Author: Samikhsya Bureau

ନୂଆଦିଲ୍ଲୀ, ହୋଲି ହେଉଛି ରଙ୍ଗର ପର୍ବ। ସମସ୍ତେ ବିଭିନ୍ନ ରଂଗ ଧରି ଖେଳିଥାନ୍ତି। ହେଲେ ଅନେକ ଜାଣି ନ ଥାନ୍ତି ଯେ, ହୋଲି ଦିନ ମଧ୍ୟ ବିଭିନ୍ନ ଦୋଷ ଦୂର ପାଇଁ ଭିନ୍ନ ଉପାଚାର କରାଯାଇଥାଏ। ଏହା ଏପରି ଏକ ପର୍ବ ଯାହାକି ସବୁଠୁ ବଡ ସମସ୍ୟାକୁ ଦୂର କରିପାରିବ, ଖରାପ ସମୟକୁ ଭଲରେ ପରିଣତ କରିପାରିବ ଏବଂ ଆପଣଙ୍କ ଦୁର୍ଭାଗ୍ୟକୁ ମଧ୍ୟ ସୌଭାଗ୍ୟ କରିପାରିବ। ଜାଣନ୍ତୁ ହୋଲି ଦିନ କଣ ଉପାଚାର କଲେ ଭାଗ୍ୟ ରଂଗୀନ ହେବ। 1-ଯଦି ଆପଣ ମାନସିକ ଚାପର ଶିକାର ହେଉଛନ୍ତି ଏବଂ ଆପଣଙ୍କର ଅର୍ଥନୈତିକ ଏବଂ ପାରିବାରିକ ପରିସ୍ଥିତି ଭଲ ନୁହେଁ, ତେବେ ହୋଲି ରାତିରେ ଚନ୍ଦ୍ରକୁ କ୍ଷୀର ଦେଇ କିଛି ଧଳା ମିଠା ଦିଅନ୍ତୁ । ଏହା କରିବା ଦ୍ବାରା ଆର୍ଥିକ ଏବଂ ପାରିବାରିକ ସମସ୍ୟା ଦୂର ହୋଇଥାଏ ଏବଂ ମାନସିକ ଶାନ୍ତି ମଧ୍ୟ ପ୍ରାପ୍ତ ହୁଏ । 2- ପରିବାରରେ ଯଦି…

Read More

ମେଷ- କାରବାରରେ ସତର୍କତା ବ୍ୟବହାର କରନ୍ତୁ। ପରିସ୍ଥିତିକୁ ନେଇ ଟଙ୍କା ଚିନ୍ତା କରିବାକୁ ପଡିବ। ଆପଣଙ୍କର ଅନାବଶ୍ୟକ ଖର୍ଚ୍ଚ ହୋଇପାରେ। ଚାକିରି ଏବଂ ବ୍ୟବସାୟରେ ଦ୍ୱନ୍ଦ୍ୱ ବଢିପାରେ। ଟଙ୍କା ମାମଲାରେ ଯତ୍ନବାନ ହେବାକୁ ପଡିବ । ଆପଣଙ୍କ ସ୍ୱାସ୍ଥ୍ୟ ପ୍ରତି ବେପରୁଆ ହୁଅନ୍ତୁ ନାହିଁ । ଅଫିସ୍ କିମ୍ବା କାର୍ଯ୍ୟକ୍ଷେତ୍ରରେ ଏକ ଚାପଗ୍ରସ୍ତ ପରିସ୍ଥିତି ହୋଇପାରେ । ଆପଣ ବନ୍ଧୁ ଏବଂ ପରିବାରର ଆବଶ୍ୟକତାରେ ଅଟକି ଯାଇପାରନ୍ତି । ପେଟ ସମ୍ବନ୍ଧୀୟ ରୋଗ ହେବାର ସମ୍ଭାବନା ଅଛି। ବୃଷ- ଶୀଘ୍ର କୈଣସି କାମ କରନ୍ତୁ ନାହିଁ । ଧାର୍ମିକ ଏବଂ ସାଂସ୍କୃତିକ ମହୋତ୍ସବରେ ଏକ ଅଂଶ ରହିବେ ।  ବ୍ୟବସାୟ ଭଲ କରିବ। ଅଫିସରେ ଚାକିରିକୁ ନେଇ ସନ୍ତୁଷ୍ଟ ରହିବେ। ବିନିଯୋଗ ଇତ୍ୟାଦିରେ ଲାଭବାନ ହେବ। ଘର ବାହାରେ ଜୀବନ ଖୁସି ହେବ। ଆର୍ଥିକ ଦିଗ ଦୃଢ ହେବ। ଘରର ଉପଯୋଗୀ ଜିନିଷଗୁଡ଼ିକ ବୃଦ୍ଧି ପାଇବ । ମୋଟ ଉପରେ, ଆଜି…

