Author: Samikhsya Bureau

ରାଉରକେଲା, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଅସିତ୍ ତ୍ରିପାଠୀ ଆଜି ରାଉରକେଲା ଗସ୍ତ କରି ସୁନ୍ଦରଗଡ଼ ଜିଲ୍ଲାର କୋଭିଡ୍ ପରିଚାଳନା ସମ୍ପର୍କରେ ସମୀକ୍ଷା କରିଛନ୍ତି । ତାଙ୍କ ସହିତ ସ୍ୱାସ୍ଥ୍ୟ ବିଭାଗର ସ୍ୱତବ ସଚିବ ତଥା ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ମଧ୍ୟ ଏହି ଗସ୍ତରେ ଆସିଥିଲେ । ସମୀକ୍ଷା ପରେ ଗଣମାଧ୍ୟମକୁ ସୂଚନା ଦେଇ ଅସିତ୍ ତ୍ରିପାଠୀ କହିଥିଲେ ଯେ, ଜିଲ୍ଲାରେ କୋଭିଡ୍ ଚିକିତ୍ସା ପାଇଁ ବର୍ତ୍ତମାନ ଆବଶ୍ୟକ ସଂଖ୍ୟକ ଡାକ୍ତରଖାନା ଅଛି। ଏସବୁରେ ଅକ୍ସିଜେନ ଯୁକ୍ତ ବେଡ୍ ଓ ଆଇସିୟୁ ବେଡ୍‌ର ବ୍ୟବସ୍ଥା ରହିଛି । ଖୁବଶୀଘ୍ର ୯୦ଟି ଆଇସିୟୁ ବେଡ୍ ଏବଂ ୧୨୦ଟି ଅକ୍ସିଜେନଯୁକ୍ତ ବେଡ୍ ସ୍ଥାପନ କରାଯିବ । ବର୍ତ୍ତମାନ ଜିଲ୍ଲାରେ ଆବଶ୍ୟକ ସଂଖ୍ୟକ ଅକ୍ସିଜେନ ସିଲିଣ୍ଡର ଓ ଯଥେଷ୍ଟ ପରିମାଣରେ ଅକ୍ସିଜେନ ମହଜୁଦ ରହିଛି ବୋଲି ସେ କହିଥିଲେ।…

Read More

ନୂଆଦିଲ୍ଲୀ, ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ସ୍ବର୍ଗ ସୁଖ ଲାଭ କରୁଥିବା ବ୍ୟକ୍ତିଙ୍କ ସଂପର୍କରେ ଉଲ୍ଲେଖ କରିଛନ୍ତି। ତାଙ୍କ ମତରେ ପୃଥିବୀରେ ବାସ କରୁଥିବା ଲୋକେ ସ୍ବର୍ଗ ସୁଖ ମଧ୍ୟ ପାଇଥାନ୍ତି। ତେବେ ସମସ୍ତେ ନୁହଁନ୍ତି। କିଛି ଲୋକ ଅଛନ୍ତି ଯେଉଁମାନେ ଏହି ଭାଗ୍ୟଶାଳୀ ଗୋଷ୍ଠୀରେ ଆସୁଛନ୍ତି। ଚାଣକ୍ୟ ନୀତିରେ ରହିଛି ଯେ ଯାହାଙ୍କ ସନ୍ତାନର ପିତୃଭକ୍ତି ରହିଛି, ଯାହାର ଦାମ୍ପତ୍ୟ ଜୀବନ ମଧୁର ଅଛି, ଯିଏ ନିଜ ଧନସଂପତ୍ତିରେ ସନ୍ତୁଷ୍ଠ ଅଛି ସେ ସ୍ବର୍ଗ ସୁଖ ଲାଭ କରିପାରିବ। ଆପଣଙ୍କର ପିଲାମାନେ ଯଦି ଦୁଷ୍ଟ ନ ହୋଇ ପିତୃଭକ୍ତ ହେବେ ତେବେ ଆପଣଙ୍କର କୌଣସି ଚିନ୍ତା ରହିବ ନାହିଁ। ସେହିପରି ଆପଣଙ୍କ ଧର୍ମପତ୍ନୀଙ୍କ ସହିତ ଯଦି ଭଲ ସଂପର୍କ ଅଛି ତେବେ ସୁଖରେ ରହିବେ। କାରଣ ପତିପତ୍ନୀ ମଧ୍ୟରେ ଯଦି ଅପଡ ହେଲା ତେବେ ସେହି ଘରେ ସବୁବେଳେ କଳିଝଗଡା ଲାଗି ରହିବ। ସେହିପରି ସଂପତ୍ତି ପ୍ରତି ଯଦି…

