Author: Samikhsya Bureau

ମେଷ-ଏହି ସପ୍ତାହ ଛାତ୍ର ତଥା ବୃତ୍ତିଗତ କ୍ଷେତ୍ରରେ ଅତ୍ୟନ୍ତ ଲାଭଦାୟକ ପ୍ରମାଣିତ ହେବ । କର୍ମକ୍ଷେତ୍ରରେ ଆପଣଙ୍କର ଭଲ ପ୍ରଦର୍ଶନ ଏବଂ ଦକ୍ଷତା ଆପଣଙ୍କ ବୟସ୍କମାନଙ୍କୁ ଆକର୍ଷିତ କରିବ । ଟଙ୍କା ପ୍ରସଙ୍ଗରେ ତୁମର ଚିନ୍ତିତ ବିନିଯୋଗ ତୁମର ଆର୍ଥିକ ସ୍ଥିତିକୁ ଅଧିକ ଶକ୍ତିଶାଳୀ କରିବ । ଖାଦ୍ୟ ନିୟନ୍ତ୍ରଣ ଏବଂ ବକ୍ତବ୍ୟରେ ନିୟନ୍ତ୍ରଣ ରଖିବାର ଆବଶ୍ୟକ ରହିଛି। ଭାଗ୍ୟ ନମ୍ବର-4. ଭାଗ୍ୟ ରଂଗ-ନୀଳ ବୃଷ-ବୃତ୍ତିଗତ ଜୀବନରେ ଏକ ନୂତନ ପ୍ରୋଜେକ୍ଟ କରିବାକୁ, ଆପଣଙ୍କୁ ସଜାଇବାକୁ ପଡିବ। ପରିବାରର ଗୁରୁଜନମାନଙ୍କ ପରାମର୍ଶରେ କାର୍ଯ୍ୟ କରି ଆପଣ ଜୀବନରେ ସଫଳତା ପାଇବେ । ଏହି ସପ୍ତାହରେ, କାହାର ଅସହିଷ୍ଣୁ ଜିନିଷ ଆପଣଙ୍କୁ ବିଭ୍ରାନ୍ତ କରିପାରେ । କୈତୁହଳପ୍ରଦ ବ୍ୟକ୍ତିଙ୍କ ସହିତ ତୁମର ଘନିଷ୍ଠତା ବୃଦ୍ଧି କରିବାର ଲକ୍ଷଣ ଅଛି । ଏକ ଉତ୍ସାହୀ ପ୍ରେମ ଜୀବନ ଆରମ୍ଭ ହେବାର ଅନେକ ସମ୍ଭାବନା ଅଛି । ଭାଗ୍ୟ ସଂଖ୍ୟା: ୧ ଭାଗ୍ୟ ରଙ୍ଗ: ଗୋଲାପୀ…

Read More

ଭୁବନେଶ୍ବର: ପ୍ରତ୍ୟେକ ପୂଜାରେ ପ୍ରଥମେ ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା କରାଯାଇଥାଏ। ଘର ହେଉ କି ବ୍ୟବସାୟ ଅଥବା ମାଙ୍ଗଳିକ ଉତ୍ସବ ହେଉ ସବୁଠି ଶ୍ରୀଗଣେଶଙ୍କ ପୂଜା ପ୍ରଥମେ କରାଯାଇଥାଏ। କିଛି ଜାଗାରେ ସବୁଜ ରଙ୍ଗର ଗଣପତିଙ୍କ ମୂର୍ତ୍ତି ଦେଖାଯାଇଥାଏ। ତେବେ ଆସନ୍ତୁ ଜାଣିବା କେଉଁ ରଙ୍ଗର ଗଣେଶଜୀଙ୍କ ମୂର୍ତ୍ତି ପୂଜା କରିବା ଦ୍ବାରା କ’ଣ ମିଳିଥାଏ। ଲାଲ୍‌ ରଙ୍ଗର ଗଣେଶଙ୍କୁ ପୂଜା କରିବା ଦ୍ବାରା ଶୁଭ ଫଳ ମିଳିଥାଏ। କୁହାଯାଏ ଯେ, ଯେତେବେଳେ ଶିର କାଟ ପରେ ପରେ ଶ୍ରୀଗଣେଶଙ୍କର ହାତୀ ମୁଣ୍ଡ ଲଗାଇବା ଦ୍ବାରା ନୂତନ ଜୀବନ ମିଳିଥିଲା। ଏହି ସମୟରେ ମାତା ପାର୍ବତୀ ଗଣେଶଙ୍କୁ ଦେଖି କହିଥିଲେ ତାଙ୍କ ମୁଖରେ ସିନ୍ଦୂର ଦେଖିଥିବାର କହିଥିଲେ। ଏଥିପାଇଁ ମନୁଷ୍ୟ ସର୍ବଦା ଶ୍ରୀଗଣେଶଙ୍କ ପୂଜା କରିବା ସିନ୍ଦୂର ଦେଇ ପୂଜା କରିଥା’ନ୍ତି। ପ୍ରାୟତଃ ମନ୍ଦିରରେ ଲାଲରଙ୍ଗରେ ସଜ୍ଜିତ ଗଣେଶଙ୍କ ମୂର୍ତ୍ତି ଦେଖାଯାଇଥାଏ। ଶ୍ରୀତତ୍ତ୍ବନିଧି ଗ୍ରନ୍ଥରେ 32 ଗଣପତିଙ୍କ ନାମ ଓ ରୂପର…

