ଭୁବନେଶ୍ବର, ଆଜି ହେଉଛି ପବିତ୍ର ଅଶୋକାଷ୍ଟମୀ। ସାରା ଓଡିଶାରେ ଏହି ପାଳିତ ହେଉ ନ ଥିଲେ ମଧ୍ୟ ପ୍ରଭୃ ଲିଙ୍ଗରାଜଙ୍କର ଏହି ଦିନଟି ହେଉଛି ବେଶ ଗୁରୁତ୍ବପୂର୍ଣ୍ଣ। କାରଣ ଏହି ଅଶୋକାଷ୍ଟମୀରେ ପ୍ରଭୃ ଲିଙ୍ଗରାଜଙ୍କ ରଥଯାତ୍ରା ଅନୁଷ୍ଠିତ ହୋଇଥାଏ। ଏହି ରଥଯାତ୍ରାକୁ ରୁକୁଣା ରଥଯାତ୍ରା ବୋଲି କୁହାଯାଇଥାଏ। ସାଧାରଣତଃ ଅଶୋକାଷ୍ଟମୀ ପରେ ପଡିଥାଏ ରାମ ନବମୀ। ପରଦିନ ରାମ ନବମୀ ପଡୁଥିବାରୁ ସାଧାରଣତଃ ଅଶୋକାଷ୍ଟମୀ ଅଶୋକ ବନ ସହିତ ଯୋଡି ହୋଇଥାଏ। ଏହି ଦିନ ମା ସୀତା ଦେବୀ ଅଶୋକ ଜଳପାନ କରି ସବୁ ଦୁଃଖ ଭୁଲିଯାଇଥିଲେ ବୋଲି ଲୋକ କଥା ରହିଛି। ରୁକୁଣା ରଥ ଯାତ୍ରାର ମହତ୍ବ ଏକ୍ରାମ କ୍ଷେତ୍ରର ଅଧୀଶ୍ୱର ପ୍ରଭୁ ଲିଙ୍ଗରାଜଙ୍କର ଚତୁର୍ଦ୍ଦଶ ଯାତ୍ରା ମଧ୍ୟରୁ ଅଶୋକାଷ୍ଟମୀ ଅନ୍ୟତମ । ଚୈତ୍ର ମାସ ଶୁକ୍ଳପକ୍ଷ ପୁନର୍ବସୁ ନକ୍ଷତ୍ରଯୁକ୍ତ ଅଷ୍ଟମୀ ତିଥିରେ ଅନୁଷ୍ଠିତ ହେଉଥିବା ପ୍ରଭୁ ଲିଙ୍ଗରାଜଙ୍କର ରଥଯାତ୍ରା ଉତ୍ସବରେ ପ୍ରଭୁଙ୍କୁ ଅଶୋକ ଫୁଲର କଢ଼ି ସମର୍ପଣ କରାଯାଉଥିବା…
Author: Samikhsya Bureau
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାର ବରିଷ୍ଠ ସାମ୍ବାଦିକ ଦୀନେଶ ପଣ୍ଡାଙ୍କ ଗତ ରବିବାର ସଂଧ୍ୟାରେ ଭବାନୀପାଟଣା ଜିଲ୍ଲା ସଦରମହକୁମା ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ୫୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। କୋଭିଡ ଟୀକା ନେଇସାରିଥିବା ବେଳେ ଏଭଳି ଅପ୍ରତ୍ୟାଶିତ ଭାବେ ଗଣମାଧ୍ୟମ ପ୍ରତିନିଧିଙ୍କ ଦେହାନ୍ତ ଘଟଣାକୁ ସାମ୍ବାଦିକ ମହଲର ସହଜରେ ଗ୍ରହଣ କରାଯାଇପାରୁନାହିଁ। ତାଙ୍କର ପୈତୃକ ଗ୍ରାମ କଲମପୁର ବ୍ଲକ ଅନ୍ତଗ୍ରତ ମୀନଗୁର ଠାରେ ଶେଷକୃତ୍ୟ ସଂପାଦନ କରାଯାଇଛି। ପତ୍ନୀ ଓ ଦୁଇପୁତ୍ରଙ୍କୁ ଛାଡି ଇହଧାମ ତ୍ୟାଗ କରିଥିବା ସ୍ୱର୍ଗତ ପଣ୍ଡା ଦୀର୍ଘ ୧୫ ବର୍ଷରୁ ଉର୍ଦ୍ଧ୍ୱହେବ ଦୈନିକ ଓଡିଆ ସମ୍ବାଦପତ୍ର ଶ୍ରୃତିର ଧର୍ମଗଡ ଉପଖଣ୍ଡ ପ୍ରତିନିଧି ଭାବେ କାର୍ଯ୍ୟ କରୁଥିଲେ। ଜୁନାଗଡ ସହରରେ ଦୀର୍ଘ ଦିନ ହେବ ସପରିବାର ରହୁଥିବା ବେଳେ ଜୁନାଗଡ ସାମ୍ବାଦିକ ସଂଘର ପ୍ରତିଷ୍ଠାତା ସଭ୍ୟ ଭାବେ ଦାୟୀତ୍ୱ ତୁଳାଇଥିବା ସହିତ କଳାହାଣ୍ଡି ସାମ୍ବାଦିକ ୟୁନିଅନର ମଧ୍ୟ ପ୍ରତିଷ୍ଠାତା ସଭ୍ୟ ଥିଲେ। ଜଣେ ନିଷ୍ଠାପର, ସରଳ,…