Read More

ମେଷ- ବିଜ୍ଞାପନ ବ୍ୟବସାୟରେ ବ୍ୟସ୍ତ ରହିବେ । ଚାକିରୀ କ୍ଷେତ୍ରରେ ସମ୍ମାନ ମିଳିବ । କଠିନ ପରିଶ୍ରମ ସହିତ ଟଙ୍କା ରୋଜଗାର କରିବେ । ଗତ କିଛି ଦିନ ଧରି କାମ ଅସମ୍ପୂର୍ଣ୍ଣ ଥିଲା, ତାହା ପୂରଣ ହେବ । ନୂତନ ଚୁକ୍ତିନାମା କିମ୍ବା ନୂତନ ସମ୍ପର୍କ ଗଠନ ହେବାର ସମ୍ଭାବନା ଅଛି। ସମୟ ଭଲ ଅଟେ । ଆପଣ ଏକାସାଙ୍ଗରେ ଅନେକ କ୍ଷେତ୍ରରେ ସକ୍ରିୟ ରହିବେ । ଆଗକୁ ବଢିବା ପାଇଁ ଆପଣଙ୍କ ଜୀବନରେ କିଛି ପରିବର୍ତ୍ତନ କରିବାକୁ ପଡିପାରେ । ଅବିବାହିତ ଲୋକମାନେ ରୋମାନ୍ସ ପାଇଁ ସୁଯୋଗ ପାଇପାରନ୍ତି । ଭ୍ରମଣ ଯୋଗ ମଧ୍ୟ ଅଛି। ବୃଷ-  ଆପଣଙ୍କର ଜୀବନରେ କିଛି ପରିବର୍ତ୍ତନ କରିବାକୁ ପଡିପାରେ । ପରିବାର ସାହାଯ୍ୟ ମିଳି ପାରିବ। ଆପଣଙ୍କର ମାନସିକ ସନ୍ତୁଳିତ ରହିବ ଏବଂ ଏହା ଆପଣଙ୍କ ପାରିବାରିକ ଜୀବନରେ ମଧ୍ୟ ସୁଖ ଆଣିପାରେ। ଅସମାପ୍ତ କାର୍ଯ୍ୟ ସମାପ୍ତ ହୋଇପାରିବ । ବୁଦ୍ଧିମାନ…

Read More

ଧନୁ- ଟଙ୍କା କ୍ଷେତ୍ରରେ କ୍ଷତି ହୋଇପାରେ। କିଛି ଆଇନଗତ ପ୍ରସଙ୍ଗରେ ଆପଣ ଜଡିତ ହୋଇପାରନ୍ତି। ସମୟର ଯତ୍ନ ନିଅନ୍ତୁ। କିଛି ବିଶେଷ କାର୍ଯ୍ୟ ପାଇଁ ଆପଣଙ୍କୁ ବହୁତ କଠିନ ପରିଶ୍ରମ କରିବାକୁ ପଡିପାରେ । କୌଣସି ଆକସ୍ମିକ ଘଟଣାରେ ତୁରନ୍ତ ନିଷ୍ପତ୍ତି ନେବା ଠାରୁ ଦୂରେଇ ରହିବା ଉଚିତ୍। ଆପଣଙ୍କ ସ୍ୱାସ୍ଥ୍ୟ ସ୍ୱାଭାବିକ ହେବ ।   ମୀନ- ପରିବାରର ସାହାଯ୍ୟ ମିଳିପାରିବ। ଆପଣଙ୍କର ମାନସିକ ସନ୍ତୁଳିତ ରହିବ ଏବଂ ଏହା ଆପଣଙ୍କ ପାରିବାରିକ ଜୀବନରେ ମଧ୍ୟ ସୁଖ ଆଣିପାରେ । କାର୍ଯ୍ୟ ସମାପ୍ତ ହୋଇପାରିବ । କ୍ୟାରିୟର ଏବଂ ପୁଞ୍ଜି ବିନିଯୋଗ କ୍ଷେତ୍ରରେ ଆପଣ କିଛି ନୂତନ ଏବଂ ମହତ୍ ସୁଯୋଗ ମଧ୍ୟ ପାଇପାରିବେ।

