Author: Samikhsya Bureau

ଭୁବନେଶ୍ବର, ଆଜିର କରୋନା ରିପୋର୍ଟ ଅନୁସାରେ ଖୋର୍ଦ୍ଧା ଜିଲ୍ଲା ପୂର୍ବ ପରି ଏକ ନମ୍ବରରେ ରହିଛି। ଗତକାଲି ଏହି ଜିଲ୍ଲାରୁ 12 ଶହ 75 ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଦ୍ବିତୀୟରେ ରହିଛି ସୁନ୍ଦରଗଡ ଜିଲ୍ଲା। ଏହି ଜିଲ୍ଲାରୁ 7ଶହ 35 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନ୍ୟ ଜିଲ୍ଲାର ଯାହା ସ୍ଥିତି ଅଛି ତାହା ମଧ୍ୟ ଉଦବେଗ ଜନକ। 1. Khurda: 1275            11. Sonepur: 207              21. Koraput: 127 2. Sundargarh: 735       12. Mayurbhanj: 199        22. Gajapati: 120 3. Angul: 525                13. Balangir: 198              23. Boudh: 103 4. Cuttack: 482              14. Jajpur: 194                24. Deogarh: 101 5. Sambalpur: 441            15. Nayagarh: 187        25. Balasore: 100 6. Bargarh: 390                16. Kalahandi: 174       …

Read More

ଭୁବନେଶ୍ବର, ଆଜିର ରିପୋର୍ଟ ଅନୁସାରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ହେଲେ ପରିସ୍ଥିତି ପୂର୍ବପରି ଉଦବେଗ ଜନକ ରହିଛି। କାରଣ ଆଜିର ରିପୋର୍ଟ ଅନୁସାରେ ରାଜ୍ୟରୁ 8 ହଜାର 15 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ବାରଣ୍ଟାଇନରୁ 4 ହଜାର 5 ଶହ 68 ରହିଛି। ସେହିପରି ସ୍ଥାନୀୟ ସଂକ୍ରାମଣ ସଂଖ୍ୟା 3 ହଜାର 4 ଶହ 47 ରହିଛି। ଗତକାଲି ଏହି ସଂଖ୍ୟା 10 ହଜାର ଟପିଯାଇଥିଲା। ଅର୍ଥାତ ସରକାରୀ ରିପୋର୍ଟ ଅନୁସାରେ ଶନିବାର ଦିନ ମୋଟ 10 ହଜାର 413 ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଯାହା ସମସ୍ତଙ୍କୁ ଚମକାଇ ଦେଇଥିଲା। ଏହି ସଂଖ୍ୟା ଗତକାଲିଠାରୁ ଦଦେଢ ହଜାର କମ ରହିଥିଲେ ମଧ୍ୟ ପରିସ୍ଥିତି ଉଦବେଗଜନକ ରହିଛି।

Read More

ଭୁବନେଶ୍ବର, ଆଜି ରାଜ୍ୟ ସରକାର କରୋନା ପରିଚାଳନା ନେଇ କରିବେ ଏକ ବଡ ଘୋଷଣା। ଆଜି ଦିନ 10ଟା ବେଳେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏ ନେଇ ଘୋଷଣା କରିବେ। ସେଥିପାଇଁ ରାଜ୍ୟ ସରକାରଙ୍କ ତରଫରୁ ସମସ୍ତ ଗଣ ମାଧ୍ୟମକୁ ସୂଚନା ଦିଆଯାଇଛି। ତେବେ କଣ ଘୋଷଣା ହେବ ସେ ନେଇ କିଛି କୁହାଯାଇ ନାହିଁ। ଯାହା ଆଶଙ୍କା କରାଯାଉଛି ତାହା ହେଳେ ରାଜ୍ୟରେ ପୁଣି ଥରେ ସର୍ଟ ଡାଉନ ଘୋଷଣା ହୋଇପାରେ। କାରଣ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଯଦି ଏହିପରି ଧାରା ଲାଗି ରୁହେ ତେବେ ତାହା ଦିଲ୍ଲୀ ପରି ପରିସ୍ଥିତି ସୃଷ୍ଟି କରିବ। ସେଥିପାଇଁ ଏହି ସଂକ୍ରାମଣକୁ ରୋକିବା ପାଇଁ ସରକାର ବଡ ନିଷ୍ପତି ଘୋଷଣା କରିବେ। ମୁଖ୍ୟ ଶାସନ ସଚିବଙ୍କ ଘୋଷଣାର ସିଧା ପ୍ରସାରଣ ଦେଖିବା ପାଇଁ ଦିନ 10ଟା ରେ ତଳ ଲିଙ୍କକୁ କ୍ଲିକ କରନ୍ତୁ କିମ୍ବା…