Read More

ମେଷ-ଏହି ସପ୍ତାହ ଛାତ୍ର ତଥା ବୃତ୍ତିଗତ କ୍ଷେତ୍ରରେ ଅତ୍ୟନ୍ତ ଲାଭଦାୟକ ପ୍ରମାଣିତ ହେବ । କର୍ମକ୍ଷେତ୍ରରେ ଆପଣଙ୍କର ଭଲ ପ୍ରଦର୍ଶନ ଏବଂ ଦକ୍ଷତା ଆପଣଙ୍କ ବୟସ୍କମାନଙ୍କୁ ଆକର୍ଷିତ କରିବ । ଟଙ୍କା ପ୍ରସଙ୍ଗରେ ତୁମର ଚିନ୍ତିତ ବିନିଯୋଗ ତୁମର ଆର୍ଥିକ ସ୍ଥିତିକୁ ଅଧିକ ଶକ୍ତିଶାଳୀ କରିବ । କର୍କଟ- ପ୍ରେମ ସମ୍ପର୍କର ବିବାହରେ ପରିଣତ ହେବାର ଲକ୍ଷଣ ଅଛି । ଆର୍ଥିକ ଦୃଷ୍ଟିରୁ, ଆପଣ ଆପଣଙ୍କର ଆୟ ବୃଦ୍ଧି କରିବାକୁ କଠିନ ଚେଷ୍ଟା କରିବେ । ଏକ ନିୟନ୍ତ୍ରିତ ଖାଦ୍ୟ ଏବଂ ସକ୍ରିୟ ଜୀବନଶୈଳୀ ଅନୁସରଣ କରି, ଆପଣଙ୍କର ସ୍ୱାସ୍ଥ୍ୟ ଭଲ ରହିବ । ଆପଣ କର୍ମକ୍ଷେତ୍ରରେ ସବୁଠାରୁ ବଡ ସମସ୍ୟାକୁ ଦକ୍ଷତାର ସହିତ ସମାଧାନ କରିବାରେ ସକ୍ଷମ ହେବେ ।

Read More

ସିଂହ-ଅତ୍ୟଧିକ ଆତ୍ମବିଶ୍ୱାସ ବୃତ୍ତିଗତ ଜୀବନରେ ଆପଣଙ୍କ ପାଇଁ କ୍ଷତିକାରକ ପ୍ରମାଣିତ ହୋଇପାରେ । ବହୁତ ସମୟ ପରେ, ପୁରୁଣା ସାଙ୍ଗମାନଙ୍କୁ ଭେଟିବାର ସମ୍ଭାବନା ଅଛି । ପରିବାରର କାହାର ସ୍ୱାସ୍ଥ୍ୟ ଖରାପ ହେବା ଫଳରେ ଘରେ ଉତ୍ତେଜନା ସୃଷ୍ଟି ହୋଇପାରେ । କୌଣସି ପୁରୁଣା ପାର୍ଥକ୍ୟ ହେତୁ ବିବାହିତ ଜୀବନ ବିଚଳିତ ହୋଇପାରେ । ମୀନ-ବ୍ୟବସାୟ ଅଭିବୃଦ୍ଧି ପାଇଁ ବିଦେଶ ଭ୍ରମଣର ଲକ୍ଷଣ ଅଛି, ଯାହା ଶେଷରେ ଲାଭଦାୟକ ହେବ । କମିଶନ ଆଧାରରେ କାର୍ଯ୍ୟ କରୁଥିବା ଲୋକଙ୍କ ପାଇଁ ଏହି ସପ୍ତାହ ଅତ୍ୟନ୍ତ ଲାଭଦାୟକ ହେବ । ସ୍ୱାସ୍ଥ୍ୟ ଭଲ ରହିବ ।

Read More

ବିଛା-ତୁମର ସଂଗଠିତ କାର୍ଯ୍ୟ ଶୈଳୀ ଏବଂ କର୍ମକ୍ଷେତ୍ରରେ ଦକ୍ଷତାର ସହିତ କାର୍ଯ୍ୟ ପାଇଁ ତୁମେ ସମ୍ମାନ ପାଇବ । ଉଦାରତାରେ କରାଯାଇଥିବା କୌଣସି ଭଲ କାର୍ଯ୍ୟ ପାଇଁ ତୁମେ ସମାଜରେ ପ୍ରଶଂସିତ ହେବ । ଯଦି ବନ୍ଧୁମାନଙ୍କୁ ଦୀର୍ଘ ସମୟ ପାଇଁ ସମୟ ଦିଆଯାଇ ନ ଥାଏ ତେବେ ଖରାପ ସମ୍ପର୍କରେ ଉନ୍ନତିର ଲକ୍ଷଣ ଦେଖାଦେଇଛି । କୁମ୍ଭ-ଲଭ୍ ଲାଇଫରେ ତୁମେ ତୁମର ସାଥୀଙ୍କ ସହିତ ସମୟ ବିତାଇବାକୁ ଏକ ସୁଯୋଗ ପାଇବ । ଆପଣଙ୍କ ଇଚ୍ଛା ପୂରଣ କରିବା ପାଇଁ ଆପଣଙ୍କ ପରିବାର ଆପଣଙ୍କ ସମର୍ଥନରେ ଠିଆ ହେବେ । କିଛି ଲୋକ ଏହି ସପ୍ତାହରେ ଆର୍ଥିକ ସ୍ବାଧୀନ ହେବେ। କୈଣସି ସ୍ୱାସ୍ଥ୍ୟ ସମସ୍ୟା ହେବ ନାହିଁ ।

