Author: Samikhsya Bureau

ମେଷ- ଆପଣଙ୍କୁ ଦେଖା କରୁଥିବା ଲୋକମାନେ ଆପଣଙ୍କୁ କିଛି ନୂଆ ଚେଷ୍ଟା କରିବାକୁ ପ୍ରେରଣା ଦେଇପାରିବେ । ଏହି ସମୟରେ କରାଯାଇଥିବା ପ୍ରୟାସ ସଫଳ ହେବାର ସମ୍ଭାବନା ଅଧିକ । ବୋଧହୁଏ ଆପଣ ଅତିରିକ୍ତ ଦାୟିତ୍ବ ପାଇବେ କିମ୍ବା ସାମ୍ପ୍ରତିକ ଚାକିରିରେ କାମ କରିବ । ଆପଣଙ୍କର ଆୟ ବଢିବାର ସମ୍ଭାବନା ମଧ୍ୟ ଅଧିକ । ଆପଣଙ୍କର ମନ ଭଲ କାମ କରିବ । ବୃଷ- ଆପଣ ଆଜି ଧର୍ଯ୍ୟବାନ ହେବା ଉଚିତ୍ । ଟଙ୍କା କ୍ଷେତ୍ରରେ କ୍ଷତି ହୋଇପାରେ । କିଛି ଆଇନଗତ ପ୍ରସଙ୍ଗରେ ଆପଣ ଜଡିତ ହୋଇପାରନ୍ତି। ସମୟର ଯତ୍ନ ନିଅନ୍ତୁ । କିଛି ବିଶେଷ କାର୍ଯ୍ୟ ପାଇଁ ଆପଣଙ୍କୁ ବହୁତ କଠିନ ପରିଶ୍ରମ କରିବାକୁ ପଡିପାରେ । ଆପଣ ମଧ୍ୟ କୈଣସି ଆକସ୍ମିକ ଘଟଣାରେ ତୁରନ୍ତ ନିଷ୍ପତ୍ତି ନେବା ଠାରୁ ଦୂରେଇ ରହିବା ଉଚିତ୍ । ଆପଣଙ୍କ ସ୍ୱାସ୍ଥ୍ୟ ସ୍ୱାଭାବିକ ହେବ । ସାମାନ୍ୟ ଥକ୍କା ମଧ୍ୟ…

Read More

ମେଷ- ଆପଣଙ୍କୁ ଦେଖା କରୁଥିବା ଲୋକମାନେ ଆପଣଙ୍କୁ କିଛି ନୂଆ ଚେଷ୍ଟା କରିବାକୁ ପ୍ରେରଣା ଦେଇପାରିବେ । ଏହି ସମୟରେ କରାଯାଇଥିବା ପ୍ରୟାସ ସଫଳ ହେବାର ସମ୍ଭାବନା ଅଧିକ । ବୋଧହୁଏ ଆପଣ ଅତିରିକ୍ତ ଦାୟିତ୍ବ ପାଇବେ କିମ୍ବା ସାମ୍ପ୍ରତିକ ଚାକିରିରେ କାମ କରିବ । ମୀନ- ଆପଣଙ୍କ ସ୍ୱାସ୍ଥ୍ୟ ପ୍ରତି ବେପରୁଆ ହୁଅନ୍ତୁ ନାହିଁ । କାରବାରରେ ସତର୍କତା ବ୍ୟବହାର କରନ୍ତୁ । ପରିସ୍ଥିତିକୁ ନେଇ ଟଙ୍କା ଚିନ୍ତା କରିବାକୁ ପଡିବ । ଆପଣଙ୍କର ଅନାବଶ୍ୟକ ଖର୍ଚ୍ଚ ହୋଇପାରେ । ଚାକିରି ଏବଂ ବ୍ୟବସାୟରେ ଦ୍ୱନ୍ଦ୍ୱ ବଢିପାରେ ।

Read More

ବୃଷ- ଆପଣ ଆଜି ଧର୍ଯ୍ୟବାନ ହେବା ଉଚିତ୍ । ଟଙ୍କା କ୍ଷେତ୍ରରେ କ୍ଷତି ହୋଇପାରେ । କିଛି ଆଇନଗତ ପ୍ରସଙ୍ଗରେ ଆପଣ ଜଡିତ ହୋଇପାରନ୍ତି। ସମୟର ଯତ୍ନ ନିଅନ୍ତୁ । କିଛି ବିଶେଷ କାର୍ଯ୍ୟ ପାଇଁ ଆପଣଙ୍କୁ ବହୁତ କଠିନ ପରିଶ୍ରମ କରିବାକୁ ପଡିପାରେ । ସିଂହ- ଆପଣ ମଧୁରବାଣୀ ଦ୍ବାରା ଯେକୈଣସି କାର୍ଯ୍ୟରେ ବିଜୟୀ ହେବାକୁ ସମର୍ଥ ହେବେ। ପରିବାର ସଦସ୍ୟଙ୍କ ସହିତ ଖୁସିରେ ସମୟ ଅତିବାହିତ କରିବେ। ଆଜି ଭାଗ୍ୟ ଆପଣଙ୍କ ସହିତ ରହିବ। ଆୟର ନୂତନ ଉତ୍ସ ଉତ୍ପନ୍ନ ହୋଇପାରେ।

