Author: Samikhsya Bureau

ମକର –ବୃତ୍ତିଗତ ଜୀବନରେ ଏକ ନୂତନ ପ୍ରୋଜେକ୍ଟ କରିବାକୁ, ଆପଣଙ୍କୁ ସଜାଇବାକୁ ପଡିବ। ପରିବାରର ଗୁରୁଜନମାନଙ୍କ ପରାମର୍ଶରେ କାର୍ଯ୍ୟ କରି ଆପଣ ଜୀବନରେ ସଫଳତା ପାଇବେ । କୁମ୍ଭ-ଲଭ୍ ଲାଇଫରେ ତୁମେ ତୁମର ସାଥୀଙ୍କ ସହିତ ସମୟ ବିତାଇବାକୁ ଏକ ସୁଯୋଗ ପାଇବ । ଆପଣଙ୍କ ଇଚ୍ଛା ପୂରଣ କରିବା ପାଇଁ ଆପଣଙ୍କ ପରିବାର ଆପଣଙ୍କ ସମର୍ଥନରେ ଠିଆ ହେବେ । କିଛି ଲୋକ ଏହି ସପ୍ତାହରେ ଆର୍ଥିକ ସ୍ବାଧୀନ ହେବେ।

Read More

ସିଂହ-ଭଲ ପ୍ରଦର୍ଶନ ସହିତ ଛାତ୍ରମାନେ ସେମାନଙ୍କର ଶିକ୍ଷକ ଏବଂ ବୟସ୍କମାନଙ୍କ ହୃଦୟ ଜିତିବାକୁ ସକ୍ଷମ ହେବେ । କିଛି ଲୋକଙ୍କ ପାଇଁ ଆର୍ଥିକ ସ୍ଥିତିରେ ଉନ୍ନତି ହେବାର ସମ୍ଭାବନା ଅଛି । ପରିବାର ସହିତ ବାହାରକୁ ଯିବା ଆନନ୍ଦଦାୟକ ହେବ । ବିଛା-ପ୍ରେମ ସମ୍ପର୍କର ବିବାହରେ ପରିଣତ ହେବାର ଲକ୍ଷଣ ଅଛି । ଆର୍ଥିକ ଦୃଷ୍ଟିରୁ, ଆପଣ ଆପଣଙ୍କର ଆୟ ବୃଦ୍ଧି କରିବାକୁ କଠିନ ଚେଷ୍ଟା କରିବେ । ଏକ ନିୟନ୍ତ୍ରିତ ଖାଦ୍ୟ ଏବଂ ସକ୍ରିୟ ଜୀବନଶୈଳୀ ଅନୁସରଣ କରି, ଆପଣଙ୍କର ସ୍ୱାସ୍ଥ୍ୟ ଭଲ ରହିବ ।

Read More

କନ୍ୟା-ଲଭ୍ ଲାଇଫ୍ ଆପଣଙ୍କୁ ଉତ୍ସାହିତ କରିବ । ବୃତ୍ତିଗତ ଜୀବନରେ ସହକର୍ମୀମାନଙ୍କ ସହ ମିଶି କାମ କରିବା ଆପଣଙ୍କ ଆଗ୍ରହରେ ରହିବ। ଏହି ସପ୍ତାହରେ, ଆବଶ୍ୟକତା ଅନୁଯାୟୀ ଏକ ନୂତନ ବିନିଯୋଗ ବିକଳ୍ପ ଆପଣଙ୍କୁ ଉପସ୍ଥାପିତ ହେବାର ସମ୍ଭାବନା ଅଛି । ତୂଳା-ଅତ୍ୟଧିକ ଆତ୍ମବିଶ୍ୱାସ ବୃତ୍ତିଗତ ଜୀବନରେ ଆପଣଙ୍କ ପାଇଁ କ୍ଷତିକାରକ ପ୍ରମାଣିତ ହୋଇପାରେ । ବହୁତ ସମୟ ପରେ, ପୁରୁଣା ସାଙ୍ଗମାନଙ୍କୁ ଭେଟିବାର ସମ୍ଭାବନା ଅଛି । ପରିବାରର କାହାର ସ୍ୱାସ୍ଥ୍ୟ ଖରାପ ହେବା ଫଳରେ ଘରେ ଉତ୍ତେଜନା ସୃଷ୍ଟି ହୋଇପାରେ ।