Read More

କୁମ୍ଭ- ଆପଣ ଆଜି ଧର୍ଯ୍ୟବାନ ହେବା ଉଚିତ୍। ଟଙ୍କା କ୍ଷେତ୍ରରେ କ୍ଷତି ହୋଇପାରେ। କିଛି ଆଇନଗତ ପ୍ରସଙ୍ଗରେ ଆପଣ ଜଡିତ ହୋଇପାରନ୍ତି। ସମୟର ଯତ୍ନ ନିଅନ୍ତୁ । କିଛି ବିଶେଷ କାର୍ଯ୍ୟ ପାଇଁ ଆପଣଙ୍କୁ ବହୁତ କଠିନ ପରିଶ୍ରମ କରିବାକୁ ପଡିପାରେ । ମୀନ – ଭାଗ୍ୟ ଆପଣଙ୍କ ସହିତ ରହିପାରେ। ଆପଣଙ୍କୁ ଦେଖା କରୁଥିବା ଲୋକମାନେ ଆପଣଙ୍କୁ କିଛି ନୂଆ ଚେଷ୍ଟା କରିବାକୁ ପ୍ରେରଣା ଦେଇପାରିବେ। ଏହି ସମୟରେ କରାଯାଇଥିବା ପ୍ରୟାସ ସଫଳ ହେବାର ସମ୍ଭାବନା ଅଧିକ।

Read More

ଧନୁ- ଶାରୀରିକ ଭାବରେ ବ୍ୟସ୍ତ ରହିବେ। ଆପଣଙ୍କ କାମରୁ ପଛକୁ ଯାଅନ୍ତୁ ନାହିଁ । ଟଙ୍କା ରୋଜଗାର କରିବାର କିଛି ନୂତନ ଏବଂ ଭଲ ସୁଯୋଗ ମଧ୍ୟ ମିଳିପାରେ । ଆପଣଙ୍କର ଆତ୍ମବିଶ୍ୱାସ ଆଧାରରେ, ଅନ୍ୟମାନଙ୍କଠାରୁ ଭିନ୍ନ ପରିଚୟ ସୃଷ୍ଟି କରିବାରେ ସଫଳ ହୋଇପାରିବ। ଆୟ ବୃଦ୍ଧି ପାଇବ। ମକର- କ୍ରନିକ୍ ରୋଗରେ କିଛି ଆରାମ ମିଳିପାରେ। ଅନେକ ଦିନ ଧରି ବନ୍ଦ ହୋଇଯାଇଥିବା କାର୍ଯ୍ୟଗୁଡ଼ିକ ମଧ୍ୟ ସଂପୂର୍ଣ୍ଣ ହୋଇପାରିବ। ପାରିବାରିକ ସମ୍ପର୍କ ଆନ୍ତରିକ ହେବ । ଆପଣଙ୍କର ଭାବମୂର୍ତ୍ତିରେ ଉନ୍ନତି ଆଣିବାକୁ ଆପଣ ଏକ ସୁଯୋଗ ମଧ୍ୟ ପାଇପାରିବେ । ଚିନ୍ତା ସମାପ୍ତ ହୋଇପାରିବ ।