Read More

ମକର- ଆପଣ ଏକାସାଙ୍ଗରେ ଅନେକ କ୍ଷେତ୍ରରେ ସକ୍ରିୟ ରହିବେ । ଆଗକୁ ବଢିବା ପାଇଁ ଆପଣଙ୍କର ଜୀବନରେ କିଛି ପରିବର୍ତ୍ତନ କରିବାକୁ ପଡିପାରେ । ଭ୍ରମଣ ଯୋଗ ମଧ୍ୟ ଅଛି । ବ୍ୟବସାୟରେ ବ୍ୟସ୍ତ ରହିବେ । ସାମାଜିକ ସ୍ତରରେ ସମ୍ମାନ ମିଳିବ । କଠିନ ପରିଶ୍ରମ ସହିତ ଟଙ୍କା ରୋଜଗାର କରିବେ । କୁମ୍ଭ-ବିନିଯୋଗ ଇତ୍ୟାଦିରେ ଲାଭବାନ ହେବ । ଆର୍ଥିକ ଦିଗ ଦୃଢ ହେବ। ଘରର ଉପଯୋଗୀ ଜିନିଷଗୁଡ଼ିକ ବୃଦ୍ଧି ପାଇବ । ଶୀଘ୍ର କୈଣସି କାମ କରନ୍ତୁ ନାହିଁ । ଧାର୍ମିକ ଏବଂ ସାଂସ୍କୃତିକ ମହୋତ୍ସବରେ ଏକ ଅଂଶ ରହିବେ ।  ବ୍ୟବସାୟ ଭଲ କରିବ । ଅଫିସରେ ଚାକିରୀକୁ ନେଇ ସନ୍ତୁଷ୍ଟ ହେବେ ।

Read More

ବିଛା- ଆପଣଙ୍କର ଜୀବନରେ କିଛି ପରିବର୍ତ୍ତନ କରିବାକୁ ପଡିପାରେ । ପରିବାର ସାହାଯ୍ୟ ମିଳିବ । ଆପଣଙ୍କର ମାନସିକ ସନ୍ତୁଳିତ ରହିବ ଏବଂ ଏହା ଆପଣଙ୍କ ପାରିବାରିକ ଜୀବନରେ ମଧ୍ୟ ସୁଖ ଆଣିପାରେ । କାର୍ଯ୍ୟ ସମାପ୍ତ ହୋଇପାରିବ । ବନ୍ଧୁଙ୍କ ସମ୍ପର୍କ ବିଷୟରେ ଆପଣ ଟିକିଏ ସଚେତନ ହେବା ଉଚିତ୍ । ଧନୁ- ଲୋକମାନେ କେତେକ କ୍ଷେତ୍ରରେ ସାହାଯ୍ୟ ପାଇବାକୁ ସକ୍ଷମ ହେବେ ନାହିଁ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଆସିପାରେ । ନିଦ୍ରା ଅଭାବ ହେବ । ମୁଣ୍ଡବିନ୍ଧା ଏବଂ ଆଖିରେ ଉତ୍ତେଜନା ଦେଖାଦେଇପାରେ । ଦୈନ୍ୟନ୍ଦିନ କାର୍ଯ୍ୟଗୁଡିକ କିଛି ବିପଦ ବହନ କରିପାରେ । ଚାକିରିରେ ସମସ୍ୟା ହୋଇପାରେ ।

Read More

କନ୍ୟା- ପରିବାର ସାହାଯ୍ୟ କରିବେ। ଆପଣଙ୍କର ମାନସିକ ସନ୍ତୁଳିତ ରହିବ ଏବଂ ଏହା ଆପଣଙ୍କ ପାରିବାରିକ ଜୀବନରେ ମଧ୍ୟ ସୁଖ ଆଣିପାରେ। କାର୍ଯ୍ୟ ସମାପ୍ତ ହୋଇପାରିବ । କ୍ୟାରିୟର ଏବଂ ପୁଞ୍ଜି ବିନିଯୋଗ କ୍ଷେତ୍ରରେ ଆପଣ କିଛି ନୂତନ ଏବଂ ମହତ୍ ସୁଯୋଗ ମଧ୍ୟ ପାଇପାରିବେ। ତୂଳା- ଆପଣଙ୍କର ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ଆପଣ ଲୋକମାନଙ୍କୁ ମଧ୍ୟ ପ୍ରଭାବିତ କରିବେ। ଲୋକମାନେ ଆପଣଙ୍କର ଚିନ୍ତାଧାରାକୁ ପସନ୍ଦ କରିବେ । ଲୋକମାନେ ଆପଣଙ୍କ ପରାମର୍ଶରୁ ଉପକୃତ ହେବେ । ଆପଣ କିଛି ଭଲ ଖବରକୁ ଅପେକ୍ଷା କରିବେ । ଆଜିର ଦିନଟି ଆପଣଙ୍କ ପାଇଁ ସ୍ୱାଭାବିକ ।