Read More

ମେଷ-ଏହି ସପ୍ତାହ ଛାତ୍ର ତଥା ବୃତ୍ତିଗତ କ୍ଷେତ୍ରରେ ଅତ୍ୟନ୍ତ ଲାଭଦାୟକ ପ୍ରମାଣିତ ହେବ । କର୍ମକ୍ଷେତ୍ରରେ ଆପଣଙ୍କର ଭଲ ପ୍ରଦର୍ଶନ ଏବଂ ଦକ୍ଷତା ଆପଣଙ୍କ ବୟସ୍କମାନଙ୍କୁ ଆକର୍ଷିତ କରିବ । କର୍କଟ-ତୁମର ସଂଗଠିତ କାର୍ଯ୍ୟ ଶୈଳୀ ଏବଂ କର୍ମକ୍ଷେତ୍ରରେ ଦକ୍ଷତାର ସହିତ କାର୍ଯ୍ୟ ପାଇଁ ତୁମେ ସମ୍ମାନ ପାଇବ । ଉଦାରତାରେ କରାଯାଇଥିବା କୌଣସି ଭଲ କାର୍ଯ୍ୟ ପାଇଁ ତୁମେ ସମାଜରେ ପ୍ରଶଂସିତ ହେବ । ଯଦି ବନ୍ଧୁମାନଙ୍କୁ ଦୀର୍ଘ ସମୟ ପାଇଁ ସମୟ ଦିଆଯାଇ ନ ଥାଏ ତେବେ ଖରାପ ସମ୍ପର୍କରେ ଉନ୍ନତିର ଲକ୍ଷଣ ଦେଖାଦେଇଛି ।

Read More

ବୃଷ-ଜଣେ ପ୍ରଭାବଶାଳୀ ବ୍ୟକ୍ତିଙ୍କୁ ଭେଟିବାର ସମ୍ଭାବନା ଅଛି, ଯିଏ ଆପଣଙ୍କ କ୍ୟାରିୟର ପାଇଁ ଲାଭଦାୟକ ପ୍ରମାଣିତ ହେବେ । ବୃତ୍ତିଗତ ଜୀବନରେ ଭଲ ନେଟୱାର୍କିଙ୍ଗ୍ ସାହାଯ୍ୟରେ, ତୁମେ ତୁମର ଲକ୍ଷ୍ୟ ଆଡକୁ ଯିବାରେ ସଫଳ ହେବ । ମିଥୁନ-ପରିବାରର ଗୁରୁଜନମାନେ ତୁମେ କରୁଥିବା ସମସ୍ତ କାର୍ଯ୍ୟରେ ସାହାଯ୍ୟ କରିବ । ତୁମେ ତୁମର ସାମାଜିକ ଭିତରେ ଆକର୍ଷଣର କେନ୍ଦ୍ର ହୋଇ ରହିବ । ଏହି ସପ୍ତାହରେ ଆପଣ ଏକ ଦୀର୍ଘ ସମୟ ପରେ ଏକ ସାଥୀ ସହିତ ଏକାକୀ ସମୟ ଅତିବାହିତ କରିବାର ସୁଯୋଗ ପାଇବେ।

