Author: Samikhsya Bureau

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଆସାମ ଠାରେ ଇଣ୍ଡିଆନ ଅଏଲର ବୋଙ୍ଗାଇଗାଓଁ ବିଶୋଧନାଗାର, ଦିବ୍ରୁଗଡ଼ର ମଧୁବନ ଠାରେ ଅଏଲ ଇଣ୍ଡିଆ ଲିମିଟେଡର ସେକେଣ୍ଡାରୀ ଟ୍ୟାଙ୍କ ଫାର୍ମ ଏବଂ ତିନସୁକିଆର ମାକୁମ ଅନ୍ତର୍ଗତ ହେବେଡା ଗ୍ରାମରେ ଗ୍ୟାସ କମ୍ପ୍ରେସର ଷ୍ଟେସନକୁ ରିମୋଟ୍‌ ଜରିଆରେ ଉଦଘାଟନ କରିଛନ୍ତି। ସେ ମଧ୍ୟ ଆସାମରେ ଧେମାଜୀ ଇଞ୍ଜିନିୟରିଂ କଲେଜର ଉଦଘାଟନ କରିବା ସହିତ ସୁଆଲକୁଚି ଇଞ୍ଜିନିୟରିଂ କଲେଜ ପାଇଁ ଶିଳାନ୍ୟାସ କରିଥିଲେ। ଆସାମ ରାଜ୍ୟପାଳ ପ୍ରଫେସର ଜଗଦୀଶ ମୁଖୀ, ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋୱାଲ, କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ରାଷ୍ଟ୍ରମନ୍ତ୍ରୀ ରାମେଶ୍ବର ତେଲି ଏହି ଅବସରରେ ଉପସ୍ଥିତ ଥିଲେ। ଏହି ଅବସରରେ ଏକ ଜନସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଉତ୍ତର ପୂର୍ବାଞ୍ଚଳ ଭାରତର ନୂତନ ଅଭିବୃଦ୍ଧି ଇଞ୍ଜିନ ପାଲଟିବ ଏବଂ ସେ ଆସାମର ଲୋକମାନଙ୍କର କାମ କରିବା ପାଇଁ ଅନୁପ୍ରାଣିତ। ବ୍ରହ୍ମପୁତ୍ର…

Read More

ରମେଶ ମହାନ୍ତି ଜଗତସିଂହପୁର: ରଘୁନାଥପୁର ବ୍ଲକ ଅଧିନସ୍ଥ ସାଦେଇପୁର ଗ୍ରାମପଞ୍ଚାୟତ ଅଫିସ୍ ଠାରେ ଜିଲ୍ଲା ଆଇନସେବା ପ୍ରାଧିକରଣ ତରଫରୁ ମହାମାରୀ ନିୟମ ଉପରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲା ଆଇନସେବା ପ୍ରାଧିକରଣର ସଚିବ ତଥା ବିଚାରପତି ଶ୍ରୀ କମଳାକାନ୍ତ ରାଉତଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଆଖପାଖ ଅଞ୍ଚଳରୁ ଶତାଧିକ ବୃଦ୍ଧ ବନିତା ଉପସ୍ଥିତ ଥିଲେ। ଉକ୍ତ କାର୍ଯ୍ୟକ୍ରମରେ ସରପଞ୍ଚ ଡମ୍ବରୁଧର ବେହେରା, ଉପ-ଥାନାଅଧିକାରୀ ବାୟାମହମ୍ମଦ ଏବଂ ପାରାଲିଗାଲ ସ୍ୱେଚ୍ଛାସେବୀ କ୍ଷୀରୋଦ କୁମାର ଦାଶ, ମନୋଜ କୁମାର ସ୍ବାଇଁ, ଶୁଭଲକ୍ଷ୍ମୀ ନାୟକ ଉପସ୍ଥିତ ଥିଲେ। ପ୍ରାଧିକରଣର ସଚିବ ଶ୍ରୀ ରାଉତ ତାଙ୍କ ବକ୍ତବ୍ୟରେ ମହାମାରୀ ଅଧିନିୟମ ୧୮୯୭ ଓ ୨୦୨୦ ଏବଂ ଆମ ରାଜ୍ୟ ସରକାରଙ୍କ ଥିବା ତତ୍ ସଲଗ୍ନ ବିଭିନ୍ନ ନିୟମାବଳୀ ଆଦି ବିଷୟରେ ଆଲୋଚନା କରିଥିଲେ। କରୋନା ଭୁତାଣୁ ସଂକ୍ରମଣରୁ ସୁରକ୍ଷିତ ରହିବା ପାଇଁ ହାତ ସାବୁନରେ ବାରମ୍ବାର ଧୋଇବା, ଘର ବାହାରକୁ ଯିବାବେଳେ ମାସ୍କ୍ ପିନ୍ଧିବା,…