Read More

ତୂଳା- ପରିବାର ସାହାଯ୍ୟ କରିବେ । ଆପଣଙ୍କର ମାନସିକ ସନ୍ତୁଳିତ ରହିବ ଏବଂ ଏହା ଆପଣଙ୍କ ପାରିବାରିକ ଜୀବନରେ ମଧ୍ୟ ସୁଖ ଆଣିପାରେ । କାର୍ଯ୍ୟ ସମାପ୍ତ ହୋଇପାରିବ । କ୍ୟାରିୟର ଏବଂ ପୁଞ୍ଜି ବିନିଯୋଗ କ୍ଷେତ୍ରରେ ଆପଣ କିଛି ନୂତନ ଏବଂ ମହତ୍ ସୁଯୋଗ ମଧ୍ୟ ପାଇପାରିବେ। ବିଛା- ଆପଣ ମଧୁରବାଣୀ ଦ୍ବାରା ଯେକୈଣସି କାର୍ଯ୍ୟରେ ବିଜୟୀ ହେବାକୁ ସମର୍ଥ ହେବେ। ପରିବାର ସଦସ୍ୟଙ୍କ ସହିତ ଖୁସିରେ ସମୟ ଅତିବାହିତ କରିବେ। ଆଜି ଭାଗ୍ୟ ଆପଣଙ୍କ ସହିତ ରହିବ। ଆୟର ନୂତନ ଉତ୍ସ ଉତ୍ପନ୍ନ ହୋଇପାରେ। ଅଫିସ୍ କାର୍ଯ୍ୟ ସବୁଦିନ ଅପେକ୍ଷା ଆଜି ଭଲ ହେବ। ଜୀବନ ସାଥୀଙ୍କ ପୂର୍ଣ୍ଣ ସମର୍ଥନ ପାଇବେ।

Read More

ସିଂହ- ଆପଣଙ୍କର ଜୀବନରେ କିଛି ପରିବର୍ତ୍ତନ କରିବାକୁ ପଡିପାରେ। ପରିବାର ସାହାଯ୍ୟ ମିଳିବ। ଆପଣଙ୍କର ମାନସିକ ସନ୍ତୁଳିତ ରହିବ ଏବଂ ଏହା ଆପଣଙ୍କ ପାରିବାରିକ ଜୀବନରେ ମଧ୍ୟ ସୁଖ ଆଣିପାରେ। କାର୍ଯ୍ୟ ସମାପ୍ତ ହୋଇପାରିବ। ବୁଦ୍ଧିମାନ ଭାବରେ ଷ୍ଟକ୍ ମାର୍କେଟରେ ବିନିଯୋଗ କରନ୍ତୁ। କନ୍ୟା- ଆପଣଙ୍କର ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଆପଣ ଲୋକମାନଙ୍କୁ ମଧ୍ୟ ପ୍ରଭାବିତ କରିବେ । ଲୋକମାନେ ଆପଣଙ୍କର ଚିନ୍ତାଧାରାକୁ ପସନ୍ଦ କରିବେ। ଲୋକମାନେ ଆପଣଙ୍କ ପରାମର୍ଶରୁ ଉପକୃତ ହେବେ। ଆପଣ କିଛି ଭଲ ଖବରକୁ ଅପେକ୍ଷା କରିବେ।

Read More

ମିଥୁନ- ବ୍ୟବସାୟରେ ବ୍ୟସ୍ତ ରହିବେ। ସାମାଜିକ ସ୍ତରରେ ସମ୍ମାନ ମିଳିବ । କଠିନ ପରିଶ୍ରମ ସହିତ ଟଙ୍କା ରୋଜଗାର କରିବେ। ଗତ କିଛି ଦିନ ଧରି ଥିବା ଅସମ୍ପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ। ନୂତନ ଚୁକ୍ତିନାମା କିମ୍ବା ନୂତନ ସମ୍ପର୍କ ଗଠନ ହେବାର ସମ୍ଭାବନା ଅଛି । ସମୟ ଭଲ ଅଟେ । ଆପଣ ଏକାସାଙ୍ଗରେ ଅନେକ କ୍ଷେତ୍ରରେ ସକ୍ରିୟ ରହିବେ । କର୍କଟ- ଦୈନ୍ୟନ୍ଦିନ କାର୍ଯ୍ୟଗୁଡିକ କିଛି ବିପଦ ବହନ କରିପାରେ । ଚାକିରିରେ ସମସ୍ୟା ହୋଇପାରେ। ଯଦି ଆପଣ ଜିଦି କରନ୍ତି ତେବେ, କାହା ସହିତ ବିବାଦ ହେବାର ସମ୍ଭାବନା ଅଛି । ଅଧିକ ଚିନ୍ତାରେ ସମୟ ନଷ୍ଟ କରନ୍ତୁ ନାହିଁ । ହଠାତ୍ ଆପଣ ଅସୁବିଧା ମଧ୍ୟ ବଢିପାରେ ।