Read More

ମେଷ- ବୈବାହିକ ପ୍ରସ୍ତାବ ମିଳିପାରିବ । ବ୍ୟବସାୟ ଲାଭଦାୟକ ହେବ । ଏହାର ପ୍ରଭାବ ଚାକିରିରେ ବୃଦ୍ଧି ପାଇବ । ଜଣେ ପ୍ରଭାବଶାଳୀ ବରିଷ୍ଠ ବ୍ୟକ୍ତିଙ୍କ ସମର୍ଥନ ଏବଂ ମାର୍ଗଦର୍ଶନ ମିଳିବ । ଶାରୀରିକ କଷ୍ଟ ସମ୍ଭାବନା । ବିରୋଧୀମାନେ ସକ୍ରିୟ ରହିବେ । ବିପଦ ଏବଂ ବନ୍ଧକ କାର୍ଯ୍ୟରୁ ଦୂରେଇ ରୁହନ୍ତୁ । ମୂଲ୍ୟବାନ ସାମଗ୍ରୀକୁ ସୁରକ୍ଷିତ ରଖନ୍ତୁ । ଖୁସି ହେବ । ବୃଷ- ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବ । ଜମି ଏବଂ ନିର୍ମାଣ ଯୋଜନା ପ୍ରସ୍ତୁତ ହେବ। ସ୍ଥାୟୀ ସମ୍ପତ୍ତି ବୃଦ୍ଧିର ସମ୍ଭାବନା ହେଉଛି । ଆୟ ବୃଦ୍ଧି ପାଇବ । ରୋଜଗାର ପାଇବା ପାଇଁ ପ୍ରୟାସ ସଫଳ ହେବ । ଭାଗ୍ୟ ଆପଣଙ୍କୁ ସମର୍ଥନ କରିବ । ନିବେଶକମାନେ ଲାଭବାନ ହେବେ । ଦୁଷ୍ଟମାନଙ୍କ ପ୍ରତି ସାବଧାନ ରୁହ। କ୍ଷତି କରିପାରନ୍ତି । ଲଜ୍ଜିତ ହୁଅନ୍ତୁ ନାହିଁ । ମିଥୁନ- ପାର୍ଟୀ ଏବଂ ପିକନିକ୍ ପାଇଁ…

Read More

ମେଷ- ବୈବାହିକ ପ୍ରସ୍ତାବ ମିଳିପାରିବ । ବ୍ୟବସାୟ ଲାଭଦାୟକ ହେବ । ଏହାର ପ୍ରଭାବ ଚାକିରିରେ ବୃଦ୍ଧି ପାଇବ । ଜଣେ ପ୍ରଭାବଶାଳୀ ବରିଷ୍ଠ ବ୍ୟକ୍ତିଙ୍କ ସମର୍ଥନ ଏବଂ ମାର୍ଗଦର୍ଶନ ମିଳିବ । ଶାରୀରିକ କଷ୍ଟ ସମ୍ଭାବନା । ବିରୋଧୀମାନେ ସକ୍ରିୟ ରହିବେ । ବିପଦ ଏବଂ ବନ୍ଧକ କାର୍ଯ୍ୟରୁ ଦୂରେଇ ରୁହନ୍ତୁ । ମିଥୁନ- ପାର୍ଟୀ ଏବଂ ପିକନିକ୍ ପାଇଁ ଏକ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇ ପାରିବ। ଯାତ୍ରା ଚିତ୍ତାକର୍ଷକ ହେବ । ବୈଦ୍ଧିକ କାର୍ଯ୍ୟ ସଫଳ ହେବ । ବ୍ୟବସାୟ ବୃଦ୍ଧି ପାଇବ । ଚାକିରୀରେ କାର୍ଯ୍ୟକୁ ପ୍ରଶଂସା କରାଯିବ । ଆଜି ପ୍ରିୟ ଖାଦ୍ୟର ଆନନ୍ଦ ପାଇବ । ଷ୍ଟକ୍ ମାର୍କେଟ୍ ଏବଂ ମ୍ୟୁଚୁଆଲ୍ ଫଣ୍ଡ ଅନୁକୂଳ ଲାଭ ଦେବ ।