Read More

ବରଗଡ, ଶୁକ୍ରବାର ଭୋରରୁ ଛତିଶଗଡ ସୀମାରେ ଥିବା ଝାଞ୍ଜି ସଂରକ୍ଷଣ ଜଙ୍ଗଲରେ ମାଓବାଦୀ ଏବଂ ସୁରକ୍ଷା କର୍ମିଙ୍କ ଗୁଳି ବିନିମୟରେ ଜଣେ ଦୁର୍ଦ୍ଧାନ୍ତ ମାଓ ନେତା ନିହତ ହୋଇଛି। ତାହାର ନାମ ହେଲା ରବିନ୍ଦ୍ର। ସେ ଛତିଶଗଡ ମାଓ ସଂଗଠନର ଡିସିଏମ ରାଙ୍କରେ କାମ କରୁଥିଲା। ରବିନ୍ଦ୍ର ନାମରେ 10ଟି ହତ୍ୟାକାଣ୍ଡ ମାମଲା ରହିଛି। ସେଥି ମଧ୍ୟରୁ ବରଗଡ ଥାନାରେ 4ଟି ଏବଂ ବଲାଙ୍ଗିରରେ 6ଟି ହତ୍ୟାକାଣ୍ଡରେ ତାହାର ପ୍ରତ୍ୟେକ୍ଷ ସଂପୃକ୍ତି ରହିଛି। ମାଓ ଅପରେସନରେ ନିଯୁକ୍ତ ସୁରକ୍ଷା କର୍ମିମାନେ ଶୁକ୍ରବାର ଭୋର 6ଟା 45 ମିନିଟରେ ଏହି ମିଳିତ କମ୍ବିଂ କରିଥିଲେ। ଏଥିରେ 40 ଜଣ ଏସଓଜି, ଡିଭିଏଫର 33 ଜଣ କମାଣ୍ଡୋ ସାମିଲ ଥିଲେ। ସେହି ଜଙ୍ଗଲରେ ପ୍ରାୟ 15ରୁ 20 ଜଣ ମାଓବାଦୀ ଲୁଚିଥିବାର ପୋଲିସ ପାଖରେ ସୂଚନା ରହିଥିଲା। ସେହି ଆଧାରରେ ଭୋରରୁ ଏହି ଅପରେସନ ଆରମ୍ଭ କରାଯାଇଥିଲା। ମାଓବାଦୀଙ୍କ ଆଶ୍ରୟ ସ୍ଥଳ ପାଖାପାଖି ହେବା…

Read More

ଐତିହ୍ୟ ଗ୍ରାମ ରଘୁରାଜପୁର ଠାରେ ଭିତ୍ତିଚିତ୍ର ଶିଳ୍ପୀ ଶିବିରର ତୃତୀୟ ଦିନରେ ଚିତ୍ର ଚିତ୍ରଣରେ ଚିତ୍ର ଶିଳ୍ପୀଗଣ।

Read More

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ନିର୍ବାଚନରେ ପରାଜୟ ଏବଂ ଉତ୍ତରପ୍ରଦେଶ ହେବାକୁ ଥିବା ନିର୍ବାଚନକୁ ଦେଖି କେନ୍ଦ୍ର କ୍ୟାବିନେଟରେ ପରିବର୍ତ୍ତନ କରିବା ପାଇଁ ପ୍ରସ୍ତୁତ ଚାଲିଛି। ସୂଚନା ମୁତାବକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଛୋଟ ଛୋଟ ଗ୍ରୁପ କରି ମନ୍ତ୍ରୀମାନଙ୍କ ସହ ସାକ୍ଷାତ କରୁଛନ୍ତି। ଏବଂ ସମ୍ବଧୀୟ ମନ୍ତ୍ରାଳୟ ବାବଦରେ ସମୀକ୍ଷା କରୁଛନ୍ତି। ପ୍ରଧାନମନ୍ତ୍ରୀ ଆଜି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏବଂ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସହ ବୈଠକ କରିଛନ୍ତି। ମନ୍ତ୍ରୀମାନଙ୍କ ପ୍ରଦର୍ଶନ ଆଧାରରେ କିଛି ବଡ ପରିବର୍ତ୍ତନ ହେବାର ସଂକେତ ମିଳୁଛି। ଉତ୍ତରପ୍ରଦେଶ ନିର୍ବାଚନକୁ ଦେଖି କେନ୍ଦ୍ର ସରକାର ଆଗାମୀ ଦିନରେ କିଛି ବଡ ସାମାଜିକ ଯୋଜନା ଘୋଷଣା କରିବ ବୋଲି ଚର୍ଚ୍ଚା ହେଉଛି।

