Author: Samikhsya Bureau

ନୂଆଦିଲ୍ଲୀ: କିଛି ଦିନ ହେଲା ବଲିଉଡ ଅଭିନେତ୍ରୀ କଙ୍ଗନା ରଣାଔତ ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚାରେ ଅଛନ୍ତି। ସାମାଜିକ ଗଣମାଧ୍ୟମରେ ଏକ ପୋଷ୍ଟକୁ ନେଇ କଙ୍ଗନା ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ଗତକାଲି ଅଭିନେତ୍ରୀ କଙ୍ଗନାଙ୍କର ଏକ ପୋଷ୍ଟକୁ ଇନଷ୍ଟାଗ୍ରାମ ହଟାଇଦେଇଛି। ଏହାକୁ ନେଇ ଇନଷ୍ଟାଗ୍ରାମ ଉପରେ କଙ୍ଗନା ଏକ ବ୍ୟଙ୍ଗାତ୍ମକ ଷ୍ଟୋରି ସେୟାର କରିଛନ୍ତି। ବର୍ତ୍ତମାନ ସାମାଜିକ ଗଣମାଧ୍ୟମରେ କଙ୍ଗନାଙ୍କ ଏହି ଷ୍ଟୋରି ଭାଇରାଲ ହେବାରେ ଲାଗିଛି। ସୂଚନା ଅନୁଯାୟୀ, କଙ୍ଗନା କରୋନାରେ ଆକ୍ରାନ୍ତ ହୋଇଥିବା ଏକ ପୋଷ୍ଟ ଇନଷ୍ଟାଗ୍ରାମରେ ସେୟାର କରିଥିଲେ। ଏହାସହ କରୋନାକୁ ଖୁବଶୀଘ୍ର ହରାଇଦେବେ ବୋଲି ସେ ଏହି ପୋଷ୍ଟରେ ଲେଖିଥିଲେ। ହେଲେ କଙ୍ଗନାଙ୍କର ଏହି ପୋଷ୍ଟକୁ ଇନଷ୍ଟାଗ୍ରାମ ହଟାଇଦେଇଛି। ଫଳରେ ଏହାକୁ ନେଇ କଙ୍ଗନା ଲେଖିଛନ୍ତି ଯେ, କରୋନା ଉପରେ ଲେଖିଥିବା ମୋର ଏକ ପୋଷ୍ଟକୁ ଇନଷ୍ଟାଗ୍ରାମ ହଟାଇଦେଇଛି। ଯେଉଁଥିରେ ମୁଁ କରୋନାକୁ ହରାଇଦେବି ବୋଲି କହିଥିଲି। କାରଣ ଏଥିରେ ବହୁତ ଲୋକଙ୍କୁ ଆଘାତ ଲାଗିଛି। ଏହାସହିତ…

Read More

ସୀତାରାମ ଅଗ୍ରୱାଲ ବାଣପୁର: କରୋନାର ଦ୍ଵିତୀୟ ଲହର ଏବେ ସାରା ଦେଶରେ ଶିଖରରେ ପହଁଚିଛି। ମହାମାରୀ ହୁ ହୁ ହୋଇ ବଢ଼ି ଚାଲୁଥିବା ବେଳେ ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀରେ ପ୍ରତ୍ୟେକ ଦିନ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ତେବେ କରୋନା ମୁବାବିଲା ପାଇଁ ସ୍ୱଚ୍ଛତାକୁ ଅସ୍ତ୍ର କରି ଆଗେଇ ଆସିଛି ଛାତ୍ର ସଂଗଠନ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି)। ଏବିଭିପି ବାଣପୁର-ବାଲୁଗାଁ ନଗର ଶାଖା ତରଫରୁ ବିକାଶ କୁମାର ସେଠିଙ୍କ ନେତୃତ୍ୱରେ ବାଣପୁର ଓ ନାଚୁଣୀ ଅଞ୍ଚଳର ସର୍ବ ସାଧାରଣସ୍ଥାନ ଗୁଡିକ ଆଜି ମଧ୍ୟାହ୍ନରେ ଏ.ବି.ଭି.ପି କାର୍ଯ୍ୟକର୍ତ୍ତାମାନେ ମାସ୍କ, ପିପିକିଟ୍ ପିନ୍ଧି ବିଶୋଧିତ କରିଛନ୍ତି। ନାଚୁଣୀ ଫାଣ୍ଡି ସମେତ ଉଭୟ ବ୍ୟାଙ୍କ୍‌, ଏଟିଏମ୍‌ ପଏଣ୍ଟ, ରାସ୍ତାଘାଟକୁ ସ୍ପ୍ରେ ମେସିନ ସହାୟତାରେ କାର୍ଯ୍ୟକର୍ତ୍ତାମାନେ ବିଶୋଧକ ସିଞ୍ଚନ କରିଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ଏବିଭିପି ନାଚୁଣୀ କ୍ୟାମ୍ପସ ୟୁନିଟ୍ ସଭାପତି ବିପ୍ଳବ ଗୁରୁ, ଆଶାତୀତ ସାହୁ, ପି.ବି.ବି କ୍ୟାମ୍ପସ ୟୁନିଟ୍ ସଭାପତି ସିଦ୍ଧାର୍ଥ…