Read More

କର୍କଟ – ଟଙ୍କା ନଷ୍ଟ ହେବାର ସମ୍ଭାବନା ଅଛି । ଦୂରରୁ ଆପଣ ଦୁଃଖଦ ଖବର ପାଇବେ, ଧର୍ଯ୍ୟବାନ ହୁଅନ୍ତୁ । କୈଣସି ପରିବାର ସଦସ୍ୟଙ୍କ ସ୍ୱାସ୍ଥ୍ୟ ବିଷୟରେ ଚିନ୍ତା ହେବ । ଚାଲିଥିବା ବିବାଦ ଅସୁବିଧା ସୃଷ୍ଟି କରିବ । କନ୍ୟା- ଖରାପ ଲୋକମାନଙ୍କର ପରିଚୟ ଅସୁବିଧା ସୃଷ୍ଟି କରିବ । ସେମାନଙ୍କଠାରୁ ଦୂରରେ ରୁହନ୍ତୁ । ଦୂରରୁ ସୁସମାଚାର ଗ୍ରହଣ କରାଯିବ । ପରିବାର ବନ୍ଧୁ ଏବଂ ସମ୍ପର୍କୀୟମାନେ ଅତିଥି ଭାବରେ ଘରକୁ ଆସିପାରନ୍ତି । ବକ୍ତବ୍ୟର ନିୟନ୍ତ୍ରଣ ନିଅ ।

Read More

ବିଛା- ନିରାଶାରୁ ଦୂରେଇ ରୁହନ୍ତୁ । ଟଙ୍କା ନଷ୍ଟ ହୋଇପାରେ । ମୂଲ୍ୟବାନ ସାମଗ୍ରୀକୁ ସୁରକ୍ଷିତ ରଖନ୍ତୁ । ବକ୍ତବ୍ୟର ନିୟନ୍ତ୍ରଣ କରନ୍ତୁ । ଅପ୍ରତ୍ୟାଶିତ ଖର୍ଚ୍ଚ ଆସିବ । ଏକ ଋଣ ନେବାକୁ ପଡିପାରେ ।  ସ୍ୱାସ୍ଥ୍ୟ ଦୁର୍ବଳ ରହିବ । କୁମ୍ଭ – ଚିନ୍ତା ଏବଂ ଟେନସନ ହେବ । ଅଯଥା ଖର୍ଚ୍ଚ ହେବ । ସୁଗମ ଢଙ୍ଗରେ ଟଙ୍କା ଗ୍ରହଣ କରାଯିବ । ଯାତ୍ରା ଚିତ୍ତାକର୍ଷକ ହେବ । ବ୍ୟବସାୟ ଲାଭଦାୟକ ହେବ । ସାଙ୍ଗମାନଙ୍କଠାରୁ ସମର୍ଥନ ପାଇବେ ।

Read More

ଧନୁ- ମୂଲ୍ୟବାନ ଜିନିଷକୁ ସୁରକ୍ଷିତ ରଖନ୍ତୁ । ଅନାବଶ୍ୟକ କ୍ରୋଧ ହୋଇପାରେ । ଆଜି ଟଙ୍କା ରହିବ । ବକେୟା ପୁନରୁଦ୍ଧାର ପାଇଁ ପ୍ରୟାସ ସଫଳ ହେବ । ଯାତ୍ରା ଚିତ୍ତାକର୍ଷକ ହେବ। ସାଙ୍ଗମାନଙ୍କ ସମର୍ଥନ ଠିକ୍ ସମୟରେ ଗ୍ରହଣ କରାଯିବ । ଖୁସି ହେବେ । ଅଜ୍ଞାତ ଭୟ ତୁମକୁ ହନ୍ତସନ୍ତ କରିବ । ବ୍ୟବସାୟ ଭଲ କରିବ । ମୀନ- ଆଶଙ୍କା ହେତୁ ଏକ ବଡ ଭୁଲ ହୋଇପାରେ । ଯାନ ଏବଂ ଯନ୍ତ୍ରପାତି ବ୍ୟବହାରରେ ସତର୍କତା ବ୍ୟବହାର କରନ୍ତୁ । ବିପଦ ଏବଂ ବନ୍ଧକ କାର୍ଯ୍ୟରୁ ଦୂରେଇ ରୁହନ୍ତୁ । କ୍ରନିକ ରୋଗ ଦେଖାଦେଇପାରେ । ବିବାଦକୁ ପ୍ରୋତ୍ସାହିତ କରନ୍ତୁ ନାହିଁ ।