Read More

ସିଂହ-  ଶୀଘ୍ର କୌଣସି କାମ କରନ୍ତୁ ନାହିଁ । ଧାର୍ମିକ ଏବଂ ସାଂସ୍କୃତିକ ମହୋତ୍ସବରେ ଯୋଗଦାନ କରିପାରନ୍ତି। ପ୍ରାର୍ଥନାରେ ଧ୍ୟାନ ଦେବେ । ବ୍ୟବସାୟ ଭଲ କରିବ । ଅଫିସ ଚାକିରିରେ ସନ୍ତୁଷ୍ଟ ରହିବେ। ପଂଜି ବିନିଯୋଗ ଇତ୍ୟାଦିରେ ଲାଭବାନ ହେବ। ଘରେ ଏବଂ ବାହାରେ ଜୀବନ ଖୁସି ହେବ। କନ୍ୟା-ଆପଣଙ୍କର ମାନସିକ ସନ୍ତୁଳିତ ରହିବ ଏବଂ ଏହା ଆପଣଙ୍କ ପାରିବାରିକ ଜୀବନରେ ମଧ୍ୟ ସୁଖ ଆଣିପାରେ। କାର୍ଯ୍ୟ ସମାପ୍ତ ହୋଇପାରିବ । କ୍ୟାରିୟର ଏବଂ ପୁଞ୍ଜି ବିନିଯୋଗ କ୍ଷେତ୍ରରେ ଆପଣ କିଛି ନୂତନ ଏବଂ ମହତ୍ ସୁଯୋଗ ମଧ୍ୟ ପାଇପାରିବେ, ଆପଣ ଟଙ୍କା ଏବଂ ପାରିବାରିକ ପରିସ୍ଥିତି ପ୍ରତି ସମ୍ପୂର୍ଣ୍ଣ ଧ୍ୟାନ ଦେବା ଉଚିତ୍ ।

Read More

ମେଷ- ବିଜ୍ଞାପନ ବ୍ୟବସାୟରେ ବ୍ୟସ୍ତ ରହିବେ । ଚାକିରୀ କ୍ଷେତ୍ରରେ ସମ୍ମାନ ମିଳିବ । କଠିନ ପରିଶ୍ରମ ସହିତ ଟଙ୍କା ରୋଜଗାର କରିବେ । ଗତ କିଛି ଦିନ ଧରି କାମ ଅସମ୍ପୂର୍ଣ୍ଣ ଥିଲା, ତାହା ପୂରଣ ହେବ । ନୂତନ ଚୁକ୍ତିନାମା କିମ୍ବା ନୂତନ ସମ୍ପର୍କ ଗଠନ ହେବାର ସମ୍ଭାବନା ଅଛି। ସମୟ ଭଲ ଅଟେ । କର୍କଟ- କାରବାରରେ ସତର୍କତା ବ୍ୟବହାର କରନ୍ତୁ। ପରିସ୍ଥିତିକୁ ନେଇ ଟଙ୍କା ଚିନ୍ତା କରିବାକୁ ପଡିବ। ଆପଣଙ୍କର ଅନାବଶ୍ୟକ ଖର୍ଚ୍ଚ ଆସିପାରେ। ଚାକିରି ଏବଂ ବ୍ୟବସାୟରେ ଦ୍ୱନ୍ଦ୍ୱ ବଢିପାରେ। ଟଙ୍କା ମାମଲାରେ ଯତ୍ନବାନ ହେବାକୁ ପଡିବ । ଆପଣଙ୍କ ସ୍ୱାସ୍ଥ୍ୟ ପ୍ରତି ବେପରୁଆ ହୁଅନ୍ତୁ ନାହିଁ ।

Read More

କୁମ୍ଭ- କ୍ରନିକ୍ ରୋଗରୁ କିଛି ଆରାମ ମିଳିପାରେ। ଅନେକ ଦିନ ଧରି ବନ୍ଦ ହୋଇଯାଇଥିବା କାର୍ଯ୍ୟଗୁଡ଼ିକ ମଧ୍ୟ ସଂପୂର୍ଣ୍ଣ ହୋଇପାରିବ। ପାରିବାରିକ ସମ୍ପର୍କ ଆନ୍ତରିକ ହେବ। ଆପଣଙ୍କର ଭାବମୂର୍ତ୍ତିରେ ଉନ୍ନତି ଆଣିବାକୁ ଆପଣ ଏକ ସୁଯୋଗ ମଧ୍ୟ ପାଇପାରିବେ। ଦୀର୍ଘ ଚିନ୍ତା ସମାପ୍ତ ହେବ। ଦିନଟି ଆପଣଙ୍କ ପାଇଁ ଉତ୍ସାହଜନକ ଏବଂ ମନୋରଞ୍ଜନରେ ଭରି ରହିବ। ଆପଣଙ୍କୁ ପରିବାର ସମ୍ବନ୍ଧୀୟ ବିଷୟ ପ୍ରତି ଧ୍ୟାନ ଦେବାକୁ ପଡିବ। ବୃଷ-  ଆପଣଙ୍କର ଜୀବନରେ କିଛି ପରିବର୍ତ୍ତନ କରିବାକୁ ପଡିପାରେ । ପରିବାର ସାହାଯ୍ୟ ମିଳି ପାରିବ। ଆପଣଙ୍କର ମାନସିକ ସନ୍ତୁଳିତ ରହିବ ଏବଂ ଏହା ଆପଣଙ୍କ ପାରିବାରିକ ଜୀବନରେ ମଧ୍ୟ ସୁଖ ଆଣିପାରେ। ଅସମାପ୍ତ କାର୍ଯ୍ୟ ସମାପ୍ତ ହୋଇପାରିବ । ବୁଦ୍ଧିମାନ ଭାବରେ ଷ୍ଟକ୍ ମାର୍କେଟରେ ବିନିଯୋଗ କରନ୍ତୁ। ବସ୍ ସହିତ ଆପଣଙ୍କର ସମ୍ପର୍କ ବିଷୟରେ ଟିକିଏ ସଚେତନ ହେବା ଉଚିତ୍ ।