Read More

ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରୁ ଆଜି ୧୪୮ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆଜି ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୪୮ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଜଗତସିଂହପୁର ବ୍ଲକରୁ ସର୍ବାଧିକ ୨୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲିକୁଦା ବ୍ଲକରୁ ୧୬ଜଣ ,କୁଜଙ୍ଗ ବ୍ଲକରୁ ସର୍ବାଧିକ ୨୩ ଜଣ , ଏରସମା ବ୍ଲକରୁ ୨୪ଜଣ , ବିରିଡ଼ି ବ୍ଲକରୁ ୧୩ଜଣ, ରଘୁନାଥପୁର ବ୍ଲକରୁ ୭ଜଣ, ତିର୍ତ୍ତୋଲ ବ୍ଳକରୁ ୧୪ଜଣ, ନାଉଗାଁ ବ୍ଲକରୁ ୮ଜଣ, ପାରାଦ୍ଵୀପରୁ ୧୧ଜଣ ଓ ଜଗତସିଂହପୁର ମ୍ୟୁନିସିପାଲିଟିରୁ ୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଜଗତସିଂହପୁର ଜିଲ୍ଲାରୁ ସମୁଦାୟ ଚିହ୍ନଟ ହୋଇଥିବା ୧୯୯୫୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୭୫୫୮ ଜଣ ସୁସ୍ଥ ହୋଇଥିବା ବେଳେ ଜିଲ୍ଲାରୁ ସମୁଦାୟ ୫୦ ଜଣଙ୍କର ମୃତ୍ୟୁ ହୋଇଛି। ଏଥିସହିତ ଜିଲ୍ଲାରୁ ଆଜି ୨୫୬ଜଣ ସୁସ୍ଥ ହୋଇଥିବା ବେଳେ ବର୍ତ୍ତମାନ ଜିଲ୍ଲାରେ ୨୩୫୧ ଜଣ ଆକ୍ରାନ୍ତ ସକ୍ରିୟ ରହିଛନ୍ତି ବୋଲି ଜିଲ୍ଲା ପ୍ରଶାସନ…

Read More

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲାରେ କୋଭିଡ ପରିଚାଳନା ପାଇଁ ଆହୁରି ୨୫ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ ଯେ ପୂର୍ବରୁ ଗତ ମାସରେ ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲା ପାଇଁ ୨୫ କୋଟି ଟଙ୍କାର ସହାୟତା ଘୋଷଣା କରାଯାଇଥିଲା। ଏହି ସହାୟତା ରାଶିରେ କିଣା ଯାଇଥିବା ଜରୁରୀକାଳୀନ କୋଭିଡ ଉପକରଣକୁ ମୁଖ୍ୟମନ୍ତ୍ରୀ ଆଜି ଲୋକଙ୍କ ସେବାରେ ଉତ୍ସର୍ଗ କରିଛନ୍ତି । ଏହି ଅର୍ଥ ଦ୍ବାରା ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲା ବରଗଡ, ବଲାଙ୍ଗୀର, କଳାହାଣ୍ଡି, ସମ୍ବଲପୁର, ସୁନ୍ଦରଗଡ, ନୂଆପଡ, ଝାରସୁଗୁଡା, ବୌଦ, ସୁବର୍ଣ୍ଣପୁର, ଦେବଗଡ ଓ ଅନୁଗୁଳରେ ସମସ୍ତ ଜରୁରୀକାଳୀନ କୋଭିଡ ଉପକରଣ କିଣା ଯାଇଛି। ଭେଣ୍ଟିଲେଟର, ଅକ୍‌ସିଜେନ୍‌ ପାଇପ ଲାଇନ, ଅଟୋଆନାଲାଇଜର, ସିବିସି ମେସିନ୍‌, ଅକ୍‌ସିମିଟର ଆଦି ପାଇଁ ବ୍ୟବସ୍ଥା କରାଯାଇଛି। ଏହି ଅତିରିକ୍ତ ଅର୍ଥ ବ୍ୟବସ୍ଥା ଦ୍ବାରା ଏହି ଜିଲ୍ଲାଗୁଡିକରେ କୋଭିଡ ଭିତ୍ତିଭୂମି…

Read More

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୪୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୪୮୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୨ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୩୮୩ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୩ ହଜାର ୧୭୦ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୧୦୦୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୭୭ ହଜାର ୨୪୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୫ ହଜାର ୫୩୪ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୩୭୩ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Read More