Read More

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୦ ହଜାର ୫୮୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୭୮ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୦ ଲକ୍ଷ ୧୬ ହଜାର ୪୩୪ ରେ ପହଞ୍ଚିଛି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୬ ହଜାର ୪୬୩ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୭ ଲକ୍ଷ ୧୨ ହଜାର ୬୬୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୪୭ ହଜାର ୩୦୬ ଆକ୍ଟିଭ୍‌ କେସ୍ ରହିଛି।

Read More

ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ଧରା ପଡିଗଲା ମିଛ କନିଁଆ। ବର ପରିବର୍ତ୍ତନ ସହ ଆଧାର କାର୍ଡରେ କରୁଥିଲେ ନାଁ ପରିବର୍ତ୍ତନ। ପ୍ରତ୍ୟେକ ଆଧାର କାର୍ଡରେ ଥିଲା ଭିନ୍ନ ଭିନ୍ନ ନାଁ। ଏମିତି ୪ ଜଣଙ୍କୁ ବରଣମାଳା ପିନ୍ଧାଇବା ପରେ ଧରା ପଡିଗଲା ସତ ବାହାଘରର ମିଛ କନିଁଆ। ଆନ୍ତରାଜ୍ୟ ନକଲି ବିବାହ ଦଳର ପର୍ଦ୍ଦାଫାଶ କରିଛି କଳାହାଣ୍ଡି ପୋଲିସ। କନିଆଁର ଟାର୍ଗେଟରେ ଥିଲେ ବିବାହ ବିଚ୍ଛେଦ ବ୍ୟକ୍ତି। ବିବାହ କରି ଘର ସଂସାରର ସ୍ବପ୍ନ ଦେଖାଇ ଅଧାବାଟରେ କଳାକନା ବୁଲାଇ ଫେରାର ହେଉଯାଉଥିଲା କନିଁଆ। ସୁନ୍ଦରଗଡର ମିଛ କନିଁଆ ଏଲି ମହନ୍ତ ନାମକ ଜଣେ ମହିଳା ବଲାଙ୍ଗୀର କଣ୍ଟାବାଞ୍ଜିର ବରବଲ ଶର୍ମା, ଛତିଶଗଡ ମହାସମୁନ୍ଦର ମିନା ଗୁପ୍ତା ଏବଂ ଛତିଶଗଡ ବିଲାସପୁରର ଶ୍ରବଣ ସୋନିଙ୍କୁ ଗିରଫ କରିଛି କଳାହାଣ୍ଡି ପୋଲିସ। ମିଛ କନିଁଆ ଏଲି ମହନ୍ତ ସହ ଏମାନେ ଫେକ୍ ବାପା-ମାଆ ସାଜି ଲୋକଙ୍କୁ ଲୁଟି ଚାଲିଥିଲେ। ଏମାନେ କେବଳ…