Read More

ମେଷ- କାରବାରରେ ସତର୍କତା ବ୍ୟବହାର କରନ୍ତୁ। ପରିସ୍ଥିତିକୁ ନେଇ ଟଙ୍କା ଚିନ୍ତା କରିବାକୁ ପଡିବ। ଆପଣଙ୍କର ଅନାବଶ୍ୟକ ଖର୍ଚ୍ଚ ହୋଇପାରେ। ଚାକିରି ଏବଂ ବ୍ୟବସାୟରେ ଦ୍ୱନ୍ଦ୍ୱ ବଢିପାରେ। ଟଙ୍କା ମାମଲାରେ ଯତ୍ନବାନ ହେବାକୁ ପଡିବ । ଆପଣଙ୍କ ସ୍ୱାସ୍ଥ୍ୟ ପ୍ରତି ବେପରୁଆ ହୁଅନ୍ତୁ ନାହିଁ । ବୃଷ- ଶୀଘ୍ର କୈଣସି କାମ କରନ୍ତୁ ନାହିଁ । ଧାର୍ମିକ ଏବଂ ସାଂସ୍କୃତିକ ମହୋତ୍ସବରେ ଏକ ଅଂଶ ରହିବେ ।  ବ୍ୟବସାୟ ଭଲ କରିବ। ଅଫିସରେ ଚାକିରିକୁ ନେଇ ସନ୍ତୁଷ୍ଟ ରହିବେ। ବିନିଯୋଗ ଇତ୍ୟାଦିରେ ଲାଭବାନ ହେବ। ଘର ବାହାରେ ଜୀବନ ଖୁସି ହେବ।

Read More

ପୁଣେ: ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ବିରାଟ ବାହିନୀ ବିଜୟ ହାସଲ କରିଛି। ୩ ମ୍ୟାଚ ବିଶିଷ୍ଟ ଏହି ଏକଦିବସୀୟ ସିରିଜକୁ ଭାରତ ୨-୧ରେ କବ୍ଜା କରିନେଇଛି। ଏହା ସହିତ ଭାରତ ଇଂଲଣ୍ଡ ବିରୋଧରେ ଭାରତ ଟେଷ୍ଟ, ଟି-୨୦ ଏବଂ ଏକଦିବସୀୟ ସିରିଜକୁ ପୋଛିନେଇଛି। ଅନ୍ତିମ ମ୍ୟାଚରେ ଇଂଲଣ୍ଡ ଟସ୍ ଜିତି ଭାରତକୁ ବ୍ୟାଟିଂ କରିବାକୁ ନିମନ୍ତ୍ରଣ କରିଥିଲା। ଭାରତ ପ୍ରଥମେ ବ୍ୟାଟିଂ କରି ୪୮.୨ ଓଭରରେ ସମସ୍ତ ୱିକେଟ ହରାଇ ୩୨୯ ରନ ସଂଗ୍ରହ କରିଥିଲା। ହେଲେ ଇଂଲଣ୍ଡ ନିର୍ଦ୍ଧାରିତ ଓଭରରେ ୯ ୱିକେଟ ହରାଇ ୩୨୨ ରନ ସଂଗ୍ରହ କରିପାରିଥିଲା। ଏହା ସହ ଭାରତ ୭ ରନରେ ବିଜୟ ହାସଲ କରି ସିରିଜକୁ ନିଜ ନାମରେ କରିଛି। ଭାରତ ବ୍ୟାଟିଂ: ୧- ରୋହିତ ଶର୍ମା- ୩୭ ୨- ଶିଖର ଧବନ- ୬୭ ୩- ବିରାଟ କୋହଲୀ- ୦୭ ୪- ରିଷଭ ପନ୍ତ- ୭୮ ୫- ଲୋକେଶ ରାହୁଲ-…