Read More

ଧନୁ-ପରିବାରର ଗୁରୁଜନମାନେ ତୁମେ କରୁଥିବା ସମସ୍ତ କାର୍ଯ୍ୟରେ ସାହାଯ୍ୟ କରିବ । ତୁମେ ତୁମର ସାମାଜିକ ଭିତରେ ଆକର୍ଷଣର କେନ୍ଦ୍ର ହୋଇ ରହିବ । ଏହି ସପ୍ତାହରେ ଆପଣ ଏକ ଦୀର୍ଘ ସମୟ ପରେ ଏକ ସାଥୀ ସହିତ ଏକାକୀ ସମୟ ଅତିବାହିତ କରିବାର ସୁଯୋଗ ପାଇବେ। ଆର୍ଥିକ ଅବସ୍ଥା ସନ୍ତୋଷଜନକ ରହିବ । ମକର –ଜଣେ ପ୍ରଭାବଶାଳୀ ବ୍ୟକ୍ତିଙ୍କୁ ଭେଟିବାର ସମ୍ଭାବନା ଅଛି, ଯିଏ ଆପଣଙ୍କ କ୍ୟାରିୟର ପାଇଁ ଲାଭଦାୟକ ପ୍ରମାଣିତ ହେବେ । ବୃତ୍ତିଗତ ଜୀବନରେ ଭଲ ନେଟୱାର୍କିଙ୍ଗ୍ ସାହାଯ୍ୟରେ, ତୁମେ ତୁମର ଲକ୍ଷ୍ୟ ଆଡକୁ ଯିବାରେ ସଫଳ ହେବ । ଅସୁବିଧା ସମୟରେ ତୁମର ବନ୍ଧୁ କିମ୍ବା ସମ୍ପର୍କୀୟଙ୍କୁ ସାହାଯ୍ୟ କରି ତୁମେ ପ୍ରଶଂସିତ ହେବ।

Read More

କନ୍ୟା-ଲଭ୍ ଲାଇଫ୍ ଆପଣଙ୍କୁ ଉତ୍ସାହିତ କରିବ । ବୃତ୍ତିଗତ ଜୀବନରେ ସହକର୍ମୀମାନଙ୍କ ସହ ମିଶି କାମ କରିବା ଆପଣଙ୍କ ଆଗ୍ରହରେ ରହିବ। ଏହି ସପ୍ତାହରେ, ଆବଶ୍ୟକତା ଅନୁଯାୟୀ ଏକ ନୂତନ ବିନିଯୋଗ ବିକଳ୍ପ ଆପଣଙ୍କୁ ଉପସ୍ଥାପିତ ହେବାର ସମ୍ଭାବନା ଅଛି । ସାମାଜିକ କାର୍ଯ୍ୟରେ କାହାର ସମ୍ବେଦନଶୀଳତା ଆପଣଙ୍କୁ ଅସନ୍ତୁଷ୍ଟ କରିପାରେ । ତୂଳା-ଭଲ ପ୍ରଦର୍ଶନ ସହିତ ଛାତ୍ରମାନେ ସେମାନଙ୍କର ଶିକ୍ଷକ ଏବଂ ବୟସ୍କମାନଙ୍କ ହୃଦୟ ଜିତିବାକୁ ସକ୍ଷମ ହେବେ । କିଛି ଲୋକଙ୍କ ପାଇଁ ଆର୍ଥିକ ସ୍ଥିତିରେ ଉନ୍ନତି ହେବାର ସମ୍ଭାବନା ଅଛି । ପରିବାର ସହିତ ବାହାରକୁ ଯିବା ଆନନ୍ଦଦାୟକ ହେବ । ସାମାଜିକ ପରିବେଷରେ ତୁମେ କିଛି ଗୁରୁତ୍ୱପୂର୍ଣ୍ଣ ଇଭେଣ୍ଟକୁ ଆମନ୍ତ୍ରିତ ହେବ ।

Read More

ବୃଷ-ବୃତ୍ତିଗତ ଜୀବନରେ ଏକ ନୂତନ ପ୍ରୋଜେକ୍ଟ କରିବାକୁ, ଆପଣଙ୍କୁ ସଜାଇବାକୁ ପଡିବ। ପରିବାରର ଗୁରୁଜନମାନଙ୍କ ପରାମର୍ଶରେ କାର୍ଯ୍ୟ କରି ଆପଣ ଜୀବନରେ ସଫଳତା ପାଇବେ । ଏହି ସପ୍ତାହରେ, କାହାର ଅସହିଷ୍ଣୁ ଜିନିଷ ଆପଣଙ୍କୁ ବିଭ୍ରାନ୍ତ କରିପାରେ । ମିଥୁନ- ଆପଣଙ୍କ ଦ୍ବାରା ଦିଆଯାଇଥିବା ପରାମର୍ଶଗୁଡିକ କାର୍ଯ୍ୟକ୍ଷେତ୍ରରେ ଆପଣଙ୍କର ବୟସ୍କମାନଙ୍କୁ ପ୍ରଭାବିତ କରିବ, ଯାହା ଦର୍ଶାଏ ଯେ ଆପଣଙ୍କ କମ୍ପାନୀ ମଧ୍ୟ ଉପକୃତ ହେବ। ପରୀକ୍ଷାରେ ଭଲ ଫଳାଫଳ ଛାତ୍ରମାନଙ୍କ ପାଇଁ ଇଚ୍ଛାକୃତ ଚାକିରି ପାଇବାରେ ଲାଭଦାୟକ ପ୍ରମାଣିତ ହେବ ।