Read More

ବିଛା- ଦୈନ୍ୟନ୍ଦିନ କାର୍ଯ୍ୟଗୁଡିକ ପାଇଁ କିଛି ବିପଦ ହୋଇପାରେ। ଚାକିରିରେ ସମସ୍ୟା ହୋଇପାରେ । ଆପଣଙ୍କର କାହା ସହିତ ବିବାଦ ହେବାର ସମ୍ଭାବନା ଅଛି । ଅଧିକ ଚିନ୍ତାରେ ସମୟ ନଷ୍ଟ କରନ୍ତୁ ନାହିଁ । ହଠାତ୍ ଆପଣଙ୍କର ଅସୁବିଧା ମଧ୍ୟ ବଢିପାରେ। କାର୍ଯ୍ୟରେ ବାଧା ଯୋଗୁଁ ଆପଣଙ୍କ ମନୋବଳ ବିଚଳିତ ହୋଇପାରେ। ମକର- ଆଜି ଭାଗ୍ୟ ଆପଣଙ୍କ ସହିତ ରହିବ। ଆପଣଙ୍କୁ ଦେଖା କରୁଥିବା ଲୋକମାନେ ଆପଣଙ୍କୁ କିଛି ନୂଆ ଚେଷ୍ଟା କରିବାକୁ ପ୍ରେରଣା ଦେଇପାରନ୍ତି । ଏହି ସମୟରେ କରାଯାଇଥିବା ପ୍ରୟାସ ସଫଳ ହେବାର ସମ୍ଭାବନା ଅଧିକ। ବୋଧହୁଏ ଆପଣ ଅତିରିକ୍ତ ଦାୟିତ୍ବ ପାଇବ କିମ୍ବା ଆପଣଙ୍କର ସାମ୍ପ୍ରତିକ ଚାକିରିରେ କାମ କରିବ।

Read More

ମିଥୁନ-ଆପଣଙ୍କର ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ଆପଣ ଲୋକମାନଙ୍କୁ ମଧ୍ୟ ପ୍ରଭାବିତ କରିବେ । ଲୋକମାନେ ଆପଣଙ୍କ ଚିନ୍ତାଧାରାକୁ ପସନ୍ଦ କରିବେ । ଲୋକମାନେ ଆପଣଙ୍କ ପରାମର୍ଶରୁ ଉପକୃତ ହେବେ । ଆପଣ କିଛି ଭଲ ଖବରକୁ ଅପେକ୍ଷା କରିବେ । ଆଜି ଦିନଟି ସ୍ୱାଭାବିକ ରହିବ। ତୂଳା- ଶାରୀରିକ ଭାବରେ ବ୍ୟସ୍ତ ରହିବେ। ଆପଣ କାମରୁ ପଛକୁ ଯାଆନ୍ତୁ ନାହିଁ । ଟଙ୍କା ରୋଜଗାର କରିବାର କିଛି ନୂତନ ଏବଂ ଭଲ ସୁଯୋଗ ମଧ୍ୟ ମିଳିପାରେ। ଆପଣ ଆତ୍ମବିଶ୍ୱାସ ଆଧାରରେ ଅନ୍ୟମାନଙ୍କଠାରୁ ଭିନ୍ନ ପରିଚୟ ସୃଷ୍ଟି କରିବାରେ ସଫଳ ହୋଇପାରିବ। ଆପଣଙ୍କର ଆୟ ବୃଦ୍ଧି ପାଇବ ।