Read More

ଭୁବନେଶ୍ୱର: ୨୭.୩.୨୦୨୧ ରିଖରେ ଅନୁଷ୍ଠିତ ହୋଇଥିବା ନିର୍ବାଚନରେ ସ୍ୟାଟ ବାର୍‌, ଭୁବନେଶ୍ୱର ସଭାପତି ଭାବେ ସୁଧୀର ଚରଣ ମହାନ୍ତି ନିର୍ବାଚିତ ହୋଇଛନ୍ତି। ରଣଜିତ ମହାନ୍ତି, ସୁଧାଂଶୁ ଶେଖର ପ୍ରତାପ ଓ ଗୋବିନ୍ଦ ଚନ୍ଦ୍ର ପାଇକରାୟ ଯଥାକ୍ରମେ ସମ୍ପାଦକ, ଉପସଭାପତି ଓ ସହ ସମ୍ପାଦକ ଭାବେ ବିନା ପ୍ରତିଦ୍ୱନ୍ଦିତାରେ ନିର୍ବାଚିତ ହୋଇଛନ୍ତି। ନିର୍ବାଚନକୁ ଶୃଙ୍ଖଳା ରୂପେ ସମ୍ପାଦନା କରିଥିବାରୁ ମୁଖ୍ୟ ନିର୍ବାଚନ ଅଧିକାରୀ ଅନନ୍ତ କୁମାର ଆଚାର୍ଯ୍ୟ ଏବଂ ସହ-ନିର୍ବାଚନ ଅଧିକାରୀ କବିତା ମହାନ୍ତି, ରଶ୍ମିତା ରାଉତରାୟ ଓ ଜ୍ଞାନରଞ୍ଜନ ତ୍ରିପାଠୀଙ୍କୁ ସ୍ୟାଟ ବାର୍ ତରଫରୁ ଅଶେଷ ସାଧୁବାଦ ଅର୍ପଣ କରାଯାଇଛି।

Read More

କଲିକତା: ଗତକାଲି ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ପ୍ରଥମ ପର୍ଯ୍ୟାୟର ୩୦ ଆସନ ପାଇଁ ମତଦାନ ହୋଇଛି। ଏହି ୩୦ ଟି ଆସନରୁ ବିଜେପି ୨୬ ଟି ଆସନରେ ଜିତିବ ବୋଲି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଦାବି କରିଛନ୍ତି। ଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀରେ ଅମିତ ଶାହ ଏଭଳି ଦୃଢୋକ୍ତି ରଖିଛନ୍ତି। ତେବେ ଶାହଙ୍କ ଏଭଳି ଦାବିକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କଟାକ୍ଷ କରିଛନ୍ତି। ସେ ଏହାକୁ ଅବିଶ୍ଵସନୀୟ ବୋଲି କହିଛନ୍ତି। ଅମିତ ଶାହଙ୍କ ନାଁ ନନେଇ ମମତା କହିଛନ୍ତି ଯେ, ନିର୍ବାଚନର ଶେଷ ହେବା ପରେ ହଠାତ କିପରି ଏଭଳି ଦାବି କରାଯାଇପାରିବ। ଯାହାକି ଏବେ ଆହୁରି ୭ ଟି ପର୍ଯ୍ୟାୟ ମତଦାନ ହେବା ବାକି ରହିଛି। ଏଭଳି ଦାବି ଉପରେ ବିଶ୍ଵାସ କରିବା ଅନୁଚିତ୍। ମତଗଣନା ପରେ ସଠିକ ଜନାଦେଶ ଜଣାପଡିବ ବୋଲି ମମତା କହିଛନ୍ତି।

