Author: Samikhsya Bureau

ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାର୍ଚ୍ଚ 9, 2021 ମଧ୍ୟାହ୍ନ 12ରେ ଭିଡିଓ କନଫରେନ୍ସିଂ ଜରିଆରେ ଭାରତ ଓ ବାଂଲାଦେଶ ମଧ୍ୟରେ ‘ମୈତ୍ରୀ ସେତୁ’ର ଉଦଘାଟନ କରିବେ। ଏହି କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ତ୍ରିପୁରାର ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପ ଉଦଘାଟନ କରିବା ସହିତ କେତେକ ପ୍ରକଳ୍ପର ଶିଳାନ୍ୟାସ କରିବେ। ଏହି ‘ମୈତ୍ରୀ ସେତୁ’ ଭାରତୀୟ ରାଜ୍ୟ ତ୍ରିପୁରା ଏବଂ ବାଂଲାଦେଶର ସୀମା ଦେଇ ପ୍ରବାହିତ ହୋଇଥିବା ଫେନି ନଦୀ ଉପରେ ନିର୍ମିତ ହୋଇଛି। ଭାରତ ଓ ବାଂଲାଦେଶ ମଧ୍ୟରେ ବୃଦ୍ଧି ପାଉଥିବା ଦ୍ୱିପାକ୍ଷିକ ଏବଂ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ଆଧାରରେ ଏହି ‘ମୈତ୍ରୀ ସେତୁ’ର ନାମକରଣ କରାଯାଇଛି। 133 କୋଟି ଟଙ୍କାର ପ୍ରକଳ୍ପ ମୂଲ୍ୟରେ ଜାତୀୟ ରାଜପଥ ଓ ଭିତ୍ତିଭୂମି ବିକାଶ ନିଗମ ଦ୍ୱାରା ହାତକୁ ନିଆଯାଇଥିଲା। 1.9 କିମି ଲମ୍ବ ସେତୁ ଭାରତର ସବ୍ରୁମ ସହିତ ବାଂଲାଦେଶର ରାମଗଡ଼କୁ ଯୋଡ଼ୁଛି। ଏହା ଭାରତ ଓ ବାଂଲାଦେଶ ମଧ୍ୟରେ ବାଣିଜ୍ୟ…

Read More

ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାର୍ଚ୍ଚ ୯, ୨୦୨୧ରେ ନୂଆଦିଲ୍ଲୀର ଲୋକ କଲ୍ୟାଣ ମାର୍ଗଠାରେ ଶ୍ରୀମଦ୍ ଭଗବଦଗୀତା ଶ୍ଲୋକ ଉପରେ ୨୧ ଜଣ ବିଦ୍ଵାନଙ୍କ ବ୍ୟାଖ୍ୟା ସହିତ ୧୧ ଅଧ୍ୟାୟ ବିଶିଷ୍ଟ ପାଣ୍ଡୁଲିପି ଉନ୍ମୋଚନ କରିବେ । ଏହି ଅବସରରେ ଜମ୍ମୁ ଏବଂ କଶ୍ମୀର ଲେଫ୍ଟନାଣ୍ଟ ଗଭର୍ଣ୍ଣର ଶ୍ରୀ ମନୋଜ ସିହ୍ନା ଏବଂ ଡକ୍ଟର କରଣ ସିଂ ମଧ୍ୟ ଉପସ୍ଥିତ ରହିବେ । ଶ୍ରୀମଦ୍ ଭଗବଦଗୀତା : ମୂଳ ହସ୍ତଲିପିରେ ବିରଳ ଏକାଧିକ ସଂସ୍କୃତ ବ୍ୟାଖ୍ୟା ସାଧାରଣତଃ ଶ୍ରୀମଦ୍ ଭଗବଦଗୀତା ଗୋଟିଏ ବ୍ୟାଖ୍ୟା ସହିତ ପଢିବା ଲାଗି ଉପଲବ୍ଧ ହୋଇଥାଏ । ପ୍ରଥମ ଥର ପାଇଁ, ଶ୍ରୀମଦ୍ ଭଗବଦଗୀତା ସମ୍ପର୍କରେ ଏକ ବିସ୍ତୃତ ଏବଂ ତୁଳନାତ୍ମକ ଜ୍ଞାନ ହାସଲ କରିବା ଲାଗି ପ୍ରସିଦ୍ଧ ଭାରତୀୟ ବିଦ୍ଵାନମାନଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ଅନେକ ବ୍ୟାଖ୍ୟାଗୁଡିକୁ ସଂକଳିତ କରାଯାଇଛି । ଧର୍ମାର୍ଥ ଟ୍ରଷ୍ଟ ଦ୍ଵାରା ପ୍ରକାଶିତ ପାଣ୍ଡୁଲିପିରେ ଶଙ୍କର ଭାଷ୍ୟ ଠାରୁ ଭାସାନୁବାଦ…