Read More

କଲିକତା: ତୃଣମୂଳ କଂଗ୍ରେସ ନେତାଙ୍କ ବିରୋଧରେ ନାରଦା ଚିଠ୍ ଫଣ୍ଡ ଠକେଇ ମାମଲା ଚାଲୁ କରିବା ପାଇଁ ପଶ୍ଚିମବଙ୍ଗର ରାଜ୍ୟପାଳ ଜଗଦୀପ ଧନଖଡ ଅନୁମତି ଦେଇଛନ୍ତି। ତୃଣମୂଳର ବରିଷ୍ଠ ନେତା ଏବଂ ପୂର୍ବତନ ମନ୍ତ୍ରୀଙ୍କ ବିରୋଧରେ କେଶ ଚାଲୁ କରିବା ପାଇଁ ରାଜ୍ୟପାଳ ଅନୁମତି ଦେଇଛନ୍ତି। ଫରହାଦ ହକିମ, ସୁବ୍ରତ ମୁଖାର୍ଜୀ, ମଦନ ମିତ୍ରା ଏବଂ ସୋବନ ଚଟାର୍ଜୀଙ୍କ ବିରୋଧରେ କେଶ ଚାଲୁ କରିବା ପାଇଁ ମଞ୍ଜୁରୀ ମିଳିଛି। ସିବିଆଇ ଦ୍ଵାରା ଏହି ମାମଲାର ତଦନ୍ତ କରାଯିବ।

Read More

ସୀତାରାମ ଅଗ୍ରୱାଲ ବାଣପୁର: ଲକ ଡ଼ାଉନରେ ବନ୍ଧୁକ ଦେଖାଇ ଲକ୍ଷାଧିକ ଟଙ୍କା ଦୁର୍ବୁତ୍ତ ଲୁଟିନେଇଛନ୍ତି। ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଶକ୍ତି ସିନେମା ହଲ ନିକଟରେ ଏପରି ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି। ଅଭିଯୋଗ ମୁତାବକ ଟାଟା ପାୱାର ଅଧିନସ୍ଥ ବାଣପୁର-୧ ବିଭାଗର ସୁପରଭାଇଜର ସଂଜିତ ପ୍ରଧାନ ଆଜି ମଧ୍ୟାହ୍ନରେ ଘରୁ ନିଜ ବାଇକ ଯୋଗେ ବିଦ୍ୟୁତ ବିଲ ସଂଗ୍ରହ ପଇସା ଜମା କରିବା ପାଇଁ ବାଲୁଗାଁ ଷ୍ଟେଟ ବ୍ୟାଙ୍କ ଯାଉଥିଲେ। ତେବେ ଶକ୍ତି ହଲ ନିକଟସ୍ଥ ହମ୍ପସ ଠାରେ ପଲସର ଗାଡ଼ିରେ ହଠାତ ଦୁଇ ଜଣ ଦୁର୍ବୁତ୍ତ ଆସି ତାଙ୍କ ଗାଡିକୁ ଅଟକାଇବା ସହ ବାଇକ ଚାବି ଏବଂ ମୋବାଇଲ ଭିଡି ଫୋପାଡ଼ିଦେଇଥିଲେ।  ପରବର୍ତ୍ତୀ ସମୟରେ ସଂଜିତଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ପଇସା ବ୍ୟାଗ ମାଗିଥିଲେ।  ନଦେଲେ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ। ସଂଜିତ ଏଥିରେ ଭୟଭୀତ ହୋଇ ଦୁର୍ବୁତ୍ତ ମାନଙ୍କୁ ବ୍ୟାଗ ଦେଇଦେଇଥିଲେ। ବ୍ୟାଗ ମଧ୍ୟରୁ ଦୁର୍ବୁତ୍ତମାନେ ୬…