Read More

ଭୁବନେଶ୍ଵର: ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ରାଜ୍ୟ ସଭା ସଦସ୍ୟ ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ବର୍ଗତ ମହାପାତ୍ର ତାଙ୍କ ନିହାଣ ମୂନରେ ଓଡ଼ିଶାର ମହାନ କଳା ପରମ୍ପରାକୁ ବିଶ୍ବବ୍ୟାପୀ କରିଥିଲେ। ଓଡ଼ିଶାର କଳା ଓ ଐତିହ୍ୟ କୁ ସମୃଦ୍ଧ କରିବାରେ ତାଙ୍କର ମହନୀୟ ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ହୋଇରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେ ଥିଲେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅନନ୍ୟ ଭକ୍ତ। ସାରା ଦେଶରେ ବହୁସ୍ଥାନରେ ଜଗନ୍ନାଥ ମନ୍ଦିର ନିର୍ମାଣରେ ତାଙ୍କର ମହତ୍ତ୍ୱପୂର୍ଣ୍ଣ ଯୋଗଦାନ ଥିଲା। ପୁରୀ ଶ୍ରୀ ମନ୍ଦିର ମରାମତିରେ ସେ ମଧ୍ୟ ସହଯୋଗ କରିଥିଲେ। ଗଞ୍ଜାମ ତାରାତାରିଣୀ ମନ୍ଦିର ପୁନନିର୍ମାଣରେ ସେ ତାଙ୍କର ଅତୁଳନୀୟ କାରିଗରୀ ଦଷତା ପ୍ରଦର୍ଶନ କରିଯାଇଛନ୍ତି। ବାସ୍ତବରେ ସେ ଥିଲେ କଳାଜଗତର ଏକ ବିସ୍ମୟ କର ପ୍ରତିଭା। ତାଙ୍କ ବିୟୋଗରେ ଭାରତର କଳା ଜଗତରେ…

Read More

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୦୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୦୮୪ ଆକ୍ରାନ୍ତଙ୍କ ମଧ୍ୟରୁ ୨୧୩ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୮୭୧ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୩ ହଜାର ୬୧୪ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୯୦୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୪୩ ହଜାର ୬୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୦ ହଜାର ୨୫୨ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୮୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Read More

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮ ହଜାର ୫୪୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୩୮୩, ସୁନ୍ଦରଗଡରୁ ୭୪୫, କଟକରୁ ୫୮୦, ପୁରୀରୁ ୫୩୦, ଝାରସୁଗୁଡାରୁ ୪୩୯, ବରଗଡରୁ ୪୩୮, ସମ୍ବଲପୁରରୁ ୪୧୪, ନବରଙ୍ଗପୁରରୁ ୩୯୯,  ଅନୁଗୁଳରୁ ୩୪୮, ଯାଜପୁରରୁ ୩୩୪, ନୂଆପଡାରୁ ୨୬୬, ମୟୂରଭଞ୍ଜରୁ ୨୪୭, ଗଞ୍ଜାମରୁ ୨୨୬, କଳାହାଣ୍ଡିରୁ ୧୯୩, ନୟାଗଡରୁ ୧୮୯, କେନ୍ଦୁଝରରୁ ୧୬୧, ବଲାଙ୍ଗୀରିରୁ ୧୫୯ , ରାୟଗଡାରୁ ୧୫୬, ବାଲେଶ୍ବରରୁ ୧୫୪, ଜଗତସିଂହପୁରରୁ ୧୩୦, ଗଜପତିରୁ ୧୨୦,ସୋନପୁରରୁ ୧୦୩, ଦେବଗଡରୁ ୯୭, ଭଦ୍ରକରୁ ୯୦, କୋରାପୁଟରୁ ୮୮, ବୌଦ୍ଧରୁ ୭୨, କେନ୍ଦ୍ରାପଡାରୁ ୭୦, କନ୍ଧମାଳରୁ ୫୧, ମାଲକାନାଗିରିରୁ ୫୧, ଢେଙ୍କାନାଳରୁ ୩୨ ଏବଂ ଷ୍ଟେଟ ପୁଲରୁ ୨୭୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୪…