Read More

ଭୁବନେଶ୍ୱର, ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ନବମ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବାଣିଜ୍ୟ ମେଳାର ତୃତୀୟ ଦିନରେ ‘ନୂତନ ଉଦ୍ୟୋଗ ପ୍ରସଙ୍ଗ’ ((Start up Talk)) ଆଲୋଚନାଚକ୍ର ସେମିନାର ହଲ୍‌ରେ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷର ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ଆଲୋଚନା ଚକ୍ରରେ ସ୍ୱତନ୍ତ୍ର ନିମନ୍ତ୍ରିତ ବିଶେଷଜ୍ଞ ଭାବେ ଯୋଗଦେଇ ନୂତନ ଉଦ୍ୟୋଗୀମାନଙ୍କର କାର୍ଯ୍ୟଧାରାର ମାନ ବୃଦ୍ଧି ନିମନ୍ତେ ୬ଟି କୌଶଳ ପ୍ରୟୋଗ କରିବାକୁ ପରାମର୍ଶ ଦେଇଥିଲେ । ସେଗୁଡ଼ିକ ହେଲା ଭାବନା, କୌଶଳ, ବୁଦ୍ଧି, ପ୍ରତିଷ୍ଠା, ନିଜ କର୍ମଚାରୀଙ୍କୁ ମାପିବା ଏବଂ ପ୍ରତିକୂଳ ପରିସ୍ଥିତିକୁ ଅତିକ୍ରମ କରିବା । ସୁନ୍ଦର ରାଜନ୍‌ଙ୍କ ଦ୍ୱାରା ପ୍ରତିଷ୍ଠିତ ସୁଗୁଣା କୁକୁଡ଼ା ଫାର୍ମର ଉଦାହରଣ ଦେଇ ତାହା ୬୦୦ କୋଟି ଟଙ୍କାର ଉଦ୍ୟୋଗ ହୋଇପାରିଥିବାର ସଫଳ କାହାଣୀକୁ ସେ ଆଲୋଚନା ଚକ୍ରରେ ଉପସ୍ଥାପନ କରିଥିଲେ। ଏକ କ୍ଷୁଦ୍ର ଉଦ୍ୟୋଗକୁ କିପରି ବିଶାଳ କରିହେବ ସେଥିପାଇଁ ଆବଶ୍ୟକ ଅଧ୍ୟବସାୟ…

Read More

ଭୁବନେଶ୍ୱର, ଆମେ କେବଳ ବିଧାୟକ କିମ୍ବା ସାଂସଦ ହେବା ନୁହେଁ ବରଂ ପ୍ରଧାନମନ୍ତ୍ର ନରେନ୍ଦ୍ର ମୋଦିଙ୍କ ପୂର୍ବୋଦୟ ମିଶନରେ ଓଡ଼ିଶାର ସର୍ବାଙ୍ଗୀନ କଲ୍ୟାଣ ପାଇଁ କାର୍ଯ୍ୟକର୍ତାମାନେ ଏହାକୁ ଏକ ରାଜନୈତିକ ଲକ୍ଷ୍ୟ ଭାବରେ ନେଇ କାମ କରିବା ଦରକାର ବୋଲି ରବିବାର ଭୁବନେଶ୍ୱର ଠାରେ ଅନୁଷ୍ଠିତ ରାଜ୍ୟ ବିଜେପି କାର୍ଯ୍ୟକାରିଣୀ ବୈଠକରେ ଯୋଗଦେଇ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ କହିଛନ୍ତି ଯେଧୀରେ ଧୀରେ କାର୍ଯ୍ୟକର୍ତାଙ୍କ ପରିଶ୍ରମ ଏବଂ ଜନଆଶୀର୍ବାଦ ବଳରେ ଆଗକୁ ଆଗକୁ ବଢ଼ୁଛେ । ଦଳ କାର୍ଯ୍ୟକର୍ତାଙ୍କ ଅକ୍ଲାନ୍ତ ପରିଶ୍ରମ ଓ ସହଯୋଗ କାରଣରୁ ସାମ୍ପ୍ରତିକ ରାଜ୍ୟ ରାଜନୀତିରେ ବିଜେପି ଅଭୁତପୂର୍ବ ସଫଳତା ପ୍ରଦର୍ଶନ କରୁଛି । ବିଗତ ୬ ବର୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନରେ ବିଜେପିର ଓଡ଼ିଶା ପ୍ରତି ଥିବା ପ୍ରତିବଦ୍ଧତା ଓ ଦାୟିତ୍ୱ ୨୦୧୯ ନିର୍ବାଚନରେ ମଧ୍ୟ ପ୍ରତିଫଳିତ ହୋଇଛି । ସେବା, ସଂଗଠନ, ସମ୍ପର୍କ ଓ ସଂଘର୍ଷ ଆଧାରରେ ଆଗକୁ…

Read More

କୋଲକାତା, ଶେଷରେ ପ୍ରଖ୍ୟାତ ଅଭିନେତା ମିଥୁନ ଚକ୍ରବର୍ତ୍ତୀ ବିଜେପିରେ ସାମିଲ ହୋଇଛନ୍ତି । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କୋଲକାତା ଗସ୍ତ ବେଳେ ମିଥୁନ ଦା ପଦ୍ମଫୁଲ ଧରିଛନ୍ତି।  ମିଥୁନ ବିଜେପିରେ ସାମିଲ ହେବେ ବୋଲି ଦୀର୍ଘ ଦିନ ହେବ ଚର୍ଚ୍ଚା ଜୋର୍ ଧରିଥିଲା । ସେ ସମସ୍ତ ଚର୍ଚ୍ଚା ଉପରୁ ପରଦା ହଟାଇ ଦେଇଛନ୍ତି।ମୋଦୀଙ୍କର କଲୋକାତା ଗସ୍ତ ବେଳେ ମିଥୁନ ଏବଂ ସୌରଭ ଗାଙ୍ଗୁଲି ବିଜେପିରେ ମିଶିବେ ବୋଲି ଚର୍ଚ୍ଚା ଚାଲିଥିଲା। ହେଲେ ଗାଙ୍ଗୁଲି ସାମିଲ ହୋଇ ନ ଥିଲେ।