Read More

ପୁରୀ: ଶ୍ରୀମନ୍ଦିର ପରିସର ଆନନ୍ଦ ବଜାରରେ ସେବାୟତଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିବା ସୂଚନା ରହିଛି। ସେବାୟତ ଓ ସେବାୟତଙ୍କ ମଧ୍ୟରେ ପିଟାପିଟି ହୋଇଥିବା ସୂଚନା ରହିଛି। ଫଳରେ ଜଣେ ସେବାୟତ ଆହତ ହୋଇଥିବା ବେଳେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନେଇ ସିଂହଦ୍ଵାର ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଦେଇଥିବା ଶୁଣିବାକୁ ମିଳିଛି।

Read More

ଗୌହାଟି: ଆସାମର ମୁଖ୍ୟମନ୍ତ୍ରୀ ଭାବେ ହିମନ୍ତ ବିଶ୍ଵଶର୍ମା ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ଜଗଦୀଶ ମୁଖୀ ନୂତନ ମୁଖ୍ୟମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ତେବେ ହିମନ୍ତ ବିଶ୍ଵଶର୍ମା ଆସାମର ପଞ୍ଚଦଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ହିମନ୍ତଙ୍କ ସହ କିଛି ବିଧାୟକ ମଧ୍ୟ ଶପଥ ପାଠ କରିଛନ୍ତି। ଉଲ୍ଲେଖ ଯୋଗ୍ୟ ଯେ, ଆସମାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ପାଇଁ ବହୁ କଳ୍ପନା ଜଳ୍ପନା ଲାଗିରହିଥିଲା। ଏହାକୁ ନେଇ ନୂଆଦିଲ୍ଲୀ ସ୍ଥିତ ବିଜେପି କାର୍ଯ୍ଯାଳୟରେ ବରିଷ୍ଠ ନେତାମାନଙ୍କ ମଧ୍ୟରେ ବହୁ ଆଲୋଚନା ହୋଇଥିଲା। ଏବଂ ଗତକାଲି ଆସାମର ବିଜେପି ବିଧାୟକ ବୈଠକ ପରେ ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଥିଲା। ହିମନ୍ତଙ୍କୁ ଆଗାମୀ ମୁଖ୍ୟମନ୍ତ୍ରୀ ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୱାଲା ନିଜେ ଏହି ବୈଠକରେ ପ୍ରସ୍ତାବ ଦେଇଥିଲେ।

Read More

ବ୍ରହ୍ମପୁର: ଦେଶରେ କରୋନା ସଂକ୍ରମଣ ବଢୁଥିବାରୁ ବିଭିନ୍ନ ରାଜ୍ୟ ସରକାରମାନେ କଟକଣାକୁ କଡାକଡି କରୁଛନ୍ତି। ପ୍ରଭାବିତ ରାଜ୍ୟଗୁଡିକରେ ଲକଡାଉନ ଏବଂ ସଟଡାଉନ ଭଳି କଟକଣା ଆରମ୍ଭ ହୋଇଯାଇଛି। ଫଳରେ ରାଜ୍ୟ ବାହାରକୁ ରୋଜଗାର ପାଇଁ ଯାଇଥିବା ଯୁବକମାନେ ପୁଣିଥରେ ଘର ମୁହାଁ ହୋଇଛନ୍ତି। ଗତବର୍ଷ ଭଳି ଚଳିତ ବର୍ଷରେ ମଧ୍ୟ ଲୋକେ ନିଜ ନିଜ ରାଜ୍ୟକୁ ଫେରିବା ଆରମ୍ଭ କରିଦେଇଛନ୍ତି। କିଏ ଚାଲି ଚାଲି ଫେରୁଛନ୍ତି ତ କିଏ ସାଇକେଲ ଏବଂ କିଏ ବସ ଯୋଗେ ଘରକୁ ଫେରୁଛନ୍ତି। ହେଲେ ଏହି ସମୟରେ ଘରେ ପହଞ୍ଚିବା ପୂର୍ବରୁ କେତେକ ପ୍ରବାସୀଙ୍କ ଜୀବନ ଚାଲିଯାଉଥିବା ଭଳି ହୃଦୟ ବିଦାରକ ଘଟଣା ଦେଇଖିବାକୁ ମିଳୁଛି। ତେବେ ଆଜି ହାଇଦ୍ରାବାଦରୁ ବସ ଯୋଗେ ଫେରୁଥିବା ଓଡିଆ ପ୍ରବାସୀଙ୍କ ସୀମାନ୍ତରେ ମୃତ୍ୟୁ ହୋଇଛି। ଆନ୍ଧ୍ର ସୀମାନ୍ତ ମୋଟୁରେ ଏହି ପ୍ରବାସୀଙ୍କ ମୃତ୍ୟୁ ହୋଇଛି। ମୃତ ପ୍ରବାସୀଙ୍କ ଘର ବାଲେଶ୍ଵର ଜିଲ୍ଲାର ବୋଲି ଜଣାପଡିଛି।