Read More

ଭୁବନେଶ୍ବର, ସୂଚନା ଓ ଲୋକ ସଂପର୍କ ବିଭାଗର ନିର୍ଦ୍ଦେଶକ ଭାବେ ଆଜି ବରିଷ୍ଠ ଅଧିକାରୀ ନିରଂଜନ ସେଠୀଙ୍କୁ ନିଯୁକ୍ତି ମିଳିଛି। ନିର୍ଦ୍ଦେଶକ ଥିବା ବରିଷ୍ଠ ଓଏଏସ ଅଧିକାରୀ କୃପାସିନ୍ଧୁ ମିଶ୍ର ଆଜି ଅବସର ଗ୍ରହଣ କରିଛନ୍ତି। ତାଙ୍କ ସ୍ଥାନରେ ନିର୍ଦ୍ଦେଶକ (ବୈଷୟିକ) ଭାବେ କାର୍ଯ୍ୟ କରୁଥିବା ନିରଂଜନ ସେଠୀଙ୍କୁ ନିର୍ଦ୍ଦେଶକ ଦାୟିତ୍ବ ଦିଆଯାଇଛି। ନିରଂଜନ ସେଠୀ ଓଡିଶା ସୂଚନା ସେବା ଅଧିକାରୀ ଭାବେ 32 ବର୍ଷର ଅଭିଜ୍ଞତା ରହିଛି। ସେ ବିଭିନ୍ନ ସମୟରେ ସରକାରଙ୍କ ସଫଳତାକୁ ଲୋକଲୋଚନକୁ ଆଣିବା ଦିଗରେ ଦକ୍ଷତାର ସହ କାର୍ଯ୍ୟ କରିଛନ୍ତି। ତାଙ୍କର କାର୍ଯ୍ୟକାଳ ମଧ୍ୟରେ ସୂଚନା ଓ ଲୋକସଂପର୍କ ବିଭାଗରେ ବେଶ କିଛି ପରିବର୍ତ୍ତନ ଘଟିଛି। ଆଜି କୃପାସିନ୍ଧୁ ମିଶ୍ରଙ୍କୁ କୋଭିଡ କଟକଣା ଭିତରେ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଏଥିରେ ନିଜେ ନିରଂଜନ ସେଠୀଙ୍କ ସହିତ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ମଙ୍ଗଳବାର ଦିନ ସେ ନିର୍ଦ୍ଦେଶକ ଭାବେ ଦାୟିତ୍ବ ଗ୍ରହଣ କରିବେ।

Read More

ସୀତାରାମ ଅଗ୍ରୱାଲ ଟାଙ୍ଗୀ: କରୋନାକୁ ପ୍ରତିହତ କରିବା ପାଇଁ ରାଜ୍ୟରେ ଟୀକା କରଣ ପ୍ରକ୍ରିୟା ଜାରି ରହିଛି। ବରିଷ୍ଠ ନାଗରିକ ମାନଙ୍କୁ ସରକାରୀ ଚିକିତ୍ସାଳୟରେ କୋଭିଡ୍ ଟୀକା ଦିଆ ଯାଉଛି। ବରିଷ୍ଠ ଲୋକମାନଙ୍କୁ ଟୀକା ଦେବା ପାଇଁ ତାଙ୍କର ସଂପର୍କୀୟ ମାନେ ଟୀକା କେନ୍ଦ୍ରକୁ ନେଉଥିବା ବେଳେ ଜରାଶ୍ରମରେ ରହୁଥିଵା ବୃଦ୍ଧ ବୃଦ୍ଧାଙ୍କ ପକ୍ଷରେ ଏହା ସମ୍ଭବ ହୋଇପାରୁନାହିଁ। ସମ୍ପର୍କୀୟଙ୍କ ଅଲୋଡା ହୋଇ ଜରଶ୍ରମରେ ରହୁଥିବା ଏହି ବରିଷ୍ଠ ନାଗରିକଙ୍କ ପାଇଁ କରୋନା ମୁଖ୍ୟ ସମସ୍ୟା ହୋଇ ଛିଡା ହୋଇଛି। ସେଥିପାଇଁ ରାଜ୍ୟ ସରକାର ଏକ ବଡ ପଦକ୍ଷେପ ନେଇଛନ୍ତି। ଜରାଶ୍ରମକୁ ଯାଇ ଅନ୍ତେବାସୀଙ୍କୁ ଟୀକା ଦେବା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହି ପ୍ରରିପେକ୍ଷୀରେ ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ମଙ୍ଗଳା ଯୋଡି, ନିରାକାରପୁର ଓ ଟାଙ୍ଗୀରେ ଥିବା ଜରାଶ୍ରମରେ ଅନ୍ତେବାସୀଙ୍କୁ ଟୀକା ଦିଆଯାଇଛି। ଆଜି ମୋଟ ୧୭୪ ଜଣ ଅନ୍ତେବାସୀ ଟୀକାକରଣରେ ସାମିଲ ହୋଇ ଉପକୃତ ହୋଇଛନ୍ତି।…