Read More

ଭୁବନେଶ୍ୱର, ଭୁବନେଶ୍ୱର ମ୍ୟୁନିସପାଲଟି ଏବେ ଭୁବନେଶ୍ୱର ସହରାଂଚଳରେ ବସବାସ କରୁଥିବା ଘର ମାଲିକ ମାନଙ୍କ ପାଖରୁ ଯେଉଁ ହୋଲଡିଂ ଟ୍ୟାକ୍ସ ଆଦାୟ କରାଯାଉଛି, ତାହା ସଂପୂର୍ଣ୍ଣଭାବେ ବେଆଇନ ଏବଂ ମ୍ୟୁନିସ୍‌ପାଲଟି ଅଧିକାରୀମାନଙ୍କର ସ୍ୱେଚ୍ଛାଚାରୀ ନିଷ୍ପତି ବୋଲି ଅଭିଯୋଗ କରିଛି ଭୁବନେଶ୍ବର ଜିଲ୍ଲା କଂଗ୍ରେସ। ଏହି ନିଷ୍ପତି ସ୍ପଷ୍ଟ ଭାବରେ ଓଡ଼ିଶା ମ୍ୟୁନିସ୍‌ପାଲ ଆଇନ -୨୦୦୩ର ବିଭିନ୍ନ ନିୟମାବାଳିକୁ ଉଲଙ୍ଘନ କରୁଛି । ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ଦ୍ୱାରା ଆହୁତ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରଦେଶ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ଅର୍ଥ ମନ୍ତ୍ରୀ ଶ୍ରୀ ପଂଚାନନ କାନୁନଗୋ କହିଲେ ଯେ ଏହି ନିଷ୍ପତି ବଳ ପୂର୍ବକ ଭୁବନେଶ୍ୱର ବାସିନ୍ଦାଙ୍କ ଉପରେ ଲଦି ଦିଆଯାଇଛି । ପୂର୍ବରୁ ଭୁବନେଶ୍ୱର ମହାନଗର ନିଗମ ଯେଉଁ ହୋଲଡିଂ ଟ୍ୟାକ୍ସ ଆଦାୟ କରୁଥିଲା ଏବେ ସେହି ହୋଲଡିଂ ଟ୍ୟାକ୍ସର ୧୦ ରୁ ୨୦ ଗୁଣା ବୃଦ୍ଧି ଘଟିଛି । ଏଭଳି ବୃଦ୍ଧି ଘଟିବାର କାରଣ…

Read More

ଯାଜପୁର, ଯାଜପୁର ଜିଲ୍ଲାର ବିକାଶକୁ ତ୍ୱରାନ୍ୱିତ କରାଯାଉଛି । ବିଭିନ୍ନ ମେଗା ପ୍ରକଳ୍ପ ଗୁଡ଼ିକର ସମୀକ୍ଷା କରାଯିବା ସହ ତାହାର ସୁଫଳ ଲୋକମାନଙ୍କୁ ଯଥାଶିଘ୍ର ମିଳିବା ଉପରେ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ରବିବାର ପୁର୍ବାହ୍ନରେ ଯାଜପୁର ଜିଲାକୁ ଦିନିକିଆ ଗସ୍ତରେ ଆସି ମୁଖ୍ୟ ସଚିବ ଶ୍ରୀ ମହାପାତ୍ର ଯାଜପୁରର ଅଧିଷ୍ଟାତ୍ରୀ ଦେବୀ ମା’ ବିରଜାଙ୍କୁ ଦର୍ଶନ କରିଥିଲେ । ପରେ ମନ୍ଦିର ଚତୁଃପାଶ୍ୱ ପରିଦର୍ଶନ କରିବା ସହ ମନ୍ଦିରର ଉନ୍ନୟନ ପାଇଁ ୬କୋଟି ୫୦ଲକ୍ଷ ଟଙ୍କାର ବ୍ୟବସ୍ଥା କରାଯାଇଛି ବୋଲି ସୂଚନା ଦେଇଥିଲେ । ମା’ଙ୍କ ମନ୍ଦିରର ଉନ୍ନୟନ ଓ ଉନ୍ନତିକରଣ କାର୍ଯ୍ୟ ଶିଘ୍ର ଆରମ୍ଭ କରିବାକୁ ମହାପାତ୍ର ଜିଲାପାଳଙ୍କୁ ପରାମର୍ଶ ଦେଇଥିଲେ । ପରେ କୁସୁମା ପୋଖରୀ ପରିଦର୍ଶନ ସହ ତାହାର ଉନ୍ନତି କରଣ ପାଇଁ ବିଭିନ୍ନ ପରାମର୍ଶ ମୁଖ୍ୟ ସଚିବ ଦେଇଥିଲେ । ପରେ ପରେ ଜିଲା ମୁଖ୍ୟ ଚିକିତ୍ସାଳୟର…