Read More

ମିଥୁନ- ଅନେକ ଦିନ ଧରି ବନ୍ଦ ହୋଇଯାଇଥିବା କାର୍ଯ୍ୟଗୁଡ଼ିକ ମଧ୍ୟ ସଂପୂର୍ଣ୍ଣ ହୋଇପାରିବ । ପାରିବାରିକ ସମ୍ପର୍କ ଆନ୍ତରିକ ହେବ। ଆପଣଙ୍କର ଭାବମୂର୍ତ୍ତିରେ ଉନ୍ନତି ଆଣିବାକୁ ଆପଣ ଏକ ସୁଯୋଗ ମଧ୍ୟ ପାଇପାରିବେ। ଚିନ୍ତା ସମାପ୍ତ ହୋଇପାରିବ । କର୍କଟ- ଶାରୀରିକ ଭାବରେ ବ୍ୟସ୍ତ ରହିବେ । ଆପଣଙ୍କ କାମରୁ ପଛକୁ ଯାଅନ୍ତୁ ନାହିଁ । ଟଙ୍କା ରୋଜଗାର କରିବାର କିଛି ନୂତନ ଏବଂ ଭଲ ସୁଯୋଗ ମଧ୍ୟ ମିଳିପାରେ । ଆପଣଙ୍କର ଆତ୍ମବିଶ୍ୱାସ ଆଧାରରେ, ଅନ୍ୟମାନଙ୍କଠାରୁ ଭିନ୍ନ ପରିଚୟ ସୃଷ୍ଟି କରିବାରେ ସଫଳ ହୋଇପାରିବ ।

Read More

ଭୁବନେଶ୍ୱର, କେଜ କଲଚର ମାଧ୍ୟମରେ ରାଜ୍ୟର ଜଳଭଣ୍ଡାରରେ ମାଛଚାଷର ପର୍ଯ୍ୟାପ୍ତ ସୁଯୋଗ ରହିଛି । ସଂପ୍ରତି କେଜ କଲଚରକୁ ଜଳଭଣ୍ଡାରରେ ମାଛଚାଷର ଭବିଷ୍ୟତ ବୋଲି ବିବେଚନା କରାଯାଉଛି । କେଜ କଲଚର ମାଧ୍ୟମରେ ରାଜ୍ୟରେ ଥିବା ଜଳଭଣ୍ଡାରଗୁଡ଼ିକରୁ ବର୍ଷକୁ ୧ ଲକ୍ଷ ୨୫ ହଜାର ଟନରୁ ଅଧିକ ମାଛ ଉତ୍ପାଦନ କରାଯାଇପାରିବ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଛନ୍ତି । ଆଜି ଆୟୋଜିତ ଏକ ଭର୍ଚୁଆଲ ବୈଠକରେ ହୀରାକୁଦ ଜଳଭଣ୍ଡାରରେ କେଜ କଲଚର ପଦ୍ଧତିରେ ମାଛଚାଷ ନିମନ୍ତେ ରାଜ୍ୟ ସରକାରଙ୍କ ସହିତ ବୁଝାମଣାପତ୍ର ସ୍ୱାକ୍ଷର କରିଥିବା ଉଦ୍ୟୋଗୀମାନଙ୍କ ସହିତ ସେମାନଙ୍କ ପ୍ରକଳ୍ପର ଅଗ୍ରଗତି ସଂପର୍କରେ ଆଲୋଚନା କରିଥିଲେ। ମନ୍ତ୍ରୀ ଡ. ସାହୁ ଉଦ୍ୟୋଗୀମାନଙ୍କୁ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ କହିଥିଲେ । ବିଭାଗ ପକ୍ଷରୁ ପ୍ରକଳ୍ପ ପ୍ରତିଷ୍ଠା ଦିଗରେ ଉଦ୍ୟୋଗୀମାନଙ୍କୁ ସବୁ ପ୍ରକାର…

Read More

ଭୁବନେଶ୍ବର, ପୂର୍ବତଟ ରେଳପଥ ପରିବେଶ ପ୍ରଦୂଷଣକୁ ଦୃଷ୍ଟିରେ ରଖି ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛି । ପ୍ରଦୂଷଣ ନିୟନ୍ତ୍ରଣ କରିବା ପାଇଁ ସମଗ୍ର ଭାରତୀୟ ରେଳ, ବିଶେଷ ଭାବରେ ପୂର୍ବ ତଟ ରେଳପଥ ବିଭିନ୍ନ କାର୍ଯ୍ୟକଳାପ ପ୍ରତି ଦୃଷ୍ଟିଦେଇଥିବା ବେଳେ ସ୍ୱଚ୍ଛତା କାର୍ଯ୍ୟକ୍ରମ ଠାରୁ ପ୍ରାରମ୍ଭ କରି ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ପ୍ରଦୂଷଣମୁକ୍ତ ପରିବେଶ ସୁନିଶ୍ଚିତ କରିବା ପାଇଁ ବିଭିନ୍ନ ପଦକ୍ଷେପ ନେଇ ଆସୁଅଛି । ଭାରତୀୟ ରେଳ ଦୁନିଆର ସବୁଠୁ ବଡ ସବୁଜ ରେଳ ହେବା ପାଇଁ ମିଶନ୍ ମୋଡରେ କାର୍ଯ୍ୟ କରୁଛି ଏବଂ ୨୦୩୦ ପୂର୍ବରୁ ଏକ “ନେଟ୍ ଜିରୋ କାର୍ବନ ନିର୍ଗମନକାରୀ” ହେବାକୁ ଯାଉଛି। ରେଳବାଇ ଏକ ପରିବେଶ ଅନୁକୂଳ, ଦକ୍ଷ, ବ୍ୟୟବହୁଳ, ସମୟାନୁବର୍ତ୍ତୀ ହେବାପାଇଁ ଏକ ସାମଗ୍ରିକ ଦୃଷ୍ଟିକୋଣ ଦ୍ୱାରା ପରିଚାଳିତ ଏବଂ ନୂତନ ଭାରତର ବୃଦ୍ଧିପାଉଥିବା ଆବଶ୍ୟକତାକୁ ପୂରଣ କରିବା ପାଇଁ ଉଭୟ ଯାତ୍ରୀ ଓ ପଣ୍ୟ ପରିବହନର ଚାହିଦା ପୁରାଣ କରି…