Read More

ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ଲମ୍ଫ ଡିଆଁ ନେଇଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମୋଟ ୫୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଯାହାକି ଗତକାଲି ସଂକ୍ରମଣର ଦୁଇ ଗୁଣ। ଚିହ୍ନଟ ହୋଇଥିବା ୫୭ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୩୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଚିଲିକା ବ୍ଲକରୁ ୧୫ ଜଣ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୪ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ୩୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୩୪ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୨୪ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୧୫୨ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ…

Read More

ରମେଶ ମହାନ୍ତି ଜଗତସିଂହପୁର: ଦୃତ ଗତିରେ ବୃଦ୍ଧି ପାଉଥିବା କରୋନା ମହାମାରୀର ଦ୍ୱିତୀୟ ଲହରୀକୁ ମୁକାବିଲା କରିବା ନିମନ୍ତେ ସରକାରଙ୍କ ପକ୍ଷରୁ ଲକଡାଉନ୍ ଓ ସଟଡାଉନ୍ ଘୋଷଣା କରାଯାଇଛି। ଏନେଇ କେତେକ ସ୍ଥାନରେ ଭିକାରୀ ଓ ଅସହାୟ ଲୋକମାନଙ୍କ ପାଇଁ ଏକପ୍ରକାର ଖାଦ୍ୟ ସଂଙ୍କଟର ସମସ୍ୟା ଉପୁଜିଥିବା ଦେଖିବାକୁ ମିଳୁଥିବା ବେଳେ ତିର୍ତ୍ତୋଲ ବ୍ଳକ ଅନ୍ତର୍ଗତ କନକପୁର ପଞ୍ଚାୟତ ସ୍ଥିତ ଝଙ୍କଡ଼ ଶାରଳା ପୀଠରେ କିନ୍ତୁ ଭିକାରୀ ଓ ଅସହାୟ ମାନଙ୍କୁ ପଞ୍ଚାୟତ ପକ୍ଷରୁ ସରପଞ୍ଚଙ୍କ ପ୍ରତିନିଧି ନୃସିଂହ ରାଉଳ ଦିର୍ଘ ୨୫ଦିନ ହେଲାଣି ରନ୍ଧାଖାଦ୍ୟ ଓ ଶୁଖିଲା ଖାଦ୍ୟ ପ୍ରଦାନ କରିଆସୁଛନ୍ତି। ସୂଚନାନୁଯାୟୀ ଝଙ୍କଡ଼ ଶାରଳା ପୀଠ ଓ ସମ୍ମୁଖସ୍ଥ ବଜାରରେ ଥିବା ଭିକାରୀ ଓ ଅସହାୟ ମାନଙ୍କୁ ଗତ ୫ତାରିଖ ଠାରୁ ଦୀର୍ଘ ୨୫ଦିନ ହେଲାଣି ମଧ୍ୟାହ୍ନରେ ରନ୍ଧାଖାଦ୍ୟ ଓ ସଂନ୍ଧ୍ଯାରେ ଚୁଡ଼ା ଗୁଡ ପ୍ରଦାନ କରାଯାଉଛି। ଏମିତିକି ଲକଡାଉନ୍ ଚାଲିଥିବା ପର୍ଯ୍ୟନ୍ତ ଏହି ଖାଦ୍ୟ ପ୍ରଦାନ ଜାରୀ…

Read More

ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ପୁଣି ହୁ ହୁ ହୋଇ ବଢିଲାଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଜିଲ୍ଲାରୁ ଆଜି ୨୮୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଆଜି ଜଗତସିଂହପୁର ବ୍ଲକରୁ ସର୍ବାଧିକ ୫୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲିକୁଦା ବ୍ଲକରୁ ୫୧ଜଣ, ଏରସମା ବ୍ଲକରୁ ୪୦ଜଣ, କୁଜଙ୍ଗ ବ୍ଲକରୁ ୩୦ଜଣ, ବିରିଡ଼ି ବ୍ଲକରୁ ୨୮ଜଣ, ରଘୁନାଥପୁର ବ୍ଲକରୁ ୨୩ଜଣ, ତିର୍ତ୍ତୋଲ ବ୍ଳକରୁ ୨୧ଜଣ, ନାଉଗାଁ ବ୍ଲକରୁ ୧୩ଜଣ, ପାରାଦ୍ଵୀପରୁ ୧୧ଜଣ ଓ ଜଗତସିଂହପୁର ମ୍ୟୁନିସିପାଲିଟିରୁ ୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଜଗତସିଂହପୁର ଜିଲ୍ଲାରୁ ସମୁଦାୟ ଚିହ୍ନଟ ହୋଇଥିବା ୧୭୧୯୬ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୦୯୧ ଜଣ ସୁସ୍ଥ ହୋଇଥିବା ବେଳେ ଜିଲ୍ଲାରୁ ସମୁଦାୟ ୪୪ ଜଣଙ୍କର ମୃତ୍ୟୁ ହୋଇଛି। ଏଥିସହିତ ଜିଲ୍ଲାରୁ ଆଜି ୩୧୦ଜଣ ସୁସ୍ଥ ହୋଇଥିବା ବେଳେ ବର୍ତ୍ତମାନ ଜିଲ୍ଲାରେ ୨୦୨୧ ଜଣ ଆକ୍ରାନ୍ତ ସକ୍ରିୟ ରହିଛନ୍ତି ବୋଲି ଜିଲ୍ଲା ପ୍ରଶାସନ…