ସୀତାରାମ ଅଗ୍ରୱାଲ ବାଲୁଗାଁ: ଆନ୍ତରାଜ୍ୟ ଚୋରା ଗଞ୍ଜେଇ ଚାଲାଣକାରୀ ଗ୍ୟାଙ୍ଗର ସଦସ୍ୟଙ୍କୁ ଧରିବାରେ ସଫଳ ହୋଇଛି ବାଲୁଗାଁ ଅବକାରୀ ବିଭାଗ। ହସ୍ତଗତ ତଥ୍ୟ ଅନୁଯାୟୀ ସୁଦୂର ମାଲକାନଗିରିରୁ ଖୋର୍ଦ୍ଧା ଜିଲ୍ଲା ଦେଇ ବସ ଯୋଗେ ଚୋରାରେ ଗଞ୍ଜେଇ ଚାଲାଣ ରାଜ୍ୟ ବାହାରର ବିଭିନ୍ନ ଅଞ୍ଚଳକୁ ପଠାଯାଉଥିଲା। ପୂର୍ବରୁ ଏହି ଖବର ବାଲୁଗାଁ ଅବକାରୀ ବିଭାଗ ପାଖରେ ପହଞ୍ଚିଥିଲା। ଏହି ପରିପ୍ରେକ୍ଷୀରେ ଆଜି ସକାଳୁ ଟାଙ୍ଗୀ ଅବକାରୀ ନିରୀକ୍ଷକ ଆଲୋକ ପ୍ରଧାନ ଏବଂ ବାଲୁଗାଁ ଅବକାରୀ ଉପ ନିରୀକ୍ଷକ ମନୋଜ ବାରିକଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଟିମ ଗଠନ କରାଯାଇ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅନ୍ତର୍ଗତ ନାଭାଲ ଛକ ଏବଂ ଟାଙ୍ଗୀ ଥାନା ଅନ୍ତର୍ଗତ କୁହୁଡି ବସ ଷ୍ଟାଣ୍ଡରେ ପୃଥକ ପୃଥକ ଭାବେ ଚଢ଼ାଉ କରାଯାଇଥିଲା। ଭୋର ଚାରି ଟାରୁ ଦିନ ୯ ଘଟିକା ଯାଏଁ ଉକ୍ତ ଚଢ଼ାଉ ଜାରି ରହିଥିଲା। ଏହି ସମୟରେ ନାଭାଲ ଛକରେ ମାଲକାନଗିରିରୁ ଆସୁଥିବା ଏକ…
ନୂଆଦିଲ୍ଲୀ: ଭାରତରେ କରୋନା ଟୀକାର ଅଭାବ ହୋଇଥିବା ବହୁ ରାଜ୍ୟ ଅଭିଯୋଗ କରିଛି। ହେଲେ ଦେଶରେ ଏପ୍ରିଲ ୧୧ ତାରିଖ ଯାଏଁ ବ୍ୟବହାର ହୋଇଥିବା ମୋଟ ଟୀକା ମଧ୍ୟରୁ ୨୩ ପ୍ରତିଶତ ଟୀକା ଡୋଜ ନଷ୍ଟ ହୋଇଛି। ଆରଟିଆଇ ମାଧ୍ୟମରୁ ଏଭଳି ଏକ ସୂଚନା ସାମ୍ନାକୁ ଆସିଛି। ଆରଟିଆଇ ଦ୍ଵାରା ସୂଚନା ମିଳିଛି କି, ଏପ୍ରିଲ ୧୧ ତାରିଖ ପର୍ୟ୍ଯନ୍ତ ଦେଶରେ ବ୍ୟବହାର ହୋଇଥିବା ମୋଟ ୧୦ କୋଟି ୩୪ ଲକ୍ଷ ଟୀକା ମଧ୍ୟରୁ ୪୪ ଲକ୍ଷ ୭୮ ହଜାରରୁ ଉର୍ଦ୍ଧ୍ଵ ଟୀକା ଡୋଜ ଖରାପ ହୋଇଛି। ସର୍ବାଧିକ ରାଜସ୍ଥାନରେ ୬ ଲକ୍ଷ ୧୦ ହଜାର ୫୫୧ ଟୀକା ଡୋଜ ନଷ୍ଟ ହୋଇଥିବା ବେଳେ ତାମିଲନାଡୁରେ ୫ ଲକ୍ଷ ୪ ହଜାର ୭୨୪, ଉତ୍ତରପ୍ରଦେଶରେ ୪ ଲକ୍ଷ ୯୯ ହଜାର ୧୧୫, ମହାରାଷ୍ଟ୍ରରେ ୩ ଲକ୍ଷ ୫୬ ହଜାର ୭୨୫ ଡ଼ୋଜ ଖରାପ ହୋଇଛି। ସେହିଭଳି ଓଡିଶାରେ ୧ ଲକ୍ଷ ୪୧…