ରମେଶ ମହାନ୍ତି ଜଗତସିଂହପୁର: ପ୍ରଥମକରି ଜିଲ୍ଲାର ପ୍ରତି ବିଦ୍ୟାଳୟର ପାଠାଗାରକୁ ଯୋଗାଇ ଦିଆଯିବାକୁ ଥିବା ଲିମକାବୁକ୍ ଅଫ୍ ରେକର୍ଡ଼ସରେ ସ୍ଥାନୀତ ମାସିକ ଶିଶୁ ସାହିତ୍ୟ ପତ୍ରିକା “ସୁନାଭଉଣୀ” ଆଜି ପୂର୍ବାହ୍ନରେ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଦ୍ଵାରା ଉନ୍ମୋଚିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ବେହେରା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କାମିନି ରଞ୍ଜନ ପଟ୍ଟନାୟକ ଯୋଗ ଦେଇଥିବା ବେଳେ ସୁନାଭଉଣୀର ସମ୍ପାଦିକା ବିଜୟଲକ୍ଷ୍ମୀ ମହାପାତ୍ର, ସହ-ସମ୍ପାଦିକା ସୁଶ୍ରୀ ବିଜୟିନୀ ୟ ମହାପାତ୍ର, ଅଧ୍ୟାପକ ଭଗବାନ ଦାଶ, ପୁର୍ବତନ ପୌରାଧ୍ୟକ୍ଷ ବିପ୍ଲବ ଚୌଧୁରୀ ଗୋବିନ୍ଦ ଓଝା ଓ ସାମ୍ବାଦିକ ନିରଞ୍ଜନ ବାରିକ ପ୍ରମୁଖ ଉପସ୍ଥିତ ଥିଲେ। ସାଧାରଣତଃ ଶିଶୁର ଶୈକ୍ଷିକ ଓ ବୌଦ୍ଧିକ ବିକାଶ ପାଇଁ ଶିଶୁ ସାହିତ୍ୟ ପତ୍ରିକା ବେଶ୍ ଗୁରୁତ୍ବ ବହନ କରିଥାଏ଼। ସ୍ୱର୍ଗତ ବିଜୟ କୁମାର ମହାପାତ୍ରଙ୍କ ନିଷ୍ଠାପର ଉଦ୍ୟମରେ ସୃଷ୍ଟି ହୋଇଥିବା ଶିଶୁ ସାହିତ୍ୟ ପତ୍ରିକା…

Read More

ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ସାମାନ୍ୟ ଅଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୨୮ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୮ ଜଣ, ଚିଲିକା ବ୍ଲକରେ ୯ ଜଣ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୯ ଜଣ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ୪୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୪୩ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୧୮ ଜଣ, ଚିଲିକା ବ୍ଲକରୁ ୧୭ ଜଣ, ବାଣପୁର ବିଜ୍ଞାପିତ ଅଞ୍ଚଳରୁ ୩ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୮୦ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୧୬ ଜଣ,…

Read More

ଭୁବନେଶ୍ବର: ଆସନ୍ତା ମଙ୍ଗଳବାର ଠାରୁ ଭୁବନେଶ୍ବରରେ ୧୮ ରୁ ୪୪ ବର୍ଷ ବର୍ଗର ବ୍ୟକ୍ତିଙ୍କୁ ଟୀକାକରଣ ଆରମ୍ଭ ହେବ। ଏହି ବର୍ଗର ବ୍ୟକ୍ତିଙ୍କୁ ପ୍ରଥମ ପର୍ଯ୍ୟାୟ ଟୀକାକରଣ ଆସନ୍ତା ମଙ୍ଗଳବାରଠାରୁ ଆରମ୍ଭ ହେବ। ଏହି ବର୍ଗର ବ୍ୟକ୍ତିଙ୍କ ପ୍ରଥମ ପର୍ଯ୍ୟାୟ ଟୀକାକରଣ ପ୍ରକ୍ରିୟା ସକାଳ ୮ ଟାରୁ ଦିନ ୧ ଟା ପର୍ଯ୍ୟନ୍ତ ଚାଲିବ। ସେହିଭଳି ୧୮ ରୁ ୪୪ ବର୍ଷ ଏବଂ ୪୫ରୁ ଉର୍ଦ୍ଧ୍ଵ ବ୍ୟକ୍ତିଙ୍କ ଦ୍ଵିତୀୟ ପର୍ଯ୍ୟାୟ ଟୀକାକରଣ ପ୍ରକ୍ରିୟା ଦିନ ୩ ଟା ରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ଚାଲିବ। ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି।