Read More

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୧୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୧୭ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୧୯୭ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଆଜି ଖୋର୍ଦ୍ଧା, କଳାହାଣ୍ଡି, ରାୟଗଡା ଏବଂ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ପୁରୀ ଜିଲ୍ଲାରୁ ୨ ଜଣ, ଅନୁଗୁଳ, ବଲାଙ୍ଗୀରି ଓ ଢେଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ କରୋନାରେ ପ୍ରାଣହାନୀ ଘଟିଛି। ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୪୪ ହଜାର ୮୭୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୪ ଲକ୍ଷ ୪୭ ହଜାର ୮୬୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୯୪ ହଜାର ୭୬୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୧୯୭ କୁ ବୃଦ୍ଧି ହୋଇଛି।

Read More

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୬୬ ହଜାର ୪୯୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩ ହଜାର ୭୪୮ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୨୬ ଲକ୍ଷ ୬୨ ହଜାର ୫୭୫ ରେ ପହଞ୍ଚିଛି। ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୪୬ ହଜାର ୧୧୬ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୮୬ ଲକ୍ଷ ୭୧ ହଜାର ୨୨୨ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩୭ ଲକ୍ଷ ୪୫ ହଜାର ୨୩୭ ଆକ୍ଟିଭ୍‌ କେସ୍ ରହିଛି।

Read More

ଭୁବନେଶ୍ବର, ପୁଣି ଖୋର୍ଦ୍ଧାକୁ ଲେଉଟିଲା କରୋନା। ପୂର୍ବରୁ ଖୋର୍ଦ୍ଧାର ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହୁଥିଲା। ହେଲେ କିଛି ଦିନ ଧରି ସୁନ୍ଦରଗଡ ଜିଲ୍ଲା କରୋନା ଆକ୍ରାନ୍ତରେ ସର୍ବାଧିକ ରହିଥିଲା। ତେବେ ଆଜିର ରିପୋର୍ଟ ଅନୁସାରେ ଗତକାଲି ଖୋର୍ଦ୍ଧାରୁ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ କରାଯାଇଛି।  ଦ୍ବିତୀୟରେ ରହିଛି ସୁନ୍ଦରଗଡ ଜିଲ୍ଲା ଏବଂ ତୃତୀୟରେ କଟକ ଜିଲ୍ଲା। ବିଭିନ୍ନ ଜିଲ୍ଲାର ଆକ୍ରାନ୍ତଙ୍କ ସଂଖ୍ୟା ହେଲା Khurda: 1329 Sundargarh: 824 Cuttack: 720 Puri: 708 Angul: 456 Bargarh: 450 Kalahandi: 433 Jharsuguda: 418 Jajpur: 328 Nuapada: 311 Nawarangpur: 306 Sambalpur: 302 Balangir: 274 Nayagarh: 269 Bhadrak: 248  Dhenkanal: 244 Kendrapada: 243 Balasore: 230 Ganjam: 209 Mayurbhanj: 207 Boudh: 183 Sonepur: 169 Keonjhar: 166 Koraput: 142 Rayagada: 132 Deogarh: 118 Jagatsinghpur: 115 Gajapati:…

Read More

ଭୁବନେଶ୍ବର, ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ତଥ୍ୟ ଅନୁସାରେ ଗତକାଲିର କରୋନା ରିପୋର୍ଟ ଆଜି ପ୍ରକାଶ ହୋଇଛି। ସେହି ଅନୁସାରେ ଗତକାଲି ରାଜ୍ୟରୁ 10 ହଜାର 31 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ପୂର୍ବଦିନ ଏହି ସଂଖ୍ୟା ଥିଲା 10 ହଜାର 635। ରିପୋର୍ଟ ଅନୁସାରେ ଏହି ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରଣ୍ଟାଇନରୁ 6 ହଜାର 6 ସଙ 23 ଜଣ ଅଛନ୍ତି। ସେହିପରି ସ୍ଥାନୀୟ ସଂକ୍ରାମଣ ସଂଖ୍ୟା ହେଉଛି 3 ହଜାର 4 ଶହ 8 ଜଣ।