Read More

ନୟାଗଡ଼/ଚାନ୍ଦପୁର: ଖୋର୍ଦ୍ଧା ଜିଲ୍ଲା ପରେ ବ୍ରାଉନ ସୁଗାର ବେପାରୀଙ୍କ ଟାର୍ଗେଟରେ ଏବେ ନୟାଗଡ଼ ଜିଲ୍ଲା। ଖୋର୍ଦ୍ଧା ବାଟ ଦେଇ ନୟାଗଡ଼ରେ ବ୍ରାଉନ ସୁଗାର ବେପାର ପସରା ମେଲାଇବାକୁ ଉଦ୍ୟତ ହେଉଥିବା ବେଳେ ଆଜି ଜଣେ ମହିଳାଙ୍କ ସମେତ ଚାରି ଜଣ ବେପାରୀଙ୍କୁ ଚାନ୍ଦପୁର ପୋଲିସ ଗିରଫ କରିଛି। ସୂଚନା ମୁତାବକ ସମ୍ପୃକ୍ତ ଚାରି ଜଣ ବେପାରୀ ବ୍ରାଉନ ସୁଗାର ସହ ଖୋର୍ଦ୍ଧାରୁ ଚାନ୍ଦପୁର ଏବଂ ଟାଙ୍ଗୀକୁ ବିକ୍ରି କରିବା ପାଇଁ ଆସୁଥିବାବେଳେ ଏହାର ସୂଚନା ନୟାଗଡ଼ ଏସପି ସିଦ୍ଧାର୍ଥ କଟାରିଆ ପାଇଥିଲେ। ଏସପିଙ୍କ ନିର୍ଦ୍ଦେଶକ୍ରମେ ଚାନ୍ଦପୁର ଆଇଆଇସି ରଶ୍ମିରଞ୍ଜନ ଦାସଙ୍କ ନେତୃତ୍ୱରେ ଏସଆଇ ସଞ୍ଜୟ ମଲ୍ଲିକ, ଅଞ୍ଜଳି ସା ଏବଂ ଅନ୍ୟ କର୍ମଚାରୀଙ୍କୁ ନେଇ ଏକ ଟିମ ଗଠନ କରାଯାଇଥିଲା। ଏହାପରେ ପୋଲିସ ବିଭିନ୍ନ ଅଞ୍ଚଳ ଖାନତଲାସ ଜାରି ରଖିଥିବାବେଳେ ଶେଷରେ ରାଇପଡ଼ା ନିକଟରେ ଚାରି ଜଣ ବେପାରୀଙ୍କୁ ଗିରଫ କରାଯାଇଥିଲା। ସେମାନଙ୍କ ନିକଟରୁ ୭ ଗ୍ରାମ ବ୍ରାଉନ ସୁଗାର ପୋଲିସ ଜବତ…

Read More

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୮୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୮୧୧ ଆକ୍ରାନ୍ତଙ୍କ ମଧ୍ୟରୁ ୧୬୮ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୬୪୩ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୫ ହଜାର ୭୮୪ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୧୦୪୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୬୪ ହଜାର ୧୭୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୧ ହଜାର ୨୫୦ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୩୩୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Read More

କଲିକତା: କେନ୍ଦ୍ର ସରକାର ଏବଂ ପଶ୍ଚିମବଙ୍ଗ ସରକାରଙ୍କ ବିବାଦ ମଧ୍ୟରେ ରାଜ୍ୟର ମୁଖ୍ୟ ସଚିବ ଅଳପନ ବନ୍ଦୋପାଧ୍ୟାୟ ଅବସର ଘୋଷଣା କରିଛନ୍ତି। ହେଲେ ଅଳପନଙ୍କୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମୁଖ୍ୟ ପରାମର୍ଶଦାତା ଭାବେ ନିଯୁକ୍ତି ଦେଇଛନ୍ତି। ସେ ଆଗାମୀ ତିନି ବର୍ଷ ପାଇଁ ମାମାତାଙ୍କ ମୁଖ୍ୟ ପରାମର୍ଶଦାତା ଭାବେ କାର୍ଯ୍ୟ କରିବେ। ଉଲ୍ଲେଖ ଯୋଗ୍ୟ ଯେ, ବାତ୍ୟା ୟାଶ୍ କୁ ନେଇ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ପଶ୍ଚିମବଙ୍ଗର ଅଧିକାରୀଙ୍କ ସହ ସମୀକ୍ଷା ବୈଠକ ହୋଇଥିଲା। ହେଲେ ମମତା ବାନାର୍ଜୀ ଏବଂ ମୁଖ୍ୟ ସଚିବ ବନ୍ଦୋପାଧ୍ୟାୟ ଯୋଗୁଁ ୩୦ ମିନିଟ ଅପେକ୍ଷା କରିବାକୁ ପଡିଥିଲା ବୋଲି କେନ୍ଦ୍ର ସରକାର ପକ୍ଷରୁ ଅଭିଯୋଗ କରାଯାଇଥିଲା। ମମତା ବାନାର୍ଜୀ ବାତ୍ୟା ସମ୍ବଦ୍ଧୀୟ କାଗଜପତ୍ର ଦେଇ ବୈଠକରୁ ବିଦାୟ ନେଇଥିଲେ। ଏହାପରେ କେନ୍ଦ୍ର ପକ୍ଷରୁ ବନ୍ଦୋପାଧ୍ୟାୟକୁ କାର୍ଯ୍ୟ ମୁକ୍ତ କରାଇ କେନ୍ଦ୍ର ସରକାରଙ୍କ କାର୍ଯ୍ୟରେ ନିଯୁକ୍ତ ହେବା ପାଇଁ ଚିଠି ଦିଆଯାଇଥିଲା। କିନ୍ତୁ ତାଙ୍କୁ କାର୍ଯମୁକ୍ତ କରିବା…