Read More

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮ ହଜାର ୫୧୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୧୧୮, କଟକରୁ ୭୩୮, ବାଲେଶ୍ବରରୁ ୫୬୪, ମୟୂରଭଞ୍ଜରୁ ୫୫୬, ଯାଜପୁରରୁ ୫୧୪, ଢେଙ୍କାନାଳରୁ ୪୮୫, ସୁନ୍ଦରଗଡରୁ ୪୭୩, ପୁରୀରୁ ୪୩୭, ରାୟଗଡାରୁ ୩୬୯, ଜଗତସିଂହପୁରରୁ ୨୫୬, ବୌଦ୍ଧଋ ୨୫୪, ନୟାଗଡରୁ ୨୨୪, କେନ୍ଦ୍ରାପଡାରୁ ୨୨୧, ନବରଙ୍ଗପୁରରୁ ୨୧୫, ଅନୁଗୁଳରୁ ୨୦୩, କଳାହାଣ୍ଡିରୁ ୧୮୨, ବରଗଡରୁ ୧୮୧, କେନ୍ଦୁଝରରୁ ୧୭୩, କୋରାପୁଟରୁ ୧୬୮, ସମ୍ବଲପୁରରୁ ୧୬୦, ଭଦ୍ରକରୁ ୧୪୪, ସୋନପୁରରୁ ୧୩୨, ମାଲକାନାଗିରିରୁ ୯୯, ବଲାଙ୍ଗୀରିରୁ ୮୯, ଝାରସୁଗୁଡାରୁ ୮୦, ଦେବଗଡରୁ ୭୧, କନ୍ଧମାଳଋ ୭୦, ଗଜପତିରୁ ୫୬, ନୂଆପଡାରୁ ୫୦, ଗଞ୍ଜାମରୁ ୪୯  ଏବଂ ଷ୍ଟେଟ ପୁଲରୁ ୧୮୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୭…

Read More

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତାର ଆଖପାଖ ଓଡିଶା ଏବଂ ଗାଙ୍ଗିୟ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ଲଘୁଚାପ ସକ୍ରିୟ ହୋଇଛି। ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବା ସହିତ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଓଡିଶା ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପ୍ରବଳଋ ଅତି ପ୍ରବଳ ବର୍ଷା ହେବା ଅନୁମାନ କରାଯାଇଛି। ସେଥିପାଇଁ ୬ ଟି ଜିଲ୍ଲାକୁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ରେଡ ୱାର୍ଣ୍ଣିଂ ଜାରି କରିଛି। ସମ୍ବଲପୁର, ସୋନପୁର, ବଲାଙ୍ଗିର, ବୌଦ୍ଧ, ବରଗଡ଼ ଓ ଅନୁଗୋଳ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ରେଡ ୱାର୍ଣ୍ଣିଂ ଜାରି କରିଛି। ସେହିଭଳି ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଯାଜପୁର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର, ବଲାଙ୍ଗିର, ସୋନପୁର ଓ ବୌଦ୍ଧ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି। ଲଘୁଚାପଜନିତ ବର୍ଷା ଯୋଗୁଁ ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବ…

Read More

ଭୁବନେଶ୍ବର, ସାଧାରଣତଃ ହିନ୍ଦୁ ଧର୍ମରେ ମନ୍ଦିର ଯାଇ ପୂଜାପଠା କରିବାର ପରଂପରା ରହିଛି। ବିଶେଷ ଦିନମାନଙ୍କରେ ମନ୍ଦିରରେ ଭକ୍ତଙ୍କ ଭିଡ ବେଶୀ ପରିଲକ୍ଷିତ ହୋଇଥାଏ। ତେବେ ଜଣେ ଯେତେବେଳେ ମନ୍ଦିରକୁ ପ୍ରବେଶ କରେ ସେ ପ୍ରଥମେ ଘଣ୍ଟି ବଜେଇ ଥାଏ। ସବୁ ଦେବାଳୟରେ ଠାକୁରଙ୍କ ପୂର୍ବରୁ ଘଣ୍ଟି ବନ୍ଧାଯିବା ବାଧ୍ୟତା ମୂଳକ। ବିନା ଘଣ୍ଟିରେ କୌଣସି ମନ୍ଦିର ପ୍ରତିଷ୍ଠା କରାଯାଏ ନାହିଁ। ସେହିପରି ଘରେ ପୂଜାପାଠ ବେଳେ ବା ଆରତୀ ବେଳେ ଆମେ ନିଶ୍ଚିତ ଘଣ୍ଟି ବଜାଇଥାଉ। ତେବେ ପୂଜାପାଠ ପୂର୍ବରୁ ଏହି ଘଣ୍ଟି କଣ ପାଇଁ ବଜାଯାଇଥାଏ, ଏଥିରେ କଣ ରହିଛି ଧାର୍ମିକ ତଥା ବୈଜ୍ଞାନିକ କାରଣ ଆସନ୍ତୁ ଜାଣିବା। ଧାର୍ମିକ କାରଣ 1-ବିଶ୍ବାସ କରାଯାଏ ଯେ ଯେତେବେଳେ ଆମେ କୈଣସି ମନ୍ଦିରରେ ପ୍ରବେଶ କରୁ, ସେତେବେଳ ମନ୍ଦିରରେ ଉପସ୍ଥିତ ଦେବତାଙ୍କ ଅନୁମତି ନେବାକୁ କିମ୍ବା ତାଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ଏକ ଘଣ୍ଟି ବଜାଯାଇଥାଏ। 2-ଏହା ମଧ୍ୟ କୁହାଯାଏ…