Read More

ନୂଆଦିଲ୍ଲୀ, କରୋନା ମହାମାରୀ ଯୋଗୁଁ ବ୍ୟବସାୟିକ ବିମାନ ଚଳାଚଳ ୨୦୨୦ ମାର୍ଚ୍ଚରୁ ବନ୍ଦ ରହିଥିବାରୁ ବୈଧ ଭାରତୀୟ ଭିସାରେ ଭାରତକୁ ଆସିଥିବା ଅନେକ ବିଦେଶୀ ନାଗରିକ ଅଟକି ରହିବାକୁ ବାଧ୍ୟ ହୋଇଛନ୍ତି। ୨୦୨୦ ମାର୍ଚ୍ଚ ପୂର୍ବରୁ ଯେଉଁ ବିଦେଶୀମାନେ ଭାରତ ଆସିଥିଲେ ସେମାନେ ଲକଡାଉନ ଯୋଗୁଁ ନିଜର ଭିସା ମିଆଦ ବଢାଇବାରେ ନାନାଦି ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ୨୦୨୦ଜୁନ ୨୯ତାରିଖରେ ଏକ ନିର୍ଦ୍ଦେଶନାମା ଜାରି କରାଯାଇ ଏହି ବିଦେଶୀମାନଙ୍କ ଭିସା ମିଆଦକୁ ୩୦ଜୁନ ୨୦୨୦ରୁ ଏକ ମାସ ପାଇଁ ବଢାଇ ଦିଆଯାଇଥିଲା। ତେବେ ଆନ୍ତର୍ଜାତିକ ବିମାନ ସେବା ଆରମ୍ଭ ହେବା ପରଠାରୁ ଏହି ଭିସା ମିଆଦଗୁଡିକୁ ଲାଗୁ କରାଯିବାକୁ ସରକାର ପରେ ସ୍ପଷ୍ଟ କରିଥିଲେ। ଏହି ସମୟ ମଧ୍ୟରେ ସମ୍ପୃକ୍ତ ବିଦେଶୀ ନାଗରିକମାନଙ୍କୁ ମାସିକ ଭିସା ଅବଧି ବୃଦ୍ଧି ଏବଂ ଅଧିକ ସମୟ ରହିବାକୁ ନିର୍ଦ୍ଦିଷ୍ଟଭାବେ ଉଲ୍ଲେଖ କରି ଆବେଦନ କରିବାକୁ…

Read More

ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ସର୍ବନିମ୍ନ ଅଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମାତ୍ର ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା  ୭ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଚିଲିକା ବ୍ଲକରୁ ୨ ଜଣ,ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୨ ଜଣ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ୩୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୩୭ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୧୭ ଜଣ, ଚିଲିକା ବ୍ଲକରୁ ୮ ଜଣ, ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୫ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୧୧୭ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ…

Read More

ଭୁବନେଶ୍ୱର: କରୋନା ମହାମାରୀ ଘାତକ ସତ ତେବେ ଏହାକୁ ପରାସ୍ତ କରିବା ଅସମ୍ଭବ ନୁହେଁ। ଏହି କଥାକୁ ପ୍ରମାଣିତ କରିଛନ୍ତି ଜଣେ ୨୦ ବର୍ଷର ଯୁବକ। ସମ୍ କୋଭିଡ ହସ୍ପିଟାଲରେ କରୋନାକୁ ପରାସ୍ତ କରି ଘରକୁ ଫେରିଛନ୍ତି ପ୍ରତୀକ୍ଷ କାଦାମ୍ବାଲୁ। ଦୀର୍ଘ ଏକ ମାସ ଧରି ଏହି ଅଦୃଶ୍ୟ ଶତୃ ସହିତ ଯୁଦ୍ଧ କରିବା ପରେ ଶେଷରେ କୋଭିଡକୁ ପରାଜୟ କରି ସୁସ୍ଥ ହୋଇ ଘରକୁ ଫେରିଛନ୍ତି ପ୍ରତୀକ୍ଷ। ରାୟଗଡ଼ାସ୍ଥ ମୁନିଗୁଡା ଅଂଚଳର ଯୁକ୍ତ ୩ ଶେଷ ବର୍ଷର ଛାତ୍ର ପ୍ରତୀକ୍ଷ କରୋନା ସଂକ୍ରମିତ ହୋଇ ଗତ ଏପ୍ରିଲ୍ ୩୦ ତାରିଖ ଦିନ ସମ୍ କୋଭିଡ୍ ହସ୍ପିଟାଲରେ ଭର୍ତି ହୋଇଥିଲେ। ହସ୍ପିଟାଲରେ ଭର୍ତ୍ତି ହେବା ସମୟରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିଲା। ତାଙ୍କୁ ତୁରନ୍ତ ଆଇସିୟୁରେ ଭର୍ତ୍ତି କରାଯାଇ ଚିକିତ୍ସା ଆରମ୍ଭ କରାଯାଇଥିଲା। ସ୍ୱାସ୍ଥ୍ୟ ଅବସ୍ଥା କ୍ରମଶଃ ବିଗିଡିବାରୁ ତାଙ୍କୁ ଭେଂଟିଲେଟରରେ ରଖାଯାଇଥିଲା। ଏହା ସହ ତାଙ୍କର ଶରୀରରେ ଟ୍ରାକିଓଷ୍ଟୁମି ମଧ୍ୟ…