Read More

ତୂଳା- ରୋଜଗାର ପାଇଁ ପ୍ରୟାସ ସଫଳ ହେବ । ବ୍ୟବସାୟ ଯାତ୍ରା ଦୀର୍ଘ ହୋଇପାରେ । ଅପ୍ରତ୍ୟାଶିତ ଲାଭର ପରିମାଣ ଅଛି । ଜୁଆ ଖେଳ, ବେଟିଂ ଏବଂ ଲଟେରୀଠାରୁ ଦୂରରେ ରୁହନ୍ତୁ । ଯେ କୈଣସି ବଡ ସମସ୍ୟାରୁ ମୁକ୍ତି ମିଳିପାରିବ । ମକର- ଆଘାତ ଏବଂ ରୋଗରୁ ଆଖିକୁ ରକ୍ଷା କରନ୍ତୁ । ବକ୍ତବ୍ୟରେ ହାଲୁକା ଶବ୍ଦ ବ୍ୟବହାର କରିବା ଠାରୁ ଦୂରେଇ ରୁହନ୍ତୁ । ସ୍ୱାସ୍ଥ୍ୟ ଦୁର୍ବଳ ହୋଇପାରେ । ଜଣେ ବ୍ୟକ୍ତିର ଆଚରଣ ଅପମାନିତ ହେବ । ଏକ ନୂତନ ଯୋଜନା ପ୍ରସ୍ତୁତ ହେବ।

Read More

ବୃଷ- ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବ । ଜମି ଏବଂ ନିର୍ମାଣ ଯୋଜନା ପ୍ରସ୍ତୁତ ହେବ। ସ୍ଥାୟୀ ସମ୍ପତ୍ତି ବୃଦ୍ଧିର ସମ୍ଭାବନା ହେଉଛି । ଆୟ ବୃଦ୍ଧି ପାଇବ । ରୋଜଗାର ପାଇବା ପାଇଁ ପ୍ରୟାସ ସଫଳ ହେବ । ଭାଗ୍ୟ ଆପଣଙ୍କୁ ସମର୍ଥନ କରିବ । ସିଂହ- ପ୍ରୟାସ ସଫଳ ହେବ । ସାମାଜିକ କାର୍ଯ୍ୟ କରିବାକୁ ଆଗ୍ରହୀ ହେବେ । ଶକ୍ତି ଏବଂ ପ୍ରତିଷ୍ଠା ବୃଦ୍ଧି ପାଇବ । ରିସ୍କ ନେବାକୁ ସାହସ କରିବେ । ଜଣେ ପ୍ରଭାବଶାଳୀ ବ୍ୟକ୍ତି ପରିଚିତ ହୋଇପାରନ୍ତି ।

Read More

ଭୁବନେଶ୍ବର, ଆସନ୍ତାକାଲି ଦିନ 10ଟାରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର କୋଭିଡ ସଂକ୍ରାନ୍ତରେ ଏକ ବଡ ଘୋଷଣା କରିବେ। ଏ ନେଇ ରାଜ୍ୟ ସରକାରଙ୍କ ତରଫରୁ ସମସ୍ତ ଗଣମାଧ୍ୟମକୁ ଅବଗତ କରାଯାଇଛି। ଏହାକୁ ନେଇ ବର୍ତ୍ତମାନ ବିଭିନ୍ନ ସ୍ତରରେ ଅଙ୍କ କଷା ଆରମ୍ଭ ହୋଇଯାଇଛି। ଆସନ୍ତାକାଲି କରୋନା ପରିଚାଳନା ନେଇ କଣ କହିବେ ମୁଖ୍ୟ ଶାସନ ସଚିବ ସେ ନେଇ ସମସ୍ତଙ୍କର ଅପେକ୍ଷା। ତେବେ ସାଧାରଣରେ ଯାହା ଆଲୋଚନା ହେଉଛି ତାହା ହେଲା ରାଜ୍ୟରେ ପୁଣି ଥରେ ଲକଡାଉନ ଘୋଷଣା ହୋଇପାରେ। କାରଣ ବର୍ତ୍ତମାନ ଓଡିଶାର ସ୍ଥିତି ଧିରେ ଧିରେ ସଙ୍କଟମୟ ପରିସ୍ଥିତି ଆଡକୁ ଗତିକରିବାରେ ଲାଗିଛି। ବିଗତ ଦିନର କରୋନା ଗ୍ରାଫକୁ ଦେଖିଲେ ଏହା ସ୍ପଷ୍ଟ ବାରି ହୋଇପଡୁଛି। ଶନିବାର ଦିନ ଯେଉଁ କରୋନା ଗ୍ରାଫ ଆସିଲା ତାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। କାରଣ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 10 ହଜାର ଟପିଲା। ଦିଲ୍ଲୀର ଆକ୍ରାନ୍ତ ସଂଖ୍ୟା ଏହିପରି…