Read More

କଲିକତା: ତୃଣମୂଳ କଂଗ୍ରେସକୁ ବିଜେପି ନେତା ମୁକୁଲ ରୟ ପୁଣିଥରେ ଫେରିପାରନ୍ତି। ବର୍ତ୍ତମାନ ସେ କଲିକତା ସ୍ଥିତ ଟିଏମସି ମୁଖ୍ୟ କାର୍ଯ୍ଯାଳୟକୁ ଯାଉଥବା ଖବର ମିଳିଛି। ମୁକୁଲ ସେଠାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଆଲୋଚନା କରିପାରନ୍ତି। ଏହାପୂର୍ବରୁ ସେ ମମତାଙ୍କ ସହ ୪ ଥର ଫୋନରେ କଥାବାର୍ତ୍ତା ହୋଇଥିବା ସୂଚନା ରହିଛି। ବିଜେପିରେ ଶୁଭେନ୍ଦୁ ଅଧିକାରୀଙ୍କ ଗୁରୁତ୍ଵ ବଢିବା ପରେ ମୁକୁଲ ଅସନ୍ତୋଷ ବ୍ୟକ୍ତ କରିଥିଲେ।

Read More

ଭୁବନେଶ୍ବର: ଧାନରେ ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି ଲାଗି କେନ୍ଦ୍ର କୃଷିମନ୍ତ୍ରୀଙ୍କୁ ରାଜ୍ୟ କୃଷିମନ୍ତ୍ରୀ ଅରୁଣ ସାହୁ ଚିଠି ଲେଖିଛନ୍ତି। ବର୍ତ୍ତମାନ କେନ୍ଦ୍ର ପକ୍ଷରୁ ବୃଦ୍ଧି କରାଯାଇଥିବା ସର୍ବନିମ୍ନ ସହାୟକ ମୂଲ୍ୟ ମାମୁଲି ଅଟେ। ତେଣୁ ଧାନ କ୍ଵିଣ୍ଟାଲ ପିଛା ୨୯୩୦ ଟଙ୍କାକୁ ବୃଦ୍ଧି କରିବା ପାଇଁ ଅରୁଣ ଦାବି କରିଛନ୍ତି। ଉଲ୍ଲେଖ ଯୋଗ୍ୟ ଯେ, ଗତ ୯ ତାରିଖରେ ଧାନର ସହାୟକ ମୂଲ୍ୟ ବୃଦ୍ଧି ନେଇ କେନ୍ଦ୍ର କ୍ୟାବିନେଟ ନିଷ୍ପତ୍ତି ନେଇଥିଲା। ୨୦୧୯-୨୦୨୦ ମସିହାରେ ଥିବା ଧାନର ସହାୟକ ମୂଲ୍ୟ ୧୮୬୮ ଟଙ୍କାକୁ କେନ୍ଦ୍ର ସରକାର ୧୯୪୦ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରିଥିଲା। ଏହାସହ ରାଶି, ହରଡ, ବିରି, ବାଜରାର ସର୍ବନିମ୍ନ ସହାୟକ ମୂଲ୍ୟକୁ ମଧ୍ୟ କେନ୍ଦ୍ର ସରକାର ବୃଦ୍ଧି କରିଛି। ରାଶିର କ୍ଵିଣ୍ଟାଲ ପିଛା ସର୍ବନିମ୍ନ ସହାୟକ ମୂଲ୍ୟ ୪୫୨ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ବିରି ଓ ହରଡ କ୍ଵିଣ୍ଟାଲ ପିଛା ସର୍ବନିମ୍ନ ସହାୟକ ମୂଲ୍ୟ ୩୦୦…

