Author: Samikhsya Bureau

ମେଷ ରାଶିଫଳ- ଆପଣଙ୍କ ଦିନକୁ ଯତ୍ନର ସହିତ ବିତାନ୍ତୁ। ଆଜି କୈଣସି ପ୍ରକାରର ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଆଜି ଆପଣଙ୍କ ସ୍ୱାସ୍ଥ୍ୟ ଖରାପ ହୋଇପାରେ। ଖାଦ୍ୟ ଏବଂ ପାନୀୟରେ ବିଶେଷ ଯତ୍ନ ନେବା ଲାଭଦାୟକ ଅଟେ। ଆପଣ ଶାରୀରିକ ଥକ୍କା ଏବଂ ମାନସିକ ବିଭ୍ରାଟ ଅନୁଭବ କରିବେ। ଅଫିସରେ କାର୍ଯ୍ୟଭାର ହେତୁ ଆପଣ ଅଧିକ ଥକ୍କା ଅନୁଭବ କରିବେ। ସ୍ଥାନାନ୍ତରଣ ଲାଭଦାୟକ ହେବ ନାହିଁ। ସମ୍ଭବତଃ ଆଧ୍ୟାତ୍ମିକତା ପାଇଁ କିଛି ସମୟ ନିଅନ୍ତୁ। ବୃଷ ରାଶିଫଳ- ଆଜି ଆପଣଙ୍କର ମିଶ୍ରର ଦିନ ଅଟେ। ଆଜି ଆପଣ ଅସୁସ୍ଥତା ଏବଂ ଚିନ୍ତା ଅନୁଭବ କରିବେ। ଶରୀରରେ ଥକାପଣ ଏବଂ ଅଳସୁଆତା ଏବଂ ମନରେ ବ୍ୟାକୁଳତା ଅନୁଭବ ହେବ। ଆଜି ଆପଣ ଟିକେ କ୍ରୋଧିତ ହେବେ ଯାହା ହେତୁ ଜିନିଷ ନଷ୍ଟ ହୋଇପାରେ। ଅଭ୍ୟାସରେ ନ୍ୟାୟ ଆଣିବାକୁ ଚେଷ୍ଟା କରନ୍ତୁ। ନିର୍ଦ୍ଦିଷ୍ଟ କାର୍ଯ୍ୟ କରିବାକୁ ଚେଷ୍ଟା କରନ୍ତୁ। ଧାର୍ମିକ ଯାତ୍ରା ଆୟୋଜିତ ହେବ। ଆଜି…

Read More

ଭୁବନେଶ୍ୱର: ରାଜ୍ୟର ୧୭ଟି ଜିଲ୍ଲାରେ ଚଳିତ ରବିଧାନ ବିିକ୍ରି ନିମନ୍ତେ ମୋଟ ୨ ଲକ୍ଷ ୫୭ ହଜାର ୯୫୬ ଜଣ ଚାଷୀ ଅନ୍‌ଲାଇନ୍‌ ରେ ସେମାନଙ୍କର ନାମ ପଂଜୀକରଣ କରିଛନ୍ତି।୨୦୨୧ ବର୍ଷର ରବିଧାନ ତୁଳନାରେ ୨୦୨୨ ବର୍ଷରେ ଚାଷୀମାନଙ୍କ ନାମ ପଂଜୀକରଣରେ ୧୧ ପ୍ରତିଶତ ବୃଦ୍ଧି ଘଟିଛି। ୨୦୨୧ ରବିଧାନ ସଂଗ୍ରହ ନିମନ୍ତେ ୨ ଲକ୍ଷ ୩୩ ହଜାର ଜଣ ଚାଷୀ ସେମାନଙ୍କ ନାମ ପଂଜୀକରଣ କରିଥିଲେ । ପଂଜୀକୃତ ଚାଷୀମାନେ ଦେଇଥିବା ଜମିଜମାର ରେକର୍ଡ ଓ ବ୍ୟାଙ୍କ ଆକାଉଣ୍ଟ, ଧାନଚାଷ କରିଥିବା ପ୍ରକୃତ ଜମି, ଜଳସେଚିତ ଜମିର ପରିମାଣ ଆଦିର ତଥ୍ୟ ଯାଞ୍ଚ ପରେ ଚାଷୀମାନଙ୍କ ଚୂଡ଼ାନ୍ତ ତାଲିକା ପ୍ରସ୍ତୁତ କରାଯିବ। ୨୦୨୧-୨୨ ବର୍ଷରେ ଖରିଫ୍‌ ଧାନଚାଷ ଜମିର ଯାଞ୍ଚ ନିମନ୍ତେ ପାଇଲଟ୍‌ ପ୍ରକଳ୍ପ ଭାବରେ ସାଟେଲାଇଟ୍‌ ଇମେଜରି ମାଧ୍ୟମରେ କରାଯାଇଥିବା ଯାଞ୍ଚ କାର୍ଯ୍ୟର ସଫଳତାକୁ ଦୃଷ୍ଟିରେ ରଖି ଚଳିତ ରବିଧାନ କରାଯାଇଥିବା ସମସ୍ତ ୧୭ଟି ଜିଲ୍ଲାର ଧାନଚାଷ ଜମିର…