Read More

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୧ ହଜାର ୩୪୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୮୦୧, ଅନୁଗୁଳରୁ ୧୦୬୦, ଢେଙ୍କାନାଳରୁ ୧୦୦୯, କଟକରୁ ୬୯୭, ସୁନ୍ଦରଗଡରୁ ୬୯୭, କେନ୍ଦ୍ରାପଡାରୁ ୪୮୬, ଭଦ୍ରକରୁ ୪୫୪, ନୟାଗଡରୁ ୪୦୮, କଳାହାଣ୍ଡିରୁ ୩୪୯, ବୌଦ୍ଧରୁ ୩୪୫, ସମ୍ବଲପୁରରୁ ୩୧୮, ଯାଜପୁରରୁ ୩୧୫, ବାଲେଶ୍ବରରୁ ୨୮୪, ନବରଙ୍ଗପୁରରୁ ୨୮୪, ପୁରୀରୁ ୨୬୩, ବରଗଡରୁ ୨୪୯, ରାୟଗଡାରୁ ୨୩୪, କୋରାପୁଟରୁ ୨୧୦, ଜଗତସିଂହପୁରରୁ ୨୦୦, ଝାରସୁଗୁଡାରୁ ୧୮୭, ଗଞ୍ଜାମରୁ ୧୫୦, ବଲାଙ୍ଗୀରିରୁ ୧୪୧, ମାଲକାନାଗିରିରୁ ୧୧୩, କନ୍ଧମାଳରୁ ୧୦୯, ସୋନପୁରରୁ ୧୦୬, ଗଜପତିରୁ ୯୨, ଦେବଗଡରୁ ୭୩, ନୂଆପଡ଼ାରୁ ୬୬, ମୟୂରଭଞ୍ଜରୁ ୨୮, କେନ୍ଦୁଝରରୁ ୧୨ ଏବଂ ଷ୍ଟେଟ ପୁଲରୁ ୩୩୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୭…

Read More

ସୀତାରାମ ଅଗ୍ରୱାଲ       ଟାଙ୍ଗୀ: ରାଜ୍ୟରେ କରୋନା ସଂକ୍ରମଣ ଯୋଗୁଁ ଏବେ ଲକ୍ ଡାଉନ୍ ସଟ୍ ଡାଉନ୍ କଟକଣା ଜାରି ରହିଛି। ଏହାର ସୁଯୋଗ ନେଇ କିଛି ଜୁଆଡି ଜୁଆ ଖେଳରେ ମାତିଯାଇଛନ୍ତି। ଏହି ସମୟରେ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଜରିପଡା ପଞ୍ଚାୟତ ଜଗନ୍ନାଥପୁର ଗ୍ରାମରେ ଏଭଳି କିଛି ଘଟଣା ଦେଖିବାକୁ ମିଳିଛି। ସେହି ଗ୍ରାମରେ କିଛି ଅମାନିଆ ଜୁଆ ଆଡ୍ଡା ଚଳାଇଥିଵା  ଖବର ପାଇଥିଲା ପୋଲିସ୍। ଟାଙ୍ଗୀ  ଆଇଆଇସି ବିଜୟ କୁମାର ମଲ୍ଲିକ ଓ ତାଙ୍କ ଟିମ୍ ଏନେଇ ତଦନ୍ତ ଆରମ୍ଭ କରିଦେଇଥିଲେ। ତଦନ୍ତ ସମୟରେ ଉକ୍ତ ଗ୍ରାମର ଏକ କୋଠା ଘରେ ଜୁଆ ଖେଳ ଚାଲିଥିବାର ଦେଖିବାକୁ ପାଇଥିଲେ। ସେଠାରେ ତୁରନ୍ତ ଚଢାଉ କରି ଜୁଆଡିମାନଙ୍କୁ କାବୁ କରିବାରେ ସକ୍ଷମ ହୋଇଥିଲେ। ସମ୍ପୃକ୍ତ ଅଞ୍ଚଳରୁ ୫ ଜୁଆଡିଙ୍କୁ ଗିରଫ କରିବା ସହ ୧୬୮୦୦ ଟଙ୍କା ଏବଂ ୪ ଟି ମୋବାଇଲ୍ ପୋଲିସ ଜବତ କରିଥିଲା। ଓପିଜି ନିୟମ ଅନୁଯାୟୀ…

Read More

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୭୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୭୫୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୬ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୬୨୨ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୯ ହଜାର ୩୨୭ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୧୨୭୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୬୮ ହଜାର ୮୨୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୦ ହଜାର ୧୩୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୩୪୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Read More