Read More

ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଫାଲକନ ଫିଡ୍ସ ରୁ ୨ ଟି ଚିଙ୍ଗୁଡି ଦାନା ବୋଝେଇ ଟ୍ରକ୍ ଲୁଟ୍ ଘଟଣାର ପର୍ଦ୍ଦାଫାଶ୍ କରିଛି ଟାଙ୍ଗୀ ପୋଲିସ। ଘଟଣାରେ ୨ ଜଣ ଲୁଟେରାଙ୍କୁ ଗିରଫ କରିବା ସହ ଗୋଟିଏ ଟ୍ରକ ଦୁଇଟି ଜବତ କରାଯାଇଛି। ଏହା ସହ ନଗଦ ୧୨ ଲକ୍ଷ ଟଙ୍କା ମଧ୍ୟ ଜବତ କରାଯାଇଛି। ଗିରଫ ଲୁଟେରା ଦ୍ୱୟ ହେଲେ କେନ୍ଦ୍ରାପଡା ରାଜନଗରର ଆଲୋକ ପ୍ରଧାନ ଓ ଭଦ୍ରକ ସାନକୃଷ୍ଣପୁରର ଗଣେଷ ଭଂଜ। ୭ ଦିନ ତଳେ ଫାଲକନ ଫିଡ୍ସରୁ ନେଟ୍ ୱାର୍କ କଂପାନୀର ୨ ଟି ଟ୍ରକ୍ ଯୋଗେଁ ଚିଙ୍ଗୁଡି ଦାନା ପଶ୍ଚିମ ଵଙ୍ଗକୁ ଚାଲାଣ କରାଯାଉଥିଲା। ଏହି ୨ ଟି ଟ୍ରକ୍ ରେ ୬୦ ଟନ୍ ଚିଙ୍ଗୁଡି ଦାନା ଥିଲା। ତେବେ ଏହି ଟ୍ରକ୍ ୨ ଟି ଠିକଣା ସ୍ଥାନରେ ନପହଂଚିବାରୁ ଫାଲକନ ଫିଡ୍ସ ପକ୍ଷରୁ ଟାଙ୍ଗୀ ଥାନାରେ ଅଭିଯୋଗ କରାଯାଇଥିଲା। ଏ ନେଇ ଖୋରଧା ଏସପିଙ୍କ ନିର୍ଦ୍ଦେଶରେ ଟାଙ୍ଗୀ…

Read More

ରାଉରକେଲା, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଅସିତ୍ ତ୍ରିପାଠୀ ଆଜି ରାଉରକେଲା ଗସ୍ତ କରି ସୁନ୍ଦରଗଡ଼ ଜିଲ୍ଲାର କୋଭିଡ୍ ପରିଚାଳନା ସମ୍ପର୍କରେ ସମୀକ୍ଷା କରିଛନ୍ତି । ତାଙ୍କ ସହିତ ସ୍ୱାସ୍ଥ୍ୟ ବିଭାଗର ସ୍ୱତବ ସଚିବ ତଥା ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ମଧ୍ୟ ଏହି ଗସ୍ତରେ ଆସିଥିଲେ । ସମୀକ୍ଷା ପରେ ଗଣମାଧ୍ୟମକୁ ସୂଚନା ଦେଇ ଅସିତ୍ ତ୍ରିପାଠୀ କହିଥିଲେ ଯେ, ଜିଲ୍ଲାରେ କୋଭିଡ୍ ଚିକିତ୍ସା ପାଇଁ ବର୍ତ୍ତମାନ ଆବଶ୍ୟକ ସଂଖ୍ୟକ ଡାକ୍ତରଖାନା ଅଛି। ଏସବୁରେ ଅକ୍ସିଜେନ ଯୁକ୍ତ ବେଡ୍ ଓ ଆଇସିୟୁ ବେଡ୍‌ର ବ୍ୟବସ୍ଥା ରହିଛି । ଖୁବଶୀଘ୍ର ୯୦ଟି ଆଇସିୟୁ ବେଡ୍ ଏବଂ ୧୨୦ଟି ଅକ୍ସିଜେନଯୁକ୍ତ ବେଡ୍ ସ୍ଥାପନ କରାଯିବ । ବର୍ତ୍ତମାନ ଜିଲ୍ଲାରେ ଆବଶ୍ୟକ ସଂଖ୍ୟକ ଅକ୍ସିଜେନ ସିଲିଣ୍ଡର ଓ ଯଥେଷ୍ଟ ପରିମାଣରେ ଅକ୍ସିଜେନ ମହଜୁଦ ରହିଛି ବୋଲି ସେ କହିଥିଲେ।…