Read More

ସୀତାରାମ ଅଗ୍ରୱାଲ ବାଲୁଗାଁ: ରାଜ୍ୟରେ କରୋନା ଦ୍ଵିତୀୟ ଲହରୀ ଆତଙ୍କ ସୃଷ୍ଟି କରିଚାଲିଥିବାବେଳେ ଦୈନିକ ଅହେତୁକ ଭାବେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାସହ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଯାହାକି କୋଣ ଅନୁକୋଣରୁ ଟିକିନିଖି ଖବର ସାଉଁଟିଥିବା ସାମ୍ବାଦିକ ନିଜ ଜୀବନକୁ ପାଣି ଛଡ଼େଇ ଅହ ରହ ସମ୍ବାଦ ପରିବେଷଣ କରିଚାଲିଛି। ଜଣେ ନିର୍ଭୀକ ସମ୍ବାଦିକର ପରିଚୟ ସୃଷ୍ଟି କରି କୋଭିଡ଼ ସ୍ୱାସ୍ଥ୍ୟ କେନ୍ଦ୍ର ଠାରୁ ଆରମ୍ଭ କରି ସରକାରୀ ଅବା ଵେସରକାରୀ କାର୍ଯ୍ୟାଳୟ, ଥାନା, କୋର୍ଟ କଚେରୀ, ଜନଗହଳିପୂର୍ଣ୍ଣ ସ୍ଥାନ ସମେତ ଶ୍ମସାନ ପର୍ଯ୍ୟନ୍ତ ପହଞ୍ଚି ଜନ ସାଧାରଣଙ୍କୁ ପ୍ରତି ମୂହୁର୍ତ୍ତରେ ଟିକିନିଖି ଖବର ଦେଇ ଆସୁଛି। ଇତି ମଧ୍ୟରେ ବହୁ ସାମ୍ବାଦିକ ନିଜ କର୍ତ୍ତବ୍ୟ ସଂପାଦନ କ୍ଷେତ୍ରରେ କୋଭିଡ ଯୁଦ୍ଧରେ ହାରି ମୃତ୍ୟୁ ବରଣ କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗଣମାଧ୍ୟମ ପ୍ରତିନିଧିକୁ ଆଗଧାଡିର ଯୋଦ୍ଧା ଭାବେ ଘୋଷଣା କରିବା ସହ ଟିକାକରଣ…

Read More

ଭୁବନେଶ୍ବର: ବିଶିଷ୍ଟ ସ୍ଥପତି ତଥା ସାଂସଦ ରଘୁନାଥ ମହାପାତ୍ରଙ୍କ ପରଲୋକ ହୋଇଯାଇଛି। କୋଭିଡ଼ରେ ଆକ୍ରାନ୍ତ ହୋଇ ସେ ଗତ ୨୨ ତାରିଖରୁ ଭୁବନେଶ୍ବର ଏମ୍ସରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି। ଆଜି ଅପରାହ୍ନ ୩ ଟା ୪୯ ମିନିଟରେ ୭୮ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଯାଇଛି। ଏନେଇ ଏମ୍ସ ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି। ୧୯୪୩ ମାର୍ଚ୍ଚ ୨୩ ତାରିଖରେ ରଘୁନାଥ ମହାପାତ୍ରଙ୍କ ଜନ୍ମଦିନ ଗ୍ରହଣ ହୋଇଥିଲା। ୨୦୧୩ ମସିହାରେ ରଘୁନାଥ ପଦ୍ମଭୂଷଣରେ ସମ୍ମାନିତ ହୋଇଥିଲେ। ରଘୁନାଥ ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।

Read More

ନୂଆଦିଲ୍ଲୀ, କରୋନା ଆକ୍ରାନ୍ତଙ୍କ ପାଇଁ ଏକ ଅସ୍ବସ୍ଥିକର ଖବର। ଭାରତରେ ବାହାରିଲା କରୋନା ଭଲ ହେବାର ଔଷଧ। ଏହି ଔଷଧର ନାମ ରହିଛି 2DG ବା drug 2-deoxy-D-glucose। ଏହାକୁ ଭାରତରେ ଜରୁରୀକାଳିନ ବ୍ୟବହାର ପାଇଁ ଭାରତ ଔଷଧ ମହାନିୟନ୍ତ୍ରକ ମଂଜୁରୀ ପ୍ରଦାନ କରିଛନ୍ତି। ଏହି 2DG ଔଷଧ ଭାରତ ସାମରିକ ଗବେଷଣ ଏବଂ ବିକାଶ ପ୍ରତିଷ୍ଠାନ ବା DRDO ଅଧିନରେ ଥିବା Institute of Nuclear Medicine and Allied Sciences (INMAS) ଦ୍ବାରା ପ୍ରସ୍ତୁତ କରାଯାଇଛି ଏହି ସଂସ୍ଥା ହାଇଦ୍ରାବାଦର ଡ. ରେଡ୍ଡୀ ଲାବ୍ରଟୋରୀର ସହଯୋଗରେ ପ୍ରସ୍ତୁତ କରିଛି। ତେବେ ଏହି ଔଷଧ କୌଣସି ବଟିକା ନୁହେଁ ବରଂ ପାଉଡର। ଏହି ପାଉଡରକୁ ପାଣିରେ ଗୋଳାଇ ପିଇଲେ କରୋନା ପଜେଟିଭି ନେଗେଟିଭ ହୋଇଯାଏ ବୋଲି ପରୀକ୍ଷା କରାଯାଇଛି। ପ୍ରଥମେ ଏହି ଔଷଧକୁ କ୍ଲିନିକାଲ ପରୀକ୍ଷା କରାଯାଇଥିଲା। ଦୁଇ ଥର ଏହି ପରୀକ୍ଷା କରିବା ପରେ ବେଶ ସଫଳତା ମିଳିଛି…