Read More

ଭୁବନେଶ୍ୱର : ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପବିତ୍ର ରୁକୁଣା ରଥଯାତ୍ରା ଉପଲକ୍ଷେ ଏକାମ୍ର ସାଂସ୍କୃତିକ ପ୍ରକାଶନୀ ପକ୍ଷରୁ ଚାଲିଥିବା ଲିଙ୍ଗରାଜ ମହୋତ୍ସବ ଚାଲୁ ରହିଛି। ଚତୁର୍ଥ ଦିବସରେ ସୁକନ୍ୟା ଭାରତୀୟ ସାଂସ୍କୃତିକ ଟ୍ରଷ୍ଟ ପକ୍ଷରୁ ନୃତ୍ୟ ପରିବେଷଣ କରାଯାଇଥିଲା। ପ୍ରେମାଞ୍ଜଳି ମିଶ୍ରଙ୍କ ନିର୍ଦେଶନାରେ ଶିବ ତାଣ୍ଡବ ନୃତ୍ୟ, ଶ୍ରୀକୃଷ୍ଣ ଭଜନ ମୁଁ ତୋ ଯଶୋଦା.. ମୁଁ ତୋ କକୈଇ.. ମୁଁ ତୋ ଗୁଣ୍ଡିଚା ମା’ ଏବଂ ସମ୍ବଲପୁରୀ ନୃତ୍ୟ କିନ୍ଦିରି କିନ୍ଦିରି ପରିବେଷଣ ଦର୍ଶକଙ୍କୁ ବିମୁଗ୍ଧ କରିଥିଲା। ସେହିପରି ବର୍ଷା ପଟ୍ଟନାୟକଙ୍କ ନିର୍ଦେଶନାରେ ଛୋଟ ଛୋଟ ପିଲାମାନେ ଶ୍ୟାମ ତେରୀ ବଂଶୀ ଓ ଦହି ଚୋର ଭଜନରେ ନୃତ ଲୋକଙ୍କୁ ବିଭୋର କରିଥିଲା। ଏହି ଅବସରରେ କେନ୍ଦ୍ରୀୟ ପୂର୍ବାଚଂଳ ସାଂସ୍କୃତିକ କେନ୍ଦ୍ର ପକ୍ଷରୁ ଆସାମର ବିହୂ ନୃତ୍ୟ ଓ ମିଲା ଜୁଲି କଳାକେନ୍ଦ୍ର ଦ୍ୱାରା ସାଂସ୍କୃତିକ ନୃତ୍ୟ ପରିବେଷଣ ଦର୍ଶକଙ୍କୁ କିମିଆ କରିଥିଲା। ସେହିପରି ପଦ୍ମଶ୍ରୀ ଏଲିଆନା ସିତାରିଷ୍ଟଙ୍କ ଦ୍ୱାରା ଓଡ଼ିଶୀ ନୃତ୍ୟ,…

Read More

ଭୁବନେଶ୍ୱର: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ଆଜି ରାଜ୍ୟର ୩୦ଟି ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ଭିଡ଼ିଓ କନ୍‌ଫରେନ୍ସିଂ ମାଧ୍ୟମରେ ନିର୍ଭୁଲ ଭୋଟର ତାଲିକା ସଂପର୍କରେ ଏକ ସମୀକ୍ଷା ବୈଠକ କରିଥିଲେ। କ୍ଷେତ୍ର ପରିଦର୍ଶନ କରି ବିଶେଷ କରି ଫଟୋ ସାଦୃଶ୍ୟ ଥିବା ଏକାଧିକ ଭୋଟର କିମ୍ବା ଦୋହରା ଭାବେ ଭୋଟର ତାଲିକାରେ ନାମ ଦରଜ ହେବା ପରି ଜଣାପଡ଼ୁଥିବା ଭୋଟରମାନଙ୍କୁ ସଠିକ୍‌ ଭାବେ ଯାଞ୍ଚ କରିବାକୁ କୁହାଯାଇଛି। ଏଥିସହ ଏକାଧିକ ନାମଗୁଡ଼ିକୁ ତାଲିକାରୁ ବାଦ୍‌ ଦେବା ଏବଂ ଭୋଟର ତାଲିକାରେ ନାମ ଥାଇ ଫଟୋ ନଥିବା କିମ୍ବା ଭୋଟର ତାଲିକାରେ ନାମ, ଠିକଣା ଇତ୍ୟାଦି ତ୍ରୁଟି ଥିଲେ ((Logical Error) କିମ୍ବା ଦୋହରା ଫଟୋ ପରିଚୟ ପତ୍ର ଥିବା ଭୋଟରମାନଙ୍କୁ ସଠିକ୍‌ ଭାବେ ଯାଞ୍ଚ କରି ସେମାନଙ୍କୁ ଭୋଟର ତାଲିକାରୁ ବାଦ୍‌ ଦେଇ ସଠିକ୍‌ ଓ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ସଂପର୍କରେ ମୁଖ୍ୟ ନିର୍ବାଚନ ଅଧିକାରୀ…

Read More

ଭୁବନେଶ୍ୱର :  ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକର ସର୍ବାଙ୍ଗୀନ ବିକାଶ ପାଇଁ ସ୍କୁଲ୍‌ ଓ ବ୍ଲକ୍‌ସ୍ତରରେ କାର୍ଯ୍ୟକରିବେ ‘ମୋ ସ୍କୁଲ୍‌’ ଦ୍ୱାରା ମନୋନୀତ ସ୍ୱତନ୍ତ୍ର ସେ୍ୱଚ୍ଛାସେବୀ । ଭିତ୍ତିଭୂମି ବିକାଶ ସହ ପିଲାମାନଙ୍କର ବୌଦ୍ଧିକ ବିକାଶ ପାଇଁ ଏହି ସେ୍ୱଚ୍ଛାସେବୀମାନେ ସ୍ୱତନ୍ତ୍ର ଭାବରେ ଗୁରୁତ୍ୱ ଦେବେ । ଏଥିଲାଗି ‘ମୋ ସ୍କୁଲ୍‌ ଅଭିଯାନ’ର ବରିଷ୍ଠ ଅଧିକାରୀମାନେ ୨୦ଟି ଜିଲ୍ଲା ଗସ୍ତ କରି ୬୯ଟି ବ୍ଲକ୍‌ରେ ପୁରାତନ ଛାତ୍ରଛାତ୍ରୀମାନଙ୍କ ସହ ଆଲୋଚନା କରିବା ସହ ଆଗାମୀଦିନରେ ‘ମୋ ସ୍କୁଲ୍‌’ ଦ୍ୱାରା ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ସେ୍ୱଚ୍ଛାକୃତ ଭାବରେ କାର୍ଯ୍ୟ କରିବାକୁ ବ୍ଲକ୍‌ସ୍ତରରେ ପୁରାତନ ଛାତ୍ରଛାତ୍ରୀଙ୍କୁ ନିବେଦନ କରିଛନ୍ତି । କୋଭିଡ୍‌ ମହାମାରୀ ଯୋଗୁ ଛାତ୍ରଛାତ୍ରୀମାନଙ୍କ ପାଠପଢ଼ାରେ ଯେଉଁ ବ୍ୟାଘାତ ସୃଷ୍ଟି ହୋଇଛି ତାହାର ଭରଣା ପାଇଁ ‘ମୋ ସ୍କୁଲ୍‌’ ପୁରାତନ ଛାତ୍ରଛାତ୍ରୀ ତଥା ମନୋନୀତ ସ୍ବେଚ୍ଛାସେବୀଙ୍କ ମାଧ୍ୟମରେ ବିଭିନ୍ନ କାର୍ଯ୍ୟକ୍ରମ କରିବ । ଏଥିପାଇଁ ସ୍କୁଲ୍‌ ଓ ବ୍ଲକ୍‌ସ୍ତରରେ ସ୍ବେଚ୍ଛାସେବୀଙ୍କର…