ଭୁବନେଶ୍ୱର, ଆଜିଠାରୁ ଉତ୍କଳିକାର ନିଜସ୍ୱ ୱେବ୍‌ସାଇଟ୍‌ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କ ଦ୍ୱାରା ଗୁଗୁଲ ମିଟ୍‌ ମାଧ୍ୟମରେ ଲୋକାର୍ପିତ ହୋଇଯାଇଛି । ଏଥର ଗ୍ରାହକମାନେ www.utkalikaodisha.com ମାଧ୍ୟମରେ ଲଗ୍‌ଇନ୍‌ କରି ଏବଂ ଗୁଗୁଲ ପ୍ଲେଷ୍ଟୋରରୁ ଉତ୍କଳିକା ଆପ୍ ଡାଉନ୍‌ଲୋଡ୍‌ କରି ପସନ୍ଦ ମୁତାବକ ହସ୍ତତନ୍ତ ଶାଢ଼ି ଓ ଅନ୍ୟାନ୍ୟ ସାମଗ୍ରୀ ଅର୍ଡର କରି ପାରିବେ । ବର୍ତ୍ତମାନ ସମ୍ବଲପୁରୀ ଶାଢ଼ି ସହିତ ପଟ୍ଟଚିତ୍ର, ଶାଢ଼ି, ରଘୁରାଜପୁର ପଟ୍ଟଚିତ୍ର, ଜନଜାତି ଅଳଙ୍କାର ଏବଂ ଓଡ଼ିଶା ଗହଣା ଇତ୍ୟାଦି ବିକ୍ରୟ ପାଇଁ ଉପଲବ୍ଧ ଅଛି । ନିକଟ ଭବିଷ୍ୟତରେ ବିଭିନ୍ନ ପ୍ରକାରର ଓଡ଼ିଶା କାରିଗରମାନଙ୍କ ଦ୍ୱାରା ପ୍ରସ୍ତୁତ ହସ୍ତଶିଳ୍ପ ଏବଂ ହସ୍ତତନ୍ତ ସାମଗ୍ରୀ ଏହି ଓ୍ୱେବ୍‌ସାଇଟ୍‌ରେ ଉପଲବ୍ଧ କରାଯିବ ଗତ ୧ ବର୍ଷରୁ ଊର୍ଦ୍ଧ କେବଳ ଓଡ଼ିଶା ନୁହେଁ,ସାରା ବିଶ୍ୱ କୋଭିଡ୍‌-୧୯ ଦ୍ୱାରା କବଳିତ ହୋଇ ଜନସମାଜ ଖୁବ୍‌ ଦୁର୍ଦ୍ଦଶା ଭୋଗ କରୁଛନ୍ତି । ସାରା ବିଶ୍ୱରେ ଆର୍ଥିକ ମାନ୍ଦାବସ୍ଥା…

Read More

ନୂଆଦିଲ୍ଲୀ: ବଲିଉଡ ଅଭିନେତ୍ରୀ ଜୁହି ଚାୱଲାଙ୍କ ୫ ଜି ସମ୍ପର୍କିତ ଆବେଦନ ଉପରେ ଆଜି ଦିଲ୍ଲୀ ହାଇକୋର୍ଟରେ ଶୁଣାଣି ହୋଇଥିଲା। ଶୁଣାଣି ସଂପୂର୍ଣ୍ଣ ହେଲା ପରେ ଜୁହିଙ୍କ ଆବେଦନକୁ ହାଇକୋର୍ଟ ଖାରଜ କରିଦେଇଛନ୍ତି। ତେବେ ଏହି ଶୁଣାଣି ସମୟରେ ହାଇକୋର୍ଟ କହିଛନ୍ତି ଯେ, ଏହି ଆବେଦନରେ କୌଣସି ଆଧାର ନାହିଁ। ଜୁହି ଆଇନ ପ୍ରକ୍ରିୟାକୁ ଅପବ୍ୟବହାର କରିଛନ୍ତି। କୋର୍ଟର ମୂଲ୍ୟବାନ ସମୟକୁ ଆବେଦନକାରୀ ନଷ୍ଟ କରିଛନ୍ତି। ଜୁହି ବିନା କାରଣରେ ଏହି ଆବେଦନ କରିଛନ୍ତି, ଯାହା ଏହା ଉପରେ ସେ ସରକାରଙ୍କୁ ଚିଠି କରିପାରିଥାନ୍ତେ। ସେଥିପାଇଁ ଜୁହିଙ୍କ ଉପରେ ହାଇକୋର୍ଟ ୨୦ ଲକ୍ଷ ଟଙ୍କା ଜରିମାନା ମଧ୍ୟ ଲଗାଇଛନ୍ତି। ଉଲ୍ଲେଖ ଯୋଗ୍ୟ ଯେ, ଦେଶରେ ୫ ଜି ଟେଷ୍ଟିଙ୍ଗକୁ ନେଇ ଜୁହି ବିରୋଧ କରିଥିଲେ। ସେ କହିଥିଲେ ଯେ, ୫ ଜି ଦ୍ଵାରା ଆରଏଫ ରେଡିଏସନ ଶରୀର ପାଇଁ କ୍ଷତିକାରକ ହୋଇପାରେ। ରେଡିଏସନ ମଣିଷ ଶରୀର ଏବଂ ସୁରକ୍ଷା ପାଇଁ ଅନୁକୂଳ…