Read More

ନୂଆଦିଲ୍ଲୀ, ଚଳିତ ବର୍ଷ ଏପ୍ରିଲ ମାସରେ ରେକର୍ଡ ପରିମାଣର ଜିଏସଟି ସଂଗୃହୀତ ହୋଇଛି। ଆଦାୟ ହୋଇଥିବା ଏହି ଜିଏସ୍ଟିର ମୋଟ ପରିମାଣ ୧ ଲକ୍ଷ ୪୧ ହଜାର ୩୮୪କୋଟି ଟଙ୍କା । ଏଥି ମଧ୍ୟରେ କେନ୍ଦ୍ରୀୟ ଜିଏସ୍ଟି  ପରିମାଣ ୨୭ ହଜାର ୮୩୭କୋଟି, ରାଜ୍ୟ ଜିଏସଟି ପରିମାଣ ୩୫ ହଜାର ୬୨୧କୋଟି ଟଙ୍କା। ସମନ୍ୱିତ ଜିଏସ୍ଟି (ଆଇଜିଏସ୍ଟି) ପରିମାଣ ୬୮ ହଜାର ୪୮୧ କୋଟି ଟଙ୍କା । ସଂଗୃହୀତ ଆଇଜିଏସଟି ମଧ୍ୟରେ ୨୯ ହଜାର ୫୯୯ କୋଟି ଟଙ୍କାର ଆମଦାନୀଜନିତ ସେବା ଓ ଦ୍ରବ୍ୟକର ଅନ୍ତର୍ଭୁକ୍ତ । ଏହାଛଡା ଏହି ମାସରେ ସଂଗୃହୀତ ମୋଟ ଜିଏସଟି ୯ ହଜାର ୪୪୫ କୋଟି ଟଙ୍କାର ସେସ୍ ବା ଉପକର ରହିଛି । ଏହି ଉପକର ମଧ୍ୟରୁ ୯୮୧ କୋଟି ଟଙ୍କା ସାମଗ୍ରୀ ଆମଦାନୀ କ୍ଷେତ୍ରରେ ସଂଗୃହୀତ ହୋଇଛି । କୋଭିଡ ମହାମାରୀ ଦ୍ୱିତୀୟ ସଂକ୍ରମଣ ଯୋଗୁଁ ଦେଶର ବିଭିନ୍ନ ଭାଗ ପ୍ରଭାବିତ ହୋଇଛି…

Read More

ଭୁବନେଶ୍ବର, ଅନୁଗୁଳରୁ ଲିକ୍ୱିଡ୍ ମେଡିକାଲ୍ ଅକ୍ସିଜେନ୍ ଭରି ଅକ୍ସିଜେନ୍ ଏକ୍ସପ୍ରେସ ଟ୍ରେନ୍ ଆଜି ସିକନ୍ଦରାବାଦ ଅଭିମୁଖେ ଯାତ୍ରା କରିଛି। ଭାରତୀୟ ରେଳବାଇର ଅକ୍ସିଜେନ୍ ଏକ୍ସପ୍ରେସ ରୋ-ରୋ ସେବା ମାଧ୍ୟମରେ ଅନୁଗୁଳର ଟାଟା ଭୂଷଣ ଷ୍ଟିଲ ପ୍ଲାଣ୍ଟରୁ ସିକନ୍ଦରାବାଦକୁ ପ୍ରାୟ ୬୩.୬ ଟନ୍ LMO ପରିବହନ କରିଛି। ତେଲେଙ୍ଗାନା ସରକାରଙ୍କ ଅନୁରୋଧ କ୍ରମେ ସିକନ୍ଦରାବାଦରୁ ପାଞ୍ଚଟି ଖାଲି ଟ୍ୟାଙ୍କର ଥିବା ଅମ୍ଳଜାନ ଏକ୍ସପ୍ରେସ ସ୍ପେଶାଲକୁ ଗତକାଲି ଅନୁଗୁଳର ଟାଟା ଭୂଷଣ ଷ୍ଟିଲ ପ୍ଲାଣ୍ଟରେ ଲୋଡିଂ ପାଇଁ ରଖାଯାଇ ପ୍ରାୟ ୬୩.୬ ଟନ୍  LMO ପାଞ୍ଚଟି ଟ୍ୟାଙ୍କରେ ଭର୍ତିକରାଯାଇ ଭାରତୀୟ ରେଳବାଇର ରୋରୋ ସେବା ସହିତ ଟ୍ରେନ୍ ଯୋଗେ ତେଲେଙ୍ଗାନା ଯାତ୍ରା କରିଛି। ଗୁରୁବାର ଦିନ ସ୍ୱତନ୍ତ୍ର ବାୟୁସେନା ବିମାନ ଦ୍ୱାରା ଆସିଥିବା ଦୁଇଟି ଖାଲି ଲିକ୍ୱିଡ୍ ମେଡିକାଲ୍ ଅମ୍ଳଜାନ ଟ୍ୟାଙ୍କର୍, ଅନୁଗୁଳସ୍ଥିତ ଟାଟା ଭୂଷଣ ଷ୍ଟିଲ୍ ପ୍ଲାଣ୍ଟରେ ୩୨ ଟନ୍ LMO ଧାରଣ କରି ଗତକାଲି ସକାଳେ ଭାରତୀୟ ରେଳବାଇର ରୋରୋ ସେବା…