Read More

ଭୁବନେଶ୍ବର: ରାଜଧାନୀ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୧୩ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ‘ରାଜଧାନୀ ଗୌରବ ସମ୍ମାନ-୨୦୨୨’ ପ୍ରଦାନ କରାଯାଇଥିଲା । ସେମାନେ ହେଲେ ଆଇନଜୀବୀ ଡ. ମଧୁମାଧବ ଜେନା, ସମାଜସେବୀ ଶ୍ରୀ ନୀଳମଣି ମିଶ୍ର, ଶିଳ୍ପପତି ଶ୍ରୀ ପଙ୍କଜ ଲୋଚନ ମହାନ୍ତି, କୋଭିଡ୍‌ ଯୋଦ୍ଧା ଡାକ୍ତର ସଂଘମିତ୍ରା ପତି। ସେହିପରି କୋଭିଡ୍‌ ଯୋଦ୍ଧା ଶୁଭେନ୍ଦୁ କୁମାର ସାହୁ, ବୈଜ୍ଞାନିକ ଡାକ୍ତର ଅଜୟ ପରିଡ଼ା, ଡାକ୍ତର ଅଶୋକ ନନ୍ଦ, ଶିଳ୍ପୀ ଗଜେନ୍ଦ୍ର ପ୍ରସାଦ ସାହୁ, ଟ୍ରାଫିକ୍‌ କନଷ୍ଟବଳ ଶେଷଦେବ ସାହୁ, ଡାକ ପିଅନ ବିପ୍ଳବ ରଞ୍ଜନ ମଲ୍ଲିକ, କ୍ରୀଡ଼ାବିତ୍‌ ସୁଶ୍ରୀ ଦୀପ୍‌ଗ୍ରେସ୍‌ ଏକ୍କା, ସେବିକା ଶ୍ରୀମତୀ ହାରାମଣି ଦାଶ ଓ ସଫେଇ କର୍ମଚାରୀ ଶ୍ରୀମତୀ ସୁଷମା ଦେଈ । ଏମାନଙ୍କୁ ବାଚସ୍ପତି ଡ.ସୂର୍ଯ୍ୟନାରାୟଣ ପାତ୍ର ଫଳକ ଏବଂ ଉପଢୌକନ ଦେଇ ସମ୍ମାନିତ କରିଥିଲେ।

Read More

ଭୁବନେଶ୍ୱର: ୭୪ତମ ରାଜଧାନୀ ପ୍ରତିଷ୍ଠା ଦିବସର ଉଦ୍‌ଘାଟନୀ କାର୍ଯ୍ୟକ୍ରମ ଆଜି ସକାଳେ ଓଡ଼ିଶା ବିଧାନସୌଧ ଶିଳାନ୍ୟାସ ଫଳକ ସମ୍ମୁଖରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମାନ୍ୟବର ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମ୍ମିଳିତ ପ୍ୟାରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ସମବେତ ଜନତାଙ୍କୁ ଉଦ୍‌ବୋଧନ ଦେଇ ବାଚସ୍ପତି ଡ. ପାତ୍ର କହିଲେ ଯେ ୧୯୩୬ ମସିହାରେ ଭାରତର ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଭାବେ ଓଡ଼ିଶା ପ୍ରଦେଶ ଗଠନ ହୋଇଥିଲା। ତା’ପରେ ତତ୍କାଳୀନ ରାଜନେତାମାନେ ଓଡ଼ିଶାର ନୂତନ ରାଜଧାନୀ ପ୍ରତିଷ୍ଠା ପାଇଁ ଉଦ୍ୟମ ଆରମ୍ଭ କଲେ। ଡ. ହରେକୃଷ୍ଣ ମହତାବ ଏବଂ ଅନ୍ୟ ବରପୁତ୍ରମାନଙ୍କ ଉଦ୍ୟମରେ ୧୯୪୮ ମସିହା ଆଜିର ଦିନରେ ରାଜଧାନୀ ଭୁବନେଶ୍ୱର ପ୍ରତିଷ୍ଠା ହୋଇଥିଲା। ଭାରତବର୍ଷ ସ୍ୱାଧୀନତା ଲାଭକଲା ପରେ ଦୁଇଟି ରାଜ୍ୟର ରାଜଧାନୀ ପ୍ରତିଷ୍ଠା ହୋଇଥିଲା। ଗୋଟିଏ ଆମ ଭୁବନେଶ୍ୱର ଏବଂ ଅନ୍ୟଟି ଚଣ୍ଡିଗଡ଼ । ପ୍ରତିଷ୍ଠା ସମୟରେ ଭୁବନେଶ୍ୱରର ଜନସଂଖ୍ୟା ମାତ୍ର…

Read More

ଭୁବନେଶ୍ୱର: ଓଡ଼ିଶା ଭାଷା, ସାହିତ୍ୟ, ସଂସ୍କୃତି ଓ ପରମ୍ପରାର ପ୍ରସାର ଏବଂ ସଂରକ୍ଷଣକୁ ବ୍ୟାପକ ତଥା ଲୋକପି୍ରୟ କରିବା ପାଇଁ ସରକାରଙ୍କ ପକ୍ଷରୁ ବହୁବିଧ ପଦକ୍ଷେପ ଗ୍ରହଣ କରାଯାଉଛି ବୋଲି ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଶ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ପ୍ରକାଶ କରିଛନ୍ତି । ଆଜି ପୂର୍ବାହ୍ନରେ ଓଡ଼ିଆ ନବବର୍ଷର ଅବ୍ୟବହିତ ପୂର୍ବରୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ୱାରା ପ୍ରକାଶିତ ଓଡ଼ିଶାର ବରପୁତ୍ର ଏବଂ ସମୃଦ୍ଧ କୀର୍ତ୍ତିରାଜି ସମୂହର ତଥ୍ୟସମ୍ବଳିତ ସଂପୂର୍ଣ୍ଣ ଓଡ଼ିଆ ପଞ୍ଜିକା ଲୋକାର୍ପଣ କରି ମନ୍ତ୍ରୀ ଶ୍ରୀ ପାଣିଗ୍ରାହୀ ଏହାକୁ ଅଭିନବ ପ୍ରୟାସ ଭାବରେ ଅଭିହିତ କରିବା ସହିତ ଏପରି ଉଦ୍ୟମ ଆମ ସଂସ୍କୃତିର ଗରିମାକୁ ସଶକ୍ତ ଓ ଲୋକାଦୃତ କରିବ ବୋଲି ଉଲ୍ଲେଖ କରିଛନ୍ତି । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ମଧୁସୂଦନ ପାଢ଼ୀ ଅନୁରୂପ…