Read More

ନୂଆଦିଲ୍ଲୀ, ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ସ୍ବର୍ଗ ସୁଖ ଲାଭ କରୁଥିବା ବ୍ୟକ୍ତିଙ୍କ ସଂପର୍କରେ ଉଲ୍ଲେଖ କରିଛନ୍ତି। ତାଙ୍କ ମତରେ ପୃଥିବୀରେ ବାସ କରୁଥିବା ଲୋକେ ସ୍ବର୍ଗ ସୁଖ ମଧ୍ୟ ପାଇଥାନ୍ତି। ତେବେ ସମସ୍ତେ ନୁହଁନ୍ତି। କିଛି ଲୋକ ଅଛନ୍ତି ଯେଉଁମାନେ ଏହି ଭାଗ୍ୟଶାଳୀ ଗୋଷ୍ଠୀରେ ଆସୁଛନ୍ତି। ଚାଣକ୍ୟ ନୀତିରେ ରହିଛି ଯେ ଯାହାଙ୍କ ସନ୍ତାନର ପିତୃଭକ୍ତି ରହିଛି, ଯାହାର ଦାମ୍ପତ୍ୟ ଜୀବନ ମଧୁର ଅଛି, ଯିଏ ନିଜ ଧନସଂପତ୍ତିରେ ସନ୍ତୁଷ୍ଠ ଅଛି ସେ ସ୍ବର୍ଗ ସୁଖ ଲାଭ କରିପାରିବ। ଆପଣଙ୍କର ପିଲାମାନେ ଯଦି ଦୁଷ୍ଟ ନ ହୋଇ ପିତୃଭକ୍ତ ହେବେ ତେବେ ଆପଣଙ୍କର କୌଣସି ଚିନ୍ତା ରହିବ ନାହିଁ। ସେହିପରି ଆପଣଙ୍କ ଧର୍ମପତ୍ନୀଙ୍କ ସହିତ ଯଦି ଭଲ ସଂପର୍କ ଅଛି ତେବେ ସୁଖରେ ରହିବେ। କାରଣ ପତିପତ୍ନୀ ମଧ୍ୟରେ ଯଦି ଅପଡ ହେଲା ତେବେ ସେହି ଘରେ ସବୁବେଳେ କଳିଝଗଡା ଲାଗି ରହିବ। ସେହିପରି ସଂପତ୍ତି ପ୍ରତି ଯଦି…

Read More

ମେଷ- ବିଜ୍ଞାପନ ବ୍ୟବସାୟରେ ବ୍ୟସ୍ତ ରହିବେ । ଚାକିରୀ କ୍ଷେତ୍ରରେ ସମ୍ମାନ ମିଳିବ । କଠିନ ପରିଶ୍ରମ ସହିତ ଟଙ୍କା ରୋଜଗାର କରିବେ । ଗତ କିଛି ଦିନ ଧରି କାମ ଅସମ୍ପୂର୍ଣ୍ଣ ଥିଲା, ତାହା ପୂରଣ ହେବ । ନୂତନ ଚୁକ୍ତିନାମା କିମ୍ବା ନୂତନ ସମ୍ପର୍କ ଗଠନ ହେବାର ସମ୍ଭାବନା ଅଛି। ସମୟ ଭଲ ଅଟେ । ଆପଣ ଏକାସାଙ୍ଗରେ ଅନେକ କ୍ଷେତ୍ରରେ ସକ୍ରିୟ ରହିବେ । ଆଗକୁ ବଢିବା ପାଇଁ ଆପଣଙ୍କ ଜୀବନରେ କିଛି ପରିବର୍ତ୍ତନ କରିବାକୁ ପଡିପାରେ । ଅବିବାହିତ ଲୋକମାନେ ରୋମାନ୍ସ ପାଇଁ ସୁଯୋଗ ପାଇପାରନ୍ତି । ଭ୍ରମଣ ଯୋଗ ମଧ୍ୟ ଅଛି। ବୃଷ-  ଆପଣଙ୍କର ଜୀବନରେ କିଛି ପରିବର୍ତ୍ତନ କରିବାକୁ ପଡିପାରେ । ପରିବାର ସାହାଯ୍ୟ ମିଳି ପାରିବ। ଆପଣଙ୍କର ମାନସିକ ସନ୍ତୁଳିତ ରହିବ ଏବଂ ଏହା ଆପଣଙ୍କ ପାରିବାରିକ ଜୀବନରେ ମଧ୍ୟ ସୁଖ ଆଣିପାରେ। ଅସମାପ୍ତ କାର୍ଯ୍ୟ ସମାପ୍ତ ହୋଇପାରିବ । ବୁଦ୍ଧିମାନ…