Read More

ଭୂବନେଶ୍ୱର, ଭାରତୀୟ ଜନତା ପାର୍ଟୀର ପୂର୍ବତନ ରାଜ୍ୟ ଉପସଭାପତି ତଥା ବରିଷ୍ଠ ନେତା ଇଂ. ବୃନ୍ଦାବନ କଳସଙ୍କ ବିୟୋଗ ହୋଇଯାଇଛି। ଗତ କାଲି ରାତିରେ ୮୫ ବର୍ଷ ବୟସରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ସେ ୧୯୯୦ ମସିହାରୁ ବିଜେପି ଦଳ ସହ ଜଡିତ ରହି ବହୁ ଗୁରୁତ୍ୱପୂର୍ଣ୍ଣ ଦାୟୀତ୍ୱ ତୁଲାଇଥିଲେ । ୧୯୯୫ ମସିହାରେ ଖୋର୍ଦ୍ଧା ବିଧାନସଭା ଏବଂ ୧୯୯୬ ମସିହାରେ ଭୂବନେଶ୍ୱର ଲୋକସଭା କ୍ଷେତ୍ରରୁ ବିଜେପିର ପ୍ରାର୍ଥୀ ଥିଲେ । ଖୋର୍ଦ୍ଧା ଜିଲ୍ଲା ସଭାପତି ଭାବେ ମଧ୍ୟ ଦାୟୀତ୍ୱ ନିର୍ବାହ କରିଛନ୍ତି । ରାଜ୍ୟ କାର୍ଯ୍ୟାଳୟ ଦାୟୀତ୍ୱ ସହ ରାଜ୍ୟ ଅଭିଯୋଗ ପ୍ରକୋଷ୍ଠ ଦାୟୀତ୍ୱରେ ବହୁ ଦିନ ଧରି ଥିଲେ । ଓସକାର୍ଡ ବ୍ୟାଂକ ସଭାପତି, ପୁରୀ ଗ୍ରାମ୍ୟ ବ୍ୟାଂକ ସଭାପତି ଭାବେ ନିଜ ଦାୟୀତ୍ୱ ତୁଲାଇଥିଲେ । ଗତ ୨୦୧୯ ମସିହାରେ ସ୍ୱର୍ଗତଃ କଳସଙ୍କୁ ରାଜ୍ୟସ୍ତରୀୟ ଅଟଳ ସମ୍ମାନରେ ସମ୍ମାନିତ କରାଯାଇଥିଲା ।ସ୍ୱର୍ଗତଃ କଳସଙ୍କ…

Read More

ଭୁବନେଶ୍ୱର: କୋଭିଡ଼ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକ୍ ଡାଉନ୍ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଣ୍ଠିରୁ ପାଞ୍ଚ ମହାନଗର ନିଗମ ୪୮ ଟି ମ୍ୟୁନିସପାଲଟି ଓ ୬୧ ଟିଏନ୍ଏ ସି ମାନଙ୍କୁ ଷାଠିଏ ଲଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି। ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ମାନଙ୍କ ଜରିଆରେ ବୁଲା ପ୍ରାଣୀ ମାନଙ୍କୁ ଖାଦ୍ୟ ଯୋଗାଇ ଦେବେ। ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ କୋଡ଼ିଏ ହଜାର ଟଙ୍କା, କଟକ, ସମ୍ବଲପୁର, ରାଉରକେଲା ଓ ଵ୍ରହ୍ମପୁର ମହାନଗର ନିଗମ ଦୈନିକ ଦଶହଜାର ଟଙ୍କା, ମ୍ୟୁନିସପାଲଟିରେ ଦୈନିକ ପାଞ୍ଚ ହଜାର ଟଙ୍କା ଓ ଏନ ଏ ସି ରେ ଦୈନିକ ଦୁଇ ହଜାର ଟଙ୍କା ଖର୍ଚ୍ଚ କରିପାରିବେ।

Read More

ନୂଆଦିଲ୍ଲୀ: ମହାମାରୀ ବିରୋଧରେ ଲଢେଇ ପାଇଁ ଭାରତ ସହ ବ୍ରିଟେନ ହାତ ମିଶାଇଛି। ଭାରତର ଏହି ସମୟରେ ସଙ୍କଟମୋଚକ ଭାବେ ବ୍ରିଟେନ ଠିଆ ହୋଇଛି। ବ୍ରିଟେନ ଆଜି ଭାରତ ପାଇଁ ତିନୋଟି ଅକ୍ସିଜେନ ଜେନେରେଟର ଏବଂ ୧ ହଜାର ଭେଣ୍ଟିଲେଟର ପଠାଇଛି। ତେବେ ପ୍ରତ୍ୟେକ ଜେନେରେଟରରେ ପ୍ରତି ମିନିଟ ୫୦୦ ଲିଟର ଅକ୍ସିଜେନ ଉତ୍ପାଦନ ହେବାର କ୍ଷମତା ରହିଛି। ଯାହା ଗୋଟିଏ ସମୟରେ ୫୦ ଜଣ ଲୋକଙ୍କୁ ଚିକିତ୍ସା କରାଯାଇପାରିବ। ଏହାପରେ ବିଦେଶ ମନ୍ତ୍ରାଳୟ ବ୍ରିଟେନକୁ ଧନ୍ୟବାଦ ଦେବା ସହ ଦୁଇ ଦେଶ ମଧ୍ୟରେ ଥିବା ସମ୍ପର୍କକୁ ଆହୁରି ମଜବୁତ କରିବା ଲାଗି କହିଛି।