Read More

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କେନ୍ଦ୍ର କ୍ୟାବିନେଟ କମିଟି ବୈଠକରେ ସଂଶୋଧିତ କେନ୍ଦ୍ର ପ୍ରାୟୋଜିତ ଯୋଜନା ରାଷ୍ଟ୍ରୀୟ ଗ୍ରାମ ସ୍ୱରାଜ ଅଭିଯାନ (ଆରଜିଏସଏ)ର ଅବଧି ସମ୍ପ୍ରସାରଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି। ଏହି ଯୋଜନାର କାର୍ଯ୍ୟକାଳକୁ ପଞ୍ଚଦଶ ଅର୍ଥ ଆୟୋଗଙ୍କ ଅବଧି ଅନୁରୂପ ୦୧.୦୪.୨୦୨୨ ଠାରୁ ୩୧.୦୩.୨୦୨୬ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଆରଜିଏସଏ ଯୋଜନା ଦେଶର ପଞ୍ଚାୟତିରାଜ ସଂସ୍ଥାଗୁଡ଼ିକର ପ୍ରଶାସନିକ କ୍ଷମତା ବିକଶିତ କରିବାରେ ସହାୟକ ହେବ। ଆର୍ଥିକ ପରିଣାମ: ଆରଜିଏସଏ ଯୋଜନାରେ ମୋଟ ୫୯୧୧ କୋଟି ଟଙ୍କା ଖର୍ଚ୍ଚ ହେବ। କେନ୍ଦ୍ର ସରକାର ୩୭୦୦ କୋଟି ଟଙ୍କା ଯୋଗାଇ ଦେବେ। ଅବଶିଷ୍ଟ ୨୨୧୧ କୋଟି ଟଙ୍କା ରାଜ୍ୟମାନେ ଖର୍ଚ୍ଚ କରିବେ। ନିଯୁକ୍ତି ସୁଯୋଗ ସୃଷ୍ଟି ସମେତ ବ୍ୟାପକ ପ୍ରଭାବ: ଅନୁମୋଦିତ ଯୋଜନା ସଂଶୋଧିତ ରାଷ୍ଟ୍ରୀୟ ଗ୍ରାମ ସ୍ୱରାଜ ଅଭିଯାନ ସାରା ଦେଶରେ ପାରମ୍ପରିକ ସଂସ୍ଥାଗୁଡ଼ିକ ସମେତ ୨.୭୮ ଲକ୍ଷରୁ ଅଧିକ ଗ୍ରାମୀଣ ପ୍ରଶାସନିକ ସଂସ୍ଥାକୁ…

Read More

ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲା ନୀଳଗିରି ଥାନାରେ କର୍ତ୍ତବ୍ୟରତ ସାମ୍ବାଦିକ ଲୋକନାଥ ଦଳେଇଙ୍କ ନାମରେ ମିଥ୍ୟା ମାମଲା ରୁଜୁ ସହିତ ତାଙ୍କୁ ଆକ୍ରୋଶମୂଳକ ଭାବେ ଗିରଫ କରାଯାଇ ଥାନାରେ ଶାରୀରିକ ଓ ମାନସିକ ନିର୍ଯ୍ୟାତନା ଦିଆଯାଇଛି। ପୋଲିସ୍ ନିର୍ଯ୍ୟାତନା ଯୋଗୁ ଅସୁସ୍ଥ ହୋଇପଡ଼ିଥିବା ଲୋକନାଥଙ୍କୁ ଚିକିତ୍ସାଧୀନ ଅବସ୍ଥାରେ ତଳେ ଶୁଆଇ ଗୋଡ଼ରେ ବେଡ଼ି ପକାଇ ଦିଆଯାଇଥିବା ଘଟଣା ଅତ୍ୟନ୍ତ ବର୍ବୋରଚିତ। ଏହି ପରିପ୍ରେକ୍ଷୀରେ ସମ୍ପୃକ୍ତ ନୀଳଗିରି ଥାନା ଅଧିକାରୀ ଓ ତଦନ୍ତ ଅଧିକାରୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି ପୂର୍ବକ ସମଗ୍ର ରାଜ୍ୟରେ ସାମ୍ବାଦିକମାନେ ତୀବ୍ର ପ୍ରତିବାଦ ଜଣାଇଥିଲେ। ଏଥିସହିତ ସାମ୍ବାଦିକ ସଂଗଠନ ମାନଙ୍କ ପକ୍ଷରୁ ଥାନା ଅଧିକାରୀ ଓ ତଦନ୍ତ ଅଧିକାରୀଙ୍କ ନିଲମ୍ବନ ଦାବିରେ ମୁଖ୍ୟମନ୍ତ୍ରୀ ଓ ପୋଲିସ୍ ମହାନିର୍ଦ୍ଦେଶକଙ୍କୁ ସ୍ମାରକ ପତ୍ର ପ୍ରଦାନ କରାଯାଇଥିଲା। ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ଡ଼ିଜିଙ୍କ ସହିତ ଆଲୋଚନା କାଳରେ ସମ୍ପୃକ୍ତ ଅଧିକାରୀମାନଙ୍କ ବିରୁଦ୍ଧରେ ଯଥାଶୀଘ୍ର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି…