Read More

ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକରେ ଅଗ୍ନିକାଣ୍ଡ ଘଟି ୧୦ ରୁ ଉର୍ଦ୍ଧ୍ଵ ବଖରା ଜଳି ପାଉଁଶ ହୋଇଯାଇଛି। ଆଜି ଚିଲିକା ବ୍ଲକ ଅନ୍ତର୍ଗତ ସାନନଇରୀର ଦଣ୍ଡା ସାହିରେ ଭୟଙ୍କର ନିଆଁ ଲାଗି ଅନେକ ଘର ପୋଡ଼ି ପାଉଁଶ ହୋଇଯାଇଛି। ଖବର ପାଇ ଗଙ୍ଗାଧରପୁର ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲା। ଗଙ୍ଗାଧରପୁର ଅଗ୍ନିଶମ ଅଧିକାରୀ ମନୋଜ କୁମାର ସାହୁଙ୍କ ସୂଚନା ଅନୁଯାୟୀ, ରୋଷେଇ ଘରୁ ଗ୍ୟାସ ଲିକ୍ ହେବାରୁ ନିଆଁ ଲାଗିଯାଇଥିଲା। ଯଦ୍ୱାରା ନିଆଁ ଦ୍ରୁତ ଗତିରେ ନିକଟସ୍ଥ ଚାଳ ଘରକୁ ବ୍ୟାପୀ ଯାଇଥିଲା। ଏହି ନିଆଁକୁ ଲିଭାଇବା ପାଇଁ ୨ଟି ଦମକଳ ଗାଡି ନିୟୋଜିତ ହୋଇଥିଲା। ନିଆଁ ଆୟତ୍ତ ହେବା ବେଳକୁ ୧୦ ଟି ଘର ସଂପୂର୍ଣ୍ଣ ପୋଡ଼ି ଯାଇଥିବା ବେଳେ ୬ ଟି ଘର ଆଂଶିକ କ୍ଷତିଗ୍ରସ୍ତ ହୋଇଛି। ଏଥିରେ ଜଣେ ମହିଳା ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏହି ନିଆଁରେ ଲକ୍ଷାଧିକ ଟଙ୍କାର…

Read More

ଭୁବନେଶ୍ୱର, ଆଜି ସ୍ଥାନୀୟ କଳ୍ପନା ଠାରେ ରୋଟାରୀ କ୍ଲବ ଭୁବନେଶ୍ୱର କଳିଙ୍ଗ ଏବଂ ଓଡିଶା ଟେକର୍ସ କ୍ଲବ ପକ୍ଷରୁ ଏକ ମହିଳା ପଦଯାତ୍ରା ଅନୁଷ୍ଠିତ ହୋଇଛି। ମହିଳାମାନେ କଳ୍ପନା ସ୍ଥିତ ତୃପ୍ତି ହୋଟେଲ ପାଖରୁ ବାହାରି ରାଜଭବନ ପର୍ଯ୍ୟନ୍ତ ପଦଯାତ୍ରା କରିଥିଲେ।ଏହି ପଦଯାତ୍ରାକୁ ରୋଟାରୀ ଗଭର୍ଣ୍ଣର ନୋମିନ ପ୍ରଭୁଦତ ସୁବୁଦ୍ଧି ଏବଂ ପ୍ରତିଷ୍ଠିତ ସମାଜସେବି ରୀନା ରାଉତରାୟ ଅନୁଷ୍ଠାନିକ ଭାବରେ ଉଦଘାଟନ କରିଥିଲେ। ପାଞ୍ଚ କିଲୋମିଟର ପଥ କୁ ମହିଳା ମାନେ 40 ମିନଟ ରେ ଅତିକ୍ରମ କରିଥିଲେ। ରୋଟାରୀ କ୍ଲବ ର ସଭାପତି ଦେବଯାନୀ ବୋଷ, ସମ୍ପାଦକ ଶର୍ମିଷ୍ଠା ମହାନ୍ତି ଏବଂ ପୂର୍ବତନ ସଭାପତି ସଞ୍ଜୟ ବୋଷ, ଟେକକେର୍ସ କ୍ଲବ ର ସଭାପତି ଆଂସୂ ତ୍ରିପାଠୀ ମିଳିତ ଭାବରେ ଏହି ପଦଯାତ୍ରା କୁ ଆୟୋଜନ କରିଥିଲେ। ରୋଟାରୀ କ୍ଲବ କଳିଙ୍ଗ ପକ୍ଷରୁ ରାଧାମୋହନ ପଟ୍ଟନାୟକ, ମନୀନ୍ଦ୍ର ପାଣିଗ୍ରାହୀ, ଶିବନାରାୟଣ ମହାପାତ୍ର, ଆଶୁତୋଷ ନନ୍ଦ, ରୋଟ୍ରାକ୍ଟ କ୍ଲବ ପକ୍ଷରୁ ଜାଜ୍ଞଶିନୀ ଯୋଗଦାନ…

Read More

ଭୁବନେଶ୍ବର: ଆଜି ରାଜ୍ୟରେ ୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୧ ଜଣ ଚିହ୍ନଟ ହୋଇଥିବା ବେଳେ ୨୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୭୪୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୪ ହଜାର ୯୯୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୮୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୭ କୁ ବୃଦ୍ଧି ହୋଇଛି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୬, ସମ୍ବଲପୁର ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୨ ଜଣ, ଅନୁଗୁଳ ଜିଲ୍ଲାରୁ ୧୧ ଜଣ, ବରଗଡ ଜିଲ୍ଲାରୁ ଜଣେ, ବାଲେଶ୍ଵର ଜିଲ୍ଲାରୁ ୬ ଜଣ, କଟକ ଜିଲ୍ଲାରୁ ୩…