Read More

ଭୁବନେଶ୍ବର, ମାଘ ମାସ ଶୁକ୍ଳପକ୍ଷ ଏକାଦଶୀକୁ ଭୀଷ୍ମ ଏକାଦଶୀ ଭାବେ ପାଳନ କରାଯାଏ । ଏହା ଜୟା ଏକାଦଶୀ ବା ଭୈମୀ ଏକାଦଶୀ ଭାବରେ ମଧ୍ୟ ପରିଚିତ । ଭୀଷ୍ମ ଏକାଦଶୀ ତିଥିରେ ବିଷ୍ଣୁ ସହସ୍ରନାମ ସ୍ତ୍ରୋତର ଜନ୍ମ ହେଇଥିବା କଥିତ ଅଛି ।ଏହି ଦିନ ଉପବାସ ରହି ଭୀଷ୍ମଙ୍କୁ ସ୍ମରଣ ଏବଂ ସାରାଦିନ ବିଷ୍ଣୁସହସ୍ର ନାମ ସ୍ତୋତ୍ର ନାମ ଗାନ କଲେ ଭଗବାନଙ୍କ ଆଶିର୍ବାଦ ମିଳିଥାଏ ବୋଲି ବିଶ୍ବାସ ରହିଛି । ଏହିଦିନ ବିଷ୍ଣୁଙ୍କୁ ପୂଜା ଓ ବନ୍ଦନା କରାଯାଏ। ମକର ସଂକ୍ରାନ୍ତି, ମାଘ ପୂର୍ଣ୍ଣିମା ଏବଂ ମହାଶିବରାତ୍ରୀ ପରି ମହାକୁମ୍ଭର ଅନେକ ସ୍ନାନ ଦିବସ ମଧ୍ୟରେ ଭୀଷ୍ମ ଏକାଦଶୀ ଏକ ପବିତ୍ର ଦିନ ଯେଉଁଦିନ କୁମ୍ଭସ୍ନାନ କରାଯାଏ । ଓଡିଶାରେ ଏହି ଏକାଦଶୀ ଦିନ ସାକ୍ଷୀଗୋପାଳର ଶ୍ରୀଗୋପାଳଜୀଉଙ୍କ ଗଜଉଦ୍ଧାରଣ ବେଶ ହୋଇଥାଏ । ଯାଜପୁରରେ ବ୍ୟାସ ସରୋବର ମେଳା ଓ କଣ୍ଟିଲୋର ନୀଳମାଧବଙ୍କ ପୀଠରେ ଭୌମୀ ଏକାଦଶୀ ଯାତ୍ରା…

Read More

ଭୁୁବନେଶ୍ୱର, ରାଜ୍ୟ ସରକାର ଚାଷୀଙ୍କ ହିତ ପାଇଁ ନୁହେଁ ବରଂ କେବଳ ଲୋକଦେଖାଣିଆ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି ରାଜ୍ୟ ବଜେଟ ଉପରେ ପ୍ରତିକ୍ରିୟା ରଖିଛି ବିଜେପି। ଦଳର ସଭାପତି ସମୀର ମହାନ୍ତି କହିଛନ୍ତି ଯେ, ଚଳିତ ବଜେଟରେ ଚାଷୀଙ୍କ ଉପରେ କୌଣସି ଫୋକସ୍ ଦିଆଯାଇନାହିଁ । ରାଜ୍ୟ ସରକାର କାଳିଆ ଯୋଜନା ନେଇ ବ୍ୟୟବରାଦ କରିବା ଚାଷୀକୂଳ ପାଇଁ ପରିହାସ । ରାଜ୍ୟ ସରକାର କାଳିଆ ଯୋଜନାରେ ୫୩ ଲକ୍ଷ ଚାଷୀଙ୍କ ତାଲିକା ଦେଇଥିବାବେଳେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧୀ ଯୋଜନା ପାଇଁ କେନ୍ଦ୍ର ସରକାରଙ୍କୁ ଚାଷୀଙ୍କ ତାଲିକା ପଠାଉନାହାଁନ୍ତି କାହିଁକି ବୋଲି ବିଜେପି ରାଜ୍ୟ ସଭାପତି ପୁଣି ଥରେ ପ୍ରଶ୍ନ କରିଛନ୍ତି । ଚଳିତ ବଜେଟରେ ଗରିବଙ୍କ ପାଇଁ କୌଣସି ଠୋସ୍ ପଦକ୍ଷେପ ନିଆଯାଇନାହିଁ । ରାଜ୍ୟର ଯୁବକଙ୍କୁ ଆତ୍ମନିର୍ଭରଶୀଳ ଓ ରୋଜଗାରକ୍ଷମ କରାଇବା, ଦାଦନ ଶ୍ରମିକ ମାନଙ୍କୁ ନିଯୁକ୍ତି ଦେବା, ରାଜ୍ୟରେ ନୂତନ ଉଦ୍ୟୋଗ ସ୍ଥାପନା କରିବା…