Read More

ଗୌହାଟି: ଆସାମରେ ମୁଖ୍ୟମନ୍ତ୍ରୀ ପଦବୀକୁ ନେଇ ଏକ ସପ୍ତାହ ଧରି ଚାଲିଥିବା ଦ୍ଵନ୍ଦ୍ଵ ଆଜି ଶେଷ ହୋଇଛି। ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ ହିମନ୍ତ ବିଶ୍ଵଶର୍ମାଙ୍କ ନାମକୁ ବିଜେପି ବିଧାୟକ ଦଳର ବୈଠକରେ ସର୍ବସମ୍ମତି କ୍ରମେ ଅନୁମୋଦନ ମିଳିଛି। ବୈଠକରେ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ପ୍ରଥମେ ହିମନ୍ତ ବିଶ୍ଵଶର୍ମାଙ୍କ ନାମକୁ ପ୍ରସ୍ତାବ ଦେଇଥିଲେ। ପରେ ସମସ୍ତ ବିଧାୟକ ଏହା ଉପରେ ସହମତି ପ୍ରକାଶ କରିଥିଲେ। ଉଲ୍ଲେଖ ଯୋଗ୍ୟ ଯେ, ଆଜି ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ଆସାମର ରାଜ୍ୟପାଳଙ୍କୁ ଇସ୍ତଫା ପ୍ରଦାନ କରିଥିଲେ। ତେବେ ସର୍ବାନନ୍ଦଙ୍କୁ କେନ୍ଦ୍ରରେ ମନ୍ତ୍ରୀ ପଦବୀ ମିଳିବା ନେଇ ଅନୁମାନ କରାଯାଉଛି।

Read More

ଭୁବନେଶ୍ବର,  ଓଡ଼ିଶା ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ନିର୍ଦ୍ଦେଶାବଳୀ ଅନୁଯାୟୀ ଏବଂ କୋଭିଡ଼୧୯ ସଂକ୍ରମଣ ମାମଲା ବୃଦ୍ଧିର ଶୃଙ୍ଖଳାକୁ ଭାଙ୍ଗିବାପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଆସନ୍ତା ମଇ ମାସ ୧୦ ଓ ୧୧ ତାରିଖ (ସୋମବାର ଓ ମଙ୍ଗଳବାର) ଦିନ ୦୬ ଯୋଡ଼ା ସ୍ଥାନୀୟ ପସେଞ୍ଜର ଏବଂ ମେମୁ ଟ୍ରେନକୁ ଉଭୟ ଦିଗରୁ ବାତିଲ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ଟ୍ରେନ୍ ଗୁଡିକ ହେଲା – ୦୧. ୦୮୪୫୬/୦୮୪୫୫ ଭୁବନେଶ୍ୱର-କେନ୍ଦୁଝରଗଡ଼ -ଭୁବନେଶ୍ୱର ବିଶେଷ ଟ୍ରେ ୦୨. ୦୮୪୧୨/୦୮୪୧୧ ଭୁବନେଶ୍ୱର-ଭଦ୍ରକ-ଭୁବନେଶ୍ୱର ବିଶେଷ ଟ୍ରେନ ୦୩. ୦୮୪୩୮/୦୮୪୩୭ କଟକ-ଭଦ୍ରକ-କଟକ ବିଶେଷ ଟ୍ରେନ ୦୪. ୦୮୪୬୧/୦୮୪୬୨ କଟକ-ପାରାଦୀପ-କଟକ ବିଶେଷ ଟ୍ରେନ ୦୫. ୦୮୪୫୪/୦୮୪୫୩ କଟକ-ଭଦ୍ରକ-କଟକ ବିଶେଷ ଟ୍ରେନ ୦୬. ୦୮୫୨୮/୦୮୫୨୭ ବିଶାଖାପାଟନମ୍-ରାୟପୁର-ବିଶାଖାପାଟନମ୍ ବିଶେଷ ଟ୍ରେନ

Read More