ଭୁବନେଶ୍ବର: ଭୁବନେଶ୍ବରର ସବୁ ଧାର୍ମିକ ଅନୁଷ୍ଠାନ ବନ୍ଦ ପାଇଁ ନିଷ୍ପତ୍ତି ହୋଇଛି। କୋଭିଡ଼ ସଂକ୍ରମଣ ଯୋଗୁଁ ବିଏମସି ଏଭଳି ନିଷ୍ପତ୍ତି ନେଇଛି। ଶ୍ରଦ୍ଧାଳୁଙ୍କୁ ଧାର୍ମିକ ଅନୁଷ୍ଠାନ ଭିତରକୁ ପ୍ରବେଶ ପାଇଁ ରୋକ ଲାଗିଛି। ଧାର୍ମିକ ଅନୁଷ୍ଠାନରେ କେବଳ ରୀତିକାନ୍ତି ଏବଂ ପୂଜାର୍ଚ୍ଚନା ହୋଇପାରିବ। ବିଭିନ୍ନ ଧର୍ମ ଗୁରୁଙ୍କ ସହ ବିଏମସିର ଆଲୋଚନା ପରେ ଏଭଳି ନିଷ୍ପତ୍ତି ହୋଇଛି। ତେବେ ଧାର୍ମିକ ଅନୁଷ୍ଠାନ ପାଇଁ ଏକ ନୂଆ ଗାଇଡଲାଇନ ବିଏମସି ଜାରି କରିବ।
କଟକ: ଆସନ୍ତା ମେ’ ୧ ତାରିଖରୁ ୧୮ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତି ଟୀକା ନେବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛି। ତେଣୁ ଆଗାମୀ ଦିନରେ ରାଜ୍ୟରେ ଟୀକାକରଣ ପ୍ରକ୍ରିୟା ଆହୁରି ବଢିବ। ସେଥିପାଇଁ କଟକ ଏସସିବି ମେଡିକାଲ କଲେଜରେ ଆଉ ଦୁଇଟି ଟୀକା କେନ୍ଦ୍ର ଖୋଲିବ। ଏସସିବିରେ ଏବେ ଦୈନିକ ୨୦୦୦ ଟୀକାଦାନ କରାଯାଉଛି। ଆଗକୁ ଟୀକାଦାନ ଆହୁରି ବଢୁଥିବାରୁ ଏସସିବିରେ ଆଉ ୨ ଟି କେନ୍ଦ୍ର ବଢାଇବା ପାଇଁ ଯୋଜନା ଚାଲିଛି। ଏସସିବିର ଜରୁରୀକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା ଏନେଇ ସୂଚନା ଦେଇଛନ୍ତି।
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୫୩ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଆଜି ନୂଆପଡା ଜିଲ୍ଲାରୁ ୩ ଜଣ ଆକ୍ରାନ୍ତ କରୋନାରେ ମୃତ୍ୟୁବରଣ କରିଥିବା ବେଳେ କେନ୍ଦୁଝର ଜିଲ୍ଲାରୁ ଜଣେ ଏବଂ ରାୟଗଡା ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜି ନୂଆପଡା ଜିଲ୍ଲାର ୩ ଜଣ ମୃତକଙ୍କ ମଧ୍ୟରୁ ଜଣେ ୮୦ ବର୍ଷିୟା ମହିଳାଙ୍କ ମୃତ୍ୟୁ ହିଥିବା ବେଳେ ଜଣେ ୬୦ ବର୍ଷିୟା ମହିଳା ଏବଂ ଜଣେ ୩୮ ବର୍ଷିୟା ମହିଳାଙ୍କ ମୃତ୍ୟୁ ହୋଇଛି। ସେହିଭଳି ରାୟଗଡା ଜିଲ୍ଲାରୁ ଜଣେ ୪୭ ବର୍ଷିୟ ପୁରୁଷଙ୍କ ମୃତ୍ୟୁ ହୋଇଥିବା ବେଳେ କେନ୍ଦୁଝର ଜିଲ୍ଲାରୁ ଜଣେ ୫୨ ବର୍ଷିୟ ପୁରୁଷଙ୍କ ମୃତ୍ୟୁ ହୋଇଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ…
ଭୁବନେଶ୍ବର: ଉତ୍ତରାଖଣ୍ଡ କୁମ୍ଭମେଳାରୁ ଫେରିଥିବା ୧୩ ଜଣ ଶ୍ରଦ୍ଧାଳୁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। କଟକ ରେଲୱେ ଷ୍ଟେସନରେ ୩୦ ଜଣ ଶ୍ରଦ୍ଧାଳୁ ପହଞ୍ଚିଥିଲେ। ସେଠାରେ ମୋଟ ୩୦ ଟି ନମୁନାରୁ ୧୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ କଟକ ମହାନଗର ନିଗମ ସୂଚନା ଦେଇଛି।