Read More

ଧନୁ- ଟଙ୍କା କ୍ଷେତ୍ରରେ କ୍ଷତି ହୋଇପାରେ। କିଛି ଆଇନଗତ ପ୍ରସଙ୍ଗରେ ଆପଣ ଜଡିତ ହୋଇପାରନ୍ତି। ସମୟର ଯତ୍ନ ନିଅନ୍ତୁ। କିଛି ବିଶେଷ କାର୍ଯ୍ୟ ପାଇଁ ଆପଣଙ୍କୁ ବହୁତ କଠିନ ପରିଶ୍ରମ କରିବାକୁ ପଡିପାରେ । କୌଣସି ଆକସ୍ମିକ ଘଟଣାରେ ତୁରନ୍ତ ନିଷ୍ପତ୍ତି ନେବା ଠାରୁ ଦୂରେଇ ରହିବା ଉଚିତ୍। ଆପଣଙ୍କ ସ୍ୱାସ୍ଥ୍ୟ ସ୍ୱାଭାବିକ ହେବ ।   ମୀନ- ପରିବାରର ସାହାଯ୍ୟ ମିଳିପାରିବ। ଆପଣଙ୍କର ମାନସିକ ସନ୍ତୁଳିତ ରହିବ ଏବଂ ଏହା ଆପଣଙ୍କ ପାରିବାରିକ ଜୀବନରେ ମଧ୍ୟ ସୁଖ ଆଣିପାରେ । କାର୍ଯ୍ୟ ସମାପ୍ତ ହୋଇପାରିବ । କ୍ୟାରିୟର ଏବଂ ପୁଞ୍ଜି ବିନିଯୋଗ କ୍ଷେତ୍ରରେ ଆପଣ କିଛି ନୂତନ ଏବଂ ମହତ୍ ସୁଯୋଗ ମଧ୍ୟ ପାଇପାରିବେ।

Read More

ସିଂହ-  ଶୀଘ୍ର କୌଣସି କାମ କରନ୍ତୁ ନାହିଁ । ଧାର୍ମିକ ଏବଂ ସାଂସ୍କୃତିକ ମହୋତ୍ସବରେ ଯୋଗଦାନ କରିପାରନ୍ତି। ପ୍ରାର୍ଥନାରେ ଧ୍ୟାନ ଦେବେ । ବ୍ୟବସାୟ ଭଲ କରିବ । ଅଫିସ ଚାକିରିରେ ସନ୍ତୁଷ୍ଟ ରହିବେ। ପଂଜି ବିନିଯୋଗ ଇତ୍ୟାଦିରେ ଲାଭବାନ ହେବ। ଘରେ ଏବଂ ବାହାରେ ଜୀବନ ଖୁସି ହେବ। କନ୍ୟା-ଆପଣଙ୍କର ମାନସିକ ସନ୍ତୁଳିତ ରହିବ ଏବଂ ଏହା ଆପଣଙ୍କ ପାରିବାରିକ ଜୀବନରେ ମଧ୍ୟ ସୁଖ ଆଣିପାରେ। କାର୍ଯ୍ୟ ସମାପ୍ତ ହୋଇପାରିବ । କ୍ୟାରିୟର ଏବଂ ପୁଞ୍ଜି ବିନିଯୋଗ କ୍ଷେତ୍ରରେ ଆପଣ କିଛି ନୂତନ ଏବଂ ମହତ୍ ସୁଯୋଗ ମଧ୍ୟ ପାଇପାରିବେ, ଆପଣ ଟଙ୍କା ଏବଂ ପାରିବାରିକ ପରିସ୍ଥିତି ପ୍ରତି ସମ୍ପୂର୍ଣ୍ଣ ଧ୍ୟାନ ଦେବା ଉଚିତ୍ ।

Read More

ମେଷ- ବିଜ୍ଞାପନ ବ୍ୟବସାୟରେ ବ୍ୟସ୍ତ ରହିବେ । ଚାକିରୀ କ୍ଷେତ୍ରରେ ସମ୍ମାନ ମିଳିବ । କଠିନ ପରିଶ୍ରମ ସହିତ ଟଙ୍କା ରୋଜଗାର କରିବେ । ଗତ କିଛି ଦିନ ଧରି କାମ ଅସମ୍ପୂର୍ଣ୍ଣ ଥିଲା, ତାହା ପୂରଣ ହେବ । ନୂତନ ଚୁକ୍ତିନାମା କିମ୍ବା ନୂତନ ସମ୍ପର୍କ ଗଠନ ହେବାର ସମ୍ଭାବନା ଅଛି। ସମୟ ଭଲ ଅଟେ । କର୍କଟ- କାରବାରରେ ସତର୍କତା ବ୍ୟବହାର କରନ୍ତୁ। ପରିସ୍ଥିତିକୁ ନେଇ ଟଙ୍କା ଚିନ୍ତା କରିବାକୁ ପଡିବ। ଆପଣଙ୍କର ଅନାବଶ୍ୟକ ଖର୍ଚ୍ଚ ଆସିପାରେ। ଚାକିରି ଏବଂ ବ୍ୟବସାୟରେ ଦ୍ୱନ୍ଦ୍ୱ ବଢିପାରେ। ଟଙ୍କା ମାମଲାରେ ଯତ୍ନବାନ ହେବାକୁ ପଡିବ । ଆପଣଙ୍କ ସ୍ୱାସ୍ଥ୍ୟ ପ୍ରତି ବେପରୁଆ ହୁଅନ୍ତୁ ନାହିଁ ।