Read More

ନୂଆଦିଲ୍ଲୀ/ଭୁବନେଶ୍ବର: ଜୁନ ତୃତୀୟ ସପ୍ତାହ ସୁଦ୍ଧା ଘୋଷଣା ହେବ ସିବିଏସଇ ଦଶମ ପରୀକ୍ଷା ଫଳାଫଳ। ଏନେଇ ସିବିଏସଇ ପକ୍ଷରୁ ଏକ ଗାଇଡ ଲାଇନ ଜାରି କରାଯାଇଛି। ତେବେ ଏହି ଗାଇଡ ଲାଇନ ଅନୁଯାୟୀ, ସବୁ ସ୍କୁଲରେ ୮ ଜଣିଆ ରେଜଲ୍ଟ କମିଟି ଗଠନ ହେବ। ସ୍କୁଲ ପ୍ରିନ୍ସିପାଲ ଓ ଅନ୍ୟ ୭ ଜଣ ଶିକ୍ଷକଙ୍କୁ ନେଇ ଏହି କମିଟି ଗଠନ ପାଇଁ ନିର୍ଦ୍ଦେଶ ହୋଇଛି। ସେହି ୭ ଜଣଙ୍କ ମଧ୍ୟରୁ ନିଜ ସ୍କୁଲର ୫ ଜଣ ଶିକ୍ଷକ ଏବଂ ପାଖ ସ୍କୁଲର ୨ ଜଣ ଏହି କମିଟିରେ ରହିବେ। ବର୍ଷ ସାରା ପରୀକ୍ଷାକୁ ଦେଖି ୮୦ ମାର୍କର ମୂଲ୍ୟାୟନ କରିବାକୁ ନିର୍ଦ୍ଦେଶ ହୋଇଛି। ବାକି ୨୦ ମାର୍କର ମୂଲ୍ୟାୟନ ଇଣ୍ଟରନାଲ ପରୀକ୍ଷାରୁ ହେବ। ଜୁନ ୫ ସୁଦ୍ଧା ସିବିଏସଇକୁ ୮୦ ମାର୍କର ମୂଲ୍ୟାୟନ ତାଲିକା ପଠାଯିବ। ମୂଲ୍ୟାୟନ ବେଳେ ସ୍କୁଲର ପୂର୍ବ ୩ ବର୍ଷର ଫଳାଫଳକୁ ବିଚାରକୁ ନିଆଯିବ। ଜୁନ ୧୧…

Read More

ଭୁବନେଶ୍ବର: ଆସନ୍ତାକାଲି ରାଜ୍ୟ ସରକାର କରୋନାକୁ ନେଇ ସକାଳ ୧୦ ଟା ରେ ବଡ ଘୋଷଣା କରିପାରନ୍ତି। କୋଭିଡ଼ ପରିଚାଳନା ଉପରେ ରାଜ୍ୟ ସରକାର କିଛି ବଡ ଘୋଷଣା କରିପାରନ୍ତି। ତେବେ ମେ’ ମାସ ପାଇଁ ରାଜ୍ୟ ସରକାର କିଛି ନୂଆ ଗାଇଡଲାଇନ ଆଣିବେ ବୋଲି ଅନୁମାନ କରାଯାଉଛି।