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୫୯ ହଜାର ୧୭୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧ ହଜାର ୭୬୧ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୫୦ ଲକ୍ଷ ୬୧ ହଜାର ୯୧୯ ରେ ପହଞ୍ଚିଛି। ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୮୦ ହଜାର ୫୩୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୩୧ ଲକ୍ଷ ୮ ହଜାର ୫୮୨ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨୦ ଲକ୍ଷ ୩୧ ହଜାର ୯୭୭ ଆକ୍ଟିଭ୍ କେସ୍ ରହିଛି।
ଭୁବନେଶ୍ବର: ଆଜି ରାଜ୍ୟରେ ୪ ହଜାର ୭୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୨୭୮୫ ଜଣ ଚିହ୍ନଟ ହୋଇଥିବା ବେଳେ ୧୯୭୬ ଟି ଲୋକାଲ କେସ୍ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୭୭ ହଜାର ୪୬୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୪୭ ହଜାର ୬୩୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୭ ହଜାର ୮୨୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୪୮ କୁ ବୃଦ୍ଧି ହୋଇଛି। ଆଜି ମୋଟ ୩୦ ଟି ଜିଲ୍ଲାରୁ ୪ ହଜାର ୭୬୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୮୨୦ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୬୭୩ ଜଣ, ଅନୁଗୁଳ ୮୧…
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଔଷଧ ଉଦ୍ୟୋଗର ନେତୃବର୍ଗଙ୍କ ସହିତ ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରିଛନ୍ତି। ମହାମାରୀ ବିରୋଧରେ ଲଢ଼େଇରେ ଔଷଧ ଉଦ୍ୟୋଗ ଜଗତର ଗୁରୁତ୍ବପୂର୍ଣ୍ଣ ଭୂମିକାକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଥିଲେ। ଏପରି ସଂଘର୍ଷପୂର୍ଣ୍ଣ ସମୟରେ ମଧ୍ୟ ଦ୍ରୁତ ଗତିରେ କାର୍ୟ୍ୟ କରୁଥିବାରୁ ଔଷଧ ଉଦ୍ୟୋଗକୁ ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶଂସା କରିଥିଲେ। ପ୍ରଧାନମନ୍ତ୍ରୀ ମତ ଦେଇ କହିଥିଲେ ଯେ ଫାର୍ମା ଉଦ୍ୟୋଗର ପ୍ରୟାସ କାରଣରୁ ଭାରତ ଆଜି ‘ଫାର୍ମାସୀ ଅଫ ଓ୍ବାର୍ଲ୍ଡ’ ବା ବିଶ୍ବ ଔଷଧ ଜଗତର କେନ୍ଦ୍ର ଭାବେ ପରିଚିତ ହୋଇପାରିଛି। ସେ କହିଥିଲେ ଯେ ମହାମାରୀ ସମୟରେ ସାରା ବିଶ୍ବର ୧୫୦ଟି ଦେଶକୁ ଅତ୍ୟାବଶ୍ୟକ ଔଷଧ ଯୋଗାଇ ଦିଆଯାଇଥିଲା। ପ୍ରଧାନମନ୍ତ୍ରୀ କହିଥିଲେ ଯେ ସମସ୍ତ ସମସ୍ୟା ସତ୍ତ୍ବେ ଗତ ବର୍ଷ ରପ୍ତାନି କ୍ଷେତ୍ରରେ ଭାରତୀୟ ଔଷଧ ଉଦ୍ୟୋଗ ୧୮ ପ୍ରତିଶତ ଅଭିବୃଦ୍ଧି ହାସଲ କରିପାରିଥିଲା, ଯାହାକି ଏହି କ୍ଷେତ୍ରର ସମ୍ଭାବନାକୁ ଉଜାଗର କରିଥାଏ। କରୋନା ଭୂତାଣୁର ଦ୍ବିତୀୟ…
ନୂଆଦିଲ୍ଲୀ, ପ୍ରତିରକ୍ଷା ଗବେଷଣା ଓ ଉନ୍ନୟନ ସଂସ୍ଥା ଡିଆରଡିଓ ପକ୍ଷରୁ ଏସପିଓ୨ ଭିତ୍ତିକ ଏକ ସପ୍ଲିମେଣ୍ଟାରୀ ଅକ୍ସିଜେନ ଯୋଗାଣ ବ୍ୟବସ୍ଥା (ଏକ ଯନ୍ତ୍ର) ବିକଶିତ କରାଯାଇଛି । ସୀମାନ୍ତରେ ଓ ଉଚ୍ଚ ପାର୍ବତ୍ୟାଞ୍ଚଳରେ ଅତ୍ୟନ୍ତ ପ୍ରତିକୂଳ ପରିସ୍ଥିତିରେ କାମ କରୁଥିବା ସୈନିକଙ୍କ ପାଇଁ ଏହି ବ୍ୟବସ୍ଥା ମୁଖ୍ୟତଃ ଉଦ୍ଦିଷ୍ଟ । ଏଥିରେ ରକ୍ତ ଅମ୍ଳଜାନକୁ ପରିପୂର୍ଣ୍ଣ ଓ ପରିପୁଷ୍ଟକରି ରଖିବାର ସୁବିଧା ରହିଛି । ଏହି ଯନ୍ତ୍ର ଅକ୍ସିଜେନ ସାଚ୍ୟୁରେସନ ସପ୍ଲିମେଣ୍ଟାଲ ଡେଲିଭରି ସିଷ୍ଟମ ନାମରେ ପରିଚିତ । ବେଙ୍ଗାଲୁରସ୍ଥିତ ପ୍ରତିରକ୍ଷା ବାୟୋ-ଇଞ୍ଜିନିୟରିଂ ଓ ଇଲେକ୍ଟ୍ରୋ ମେଡିକାଲ ଲାବରେଟୋରୀ (ଡିଇବିଇଏଲ) ଦ୍ୱାରା ଏହି ଯନ୍ତ୍ରଟି ବିକଶିତ ହୋଇଛି । ଏହାର ଉଦ୍ଦେଶ୍ୟ ହେଲା ଅମ୍ଳଜାନ ଅଭାବରୁ ମୃତ୍ୟୁମୁଖରୁ ମଣିଷକୁ ବଞ୍ଚାଇବା । ରକ୍ତରେ ଅମ୍ଳଜାନର ସ୍ୱାଭାବିକ ସ୍ତର କମିଲେ ଏହା ଗୁରୁତର ଜଟିଳତା ସୃଷ୍ଟି କରେ । ସ୍ନାୟୁ ଓ ଶରୀରର ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ଅମ୍ଳଜାନ ଅଭାବରୁ ନିଷ୍କ୍ରିୟ ହୋଇ…
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କୋଭିଡ-୧୯ ପ୍ରସଙ୍ଗ ଏବଂ ଟିକାକରଣ ଅଗ୍ରଗତି ସମ୍ପର୍କରେ ଭିଡିଓ କନଫରେନ୍ସିଂ ଜରିଆରେ ସାରା ଦେଶର ଡାକ୍ତରମାନଙ୍କ ସହିତ ଆଲୋଚନା କରିଛନ୍ତି। କରୋନା ଭୂତାଣୁ ମହାମାରୀ ସମୟରେ ଦେଶ ପ୍ରତି ଅମୂଲ୍ୟ ସେବା ଯୋଗାଇ ଦେଇଥିବାରୁ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀମାନଙ୍କୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଥିଲେ। ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ ଗତବର୍ଷ, ଏହି ସମୟରେ, ଆମ ଡାକ୍ତରମାନଙ୍କର ପରିଶ୍ରମ ଏବଂ ଦେଶର ରଣନୀତି କାରଣରୁ ଆମେ କରୋନା ଭୂତାଣୁ ଲହରୀକୁ ନିୟନ୍ତ୍ରଣ କରିବାରେ ସକ୍ଷମ ହୋଇଥିଲୁ। ବର୍ତ୍ତମାନ ଦେଶ କରୋନା ଭୂତାଣୁର ଦ୍ବିତୀୟ ଲହରୀର ସମ୍ମୁଖୀନ ହେଉଛି। ସମସ୍ତ ଡାକ୍ତର, ଆମ ଆଗଧାଡ଼ିର କର୍ମୀ ସମ୍ପୂର୍ଣ୍ଣ ଶକ୍ତି ସହିତ ମହାମାରୀର ମୁକାବିଲା କରୁଛନ୍ତି ଏବଂ ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ବଞ୍ଚାଉଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ ନିକଟରେ କେନ୍ଦ୍ର ସରକାର ଜରୁରୀ ଔଷଧ, ଇଞ୍ଜେକ୍ସନ ଓ ଯଥେଷ୍ଟ ପରିମାଣର ଅକ୍ସିଜେନ ଯୋଗାଣ ସଂକ୍ରାନ୍ତରେ ଗୁରୁତ୍ବପୂର୍ଣ୍ଣ…
ନୂଆଜିଲ୍ଲୀ, ପୁଣି ଥରେ ଦେଶକୁ ସେହି ଦୟନିୟ ଅବସ୍ଥାକୁ ଫେରି ଆସୁଛି। ଦିଲ୍ଲୀରେ ଛଅ ଦିନ ପାଇଁ ଲକ ଡାଉନ ଘୋଷଣା ହେବା ପରେ ଶ୍ରମିକଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଛି। ବିଭିନ୍ନ ରାଜ୍ୟରୁ କାମ କରିବାକୁ ଯାଇଥିବା ଶ୍ରମିକମାନେ ବର୍ତ୍ତମାନ ଘରକୁ ଫେରିବା ଆରମ୍ଭ କରିଛନ୍ତି। ଫଳରେ ଦିଲ୍ଲୀର ବିଭିନ୍ନ ବସଷ୍ଟାଣ୍ଡ ଏବଂ ରେଳ ଷ୍ଟେସନରେ ଶ୍ରମିକଙ୍କର ଭିଡ ଆରମ୍ଭ ହୋଇଯାଇଛି। ଦିଲ୍ଲୀର ଆନନ୍ଦ ବିହାର ବସ ଟରର୍ମିନାଲରେ ଶ୍ରମିକମାନେ ଘରକୁ ଫେରିବା ପାଇଁ ନାହିଁ ନ ଥିବା ଭିଡ କରିଥିଲେ। ଲକଡାଉନ ଘୋଷଣା ବେଳେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲା ଶ୍ରମିକଙ୍କୁ ଘରକୁ ନ ଫେରିବା ପାଇଁ ହାତ ଯୋଡି କହିଥିଲେ। ହେଲେ ତାଙ୍କ କଥା କେହି ଶୁଣିବାକୁ ନାରାଜ। ଲକଡାଉନ ପୂର୍ବରୁ କିପରି ଘରକୁ ଫେରିବେ ସେ ନେଇ ଶ୍ରମିକମାନେ ବିଭିନ୍ନ ସ୍ଥାନରେ ଭିଡ ଆରମ୍ଭ କରିଦେଲେଣି। ଏହାକୁ ନେଇ ପୁଣି ଥରେ ସରକାରଙ୍କ ଚିନ୍ତା ବଢିବାରେ ଲାଗିଛି।
ମେଷ: – ଆଜି ଆପଣ ଖାଦ୍ୟର ବିଶେଷ ଯତ୍ନ ନେବାକୁ ପଡିବ, ନଚେତ୍ ସ୍ୱାସ୍ଥ୍ୟ ଖରାପ ହୋଇପାରେ । କ୍ରୋଧର ପରିମାଣ ଅଧିକ ହେବ, ତେଣୁ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଏହା ସହିତ, ଆପଣ ମଧ୍ୟ ବକ୍ତବ୍ୟରେ ସଂଯମ ରଖନ୍ତୁ । ଅନୈତିକ କାର୍ଯ୍ୟରୁ ଦୂରରେ ରୁହନ୍ତୁ । ସରକାର ବିରୋଧୀ ପ୍ରବୃତ୍ତି ହେତୁ ସମସ୍ୟା ସୃଷ୍ଟି ନ କରିବାକୁ ଧ୍ୟାନ ଦିଅନ୍ତୁ। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ । ବୃଷ: – ଆଜି ଆପଣ କ୍ରୋଧ ଉପରେ ସଂଯମତା କରିବା ଆବଶ୍ୟକ, ନଚେତ୍ ଏକ ବୃଥା ବିବାଦରେ ଫସିଯିବେ । ପେଟ ସମ୍ବନ୍ଧୀୟ ରୋଗର ସମସ୍ୟା ହେବ । କାର୍ଯ୍ୟରେ ସଫଳତାର ଅଭାବ ହେତୁ ନିରାଶ ହେବାର ସମ୍ଭାବନା ମଧ୍ୟ ଅଛି । ସାହିତ୍ୟ କିମ୍ବା ଅନ୍ୟ କୌଣସି ସୃଜନଶୀଳ କଳା ପ୍ରତି ଆଗ୍ରହୀ ହେବେ । ପିଲାମାନଙ୍କ ପାଇଁ ଚିନ୍ତା ଯୋଗୁଁ, ମନରେ ଚିନ୍ତା ହେବ…
ଧନୁ : – ଆଜି, ସାଂସାରିକ ଜୀବନର ଆନନ୍ଦକୁ ବିଶେଷ ଉପଭୋଗ କରିପାରିବେ । ପରିବାର ସଦସ୍ୟଙ୍କ ସହ ସାମାଜିକ ସମାବେଶ ପାଇଁ ବାହାରକୁ ଯାଇପାରିବେ । ସ୍ୱଳ୍ପ ରହଣି ସଂଗଠିତ ହେବ । ବ୍ୟବସାୟୀମାନେ ବାଣିଜ୍ୟ ବୃଦ୍ଧି କରିପାରିବେ । ମୀନ: – ଆଜି ପ୍ରତିକୂଳ ପରିସ୍ଥିତିର ପରିପୂର୍ଣ୍ଣ ଦିନ ହେବ। ଆଜି ଆପଣଙ୍କର ଉତ୍ସାହର ଅଭାବ ରହିବ । ପରିବାର ସହିତ ଝଗଡା କିମ୍ବା ଫଳହୀନ ଆଲୋଚନାର ବିଷୟ ହେବ । ଏହା ଆପଣଙ୍କ ମନକୁ ବିବ୍ରତ କରିପାରେ ।
ସିଂହ: – ଆଜି ଆପଣ ଶାରୀରିକ ଏବଂ ମାନସିକ ସ୍ତରରେ ଚିନ୍ତିତ ହେବେ । ଚିନ୍ତା ମାନସିକ ଭାର ସୃଷ୍ଟି କରିପାରେ, ଯାହା ଆପଣଙ୍କୁ ମାନସିକ ସ୍ତରରେ ଅସୁସ୍ଥ କରିପାରେ । ପରିବାର ସଦସ୍ୟଙ୍କ ସହିତ ବିଚଳିତ ହେବାର ଏକ ଘଟଣା ମଧ୍ୟ ହୋଇପାରେ, ଯେଉଁଥିପାଇଁ ଘରର ପରିବେଶ ଖରାପ ହୋଇପାରେ । ତୂଳା: – ଆଜି ଅଳସୁଆ ଏବଂ ଥକାପଣର ଦିନ ହେବ । ଆପଣ ଆକ୍ରମଣାତ୍ମକ ପ୍ରକୃତିରେ ମାନସିକ ସ୍ତରରେ ଚିନ୍ତିତ ହେବେ । ପେଟ ସମ୍ବନ୍ଧୀୟ ଯନ୍ତ୍ରଣା ଅସ୍ୱାଭାବିକତା ସୃଷ୍ଟି କରିବ । ସଫଳତା ପାଇବା ପାଇଁ ଆପଣଙ୍କୁ ଅଧିକ କରିବାକୁ ପଡିବ ।
ମେଷ: – ଆଜି ଆପଣ ଖାଦ୍ୟର ବିଶେଷ ଯତ୍ନ ନେବାକୁ ପଡିବ, ନଚେତ୍ ସ୍ୱାସ୍ଥ୍ୟ ଖରାପ ହୋଇପାରେ । କ୍ରୋଧର ପରିମାଣ ଅଧିକ ହେବ, ତେଣୁ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଏହା ସହିତ, ଆପଣ ମଧ୍ୟ ବକ୍ତବ୍ୟରେ ସଂଯମ ରଖନ୍ତୁ । ମିଥୁନ: – ଆଜି ଆପଣଙ୍କ ମନରୁ ନକାରାତ୍ମକ ଚିନ୍ତାଧାରା ଦୂର ହୋଇଯିବ । ଆପଣଙ୍କୁ କ୍ରୋଧ ଏବଂ ବକ୍ତବ୍ୟରେ ସଂଯମ ହେବାକୁ ପଡିବ । ଯଦି ସମ୍ଭବ, କାହା ସହିତ ବିତର୍କ କିମ୍ବା ଝଗଡାକୁ ଏଡାଇ ଦିଅନ୍ତୁ । ଆପଣଙ୍କର ଖାଦ୍ୟ ଅଭ୍ୟାସକୁ ନିୟନ୍ତ୍ରଣ କରନ୍ତୁ । ଶାରୀରିକ ସ୍ୱାସ୍ଥ୍ୟ ମଧ୍ୟମ ହେବ ।