Read More

ଭୁବନେଶ୍ୱର: ଆଜି ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଏଥିରେ ଉତ୍କଟ ଆଇନଶୃଙ୍ଖଳା ପରିସ୍ଥିତି, ଧାନମଣ୍ଡି ଓ କୃଷକ ସମସ୍ୟା, ମହିଳା ଏବଂ ଶିଶୁ ନିର୍ଯ୍ୟାତନା ବୃଦ୍ଧି ପାଇବା, ଡିଏମଏଫ ଓ କାମ୍ପା ଫଣ୍ଡ ଦୁର୍ନୀତି, ମହାମାରୀ କୋଭିଡ କୁପରିଚାଳନା ଓ ଦୁର୍ନୀତି, ବାଲି ଦୁର୍ନୀତି, ସୀମା ବିବାଦ, ତୃଟିପୂର୍ଣ୍ଣ ଶିକ୍ଷା ନୀତି, ପାନୀୟ ଜଳ ସମସ୍ୟା, ଗୋସୁରକ୍ଷା ଆଦି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ନିଷ୍କ୍ରିୟତାକୁ ନେଇ ବିସ୍ତୃତ ଆଲୋଚନା କରାଯାଇ ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯିବ ବୋଲି ଦଳୀୟ ସୂତ୍ରରୁ ପ୍ରକାଶ।

Read More

କନ୍ଧମାଳ: ସରକାରୀ ଅର୍ଥ ହଡପ ଅଭିଯୋଗରେ ଆଜି ଫୁଲାବଣୀ ସ୍ୱତନ୍ତ୍ର ଭିଜିଲାନସ କୋର୍ଟ ଦୁଇ ଜଣ ଶିକ୍ଷକଙ୍କୁ ଚାରି ବର୍ଷ ଲେଖାଏଁ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ସୂଚନା ମୁତାବକ ୨୦୧୪ ମସିହାରେ କନ୍ଧମାଳ ଜିଲା ବାଲିଗୁଡା ବ୍ଲକର ଗୁମାକିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଥିବା ଶିକ୍ଷକ ସୀମାଂଚଳ ନାୟକଙ୍କ ବିରୋଧରେ ବିଦ୍ୟାଳୟ ଗୃହ ନିର୍ମାଣ ପାଇଁ ଆସିଥିବା ୬ ଲକ୍ଷ ଟଙ୍କାର ସରାକାରୀ ଅନୁଦାନ ଖର୍ଚ୍ଚ ନ କରି ଆତ୍ମସାତ କରିଥିବା ଅଭିଯେ୍‌ାଗ ହୋଇଥିଲା। ଅଭିଯୋଗ ପ୍ରକାରେ ବ୍ରହ୍ମପୁର ଭିଜିଲାନ୍ସ ଥାନାରେ କେସ ନଂ ୪୯ା୦୦୪ରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଥିଲା। ତଦନ୍ତରେ ସୀମାଂଚଲ ଅର୍ଥ ହଡପ କରିଥିବା ସ୍ପଷ୍ଟ ହେବାରେ ତାଙ୍କ ବିରୋଧରେ ଫୁଲବାଣୀ ଭିଜିଲାନସ୍ ଅଦାଲତରେ ମାମଲା ଚାଲିଥିଲା। ଗତକାଲି ଏହି ମାମଲାର ଶୁଣାଣି କରି ଭିଜିଲାନ୍ସ ବିଚାରପତି ସତ୍ୟପୀର ମିଶ୍ର ଅଭିଯୁକ୍ତ ସୀମାଂଚଳଙ୍କୁ ୪ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ…

Read More

କନ୍ଧମାଳ: କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ପୋଲିସ ରାତ୍ରୀକାଳୀନ ପାଟ୍ରୋଲିଙ୍ଗ ବେଳେ ଡକାୟତୀ ଉଦ୍ୟମ କରୁଥିବା କଟକ ଅଂଚଳର ଦୁଇଜଣ ନକଲି ପୋଲିସ ଅଧିକାରୀଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ପୋଲିସ ପୋଷାକ ସମେତ ନକଲି ପିସ୍ତଲ ଏବଂ ଅନ୍ୟାନ୍ୟ ମାରଣାସ୍ତ୍ର ଜବତ କରିଛି। ସୂଚନା ଅନୁସାରେ ଶୁକ୍ରବାର ରାତିରେ ପୋଲିସ ପାଟ୍ରୋଲିଙ୍ଗ ବେଳେ ବାଲିଗୁଡା ଥାନା ପୋଲିସ ବାଲିଗୁଡା ଖଡଗ ନଦୀ ନିକଟରେ କିଛି ସନ୍ଦିଗ୍ଧ ଲୋକଙ୍କୁ ଦେଖିବାପରେ ସେମାନଙ୍କ ପିଛାକରିଥିଲା। ପୋଲିସକୁ ଦେଖି ସେମାନେ ସେଠାରୁ ଦୌଡି ପଳାଇବାକୁ ଚେଷ୍ଟା କରିବାବେଳେ ପୋଲିସ ସେମାନଙ୍କୁ କାବୁ କରିଥିଲା। ସେମାନେ ପୋଲିସ ଏସ.ଆଇ ପୋଷାକରେ ନିଜକୁ ସଜାଇ ସ୍ଥାନୀୟ କିଛି ଲୋକଙ୍କ ସହଯୋଗରେ ସେହି ବାଟ ଦେଇ ଯାଉଥିବା ଲୋକଙ୍କଠାରୁ ଡକାୟତୀ କରିବାକୁ ମସୁଧା କରୁଥିଲେ। ପୋଲିସ ସେମାନଙ୍କୁ ଗିରଫ କରିବା ସହିତ ସେମାନଙ୍କଠାରୁ ନକଲି ପୋଲିସ ପୋଷାକ, ଗୋଟିଏ ମାରୁତୀ ସ୍ୱିଫଟ୍ ଡିଜାୟାର(ଓଡି-୦୫-୬୮୬୬), ଲୁହା ରଡ, ନକଲି ପିସ୍ତଲ, ପୋଲିସ…