Read More

ମେଷ- ଆପଣଙ୍କ ସ୍ୱାସ୍ଥ୍ୟ ପ୍ରତି ବେପରୁଆ ହୁଅନ୍ତୁ ନାହିଁ । କାରବାରରେ ସତର୍କତା ବ୍ୟବହାର କରନ୍ତୁ । ପରିସ୍ଥିତିକୁ ନେଇ ଟଙ୍କା ଚିନ୍ତା କରିବାକୁ ପଡିବ। ଆପଣଙ୍କର ଅନାବଶ୍ୟକ ଖର୍ଚ୍ଚ ହୋଇପାରେ । ଚାକିରି ଏବଂ ବ୍ୟବସାୟରେ ଦ୍ୱନ୍ଦ୍ୱ ବଢିପାରେ । ଟଙ୍କା ମାମଲାରେ ଯତ୍ନବାନ ହେବାକୁ ପଡିବ । ଅଫିସ୍ କିମ୍ବା କାର୍ଯ୍ୟକ୍ଷେତ୍ରରେ ଏକ ଚାପଗ୍ରସ୍ତ ପରିସ୍ଥିତି ହୋଇପାରେ । ବୃଷ- ବିନିଯୋଗ ଇତ୍ୟାଦିରେ ଲାଭବାନ ହେବ । ଆର୍ଥିକ ଦିଗ ଦୃଢ ହେବ। ଘରର ଉପଯୋଗୀ ଜିନିଷଗୁଡ଼ିକ ବୃଦ୍ଧି ପାଇବ । ଶୀଘ୍ର କୈଣସି କାମ କରନ୍ତୁ ନାହିଁ । ଧାର୍ମିକ ଏବଂ ସାଂସ୍କୃତିକ ମହୋତ୍ସବରେ ଏକ ଅଂଶ ରହିବେ ।  ବ୍ୟବସାୟ ଭଲ କରିବ । ଅଫିସରେ ଚାକିରୀକୁ ନେଇ ସନ୍ତୁଷ୍ଟ ହେବେ । ଘର ବାହାରେ ଜୀବନ ଖୁସି ହେବ । ମୋଟ ଉପରେ, ଆଜି ଆପଣଙ୍କ ପାଇଁ ସଠିକ୍ ଦିନ ହେବ । ମିଥୁନ-…

Read More

କୁମ୍ଭ- ଆପଣ ଆଜି ଧର୍ଯ୍ୟବାନ ହେବା ଉଚିତ୍ । ଟଙ୍କା କ୍ଷେତ୍ରରେ କ୍ଷତି ହୋଇପାରେ । କିଛି ଆଇନଗତ ପ୍ରସଙ୍ଗରେ ଆପଣ ଜଡିତ ହୋଇପାରନ୍ତି। ସମୟର ଯତ୍ନ ନିଅନ୍ତୁ । କିଛି ବିଶେଷ କାର୍ଯ୍ୟ ପାଇଁ ଆପଣଙ୍କୁ ବହୁତ କଠିନ ପରିଶ୍ରମ କରିବାକୁ ପଡିପାରେ । ମୀନ- ଆପଣଙ୍କୁ ଦେଖା କରୁଥିବା ଲୋକମାନେ ଆପଣଙ୍କୁ କିଛି ନୂଆ ଚେଷ୍ଟା କରିବାକୁ ପ୍ରେରଣା ଦେଇପାରିବେ । ଏହି ସମୟରେ କରାଯାଇଥିବା ପ୍ରୟାସ ସଫଳ ହେବାର ସମ୍ଭାବନା ଅଧିକ । ବୋଧହୁଏ ଆପଣ ଅତିରିକ୍ତ ଦାୟିତ୍ବ ପାଇବେ କିମ୍ବା ସାମ୍ପ୍ରତିକ ଚାକିରିରେ କାମ କରିବ ।