Read More

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୦ ହଜାର ୪୦୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୪୪୯, କଟକରୁ ୯୫୪, ଅନୁଗୁଳରୁ ୯୦୮, ସୁନ୍ଦରଗଡରୁ ୭୦୫, ମୟୂରଭଞ୍ଜରୁ ୫୬୪, ଯାଜପୁରରୁ ୪୯୫, ଭଦ୍ରକରୁ ୪୮୨, ପୁରୀରୁ ୪୭୨, ସମ୍ବଲପୁରରୁ ୩୫୪, ବରଗଡରୁ ୩୩୧, ଜଗତସିଂହପୁରରୁ ୩୦୯,  କେନ୍ଦ୍ରାପଡାରୁ ୩୦୫, ବଲାଙ୍ଗୀରିରୁ ୨୭୪, ନବରଙ୍ଗପୁରରୁ ୨୫୫, କୋରାପୁଟରୁ ୨୫୧, ଗଞ୍ଜାମରୁ ୨୪୨, ବୌଦ୍ଧରୁ ୨୦୦,  ନୟାଗଡରୁ ୧୯୦, ଝାରସୁଗୁଡାରୁ ୧୮୬, ବାଲେଶ୍ବରରୁ ୧୮୧, ରାୟଗଡାରୁ ୧୭୨, ଢେଙ୍କାନାଳରୁ ୧୫୫, କେନ୍ଦୁଝରରୁ ୧୪୯, ସୋନପୁରରୁ ୧୨୩, ଦେବଗଡରୁ ୧୦୬, ମାଲକାନଗିରିରୁ ୧୦୨, କନ୍ଧମାଳରୁ ୮୨, ଗଜପତିରୁ ୬୮, ନୂଆପଡାରୁ ୫୧, କଳାହାଣ୍ଡିରୁ ୩୬ ଏବଂ ଷ୍ଟେଟ ପୁଲରୁ ୨୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୬…

Read More

ଭୁବନେଶ୍ବର: ଆଜିଠୁ ରାଜଧାନୀ ଭୁବନେଶ୍ବରରେ ଭ୍ୟାକ୍ସିନ ଆଟ୍ ଡୋର ଷ୍ଟେପ୍ ଅଭିଯାନ ଆରମ୍ଭ ହୋଇଯାଇଛି। ୪୫ ବର୍ଷର ଉର୍ଦ୍ଧ୍ଵ ବ୍ୟକ୍ତିଙ୍କ ପାଇଁ ଭ୍ୟାକ୍ସିନ ଆଟ୍ ଡୋର ଷ୍ଟେପ୍ ଅଭିଯାନ ଆରମ୍ଭ ହୋଇଯାଇଛି। ରେସିଡେନ୍ସିଆଲ ୱେଲଫେୟାର ଆସୋସିଏସନ ଏହି ଅଭିଯାନ ପାଇଁ ଆବେଦନ କରିଥିଲା। ତେବେ ବିଏମସିର ୩ ଟି ଜୋନରେ ୬ ଟି ଆପର୍ଟମେଣ୍ଟରେ ଟୀକାକରଣ ଚାଲିଛି। ପ୍ରତ୍ୟେକ ଆପାର୍ଟମେଣ୍ଟରେ ୨ ଶହ ଲୋକଙ୍କୁ ଟୀକାକରଣ ବ୍ୟବସ୍ଥା କରାଯାଇଛି। ଏନେଇ ବିଏମସି ଜେଡିସି ଅଂଶୁମାନ ରଥ ସୂଚନା ଦେଇଛନ୍ତି।