Read More

ଭୁବନ: ବେଆଇନ ମଦ ବିକ୍ରି ଅଭିଯୋଗରେ ସ୍ଥାନୀୟ ଜେଏମଏଫସି କୋର୍ଟ ୨ ଜଣ ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ ଆଦେଶ ଦେଇଥିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ପ୍ରାପ୍ତ ଖବରରୁ ପ୍ରକାଶ ଯେ, ଭୁବନ ବ୍ଲକ ଅନ୍ତର୍ଗତ ମହୁଲପାଳ ଗ୍ରାମର ଜ୍ୟୋତିରଂଜନ ଜେନା ଓ ବେବିନା ଜେନା ବେଆଇନ ମଦ ବିକ୍ରି କରୁଥିବା ଖବର ପାଇ କାମାକ୍ଷାନଗର ଅବକାରୀ ବିଭାଗ ଏସ.ଆଇ ସ୍ୱପ୍ନାରାଣୀ ସାହୁ ଗତ ୮.୩.୨୦୧୯ ରିଖରେ ଚଢାଉ କରି ତାଙ୍କ ନିକଟରୁ ବିପୁଳ ପରିମାଣର ଦେଶୀ, ବିଦେଶୀ ମଦ ଜବତ କରିଥିଲେ। ଏ ସଂପର୍କରେ ୨(ଏ)ସି.ସି କେଶ ନଂ-୩/୨୦୧୯ ର ଶୁଣାଣି କରି ଜେଏମଏଫସି ଶ୍ରୀଚନ୍ଦନ ଦାସ ଓଡିଶା ଏକସାଇଜ ଆକ୍ଟ ୨୦୦୮ ଦଫା ୫୨(ଏ)(ଆଇ) ଆଧାରରେ ଜ୍ୟୋତିରଂଜନ ଓ ବେବିନାଙ୍କୁ ୩ ବର୍ଷ ସଶ୍ରମ କାରାଦଣ୍ଡ ସହିତ ୧୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଥିଲେ। ଜରିମାନା ଅନାଦୟ ଅଧିକ ୩ ମାସ ଜେଲଦଣ୍ଡ ପାଇଁ ଆଦେଶ…

Read More

ବାରିପଦା: ବାଙ୍ଗିରିପୋଷି-ରୁପ୍ସା ରେଳପଥର ବୈଦ୍ୟୁତିକରଣ କାର୍ଯ୍ୟ ପ୍ରାୟ ଶେଷ ହେବା ଉପରେ ପହଁଚି ଯାଇଥିଲା। ଏହି ସମୟରେ ମାର୍ଚ୍ଚ ୬ ଶନିବାର ପ୍ରାତଃ ସମୟରେ ବାରିପଦା ଭଞ୍ଜପୁର ରେଳ ଷ୍ଟେସନ ମଧ୍ୟ ସ୍ଥଳ ବାଘଡ଼ାରୋଡ଼ ଶନି ମନ୍ଦିର ନିକଟରେ ଥିବା ରେଳପଥର ବିଦ୍ୟୁତ୍ ଖୁଂଟରୁ ମୂଲ୍ୟବାନ ତାର ଚୋରୀ କରିବା ନିମନ୍ତେ କେତେକ ଦୁର୍ବୃତ୍ତ ଆସିଥିଲେ। ଏମାନଙ୍କ ମଧ୍ୟରୁ ଜଣେ ଦୁର୍ବୃତ୍ତ ଖୁଂଟ ଉପରକୁ ଚଢ଼ି ତାରକୁ କାଟି ଦେଇଥିବା ବେଳେ ସେ ଖୁଂଟ ଉପରେ ନିଜର ଭାରସାମ୍ୟ ହରାଇ ତଳକୁ ଖସି ପଡ଼ିଥିଲା ଓ ଖୁଂଟ ମୁଳ କଂକ୍ରିଟ ଢ଼ଳେଇରେ ମୁଣ୍ଡ ବାଡ଼େଇ ହେବାରୁ ଘଟଣାସ୍ଥଳରେ ତାର ମୃତ୍ୟୁ ହୋଇଥିଲା। ଏହା ଦେଖି ଅନ୍ୟ ଦୁର୍ବୁତମାନେ ଭୟଭିତ ହୋଇ ଦୌଡ଼ି ପାଳାଇ ଯାଇଥିଲେ। ଏହି ସମୟରେ ବାଙ୍ଗିରିପୋଷି-ଭୂବନେଶ୍ୱର ସୁପରଫାଷ୍ଟ ଟ୍ରେନ ଆସି ସେଠାରେ ଅଟକି ରହିଥିଲା। ଖବର ପାଇ ରେଳ ସୁରକ୍ଷା ବଳ ଘଟଣାସ୍ଥଳରେ ପହଁଚି ଶବକୁ ଚିହ୍ନଟ କରିବା ସହିତ…

Read More

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୭୧୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୦୦ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୨ ଲକ୍ଷ ୧୦ ହଜାର ୭୯୯ ରେ ପହଞ୍ଚିଛି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୭ ହଜାର ୭୫୬ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୮ ଲକ୍ଷ ୬୮ ହଜାର ୫୨୦ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୮୪ ହଜାର ୫୨୩ ଆକ୍ଟିଭ୍‌ କେସ୍ ରହିଛି।

