବୋଧିତ କରିଥିଲେ। କେନ୍ଦ୍ର ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ଆୟୁଷ୍ମାନ ଭାରତ ଯୋଜନାକୁ ଆଜି ଓଡ଼ିଶାରେ ଲାଗୁ ହୋଇଛି । ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୀ ଓଡିଶାକୁ ଯେଉଁ ପ୍ରତିଶ୍ରୁତି ଦେଇଥିଲେ ତାହା ଆମ ପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ…

Read More

ମୁମ୍ବାଇ: ଜାହ୍ନବୀ କପୁର ବିଳାସପୂର୍ଣ୍ଣ ଜୀବନଶୈଳୀ ପାଇଁ ଜଣାଶୁଣା। ତାଙ୍କ ଫ୍ୟାଶନ ଷ୍ଟେଟମେଣ୍ଟ ଠାରୁ ଆରମ୍ଭ କରି ତାଙ୍କ କାର ସଂଗ୍ରହ ପର୍ଯ୍ୟନ୍ତ ସବୁକିଛି ଚର୍ଚ୍ଚାରେ ରହିଛି। ବର୍ତ୍ତମାନ ଜାହ୍ନବୀ କପୁରଙ୍କ ଏକ ନୂଆ କାରକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ବାସ୍ତବରେ ଜାହ୍ନବୀ କପୁରଙ୍କ ଜଣେ ବିଶେଷ ବନ୍ଧୁ ତାଙ୍କୁ ଏକ ବିଳାସପୂର୍ଣ୍ଣ କାର ଉପହାର ଦେଇଛନ୍ତି। ସୂଚନା ଅନୁଯାୟୀ, ଜାହ୍ନବୀ କପୁରଙ୍କୁ ତାଙ୍କ ବନ୍ଧୁ ଅନନ୍ୟା ବିର୍ଲାଙ୍କ ଦ୍ୱାରା ଏକ ଭାୟୋଲେଟ୍ ଲାମ୍ବୋର୍ଗିନି ହୁରାକାନ୍ ଇଭୋ ସ୍ପାଇଡର୍ ଉପହାରରେ ଦିଆଯାଇଛି। ଏହି କାର ସହିତ ଏକ ବଡ ଉପହାର ବାକ୍ସ ମଧ୍ୟ ଆସିଥିଲା, ଯେଉଁଥିରେ ଅନନ୍ୟା ବିର୍ଲାଙ୍କ ନାମ ଲେଖାଯାଇଥିଲା। ତାଙ୍କର ବିଳାସପୂର୍ଣ୍ଣ କାରର ମୂଲ୍ୟ ୪ କୋଟିରୁ ୪.୯୯ କୋଟି ପର୍ଯ୍ୟନ୍ତ ରହିଛି। ସୋସିଆଲ ମିଡିଆରେ ଏହି କାର ବିଷୟରେ ସବୁଆଡେ ଆଲୋଚନା ହେଉଛି। ଜାହ୍ନବୀ କପୁରଙ୍କ କାର ବିଷୟରେ କହିବାକୁ ଗଲେ ତାଙ୍କ ପାଖରେ ଟୟୋଟା…

Read More