Read More

ଖୋର୍ଦ୍ଧା: ଖୋର୍ଦ୍ଧା ଟାଉନ ଥାନା ପୋଲିସକୁ ବଡ ସଫଳତା ମିଳିଛି। ବରୁଣେଇ ପିଠ ପଛପଟେ ଚଢ଼ାଉ କରି ୨ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ କରିବା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ସୂଚନା ମୁତାବକ ଗତକାଲି ବରୁଣେଇ ପୀଠରେ ବ୍ରାଉନ ସୁଗାର କାରବାର ଚାଲୁଥିବାର ଖବର ଖୋର୍ଦ୍ଧା ଏସପି ରାଜକିଶୋର ଦୋରା ଜାଣିବାକୁ ପାଇଥିଲେ। ଏହାପରେ ଏସପିଙ୍କ ନିର୍ଦ୍ଦେଶକ୍ରମେ ଖୋର୍ଦ୍ଧା ଏସଡ଼ିପିଓ ସୁଶୀଲ କୁମାର ମିଶ୍ର ଏବଂ ଟାଉନ ଥାନା ଆଇଆଇସି ସଞ୍ଜୟ କୁମାର ପଟ୍ଟନାୟକଙ୍କ ନେତୃତ୍ୱରେ ଏସଆଇ ବିଜୟ କେତନ ବେହେରା, ଦିଗବିଜୟ ବିଶ୍ୱାଳ ଏବଂ ପଦ୍ମଲୋଚନ ବେହେରାଙ୍କୁ ନେଇ ତୁରନ୍ତ ଏକ ଟିମ ଗଠନ କରାଯାଇଥିଲା। ଗତକାଲି ଅପରାହ୍ନରେ ମା’ ବରୁଣେଇ ପୀଠ ଏବଂ ଏହାର ଆଖପାଖ ଅଞ୍ଚଳରେ ଚଢ଼ାଉ ଜାରି ରହିଥିଲା। ପରିସରରେ ବରୁଣେଇ ହୋଟେଲ ପଛପଟୁ ପାଖପାଖି ୪ ଘଟିକାରେ ଜଣେ ଯୁବକ ବ୍ରାଉନ ସୁଗାର ସହ ପୋଲିସ ହାତରେ ଧରାପଡିଥିଲା। ଯୁବକ…

Read More

ନୂଆଦିଲ୍ଲୀ: କରୋନା ସଙ୍କଟ ମଧ୍ୟରେ ଏବେ ପଞ୍ଜାବରେ ଏକ ରାଜନୈତିକ ସଙ୍କଟ ଆରମ୍ଭ ହୋଇଯାଇଛି। ଆସନ୍ତାବର୍ଷ ପଞ୍ଜାବରେ ବିଧାନସଭା ନିର୍ବାଚନ ହେବାକୁ ଥିବା ବେଳେ ଏହା ପୂର୍ବରୁ ପଞ୍ଜାବ କଂଗ୍ରେସରେ ଏବେ ଦୁଇ ଭାଗ ସ୍ଥିତି ସୃଷ୍ଟି ହୋଇଛି। ଏପରିକି ସ୍ଥିତିକୁ ସମ୍ଭାଳିବା ପାଇଁ ଦଳର ହାଇକମାଣ୍ଡ ଦଖଲ ଦେଇଛନ୍ତି। ସେଠାରେ ସମସ୍ତ ବିଧାୟକ, ମନ୍ତ୍ରୀମାନେ ଏକ ତିନି ଜଣିଆ କମିଟି ସହ ଆଲୋଚନା କରିବେ। ଯାହା ନିଜ ନିଜର ସମସ୍ୟା ବିଷୟରେ ସେମାନଙ୍କୁ ଜଣାଇବେ। କଂଗ୍ରେସର ପ୍ରଦେଶ ଅଧ୍ୟକ୍ଷ ସୁନୀଲ ଝାଖଡ, ମନ୍ତ୍ରୀ ଚରଣଜୀତ ଚନ୍ନୀ, ସୁଖଜିନ୍ଦର ସିଂହଙ୍କ ସମେତ ପାଖାପାଖି ୨୪ ଜଣ ବିଧାୟକ ଏନେଇ ଦିଲ୍ଲୀ ପହଞ୍ଚିଯାଇଛନ୍ତି। ନିର୍ବାଚନରେ ଜନସାଧାରଣଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପାଳନ କରିନଥିବା ଅଭିଯୋଗ କରି ନିଜ ସରକାର ଉପରେ ପ୍ରଶ୍ନ ଉଠାଇଛନ୍ତି। ସେମାନେ ସମସ୍ତେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂହଙ୍କୁ ଲଗାତର ପ୍ରଶ୍ନ କରିଆସୁଥିଲେ।

Read More

ନୂଆଦିଲ୍ଲୀ, ବର୍ତ୍ତମାନ କୋଭିଡ ପରିସ୍ଥିତିରେ CBSE 12ଶ ପରୀକ୍ଷା ହୋଇପାରିବ କି ନାହିଁ ସରକାର ଦୁଇ ଦିନ ମଧ୍ୟରେ ନିଷ୍ପତି ନେବେ। ଫଳରେ ଆଜି ସୁପ୍ରମକୋର୍ଟରେ ଏହି ମାମଲା ନେଇ ଥିବା ଶୁଣାଣି ସ୍ଥଗିତ ରହିଛି। ଆଜି ସୁପ୍ରମ କୋର୍ଟରେ ଏହି ମାମଲାର ଶୁଣାଣି ଥିଲା। ସରକାରଙ୍କ ତରଫରୁ ଲିଖିତ ଭାବେ କୋର୍ଟକୁ ଜଣାଇଦିଆଗଲା ଯେ, ଆଉ ଦୁଇଦିନ ସମୟ ଦିଅନ୍ତୁ। ଏହି ସମୟରେ କେନ୍ଦ୍ର ସରକାର ପରୀକ୍ଷା ହେବ କି ନାହିଁ ନିଷ୍ପତି କରି କୋର୍ଟକୁ ଅବଗତ କରାଇବେ। ଫଳରେ ପରୀକ୍ଷା ସଂପର୍କରେ ସରକାର ଦୁଇଦିନରେ କୋର୍ଟକୁ ଅବଗତ କରିବା ପରେ ଶୁଣାଣି ହେବ ବୋଲି ଜଣାପଡିଛି।

Read More