Read More

ଭୁବନେଶ୍ୱର: ପ୍ରଥମ ଥର ପାଇଁ ରାଜ୍ୟର ଅଗ୍ରଣୀ ଗଣମାଧ୍ୟମ ସଂସ୍ଥା ସୁମା ରିଅଲ୍ ମିଡିଆ ପ୍ରାଇଭେଟ ଲିମିଟେଡ୍ ପକ୍ଷରୁ କ୍ଷୁଦ୍ର ଚଳଚ୍ଚିତ୍ର ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି। ଶୁକ୍ରବାର ଏହି ସଂସ୍ଥା ପରିଚାଳିତ ଟିଭି ଚ୍ୟାନେଲ୍ ନ୍ୟୁଜ୍‌୭ର ସର୍ଟ ଫିଲ୍ମ କଂଟେଷ୍ଟ ‘ସୋ-କେଶ ୨୦୨୦’ର ବିଜେତା ମାନଙ୍କୁ ଏଠାରେ ଅନୁଷ୍ଠିତ ଏକ ବର୍ଣ୍ଣାଢ଼୍ୟ କାର୍ଯ୍ୟକ୍ରମରେ ପୁରସ୍କୃତ କରାଯାଇଛି। ଏଥିରେ ଓଡ଼ିଆ ସିନେ ଇଣ୍ଡିଷ୍ଟ୍ରୀର ବହୁ ପ୍ରସିଦ୍ଧ ବ୍ୟକ୍ତିତ୍ୱ ଅତିଥି ଭାବେ ଯୋଗ ଦେଇ ବିଜେତା ମାନଙ୍କୁ ପୁରସ୍କୃତ କରିଛନ୍ତି। ‘ସୋ-କେଶ ୨୦୨୦’ ରେ ମୋଟ ୮୭ଟି କ୍ଷୁଦ୍ର ଚଳଚ୍ଚିତ୍ର ଅଂଶ ଗ୍ରହଣ କରିଥିବା ବେଳେ ସେଥି ମଧ୍ୟରୁ ୧୨ଟି ବର୍ଗରେ କଳାକାର ଓ ନିର୍ମାତାମାନଙ୍କୁ ପୁରସ୍କୃତ କରାଯାଇଛି। ଏହି ପ୍ରତିଯୋଗିତାରେ ଶ୍ରେଷ୍ଠ ସିନେମା ଭାବେ ବିବେଚିତ ହୋଇଛି ପ୍ରଯୋଜକ କାଳିନ୍ଦି ଚରଣ ସାହୁଙ୍କ ଚଳଚ୍ଚିତ୍ର “ଥ୍ରୁ ଦ ଆଇଜ୍ ଅଫ୍‌ ଆନ୍ ଆର୍ଟିଷ୍ଟ”। ପ୍ରଯୋଜକଙ୍କୁ ପୁରସ୍କାର ବାବଦକୁ ୫୦ ହଜାର ଟଙ୍କାର ଅର୍ଥରାଶି…

Read More

ନୂଆଦିଲ୍ଲୀ, ଗୋଲିମରିଚ କେବଳ ରୋଷୋଇ କାମରେ ବ୍ୟବହାର କରାଯାଏ ନାହିଁ। ଏହା ବିଭିନ୍ନ ରୋଗ ଉପଶମ ପାଇଁ ମଧ୍ୟ ବ୍ୟବହାର ହୋଇଥାଏ। ଆପଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ ଏହି ଛୋଟ ଗୋଲମରିଚରେ ବଡ ରୋଗ ମଧ୍ୟ ଭଲ ହୋଇଥାଏ। ଆଜି ଆସନ୍ତୁ ଏହି ଗୋଲମରିଚରୁ ପାଞ୍ଚୋଟି ରୋଗ କିପରି ଉପଶମ ହୋଇଥାଏ। ମୁଣ୍ଡବିନ୍ଧା- ଯଦି ମୁଣ୍ଡ ବିନ୍ଧା ହେଉଥିବ ତେବେ ଗୋଟିଏ ଗୋଲମରିଚ ଛୁଞ୍ଚିରେ ଫୋଡି ତାହାକୁ ନିଆଁରେ ଜାଳନ୍ତୁ। ସେଥିରୁ ଯେଉଁ ଧୂଆଁ ବାହାରିବ ତାହା ନାକ ବାଟେ ଗ୍ରହଣ କରନ୍ତୁ। ଦେଖିବେ ମୁଣ୍ଡ ବିନ୍ଧା ଭଲ ହୋଇଯିବ। ଦନ୍ତରୋଗ- ଗୋଲମରିଚ ଗୁଣ୍ଡରେ ମଝିରେ ମଝିରେ ଦାନ୍ତ ଘସିଲେ ବିଭିନ୍ନ ଦାନ୍ତ ରୋଗରୁ ମିଳିଥାଏ ଉପଶମ। ଆମାଶୟ- ଗୋଲମରିଚ ଗୁଣ୍ଡକୁ ପାଣିରେ ମିଶାଇ ସେବନ କଲେ ବହୁ ପୁରୁଣା ଆମାଶୟ ରୋଗ ଭଲ ହୋଇଥାଏ। କାଶ- ଗୋଲମରିଚ ଗୁଣ୍ଡ ଏବଂ ମହୁ ମିଶାଇ ସେବନ କଲେ ନୂଆ ପୁରୁଣା କାଶ…