Read More

କୁମ୍ଭ- କ୍ରନିକ୍ ରୋଗରୁ କିଛି ଆରାମ ମିଳିପାରେ। ଅନେକ ଦିନ ଧରି ବନ୍ଦ ହୋଇଯାଇଥିବା କାର୍ଯ୍ୟଗୁଡ଼ିକ ମଧ୍ୟ ସଂପୂର୍ଣ୍ଣ ହୋଇପାରିବ। ପାରିବାରିକ ସମ୍ପର୍କ ଆନ୍ତରିକ ହେବ। ଆପଣଙ୍କର ଭାବମୂର୍ତ୍ତିରେ ଉନ୍ନତି ଆଣିବାକୁ ଆପଣ ଏକ ସୁଯୋଗ ମଧ୍ୟ ପାଇପାରିବେ। ଦୀର୍ଘ ଚିନ୍ତା ସମାପ୍ତ ହେବ। ଦିନଟି ଆପଣଙ୍କ ପାଇଁ ଉତ୍ସାହଜନକ ଏବଂ ମନୋରଞ୍ଜନରେ ଭରି ରହିବ। ଆପଣଙ୍କୁ ପରିବାର ସମ୍ବନ୍ଧୀୟ ବିଷୟ ପ୍ରତି ଧ୍ୟାନ ଦେବାକୁ ପଡିବ। ବୃଷ-  ଆପଣଙ୍କର ଜୀବନରେ କିଛି ପରିବର୍ତ୍ତନ କରିବାକୁ ପଡିପାରେ । ପରିବାର ସାହାଯ୍ୟ ମିଳି ପାରିବ। ଆପଣଙ୍କର ମାନସିକ ସନ୍ତୁଳିତ ରହିବ ଏବଂ ଏହା ଆପଣଙ୍କ ପାରିବାରିକ ଜୀବନରେ ମଧ୍ୟ ସୁଖ ଆଣିପାରେ। ଅସମାପ୍ତ କାର୍ଯ୍ୟ ସମାପ୍ତ ହୋଇପାରିବ । ବୁଦ୍ଧିମାନ ଭାବରେ ଷ୍ଟକ୍ ମାର୍କେଟରେ ବିନିଯୋଗ କରନ୍ତୁ। ବସ୍ ସହିତ ଆପଣଙ୍କର ସମ୍ପର୍କ ବିଷୟରେ ଟିକିଏ ସଚେତନ ହେବା ଉଚିତ୍ ।

Read More

ବିଛା- ଦୈନ୍ୟନ୍ଦିନ କାର୍ଯ୍ୟଗୁଡିକ ପାଇଁ କିଛି ବିପଦ ହୋଇପାରେ। ଚାକିରିରେ ସମସ୍ୟା ହୋଇପାରେ । ଆପଣଙ୍କର କାହା ସହିତ ବିବାଦ ହେବାର ସମ୍ଭାବନା ଅଛି । ଅଧିକ ଚିନ୍ତାରେ ସମୟ ନଷ୍ଟ କରନ୍ତୁ ନାହିଁ । ହଠାତ୍ ଆପଣଙ୍କର ଅସୁବିଧା ମଧ୍ୟ ବଢିପାରେ। କାର୍ଯ୍ୟରେ ବାଧା ଯୋଗୁଁ ଆପଣଙ୍କ ମନୋବଳ ବିଚଳିତ ହୋଇପାରେ। ମକର- ଆଜି ଭାଗ୍ୟ ଆପଣଙ୍କ ସହିତ ରହିବ। ଆପଣଙ୍କୁ ଦେଖା କରୁଥିବା ଲୋକମାନେ ଆପଣଙ୍କୁ କିଛି ନୂଆ ଚେଷ୍ଟା କରିବାକୁ ପ୍ରେରଣା ଦେଇପାରନ୍ତି । ଏହି ସମୟରେ କରାଯାଇଥିବା ପ୍ରୟାସ ସଫଳ ହେବାର ସମ୍ଭାବନା ଅଧିକ। ବୋଧହୁଏ ଆପଣ ଅତିରିକ୍ତ ଦାୟିତ୍ବ ପାଇବ କିମ୍ବା ଆପଣଙ୍କର ସାମ୍ପ୍ରତିକ ଚାକିରିରେ କାମ କରିବ।

Read More