Read More

ନୂଆଦିଲ୍ଲୀ, କୋଭିଡ ମହାମାରୀ କାରଣରୁ ଦେଖାଦେଇଥିବା ଅଭୂତପୂର୍ବ ପରିସ୍ଥିତି କାରଣରୁ ନିକଟରେ ଅକ୍ସିଜେନ କନସେଣ୍ଟ୍ରେଟରଗୁଡ଼ିକର ସର୍ବାଧିକ ଖୁଚୁରା ମୂଲ୍ୟ (ଏମଆରପି) ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ସରକାର ଅକ୍ସିଜେନ କନସେଣ୍ଟ୍ରେଟରଗୁଡ଼ିକର ମୂଲ୍ୟ ନିୟନ୍ତ୍ରଣ ପାଇଁ ପଦକ୍ଷେପ ଗ୍ରହଣ କରିଛନ୍ତି। ସରକାର ସଂଗ୍ରହ କରିଥିବା ସୂଚନା ଅନୁଯାୟୀ ବର୍ତ୍ତମାନ ବିତରକ ସ୍ତରରେ ବିକ୍ରୟ ସୀମା ୧୯୮%କୁ ବୃଦ୍ଧି ପାଇଛି। ବ୍ୟାପକ ଜନହିତକୁ ଦୃଷ୍ଟିରେ ରଖି ଡିପିସିଓ, ୨୦୧୩ର ପାରା ୧୯ ଅଧୀନରେ ପ୍ରଦତ୍ତ ଅସାଧାରଣ କ୍ଷମତାକୁ କାର‌୍ୟ୍ୟକାରୀ କରି ଏନପିପିଏ ଅକ୍ସିଜେନ କନସେଣ୍ଟ୍ରେଟରଗୁଡ଼ିକର ମୂଲ୍ୟକୁ ନିୟନ୍ତ୍ରଣ କରିଛି। ବିତରକଙ୍କୁ ଦିଆଯାଉଥିବା ମୂଲ୍ୟର ସୀମା ସର୍ବାଧିକ ୭୦% ରହିବ। ଏଥିପୂର୍ବରୁ ଫେବୃଆରୀ ୨୦୧୯ରେ ଏନପିପିଏ ପକ୍ଷରୁ ସଫଳତା ପୂର୍ବକ କ୍ୟାନସର ନିରୋଧୀ ଔଷଧ ଉପରେ ସୀମା ନିର୍ଦ୍ଧାରଣ କରାଯାଇଥିଲା। ବିଜ୍ଞପିତ କାରବାର ସୀମାକୁ ଆଧାର କରି ତିନି ଦିନ ମଧ୍ୟରେ ସଂଶୋଧିତ ଏମଆରପି ସମ୍ପର୍କରେ ରିପୋର୍ଟ କରିବାକୁ ଏନପିପିଏ ପକ୍ଷରୁ ଉତ୍ପାଦକ ଓ…

Read More

ନୟାଗଡ/ଚାନ୍ଦପୁର: ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଚାନ୍ଦପୁର ଅଞ୍ଚଳରେ ବେଆଇନ ଗୋରୁ ଚାଲାଣକୁ ମୁଳୋତ୍ପାଟନ କରିବାକୁ ଅଣ୍ଟା ଭିଡିଛି ଚାନ୍ଦପୁର ପୋଲିସ। ଗତ ସପ୍ତାହରେ ପୋଲିସ ଏକ ଗୋରୁ ବୋଝେଇ ଗାଡ଼ିରୁ ୪ ଟି ଗୋରୁଙ୍କୁ ଉଦ୍ଧାର କରିଥିବାବେଳେ ଗତାକଲି ରାତିରେ ପୁଣି ୧୦ଟି ଗୋରୁଙ୍କୁ ଉଦ୍ଧାର କରିବା ସହ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସୂଚନା ମୁତାବକ ଗତକାଲି ରାତିରେ ବେଗୁନିଆ ଜାମୁକୋଳି ଅଞ୍ଚଳରୁ ଲୋକଙ୍କୁ ଭୁଜାଲି ଦେଖାଇ ୧୦ଟି ଗୋରୁଙ୍କୁ ଜୋର ଜବରଦସ୍ତି ଚୋରି କରି ମାଫିଆ ମାନେ ଏକ କଣ୍ଟେନରରେ ନେଇ ଯାଉଥିଲେ। ତେବେ ଏ ଖବର ପାଇବା ମାତ୍ରେ ଚାନ୍ଦପୁର ଆଇଆଇସି ରଶ୍ମିରଂଜନ ଦାସ ତୁରନ୍ତ ଏସଆଇ ସଞ୍ଜୟ ମଲିକଙ୍କୁ ନେଇ ଏକ ଟିମ ଗଠନ କରି ଚାନ୍ଦପୁର ମସାଣି ସାହି ନିକଟରେ ଜଗି ରହିଥିଲେ। ଯେତେବେଳେ କଣ୍ଟେନର ମସାଣି ସାହି ପାର କଲା ପୋଲିସ କଣ୍ଟେନରକୁ ଗୋଡ଼େଇବାକୁ ଲାଗିଲା ଏବଂ ବଡ଼ପୋଖରୀଆ ନିକଟରେ ଉକ୍ତ…