Read More

ଭୁବନେଶ୍ୱର: ରାଜ୍ୟର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ବିନୋବା ସେବା ପ୍ରତିଷ୍ଠାନ, ଭୁବନେଶ୍ୱର ଓ କେନ୍ଦ୍ର ସରକାରଙ୍କ ଆୟୁଷ ମନ୍ତ୍ରଣାଳୟର ସହାୟତାରେ ଚଳିତବର୍ଷର ଆୟୁର୍ବେଦ ପର୍ବ ଡ଼ାକ୍ତର ଅଭିନବ ଚନ୍ଦ୍ର ହୋମିଓପ୍ୟାଥି ମେଡ଼ିକାଲ କଲେଜରେ ଗତକାଲି ଉଦ୍‌ଘାଟନ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଶିଳ୍ପୀଗୁରୁ ତଥା ରାଜ୍ୟସଭା ସାଂସଦ ପଦ୍ମବିଭୂଷଣ ରଘୁନାଥ ମହାପାତ୍ର ଉଦ୍‌ଘାଟନ କରିଥିବା ବେଳେ ଓଡ଼ିଶା ସରକାରଙ୍କ ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଅନ୍ୟତମ ସମ୍ମାନିତ ଅତିଥି ଭାବେ ଡ଼ାଇରେକ୍ଟର ଆୟୁଷ, ଓଡ଼ିଶା ସରକାର ଡ଼ାକ୍ତର ତ୍ରିଲୋଚନ ମାଝି, ଡ଼ାକ୍ତର ସୁଧୀର ଦାସ, ପ୍ରିନ୍ସିପାଲ ଡ଼ାକ୍ତର ଅଭିନବ ଚନ୍ଦ୍ର ହୋମିଓପ୍ୟାଥି ମେଡ଼ିକାଲ କଲେଜ, ଡ଼କ୍ଟର ଭଗବାନ ପ୍ରକାଶ, ଉପଦେଷ୍ଟା, ନର୍ବାଚନ କମିଶନ, ଭାରତ ସରକାର, ନମ୍ରତା ଚଢା, ପୂର୍ବତନ ଚେୟରମ୍ୟାନ, ରାଜ୍ୟ ମହିଳା କମିଶନ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ ସଂଗଠନର ସାଧାରଣ ସମ୍ପାଦକ ମନୋଜ ଜେନା ସ୍ୱାଗତ…

Read More

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୫୧ ଆକ୍ରାନ୍ତଙ୍କ ମଧ୍ୟରୁ ୬ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୪୫ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୩୬୪ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୧୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୮୭୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୧୯ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Read More

ନୂଆଦିଲ୍ଲୀ: ଭାରତକୁ ଏକ ମାସ ଭିତରେ ଫ୍ରାନ୍ସରୁ ଆଉ ୧୦ ଟି ରାଫେଲ ବିମାନ ମିଳିବ। ଏହା ଦ୍ଵାରା ଭାରତୀୟ ବାୟୁ ସେନାର ଶକ୍ତି ଆହୁରି ବଢିବ। ଏହି ୧୦ ଟି ଲଢୁଆ ବିମାନ ପରେ ଦେଶରେ ମୋଟ ରାଫେଲ ବିମାନ ସଂଖ୍ୟା ୨୧କୁ ବୃଦ୍ଧି ହେବ। ପ୍ରଥମେ ତିନୋଟି ରାଫେଲ ବିମାନ ଦୁଇ ତିନି ଦିନରେ ଆସିବ। ଏହି ଲଢୁଆ ବିମାନ ସିଧା ଫ୍ରାନ୍ସରୁ ବାହାରି ଭାରତରେ ପହଞ୍ଚିବ। ସେହିଭଳି ବାକି ୭-୮ ବିମାନ ଆସନ୍ତା ମାସ ଶେଷ ସପ୍ତାହ ବେଳକୁ ଭାରତ ଆସିବ।