Read More

ନୂଆଦିଲ୍ଲୀ, କଂଗ୍ରେସ ଛାଡି ବିଜେପିରେ ଯୋଗ ଦେଇଥିବା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଜିତିନ ପ୍ରସାଦ ଖୁବ ଶିଘ୍ର ଉତ୍ତରପ୍ରଦେଶ ସରକାରରେ ସାମିଲ ହେବେ। ଏ ନେଇ ଦିଲ୍ଲୀ ଏବଂ ଉତ୍ତର ପ୍ରଦେଶ ରାଜନୀତିରେ ଚାଲିଛି ସରଗରମ ଆଲୋଚନା। ମୁଖ୍ୟତଃ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୃହମନ୍ତ୍ରୀ ଅମିତ ସାହା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିବା ପରେ ଏହି ଚର୍ଚ୍ଚା ଯୋର ଧରିଛି। ପ୍ରକୃତରେ ଆସନ୍ତା ଜୁଲାଇ ମାସରେ ଉତ୍ତର ପ୍ରଦେଶ ବିଧାନ ପରିଷଦର 6 ଟି ଆସନ ଖାଲି ହେଉଛି। ଏହି ଆସନରୁ ଗୋଟିଏ ଜିତିନଙ୍କୁ ଦିଆଯାଇ ବିଧାନ ପରିଷଦକୁ ନିର୍ବାଚିତ କରାଯିବ। ଏହାପରେ ସେ ଯୋଗୀ କ୍ୟାବିନେଟରେ ସ୍ଥାନ ପାଇବେ। ଜିତିନ ପ୍ରସାଦ ବିଜେପିରେ ଯୋଗଦେବା ପରେ ଅମିତ ଶାହା, ରାଜନାଥ ସିଂ ଏବଂ ଯୋଗୀ ଆଦିତ୍ୟନାଥଙ୍କ ଭଳି ବଡ ନେତା ଟୁଇଟ୍ କରି କହିଛନ୍ତି ଯେ ଏହା ୟୁପିରେ ଦଳ ପାଇଁ ବେଶ୍ ଲାଭଦାୟକ ହେବ। ଫଳରେ…

Read More

ଭୁବନେଶ୍ୱର, ପେଟ୍ରୋଲ ଓ ଡିଜେଲ ଏବଂ ରନ୍ଧନଗ୍ୟାସର ଦରବୃଦ୍ଧି  ପ୍ରତିବାଦର ଆଜି ପ୍ରଦେଶ କଂଗ୍ରେସ ଦଳ ତରଫରୁ ରାଜ୍ୟର ବିଭିନ୍ନ ପେଟ୍ରୋଲ ଟାଙ୍କି ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଆଜି  ସକାଳ ୭ ଟା ଠାରୁ ୧୧ ଟା ପର୍ଯ୍ୟନ୍ତ ପେଟ୍ରୋଲ ଟାଙ୍କି ଆଗରେ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଦଳ ତରଫରୁ ରାଜଧାନୀରେ ୟୁନିଟ-୨ ମାର୍କେଟ ବିଲିଂଡି ପାଖ, ରାମମନ୍ଦିର , କଳ୍ପନା, ବାଣୀବିହାର, ରସୁଲଗଡ଼, ନଖରା, ସାମନ୍ତରାପୁର , ରବିଟକିଜ, ଚନ୍ଦ୍ରଶେଖରପୁର, ପଟିଆ, ସିଆରପି, ଆଇଗିଣିଆ, ୟୁନିଟ-୮ ଡେଲଟା ଛକ ପାଖ ଏବଂ କଳିଙ୍ଗ ଷ୍ଟାଡିମ ଛକ ପାଖ ପେଟ୍ରୋଲ ପମ୍ପ ସମ୍ମୁଖରେ ବିଧାୟକ ସୁରେଶ କୁମାର ରାଉତରାୟ ଏବଂ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ବିଶ୍ୱଜିତ ଦାଶ ଓ ୧୦ଜଣ ବ୍ଲକ ସଭାପତିଙ୍କ ନେତୃତ୍ୱରେ ଧାରଣା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।

Read More