Read More

ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲାର ଚିଲିକା, ଟାଙ୍ଗୀ ଓ ବାଣପୁର ଅଞ୍ଚଳରେ ଏବେ କରୋନା ସଂକ୍ରମଣ ସାମାନ୍ୟ ହେବାରେ ଲାଗିଛି। କିନ୍ତୁ ସେଠାରେ ଏଯାଏଁ କରୋନା ବିପଦ ଟଳି ନାହିଁ। ନିୟମକୁ ଅଣଦେଖା କଲେ ସଂକ୍ରମଣ ପୁଣିଥରେ ବୃଦ୍ଧି ପାଇବା ଆଶଙ୍କା ରହିଛି। ସଂକ୍ରମଣକୁ ରୋକିବା ଦିଗରେ ସ୍ଥାନୀୟ ପ୍ରଶାସନ, ପୋଲିସ ଓ ରାଜସ୍ୱ ବିଭାଗ ପକ୍ଷରୁ କଡା ଆଭିମୁଖ୍ୟ ଗ୍ରହଣ କରାଯାଇଛି। ଚିଲିକା କୁଳ ନିକଟରେ ଥିବା ମାଛ ଆମଦାନୀ ପେଣ୍ଟସ୍ଥଳୀ ସୋରଣରେ କୋଭିଡ଼ ଗାଇଡ଼ଲାଇନକୁ ନମାନି ଦୋକାନୀ ଏବଂ ଗ୍ରାହକମାନେ ମାଛ କିଣା ବିକା କରୁଥିବା ଦେଖିବାକୁ ମିଳୁଛି। ଏଥିପାଇଁ ଆଜି ଅଚାନକ ଚିଲିକା ତହସିଲଦାର ପୁନମ ମହାପାତ୍ରଙ୍କ ନିର୍ଦ୍ଦେଶକ୍ରମେ ଜରିପଡା ଆରଆଇ ଜ୍ୟୋତିରଞ୍ଜନ ରଥ ଓ କୁହୁଡି ଫାଣ୍ଡି ଅଧିକାରୀ ନିରଞ୍ଜନ ରାଉତଙ୍କ ମିଳିତ ସହଯୋଗରେ ତହସିଲ ଓ ପୋଲିସର ଏନଫୋର୍ଶମେଣ୍ଟ ଟିମ ସୋରଣ ପେଣ୍ଠରେ ଚଢ଼ାଉ କରି ମାଛ ଦୋକାନୀ ଓ ଅମାନିଆ ଲୋକଙ୍କଠାରୁ ୫ହଜାର…

Read More

ନୂଆଦିଲ୍ଲୀ: ଇସ୍ରାଏଲ ସଂସଦ ‘ନେସେଟ’ ରେ ରାଷ୍ଟ୍ରପତି ପାଇଁ ଗୁପ୍ତ ମତଦାନ ହୋଇଥିଲା। ଏହି ମତଦାନରେ ଇସ୍ରାଏଲର ପରବର୍ତ୍ତୀ ରାଷ୍ଟ୍ରପତି ଭାବେ ଅନୁଭବି ନେତା ଇଶାକ ହର୍ଜୋଗ ନିର୍ବାଚିତ ହୋଇଛନ୍ତି। ଲେବର ପାର୍ଟିର ପୂର୍ବତନ ନେତା ୬୦ ବର୍ଷୀୟ ହଜୋର୍ଗ ଦେଶର ପ୍ରଥମ ରାଷ୍ଟ୍ରପତି ହେବେ, ଯିଏ ଜଣେ ପୂର୍ବତନ ରାଷ୍ଟ୍ରପତିଙ୍କ ପୁଅ। ତାଙ୍କ ପିତା ସିୟାମ ହଜୋର୍ଗ ୧୯୮୩ ମସିହାରୁ ୧୯୯୩ ପର୍ଯ୍ୟନ୍ତ ଇସ୍ରାଏଲର ରାଷ୍ଟ୍ରପତି ଥିଲେ। ୧୨୦ ସଂସଦୀୟ ବିଶିଷ୍ଟ ସଂସଦରେ ହଜୋର୍ଗଙ୍କୁ ୮୭ ଟି ଭୋଟ ମିଳିଥିଲା। ସେ ତାଙ୍କର ନିକଟତମ ପ୍ରତିଦ୍ଵନ୍ଦୀ ମିରିୟମ ପରେତ୍ଜଙ୍କୁ ସହଜରେ ପରାଜିତ କରିଥିଲେ। ବର୍ତ୍ତମାନ ରାଷ୍ଟ୍ରପତି ରିୟୁୱାନ ରିୱଲୀନ ଆସନ୍ତା ଜୁଲାଇ ୯ ତାରିଖରେ ଅବସର ନେବେ। ଏହାପରେ ହଜୋର୍ଗ କାର୍ଯ୍ୟଭାର ସମ୍ଭାଳିବେ। ସମର୍ଥନ କରିଥିବା ସମସ୍ତ ସାଂସଦଙ୍କୁ  ହଜୋର୍ଗ ଧନ୍ୟବାଦ ଜଣାଇଛନ୍ତି। ଦେଶର ସମସ୍ତ ନାଗରିକଙ୍କ ସେବା କରିବା ଏକ ସମ୍ମାନର କଥା ବୋଲି ସେ କହିଛନ୍ତି।

Read More