Read More

ପୁଣେ: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦିନିକିଆ ସିରିଜର ଆଜି ତୃତୀୟ ତଥା ଅନ୍ତିମ ମ୍ୟାଚ। ତିନି ମ୍ୟାଚ ବିଶିଷ୍ଟ ଏହି ସିରିଜ ୧-୧ ରେ ବରାବର ଅଛି। ଆଜିର ମ୍ୟାଚରେ ଯେଉଁ ଦଳ ଜିତିବ, ସେହି ଦଳ ସିରିଜ କବ୍ଜା କରିବ। ପୁଣେରେ ଖେଳାଯାଉଥିବା ଆଜିର ମ୍ୟାଚରେ ଇଂଲଣ୍ଡ ଦଳ ଟସ ଜିତି ବୋଲିଂ କରିବାର ନିଷ୍ପତ୍ତି ନେଇଥିଲା। ଟିମ ଇଣ୍ଡିଆ ପ୍ରଥମେ ବ୍ୟାଟିଂ ଆରମ୍ଭ କରି ନିର୍ଦ୍ଧାରିତ ୫୦ ଓଭର ପୂର୍ବରୁ ସମସ୍ତ ୱିକେଟ ହରାଇ ୩୨୯ ରନ ସଂଗ୍ରହ କରିଛି। ତେବେ ଭାରତ ୪୮.୨ ଓଭର ଖେଳି ସମସ୍ତ ୱିକେଟ ହରାଇ ୩୨୯ ରନ କରିପାରିଥିଲା। ଭାରତ ପକ୍ଷରୁ ରିଷଭ ପନ୍ତ ସର୍ବାଧିକ ୭୮ ରନ କରିଥିବା ବେଳେ ରୋହିତ ଶର୍ମା ୩୭, ଶିଖର ଧବନ ୬୭, ଅଧିନାୟକ ବିରାଟ କୋହଲୀ ୭, ଲୋକେଶ ରାହୁଲ ୭, ହାର୍ଦ୍ଦିକ ପାଣ୍ଡ୍ୟା ୬୪, କୃନାଲ ପାଣ୍ଡ୍ୟା ୨୫, ଶ୍ରାଦ୍ଧୁଳ…

Read More

ସୀତାରାମ ଅଗ୍ରୱାଲ ବାଣପୁର: ଆଜି ସକାଳେ ଖୋର୍ଦ୍ଧା ଜିଲ୍ଲା ବାଣପୁରର ପ୍ରସିଦ୍ଧ ଦକ୍ଷେଶ୍ୱର ମନ୍ଦିର ସମ୍ମୁଖରେ ଏକ ଦୁଃଖଦ ଦୃଶ୍ୟ ଦେଖିବାକୁ ମିଳିଛି। ଠାକୁରଙ୍କ ବିମାନ ବସିଥିବା ସ୍ଥାନକୁ ଅପବିତ୍ର କରୁଥିବା ଭଳି ଏକ ଦୁଃଖଦ ଦୃଶ୍ୟ ଦେଖିବାକୁ ମିଳିଛି। ଯାହାଫଳରେ ସ୍ଥାନୀୟ ଭକ୍ତମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ହିନ୍ଦୁ ଆସ୍ଥା ପ୍ରତି ମନ୍ଦିର ପ୍ରଶାସନର ଚରମ ଅବହେଳା ବୋଲି ସେମାନେ ଅଭିଯୋଗ କରିଛନ୍ତି। ଦୋଳ ପୂର୍ଣମୀ ଉପଲକ୍ଷେ ଆଜି ବାଲୁଗାଁ ଶ୍ରୀ ଶ୍ରୀ ଉମାମହେଶ୍ୱର ଦେବ ଏବଂ ଦକ୍ଷେଶ୍ୱର ଦେବଙ୍କ ଚଳନ୍ତି ପ୍ରତିମା ଦୁଇ ଗୋଟି ବିମାନରେ ମନ୍ଦିର ସମ୍ମୁଖରେ ବର୍ତ୍ତମାନ ଅବସ୍ଥାପିତ ହୋଇଥିବାବେଳେ ଅପରାହ୍ନରେ ଅଗ୍ନିପୋଡା ଉତ୍ସବ ପାଳନ କରାଯିବ। କିନ୍ତୁ ଅଞ୍ଚଳର ପ୍ରସିଦ୍ଧ ଠାକୁର ବସିଥିବା ସ୍ଥାନକୁ ଏକ ପ୍ରକାର ଅପବିତ୍ର କଲା ଭଳି ଦେଖିବାକୁ ମିଳିଛି। ବିମାନ ବସିଥିବା ସ୍ଥାନ ଏବଂ ଦୋଳ ବେଦି ଉଭୟ ସ୍ଥାନରେ ଚାନ୍ଦୁଆ ପରିବର୍ତ୍ତେ ଏକ ଟେଣ୍ଟ କପଡା ବାନ୍ଧଯାଇଛି।…