Read More

ମୁମ୍ବଇ/ଭୁବନେଶ୍ୱର: ସମଗ୍ର ଭାରତ କୋଭିଡ ମହାମାରୀର ଅପ୍ରତ୍ୟାଶିତ ନୂଆ ଲହରକୁ ନେଇ ଗୁରୁତର ସଙ୍କଟର ସମ୍ମୁଖୀନ ହେଉଥିବାବେଳେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ମୂଲ୍ୟବାନ ଜୀବନ ବଂଚାଇବା ପାଇଁ ସମସ୍ତ ପ୍ରୟାସ ଜାରି ରଖିଛି। ସାଂପ୍ରତିକ ସମୟରେ ସମଗ୍ର ଦେଶରେ ଅତି ଗୁରୁତର ରୋଗୀମାନଙ୍କର ଚିକିତ୍ସା ପାଇଁ ଅମ୍ଳଜାନ ସବୁଠାରୁ ଜରୁରୀ ଆବଶ୍ୟକତା ହୋଇଛି। ରିଲାଏନ୍ସ ପାରମ୍ପରିକ ଭାବେ ତରଳ ଅମ୍ଳଜାନର ଉତ୍ପାଦନକାରୀ ହୋଇନଥିବାବେଳେ ସଂପ୍ରତି ଗୋଟିଏ ସ୍ଥାନରେ ଏହି ଜୀବନ ରକ୍ଷାକାରୀ ସମ୍ବଳର ଦେଶରେ ସର୍ବବୃହତ ଉତ୍ପାଦନକାରୀ ହୋଇଛି। ଜାମନଗରସ୍ଥିତ ଏହାର ବିଶୋଧନାଗାର-ତଥା-ପେଟ୍ରୋରସାୟନ କଂପ୍ଲେକ୍ସ ତଥା ଏହାର ଅନ୍ୟାନ୍ୟ ୟୁନିଟରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ ସଂପ୍ରତି ଦୈନିକ ୧୦୦୦ ମେଟ୍ରିକ ଟନ୍‌ରୁ ଅଧିକ ମେଡିକାଲ ଗ୍ରେଡ ତରଳ ଅମ୍ଳଜାନ ଉତ୍ପାଦନ କରୁଛି, ଯାହା ଭାରତରେ ହେଉଥିବା ମୋଟ ଉତ୍ପାଦନର ୧୧ ପ୍ରତିଶତ । ଏହି ଅନୁସାରେ ଏହା ପ୍ରତି ଦଶ ଜଣରେ ଜଣେ ରୋଗୀଙ୍କର ଅମ୍ଳଜାନ ଆବଶ୍ୟକତା ପୂରଣ କରୁଛି। ଏହି ଅମ୍ଳଜାନ କୋଭିଡ-୧୯ରେ…

Read More

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୦୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୦୯୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୧ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୯୭୨ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୫ ହଜାର ୫୦୮ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୫୦୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୭ ହଜାର ୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮ ହଜାର ୧୬୮ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୬୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Read More

ରମେଶ ମହାନ୍ତି ଜଗତସିଂହପୁର: କରୋନାର ଦ୍ୱିତୀୟ ଲହରୀ ସଂକ୍ରମଣ ଦୃତ ଗତିରେ ହୁ ହୁ ହୋଇ ବଢୁଥିବା ବେଳେ ଜଗତସିଂହପୁର ଜିଲ୍ଲାରେ ଆଜି ସର୍ବାଧିକ ୨୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ପାରାଦ୍ବୀପରୁ ସର୍ବାଧିକ ୫୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କୁଜଙ୍ଗ ବ୍ଲକରୁ ୪୩ଜଣ , ଜଗତସିଂହପୁର ବ୍ଲକରୁ ୩୦ଜଣ, ବାଲିକୁଦା ବ୍ଲକରୁ ୨୫ଜଣ, ବିରିଡ଼ି ବ୍ଲକରୁ ୨୦ଜଣ, ନାଉଗାଁ ବ୍ଲକରୁ ୧୭ଜଣ, ତିର୍ତ୍ତୋଲ ବ୍ଳକରୁ ୧୫ଜଣ, ଜଗତସିଂହପୁର ମ୍ୟୁନିସିପାଲିଟିରୁ ୧୫ଜଣ, ଏରସମା ବ୍ଲକରୁ ୧୪ଜଣ ଓ ରଘୁନାଥପୁର ବ୍ଲକରୁ ୧୨ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୪୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଥିସହିତ ଜଗତସିଂହପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ସମୁଦାୟ ୧୦୪୩୪ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୯୬୪୮ ଜଣ ସୁସ୍ଥ ହୋଇଥିବା ବେଳେ ୩୯ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ବର୍ତ୍ତମାନ ଜିଲ୍ଲାରେ ୭୪୭ଜଣ ଆକ୍ରାନ୍ତ ସକ୍ରିୟ ରହିଛନ୍ତି ବୋଲି…