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ବେଆଇନ ଗୋରୁ ଚାଲାଣ ମାଫିଆ ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ପୋଲିସ ହାତରେ ଧରା ପଡ଼ିଛି। ଖୋର୍ଦ୍ଧା ଏସପିଙ୍କ ନିର୍ଦ୍ଦେଶକ୍ରମେ କୁହୁଡି ଫାଣ୍ଡି ଅଧିକାରୀ ନିରଞ୍ଜନ ରାଉତଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଟିମ ଗଠନ କରାଯାଇ ଗତ ଦୁଇ ଦିନ ହେଲା ଖୋର୍ଦ୍ଧା ଏବଂ ନୟାଗଡ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଗୋମାଫିଆଙ୍କୁ ଧରିବା ପାଇଁ ଚଢ଼ାଉ ଜାରି ରହିଥିଲା। ତେବେ ଆଜି ସକାଳେ ଉକ୍ତ ମାଫିଆ ଗ୍ୟାଙ୍ଗର କିଙ୍ଗପିନ ନେହେରୁ ଖାନ(୩୭ )ଙ୍କୁ ପୋଲିସ ଗିରଫ କରିବାରେ ସଫଳ ହୋଇଛି। ଟାଙ୍ଗୀ ଥାନା ତାଙ୍କ ବିରୋଧରେ କେସ ନମ୍ବର ୧୨୬/୨୧ ରେ ମାମଲା ରୁଜୁ କରି ଆଜି କୋର୍ଟ ଚାଲାଣ କରାଯାଇଥିବା ବେଳେ ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ତେବେ ଉକ୍ତ ଘଟଣାର ଲିଙ୍କ ସାରା ରାଜ୍ୟରେ କେଉଁଠି କେଉଁଠି ଅଛି ତାହାର ଅନୁସନ୍ଧାନ ପୋଲିସ ଜାରି ରଖିଥିବାର ବାଲୁଗାଁ ଏସଡ଼ିପିଓ…
ବୃଷ: – ଆଜି ଆପଣ କ୍ରୋଧ ଉପରେ ସଂଯମତା କରିବା ଆବଶ୍ୟକ, ନଚେତ୍ ଏକ ବୃଥା ବିବାଦରେ ଫସିଯିବେ । ପେଟ ସମ୍ବନ୍ଧୀୟ ରୋଗର ସମସ୍ୟା ହେବ । କାର୍ଯ୍ୟରେ ସଫଳତାର ଅଭାବ ହେତୁ ନିରାଶ ହେବାର ସମ୍ଭାବନା ମଧ୍ୟ ଅଛି । କର୍କଟ : – ବ୍ୟବସାୟ ପାଇଁ ଆଜି ଶୁଭ ଦିନ। ବ୍ୟବସାୟ ଏବଂ ଆୟରେ ବୃଦ୍ଧି ଘଟିବ। ସାଙ୍ଗମାନେ ଉପକୃତ ହେବେ । ଚାକିରିରେ ଉଚ୍ଚ ପଦାଧିକାରୀଙ୍କ ସାହାଯ୍ୟରେ ପଦୋନ୍ନତି ମଧ୍ୟ ସମ୍ଭବ ।
କନ୍ୟା: – ଆଜି ଆପଣଙ୍କ ପାଇଁ ଏକ ଭଲ ଦିନ ହେବ । ଚିନ୍ତା ଭାରକ୍ରାନ୍ତରୁ ଆପଣଙ୍କ ମନ ହାଲୁକା ହେବ ଏବଂ ଆପଣ ମାନସିକ ସ୍ତରରେ ଆନନ୍ଦିତ ଅନୁଭବ କରିବେ ଏହା ସହିତ ଶାରୀରିକ ସ୍ୱାସ୍ଥ୍ୟ ମଧ୍ୟ ଭଲ ରହିବ । ପାରିବାରିକ ପରିବେଶ ସୁଖମୟ ହେବ । ବିଛା : – ଆଜି ଆପଣଙ୍କ ପାଇଁ ଶୁଭ ଅଟେ । ପରିବାର, ସ୍ନେହୀ ଏବଂ ବନ୍ଧୁମାନେ ସ୍ନେହ ସମାରୋହରେ ଉପସ୍ଥିତ ରହିପାରିବେ । କାର୍ଯ୍ୟ ଆରମ୍ଭ କରିବା ପାଇଁ ଉତ୍ସାହ ରହିବ, କିନ୍ତୁ ଧ୍ୟାନ ଦିଅନ୍ତୁ ଯେ ଅତ୍ୟଧିକ ଉତ୍ସାହ ହେତୁ କୌଣସି କ୍ଷତି ଯେମିତ ହେବ ନାହିଁ ।