Read More

ଭୁବନେଶ୍ବର, ଆଜି ନବୀନ ନିବାସରେ ବିଜେଡି ଟିକେଟ ଗ୍ରହଣ କରିଛନ୍ତି ପ୍ରାର୍ଥୀ ରୁଦ୍ରପ୍ରସାଦ ମହାରଥୀ। ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ପୁତ୍ର ରୁଦ୍ରଙ୍କୁ ବିଜେଡି ଟିକେଟ ଦେବ ବୋଲି ଘୋଷଣା କରିଥିଲା। ସେହି ଅନୁସାରେ ସେ ଆଜି ନବୀନ ନିବାସ ଆସି ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କଠାରୁ ଟିକେଟ ଗ୍ରହଣ କରିଛନ୍ତି। ଆସନ୍ତା 30 ତାରିଖ ମଙ୍ଗଳବାରରେ ରୁଦ୍ର ପ୍ରାର୍ଥୀ ପତ୍ର ଦାଖଲ କରିବେ। ସେହିଦିନ ଦେଉଛି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ। ଏପ୍ରିଲ 17 ତାରିଖରେ ପିପିଲି ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ବର୍ତ୍ତମାନ ଏହି ଉପ ନିର୍ବାଚନ ପାଇଁ ବିଜେପି ଏବଂ ବିଜେଡି ତାହାର ପ୍ରାର୍ଥୀ ଘୋଷଣା କରିଥିବା ବେଳେ କଂଗ୍ରେସ ଏ ପର୍ଯ୍ୟନ୍ତ କୌଣସି ନିଷ୍ପତି ନେଇପାରି ନାହିଁ।

Read More

ଭୁବନେଶ୍ବର: ଭୂବନେଶ୍ବର ସ୍ଥିତ ଆଲେନ୍ କୋଚିଂ ସେଣ୍ଟରକୁ ସିଲ୍ କରାଯାଇଛି । ଭୂବନେଶ୍ବର ମହାନଗର କର୍ପୋରେସନ ତରଫରୁ ଆଲେନ୍ କୋଚିଂ ସେଣ୍ଟରକୁ ସିଲ୍ କରାଯାଇଛି। ଆଲେନ୍ କୋଚିଂ ସେଣ୍ଟରରୁ ୨୦ରୁ ଅଧିକ ଛାତ୍ରଛାତ୍ରୀ ପଜିଟିଭ ଚିହ୍ନଟ ପରେ ବିମସି ଏଭଳି ନିଷ୍ପତ୍ତି ନେଇଛି। ଆଲେନ୍ ଭିତରେ ଥିବା ହଷ୍ଟେଲ କିମ୍ବା ମେସ୍ କୁ ପ୍ରବେଶ ଉପରେ କଟକଣା ଲାଗିଛି। ଭିତରେ ଥିବା ଲୋକ ବାହାରକୁ ବାହାରିବା ବାରଣ କରାଯାଇଛି। କେବଳ ସ୍ବୀକୃତିପ୍ରାପ୍ତ ବିଏମସି କର୍ମଚାରୀଙ୍କୁ ଆଲେନ୍ ଭିତରକୁ ପ୍ରବେଶ କରିପାରିବେ।

Read More

ଭୁବନେଶ୍ବର: ଖୋର୍ଦ୍ଧା ସ୍ଥିତ ଆଇଆଇଟି ଭୁବନେଶ୍ଵରରେ ୧୦ ଜଣ ଛାତ୍ର କରୋନାରେ ସଂକ୍ରମଣ ହୋଇଛନ୍ତି। ପୂର୍ବରୁ ୮ଜଣ ସଂକ୍ରମଣ ହୋଇଥିବା ବେଳେ ଆଜି ଆଉ ଦୁଇ ଜଣ ଛାତ୍ର ଆକ୍ରାନ୍ତ ଅଛନ୍ତି। ୪୦ ଟି ଆରଟିପିସିଆର ପରୀକ୍ଷା ମଧ୍ୟରୁ ୧୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଛାତ୍ରମାନେ ସ୍ଵତନ୍ତ୍ର ଆଇସୋଲେସନରେ ରଖାଯାଇଛି। ଏନେଇ ଖୋର୍ଦ୍ଧା ଜିଲ୍ଲାପାଳ ସନତ କୁମାର ମହାନ୍ତି ସୂଚନା ଦେଇଛନ୍ତି।

Read More