Read More

ଭୁବନେଶ୍ୱର: ଓଡ଼ିଶା ବ୍ୟବସାୟୀ ସଂଘ ସମ୍ପାଦକ ସୁଧାକର ପଣ୍ଡାଙ୍କ ନିଷ୍ପତ୍ତିକୁ ଓଡ଼ିଶା ପ୍ରଦେଶ କଂଗ୍ରେସର ବରିଷ୍ଠ ନେତା ଡଃ ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ର ସ୍ୱାଗତ କରିବା ସହ ଏକ ପ୍ରେସ୍ ବିବୃତ୍ତିରେ କହିଛନ୍ତି ଯେ, ରାଜ୍ୟରେ କରୋନାର ଜଟିଳ ସ୍ଥିତି ଦେଖିଲା ପରେ, ସଟଡାଉନ ହିଁ ଏକମାତ୍ର ଉପାୟ ବୋଲି ମାନିବାକୁ ପଡ଼ିବ। ସାଧାରଣ ଭାବେ ଶ୍ରମିକ, ଦିନ ମଜୁରିଆ, କ୍ଷୁଦ୍ର ବ୍ୟବସାୟୀ ଅସୁବିଧାର ସମ୍ମୁଖୀନ ହେବେ ସତ କିନ୍ତୁ ଏ ସବୁଠାରୁ ମଣିଷ ଜୀବନ ଯଥେଷ୍ଟ ମୂଲ୍ୟବାନ ବୋଲି ଡଃ ଜ୍ଞାନେନ୍ଦ୍ର କହିଛନ୍ତି। ରାଜ୍ୟ ସରକାର ତୁରନ୍ତ ସଟଡ଼ାଉନ କରିବା ସହ ନିତ୍ୟ ବ୍ୟବହାର୍ଯ୍ୟ ପଦାର୍ଥ ସଂଗ୍ରହ ପାଇଁ ସକାଳ ୬ଟାରୁ ୯ଟା ପର୍ଯ୍ୟନ୍ତ କୋହଳ ବ୍ୟବସ୍ଥା କରିବାକୁ ସେ ରାଜ୍ୟ ସରକାରଙ୍କ ଠାରେ ଦୃଢ ଦାବି କରିଛନ୍ତି। ସମସ୍ତ ଜରୁରୀକାଳୀନ ସେବା ପୂର୍ବଭଳି କାର୍ଯ୍ୟ କରିବା ସହ ଜରୁରୀ କାର୍ଯ୍ୟ ଥିବା ବ୍ୟକ୍ତିବିଶେଷଙ୍କ ପ୍ରତି ପୋଲିସ ସମ୍ବେଦନଶୀଳ ହେବାକୁ ସେ…

Read More

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫ ହଜାର ୬୩୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୧୪୬, କଳାହାଣ୍ଡିରୁ ୪୫୧, ସୁନ୍ଦରଗଡରୁ ୪୨୬, କଟକରୁ ୩୬୭, ନୂଆପଡାରୁ ୩୧୮, ପୁରୀରୁ ୩୦୫, ନବରଙ୍ଗପୁରରୁ ୨୫୨, ସମ୍ବଲପୁରରୁ ୨୨୯, ବଲାଙ୍ଗୀରିରୁ ୨୦୯, କେନ୍ଦୁଝରରୁ ୧୯୨, ଝାରସୁଗୁଡାରୁ ୧୭୬, ଗଞ୍ଜାମରୁ ୧୫୩, ସୋନପୁରରୁ ୧୨୯, ଯାଜପୁରରୁ ୧୧୫, ମୟୂରଭଞ୍ଜରୁ ୧୧୫, ରାୟଗଡ଼ାରୁ ୧୦୮, ବରଗଡରୁ ୮୯, ବାଲେଶ୍ବରରୁ ୭୮, ଅନୁଗୁଳରୁ ୭୨, ଭଦ୍ରକରୁ ୭୧, ଗଜପତିରୁ ୬୯, ନୟାଗଡରୁ ୬୮, ଦେବଗଡରୁ ୬୭, କୋରାପୁଟରୁ ୪୮, ଜଗତସିଂହପୁରରୁ ୪୭, କେନ୍ଦ୍ରାପଡାରୁ ୪୧, କନ୍ଧମାଳରୁ ୨୬, ବୌଦ୍ଧରୁ ୧୩, ମାଲକାନାଗିରିରୁ ୯, ଢେଙ୍କାନାଳରୁ ୬ ଏବଂ ଷ୍ଟେଟ ପୁଲରୁ ୨୩୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩…

Read More