Read More

ସୀତାରାମ ଅଗ୍ରୱାଲ ବାଣପୁର: ପୁଣିଥରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଲୁଟ ଖବର ହସ୍ତଗତ ହୋଇଛି। ଟଙ୍କା ଓ ବାଇକ ଲୁଟିନେଇ ଫେରାର ହୋଇଛନ୍ତି ଲୁଟେରା। ଅରାଙ୍ଗ ଗ୍ରାମ ନିକଟସ୍ଥ କଦଳୀବାରି ଅଞ୍ଚଳରେ ଘଟଣା ଘଟିଛି। ଖବର ମୁତାବକ ଆଜି ମଧ୍ୟାହ୍ନରେ ବିଦ୍ୟୁତ ମିଟର ପଇସା କଲେକ୍ସନ ପାଇଁ ଚୁକ୍ତିନାମା କରିଥିବା ସଂସ୍ଥା ଷ୍ଟେର୍ଲିଙ୍ଗର ମିଟର ରିଡର କର୍ମଚାରୀ ପ୍ରଶାନ୍ତ ବେହେରା ଏବଂ ଟ୍ରେନିଙ୍ଗ କର୍ମଚାରୀ ରାକେଶ କୁମାର ଦାସ ଏକ ସ୍କୁଟି ଓ ଆପାଚି ବାଇକ ଯୋଗେ ଅରାଙ୍ଗ ଗ୍ରାମରୁ କଲେକ୍ସନ ପାଇଁ ଯାଇଥିଲେ। ତେବେ ଅପରାହ୍ନରେ କଲେକ୍ସନ ସାରି ଫେରୁଥିବା ବେଳେ କଦଳୀବାରି ନିକଟରେ ହଠାତ ମୁଖା ପିନ୍ଧି ତିନି ଜଣ ଦୁର୍ବୁତ୍ତ ଏକ କଳା ପଲସର ବାଇକରେ ଆସି ଉଭୟଙ୍କ ଉପରେ ଲଙ୍କା ଗୁଣ୍ଡ ଫୋପାଡ଼ିଥିଲେ। ଏଥିରେ ପ୍ରଶାନ୍ତ ଆହତ ହୋଇଥିବା ବେଳେ ସୌଭାଗ୍ୟବଶତଃ ରାକେଶଙ୍କ ଉପରେ ଲଙ୍କା ଗୁଣ୍ଡ ପଡ଼ିନଥିଲା। ଏହାପରେ…

Read More

ଭୁବନେଶ୍ୱର: ଉନ୍ନତ ନିରାପଦ ରୋଗୀ ସେବା ପାଇଁ ଏମ୍ସ ଭୁବନେଶ୍ୱରକୁ ସମ୍ମାନଜନକ ସ୍ୱାସ୍ଥ୍ୟ ଉତ୍କର୍ଷ ପୁରସ୍କାର ପ୍ରଦାନ କରାଯାଇଛି। କେରଳର କୋଚିରେ ଅନୁଷ୍ଠିତ ସ୍ୱୀକୃତିପ୍ରାପ୍ତ ସ୍ୱାସ୍ଥ୍ୟସେବା ପ୍ରତିଷ୍ଠାନସମୂହଙ୍କ ମଧ୍ୟରେ ସଚେତନତା ସମ୍ମତି ଓ ଉତ୍କର୍ଷ(ସିଏଏଚ୍ଓ-ଏସ୍)ର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏମ୍ସ ଭୁବନେଶ୍ୱରର କେନ୍ଦ୍ରୀୟ ଷ୍ଟେରାଇଲ୍ ସେବା ବିଭାଗ (ସିଏସଏସଡି)କୁ ସରକାରୀ ସ୍ୱାସ୍ଥ୍ୟସେବା ପ୍ରତିଷ୍ଠାନ ବର୍ଗରେ ଜାତୀୟସ୍ତରରେ ୨ୟ ପୁରସ୍କାର ମିଳିଛି। ନିଜସ୍ବ ଜ୍ଞାନକୌଶଳରେ ନିର୍ମିତ ଏମ୍ସର ଅତ୍ୟାଧୁନିକ ସେଣ୍ଟ୍ରାଲ୍ ଷ୍ଟେରାଇଲ୍ ସେବା ବିଭାଗକୁ ମିଳିଥିବା ଏହି ପ୍ରତିଷ୍ଠିତ ପୁରସ୍କାରକୁ ଅଧୀକ୍ଷକ ଡ. ସଚ୍ଚିଦାନନ୍ଦ ମହାନ୍ତି ଏବଂ ସିଏସଏସଡି ବିଭାଗ ମୁଖ୍ୟ ଡ. ଅଶୋକ କୁମାର ଜେନା କୋଚିରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗ୍ରହଣ କରିଥିଲେ। ଏହା ଏମ୍ସ ଭୁବନେଶ୍ୱର ପାଇଁ ଏକ ଅତ୍ୟନ୍ତ ଆନନ୍ଦର ବିଷୟ ବୋଲି ନିର୍ଦ୍ଦେଶକ ପ୍ରଫେସର ମୁକେଶ ତ୍ରିପାଠୀ ପ୍ରକାଶ କରିଛନ୍ତି। ଏମ୍ସ ସର୍ବଦା ରୋଗୀସେବା କ୍ଷେତ୍ରରେ ନିରାପତ୍ତାକୁ ପ୍ରାଥମିକତା ଦେଇଆସିଛି ବୋଲି ଶ୍ରୀ ତ୍ରିପାଠୀ ମତବ୍ୟକ୍ତ କରିଛନ୍ତି।…