Read More

ନୂଆଦିଲ୍ଲୀ, ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ କହିଛନ୍ତି ଯ, ଜୀବନ କାଳ ମଧ୍ୟରେ ଆପଣମାନେ ଏମାନଙ୍କ ବ୍ୟବହାରରେ କିପରି ପରିବର୍ତ୍ତନ ହୁଏ ତାହା ବର୍ଣ୍ଣନା କରିଛନ୍ତି। ସେ ମାତ୍ର ଚାରୋଟି ଉଦାହରଣ ଦେଇ ଏହାର ବିସ୍ତୃତ ତଥ୍ୟ ଉପସ୍ଥାପନ କରିଛନ୍ତି। 1- ଧନହୀନ ପୁରୁଷକୁ ବେଶ୍ୟା- ଚାଣକ୍ୟ କହିଛନ୍ତି ଯେ, ଯେତେେବଳେ ପୁରୁଷଙ୍କଠାରୁ ପଇସା ସରିଯାଏ ସେତେବେଳେ ବେଶ୍ୟା ତାଙ୍କୁ ତ୍ୟାଗ କରିଥାଏ। ପଇସା ଥିବା ବେଳେ ସେ ପୁରା ନିଜର ହୋଇ ବାନ୍ଧି ରଖିବାକୁ ଚେଷ୍ଠା କରେ। ଉଦ୍ଦେଶ୍ୟ ହେଉଛି ସବୁ ପଇସା ମାରି ନେବା। 2-ଶକ୍ତିହୀନ ରାଜାକୁ ପ୍ରଜା- ସେହିପରି ଯେ ପର୍ଯ୍ୟନ୍ତ ରାଜା ଶକ୍ତିଶାଳୀ ଥିବେ ସେ ପର୍ଯ୍ୟନ୍ତ ପ୍ରଜା ତାଙ୍କୁ ଖାତିର କରି ରହିବେ। ହେଲେ ଯେତେବେଳ ରାଜା ଶକ୍ତିହୀନ ହେବେ ସେତେବେଳେ ସେହି ପ୍ରଜାମାନେ ଦୂରେଇ ଯିବେ। ଏପରିକି ହଇରାଣ କରିବାକୁ ମଧ୍ୟ ପଛେଇବେ ନାହିଁ। 3-ଫଳହୀନ ବୃକ୍ଷକୁ ପକ୍ଷୀ- ଯେ ପର୍ଯ୍ୟନ୍ତ…

Read More

ମେଷ: – ନୂତନ ଯୋଜନା ପ୍ରସ୍ତୁତ ହେବ। ଜଣେ ପ୍ରଭାବଶାଳୀ ବ୍ୟକ୍ତି ମାର୍ଗଦର୍ଶନ ଏବଂ ସମର୍ଥନ ପାଇପାରିବେ। ବ୍ୟବସାୟ କାର୍ଯ୍ୟରେ ଉନ୍ନତି ହେବ । ଆପଣ ସାମାଜିକ ସେବା କରିବାକୁ ପ୍ରେରଣା ପାଇବେ। ସମ୍ମାନ ପାଇବେ । ଟଙ୍କା ମିଳିବା ସହଜ ହେବ। ଆଘାତ ଏବଂ ରୋଗ ହେତୁ ବାଧା ହେବାର ସମ୍ଭାବନା ଅଛି। ବୃଷ: – ବକେୟା ରାଶି ପୁନରୁଦ୍ଧାର ପାଇଁ ଉଦ୍ୟମ ସଫଳ ହେବ । ବ୍ୟବସାୟ ଯାତ୍ରା ଲାଭଦାୟକ ହେବ। ଲାଭ ସୁଯୋଗ ଆସିବ । ଏକ ନୂତନ କାର୍ଯ୍ୟ କରିବାକୁ ଇଚ୍ଛୁକ ହେବେ। ବିନିଯୋଗ ଶୁଭ ହେବ। ବ୍ୟବସାୟ ବୃଦ୍ଧି ହେବାର ସମ୍ଭାବନା ଅଛି । ଏହାର ପ୍ରଭାବ ଚାକିରି କ୍ଷେତ୍ରରେ ପଡିବ। ପାରିବାରିକ ସୁଖ ଏବଂ ଶାନ୍ତି ରହିବ। ମିଥୁନ: – ମୂଲ୍ୟବାନ ଜିନିଷକୁ ସୁରକ୍ଷିତ ରଖନ୍ତୁ । ଅପ୍ରତ୍ୟାଶିତ ଖର୍ଚ୍ଚ ଆସିବ । ଆର୍ଥିକ ପରିସ୍ଥିତି ଆହୁରି ଖରାପ ହୋଇପାରେ । ଗୁରୁତ୍ୱପୂର୍ଣ୍ଣ…

Read More

କୁମ୍ଭ: – ସୁଖ ବୃଦ୍ଧି ପାଇବ। ଏକ ଚିତ୍ତାକର୍ଷକ ମାର୍ଗ ପ୍ରସ୍ତୁତ କରାଯାଇପାରିବ। ଛାତ୍ରମାନେ ସେମାନଙ୍କର କାର୍ଯ୍ୟକୁ ସଫଳତାର ସହିତ କରିବାକୁ ସମର୍ଥ ହେବେ । ଆପଣ ପରୀକ୍ଷା ଏବଂ ସାକ୍ଷାତକାର ଇତ୍ୟାଦିରେ ସଫଳତା ପାଇବେ। ମୀନ: – ମାନସିକ ଅସ୍ଥିରତା ଦେଖାଯିବ। ବନ୍ଦ କାର୍ଯ୍ୟଗୁଡିକ କୋର୍ଟ ଏବଂ ସରକାରୀ କାର୍ଯ୍ୟାଳୟରେ ଗତି କରିବ। ବିବାଦର ସମାଧାନ ହୋଇପାରିବ। ଜୀବନସାଥୀ ଉପହାର ଦେବାର ସୁଯୋଗ ପାଇବେ।

Read More