Read More

ଭୁବନେଶ୍ୱର: ସମ୍ ଅଲ୍ଟିମେଟ୍ ମେଡିକେୟାରର କ୍ରିଟିକାଲ୍ କେୟାର ବିଭାଗର ମୁଖ୍ୟ ଡାକ୍ତର ବାନାମ୍ବର ରାୟଙ୍କୁ ଇଣ୍ଡିଆନ୍ ସୋସାଇଟି ଅଫ୍ କ୍ରିଟିକାଲ୍ କେୟାର ମେଡିସିନ୍ (ଆଇଏସ୍‌ସିସିଏମ୍‌)ର ୨୮ତମ ବାର୍ଷିକ ସମ୍ମିଳନୀରେ ସମ୍ବର୍ଦ୍ଧିତ କରାଯାଇଛି। ଦୀର୍ଘ ୨୫ ବର୍ଷରୁ ଅଧିକ ସମୟ ଧରି ଏହି ଅନୁଷ୍ଠାନ ସହିତ ଜଡ଼ିତ ଥିବା ଦୃଷ୍ଟିରୁ ନିକଟରେ ଅହମ୍ମଦାବାଦ ଠାରେ ଆୟୋଜିତ ହୋଇଥିବା ସମ୍ମିଳନୀରେ ତାଙ୍କୁ ସମ୍ମାନିତ କରାଯାଇଛି। ଡାକ୍ତର ରାୟ ଏକାଧାରରେ ଆଇଏସ୍‌ସିସିଏମ୍‌ର ପ୍ରତିଷ୍ଠାତା ସଦସ୍ୟ ଓ ଆଜୀବନ ସଦସ୍ୟ ଅଛନ୍ତି। ସେ ମଧ୍ୟ ସମ୍ ଅଲ୍ଟିମେଟ୍ ମେଡିକେୟାରର ଏକ ମଜଭୁତ ସ୍ତମ୍ଭ ଭାବେ ପରିଗଣିତ। ସେହିପରି କ୍ରିଟିକାଲ୍ କେୟାର ମେଡିସିନ୍‌ର ନନ୍ ମେଟ୍ରୋ କ୍ୟାଟାଗୋରୀରେ ଆଇଏସ୍‌ସିସିଏମ୍‌ର ଭୁବନେଶ୍ୱର ଶାଖାକୁ ଶ୍ରେଷ୍ଠ ଭାବେ ସମ୍ମାନିତ କରାଯାଇଛି। ଏହି ଶାଖାର ସାଧାରଣ ସମ୍ପାଦକ ତଥା ସମ୍‌ ଅଲ୍ଟିମେଟ୍ ମେଡିକେୟାର୍‌ର କ୍ରିଟିକାଲ୍ କେୟାର ବିଭାଗର କନ୍‌ସଲ୍‌ଟାଂଟ ତଥା ଡେପୁଟି ମେଡିକାଲ୍‌ ସୁପରିଟେଣ୍ଡେନ୍‌ଟ ଡାକ୍ତର ଆନନ୍ଦ ମିଶ୍ର ଏହି ସମ୍ମାନ ଗ୍ରହଣ…

Read More

ଭୁବନେଶ୍ୱର: ଭୁବନେଶ୍ୱର ଠାରେ ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟର ପୂର୍ବାଞ୍ଚଳ ଜୋନ୍‌ସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ର ମହିଳା ଓ ଶିଶୁ ବିକାଶ  ରାଷ୍ଟ୍ରମନ୍ତ୍ରୀ ଡକ୍ଟର ମୁଞ୍ଜପାରା ମହେନ୍ଦ୍ରଭାଇ ଅଧ୍ୟକ୍ଷତା କରିଥିଲେ। ସମ୍ମିଳନୀରେ ପୂର୍ବାଞ୍ଚଳ କ୍ଷେତ୍ରର ୫ଟି ରାଜ୍ୟ ସରକାରଙ୍କ ପ୍ରତିନିଧି ଏବଂ ଅଂଶୀଦାରମାନେ ଅଂଶଗ୍ରହଣ କରିଥିଲେ। ସମ୍ମିଳନୀ ଅବସରରେ କେନ୍ଦ୍ର ମନ୍ତ୍ରୀ ମହେନ୍ଦ୍ର ଭାଇ କହିଥିଲେ ଯେ, ବର୍ତ୍ତମାନର ଦ୍ରୁତ ପରିବର୍ତ୍ତନଶୀଳ ବିଶ୍ୱରେ ମାନବ ଓ ସାମାଜିକ ପୁଞ୍ଜି ନିର୍ମାଣ କରିବାର ଆବଶ୍ୟକତା ରହିଛି ଯାହାକି ଉନ୍ନତ ପୋଷଣ, ଲିଙ୍ଗଗତ ସମାନତା, ଉପଯୁକ୍ତ ଶିକ୍ଷା ଏବଂ ମହିଳା ଓ ଶିଶୁମାନଙ୍କ ସୁରକ୍ଷା ଅଧିକାରର ସ୍ତମ୍ଭ ଉପରେ ଆଧାରିତ ହେବା ଉଚିତ୍‌। ସେ କହିଥିଲେ ଯେ, ଦେଶର ଜନସଂଖ୍ୟାର ୬୯% ହେଉଛନ୍ତି ମହିଳା ଓ ଶିଶୁ। ସେମାନଙ୍କର କଲ୍ୟାଣ ସୁନିଶ୍ଚିତ କରିବା ଦିଗରେ ସରକାର ନିରନ୍ତର କାର୍ଯ୍ୟ କରି ଆସୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ଭାରତ…

Read More

ଭୁବନେଶ୍ଵର : ରାଉରକେଲାର ଜଣାଶୁଣା ସମାଜସେବୀ, ସଂଗଠକ ତଥା ବରିଷ୍ଠ ସାମ୍ବାଦିକ ମିହିର ରାୟ ଆଜି ବିଜୁ ଜନତା ଦଳରେ ଯୋଗଦେଇଛନ୍ତି। ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ବିଜେଡିର ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ ଆଜି ଶ୍ରୀ ରାୟଙ୍କୁ ଦଳକୁ ସ୍ଵାଗତ କରିଥିଲେ। ଶ୍ରୀ ରାୟଙ୍କ ଭଳି ଜଣେ ଯୁବ ସଂଗଠକଙ୍କ ଯୋଗଦାନ ଫଳରେ ବିଭିନ୍ନ ସାଂଗଠନିକ ସ୍ତରରେ ଦଳ ଅଧିକ ମଜବୁତ ହେବ ବୋଲି ସେ ମତ ବ୍ୟକ୍ତ କରିଥିଲେ। ଉଲ୍ଲେଖଯୋଗ୍ୟ ଯେ ଶ୍ରୀ ରାୟ ପ୍ରାୟ ୨୫ ବର୍ଷ ଧରି ଟାଇମ୍ସ ଅଫ ଇଣ୍ଡିଆ, ଏସିଆନ ଏଜ୍‌ ଭଳି ଆଗଧାଡିର ଇଂରାଜୀ ଦୈନିକର ପ୍ରତିନିଧି ଭାବେ ରାଉରକେଲା ସମେତ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ସଫଳତାର ସହ କାର୍ଯ୍ୟ କରିଛନ୍ତି। ଏହା ବ୍ୟତୀତ ଶିଳ୍ପ ନଗରୀ ରାଉରକେଲାର ବିଭିନ୍ନ ଅଗ୍ରଣୀ ସାମାଜିକ, ସାଂସ୍କୃତିକ ଓ କ୍ରୀଡା ସଂଗଠନ ସହ ଜଡ଼ିତ ରହି ବିଜୁ ପଟ୍ଟନାୟକ ମିନି ମାରାଥନ…

Read More

ଭୁବନେଶ୍ବର: ଓଡିଶାର ପୂର୍ବତନ ପୋଲିସ ଡିଜି ଅଭୟଙ୍କୁ ରାଜ୍ୟ ସରକାର ନୂଆ ନିଯୁକ୍ତି ପ୍ରଦାନ କରିଛନ୍ତି। ତାଙ୍କୁ ଓଡିଶା ଷ୍ଟାଫ ସିଲେକ୍ସନ କମିଶନର ଭାବେ ନିଯୁକ୍ତି ଦିଆଯାଇଛି। ସେ ଯେଉଁଦିନ ଏହି ପଦବୀରେ ଯୋଗ ଦେବେ ସେହି ଦିନଠାରୁ ପାଞ୍ଚ ବର୍ଷ ପାଇଁ କାର୍ଯ୍ୟ କରିବେ। 1986 ବ୍ୟାଚ ଓଡିଶା କ୍ୟାଡର ଏହି ଅଧିକାରୀ 2019 ନଭେମ୍ବରରେ ଓଡିଶା ପୋଲିସ ଡିଜି ଭାବେ ନିଯୁକ୍ତି ପାଇଥିଲେ। ଏହା ପୂର୍ବରୁ ସେ ହାଇଦ୍ରାବାଦସ୍ଥିତ ପୋଲିସ ଏକାଡେମୀରେ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ। ସେ ଗତ ଡିସେମ୍ବର ମାସରେ ପୋଲିସ ଡିଜିରୁ ଅବସର ଗ୍ରହଣ କରିଥିଲେ।

Read More

ନୂଆଦିଲ୍ଲୀ: ଭେଣ୍ଡିକୁ ପ୍ରାୟତଃ ସବୁ ଲୋକଙ୍କ ପ୍ରଥମ ପସନ୍ଦ। ବୟସ୍କମାନଙ୍କ ପାଇଁ ଭେଣ୍ଡି ଖାଇବାର ଅନେକ ଲାଭ ଅଛି। ଭେଣ୍ଡି ଖାଇବା ଦ୍ଵାରା ଅନେକ ରୋଗ ନିୟନ୍ତ୍ରଣରେ ରହିଥାଏ। ଏହା ରକ୍ତରେ ଶର୍କରା ହେଉ କିମ୍ବା ହୃଦୟ ସ୍ୱାସ୍ଥ୍ୟର ବିଷୟ ଉଭୟ ପାଇଁ ଲାଭଦାୟକ। ଏହାକୁ ସାଧା ତେଲ ଏବଂ ଜିରା ରେ ରାନ୍ଧନ୍ତୁ କିମ୍ବା ଏହାକୁ ଭରପୁର ମସଲାରେ ପ୍ରସ୍ତୁତ କରନ୍ତୁ, ଭେଣ୍ଡି ଯେକୌଣସି କ୍ଷେତ୍ରରେ ସ୍ୱାସ୍ଥ୍ୟ ପାଇଁ ଲାଭ। ଆସନ୍ତୁ ଜାଣିବା ଭେଣ୍ଡି ଖାଇବାର ଲାଭ କେତେ? ଭଣ୍ଡି ଖାଇବାର ଲାଭ: ୧- ଖରାପ କୋଲେଷ୍ଟ୍ରଲ କମ କରିବ: ଭେଣ୍ଡିରେ ପ୍ରଚୁର ଫାଇବର ଅଛି। ଏଥିରେ ଭିଟାମିନ୍ ଏବଂ ମିନେରାଲ୍ସର ଅଭାବ ନାହିଁ। ଏଥିରେ ଭଲ ପରିମାଣର ପେକ୍ଟିନ୍ ମଧ୍ୟ ଥାଏ। ଏହା ଏପରି ଏକ ଉପାଦାନ ଯାହା ଶରୀରରୁ ଖରାପ କୋଲେଷ୍ଟ୍ରୋଲକୁ ହ୍ରାସ କରିଥାଏ। ଏହା ଧମନୀରେ ରକ୍ତ ପ୍ରବାହରେ ଉନ୍ନତି ଆଣେ। ରକ୍ତଚାପ ମଧ୍ୟ ନିୟନ୍ତ୍ରଣରେ…

Read More

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏପ୍ରିଲ ୧୪  ତାରିଖ ପୂର୍ବାହ୍ନ ପ୍ରାୟ ୧୧ ଟା ସମୟରେ ପ୍ରଧାନମନ୍ତ୍ରୀ ସଂଗ୍ରହାଳୟର ଉଦଘାଟନ କରିବେ। ଆଜାଦୀ କା ଅମୃତ ମହୋତ୍ସବ ଉତ୍ସବ ଅବସରରେ ଉଦଘାଟିତ ହେବାକୁ ଯାଉଥିବା ସଂଗ୍ରହାଳୟ ଏହାର ପ୍ରଧାନମନ୍ତ୍ରୀଙ୍କ ଜୀବନ ଏବଂ ଅବଦାନ ମାଧ୍ୟମରେ ସ୍ୱାଧୀନତା ପରେ ଭାରତର କାହାଣୀ ବର୍ଣ୍ଣନା ରହିଛି । ରାଷ୍ଟ୍ର ର୍ନିମାଣରେ ଭାରତର ସମସ୍ତ ପ୍ରଧାନମନ୍ତ୍ରୀଙ୍କ ଅବଦାନକୁ ସମ୍ମାନିତ କରିବା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦର୍ଶନକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ସ୍ୱାଧୀନତା ପରଠାରୁ ଭାରତର ପ୍ରତ୍ୟେକ ପ୍ରଧାନମନ୍ତ୍ରୀଙ୍କ ପାଇଁ ସେମାନଙ୍କର ଆଦର୍ଶ କିମ୍ବା କାର୍ଯ୍ୟକାଳ ର୍ନିବିଶେଷରେ ଏକ ଶ୍ରଦ୍ଧାଞ୍ଜଳି । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଏହା ଏକ ଉଦ୍ୟମ, ଯାହା ଆମର ସମସ୍ତ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱ, ଦୂରଦୃଷ୍ଟି ଏବଂ ସଫଳତା ବିଷୟରେ ଯୁବ ପୀଢିକୁ ସଚେତନ ତଥା ପ୍ରେରଣା ଯୋଗାଇବ । ପୁରାତନ ଏବଂ ନୂତନର ଏକ…

Read More

ନୂଆଦିଲ୍ଲୀ:  ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତକାଲି ଗୁଜୁରାଟର ଜିଲ୍ଲା ପଞ୍ଚାୟତ ସଦସ୍ୟଙ୍କୁ ଭେଟି ଗ୍ରାମାଞ୍ଚଳର ବିକାଶ ସହ ଜନ ଶକ୍ତିଙ୍କ ସାମାଜିକ ପ୍ରଗତି ପାଇଁ ଆଲୋଚନା କରିଥିଲେ । ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି; “ଗତକାଲି ଗୁଜୁରାଟର ଜିଲ୍ଲା ପଞ୍ଚାୟତ ସଦସ୍ୟଙ୍କ ସହ ଏକ ଉତ୍ତମ ବୈଠକ ଥିଲା । ଗ୍ରାମାଞ୍ଚଳର ବିକାଶ ସହ ଜନ ଶକ୍ତିଙ୍କ ସାମାଜିକ ପ୍ରଗତି ପାଇଁ ଆମେ ଆଲୋଚନା କରିଥିଲୁ ।”

Read More

ନୂଆଦିଲ୍ଲୀ:  ଝାଡ଼ଖଣ୍ଡର ଦେଓଘର ଜିଲ୍ଲାରେ ଘଟିଥିବା ଏକ ରୋପୱେ ଦୁର୍ଘଟଣା ପରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଏକ ମାର୍ଗଦର୍ଶିକା ଜାରି କରିଛନ୍ତି। ଭବିଷ୍ୟତରେ ଯେପରି କୈଣସି ଅଘଟଣକୁ ରୋକିବା ପାଇଁ ରୋପୱେ ଅପରେସନ୍ ଉପରେ ଏକ ବିସ୍ତୃତ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରଣାଳୀ ଏବଂ ଏକ ଜରୁରୀକାଳୀନ ଯୋଜନା ରହିବା ଆବଶ୍ୟକ ବୋଲି ମନ୍ତ୍ରଣାଳୟ ଗୁରୁତ୍ୱ ଦେଇଛି। ସମସ୍ତ ରାଜ୍ୟର ମୁଖ୍ୟ ଶାସନ ସଚିବମାନଙ୍କୁ ଲେଖାଯାଇଥିବା ଚିଠିରେ କେନ୍ଦ୍ର ଗୃହ ସଚିବ ଅଜୟ ଭାଲା କହିଛନ୍ତି ଯେ ରୋପୱେ ପ୍ରକଳ୍ପର ପରିଚାଳନା ଏବଂ ରକ୍ଷଣାବେକ୍ଷଣକୁ କଡାକଡି ଭାବରେ ପାଳନ କରାଯିବା ଆବଶ୍ୟକ। ସେ କହିଛନ୍ତି ଯେ ପ୍ରତ୍ୟେକ ରୋପୱେ ପ୍ରକଳ୍ପର ସୁରକ୍ଷା ଅଡିଟ୍ କରିବା ପାଇଁ ରାଜ୍ୟ ସରକାର ଏକ ଅଭିଜ୍ଞ ତଥା ଯୋଗ୍ୟ ଫାର୍ମକୁ ନିୟୋଜିତ କରିବା ଆବଶ୍ୟକ। ସେ ଆହୁରି କହିଛନ୍ତି, ପ୍ରତ୍ୟେକ ରୋପୱେ ପ୍ରକଳ୍ପ ପାଇଁ ଏକ ରକ୍ଷଣାବେକ୍ଷଣ ମାନୁଆଲ ପ୍ରସ୍ତୁତ ହେବା ଆବଶ୍ୟକ। ସମସ୍ତ ରୋପୱେ ପ୍ରକଳ୍ପଗୁଡିକ…

Read More

ନୂଆଦିଲ୍ଲୀ: ଆଜିର ଜୀବନଶୈଳୀରେ ମଧୁମେହ ଏପରି ରୋଗରେ ପରିଣତ ହୋଇଛି, ଯେଉଁଥିରେ ଲୋକେ ଅଧିକ ଶିକାର ହେଉଛନ୍ତି। ଯେତେବେଳେ ମଧୁମେହ ଆରମ୍ଭ ହୁଏ, ଶରୀରର ଅନ୍ୟ ଅଙ୍ଗ ମଧ୍ୟ ପ୍ରଭାବିତ ହୁଏ। ଆପଣ ନିୟମିତ ପରୀକ୍ଷା ସହିତ ମଧୁମେହ ରୋଗ ନିର୍ଣ୍ଣୟ କରିପାରିବେ। ଏହା ବ୍ୟତୀତ, ଯଦି ଆପଣଙ୍କ ପାଟିରେ କିଛି ସମସ୍ୟା ଦେଖାଯାଉଛି, ତେବେ ବୁଝନ୍ତୁ ଯେ ଆପଣଙ୍କର ମଧୁମେହ ଅଛି। ଯେତେବେଳେ ରକ୍ତରେ ଶର୍କରା ବଢେ, ଲୋକମାନେ ମୌଖିକ ସମସ୍ୟା ଆରମ୍ଭ କରନ୍ତି। ମଧୁମେହ ହେତୁ ପାଟିରେ ଲାଳର ବଢିବାରେ ଲାଗେ, ଯେଉଁ କାରଣରୁ ପାଟିରେ ଫଙ୍ଗଲ୍ ସଂକ୍ରମଣଏବଂ ଫୁଲା ସମସ୍ୟା ଆରମ୍ଭ ହୁଏ। ଏହା ବ୍ୟତୀତ, କିଛି ଲୋକ ମାଢି ସମସ୍ୟା କିମ୍ବା ଯନ୍ତ୍ରଣା ଅନୁଭବ କରିବା ଆରମ୍ଭ କରନ୍ତି। ଏହି ପାଟି ସମସ୍ୟାରୁ ରକ୍ଷା ପାଇବା ପାଇଁ, ଆପଣ କିଛି ବିଶେଷ ଜିନିଷର ଯତ୍ନ ନେବା ଉଚିତ୍। ମଧୁମେହର ଲକ୍ଷଣ: ପାଟି ଏବଂ ଦାନ୍ତରେ ଦେଖାଯାଉଥିବା ଏହି…

Read More