Read More

ବିଛା- ଆପଣ ମଧୁରବାଣୀ ଦ୍ବାରା ଯେକୈଣସି କାର୍ଯ୍ୟରେ ବିଜୟୀ ହେବାକୁ ସମର୍ଥ ହେବେ। ପରିବାର ସଦସ୍ୟଙ୍କ ସହିତ ଖୁସିରେ ସମୟ ଅତିବାହିତ କରିବେ। ଆଜି ଭାଗ୍ୟ ଆପଣଙ୍କ ସହିତ ରହିବ। ଆୟର ନୂତନ ଉତ୍ସ ଉତ୍ପନ୍ନ ହୋଇପାରେ। ଧନୁ- ଶାରୀରିକ ଭାବରେ ବ୍ୟସ୍ତ ରହିବେ । ଆପଣଙ୍କ କାମରୁ ପଛକୁ ଯାଅନ୍ତୁ ନାହିଁ । ଟଙ୍କା ରୋଜଗାର କରିବାର କିଛି ନୂତନ ଏବଂ ଭଲ ସୁଯୋଗ ମଧ୍ୟ ମିଳିପାରେ । ଆପଣଙ୍କର ଆତ୍ମବିଶ୍ୱାସ ଆଧାରରେ, ଅନ୍ୟମାନଙ୍କଠାରୁ ଭିନ୍ନ ପରିଚୟ ସୃଷ୍ଟି କରିବାରେ ସଫଳ ହୋଇପାରିବ । ମକର- ଅନେକ ଦିନ ଧରି ବନ୍ଦ ହୋଇଯାଇଥିବା କାର୍ଯ୍ୟଗୁଡ଼ିକ ମଧ୍ୟ ସଂପୂର୍ଣ୍ଣ ହୋଇପାରିବ । ପାରିବାରିକ ସମ୍ପର୍କ ଆନ୍ତରିକ ହେବ । ଆପଣଙ୍କର ଭାବମୂର୍ତ୍ତିରେ ଉନ୍ନତି ଆଣିବାକୁ ଆପଣ ଏକ ସୁଯୋଗ ମଧ୍ୟ ପାଇପାରିବେ। ଚିନ୍ତା ସମାପ୍ତ ହୋଇପାରିବ । ଦିନଟି ଆପଣଙ୍କ ପାଇଁ ଉତ୍ସାହଜନକ ଏବଂ ମନୋରଞ୍ଜନ ଜାରି ରହିବ।

Read More

କନ୍ୟା- ଆପଣଙ୍କର ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ଆପଣ ଲୋକମାନଙ୍କୁ ମଧ୍ୟ ପ୍ରଭାବିତ କରିବେ। ଲୋକମାନେ ଆପଣଙ୍କର ଚିନ୍ତାଧାରାକୁ ପସନ୍ଦ କରିବେ । ଲୋକମାନେ ଆପଣଙ୍କ ପରାମର୍ଶରୁ ଉପକୃତ ହେବେ । ଆପଣ କିଛି ଭଲ ଖବରକୁ ଅପେକ୍ଷା କରିବେ । ତୂଳା- ପରିବାର ସାହାଯ୍ୟ କରିବେ। ଆପଣଙ୍କର ମାନସିକ ସନ୍ତୁଳିତ ରହିବ ଏବଂ ଏହା ଆପଣଙ୍କ ପାରିବାରିକ ଜୀବନରେ ମଧ୍ୟ ସୁଖ ଆଣିପାରେ। କାର୍ଯ୍ୟ ସମାପ୍ତ ହୋଇପାରିବ । କ୍ୟାରିୟର ଏବଂ ପୁଞ୍ଜି ବିନିଯୋଗ କ୍ଷେତ୍ରରେ ଆପଣ କିଛି ନୂତନ ଏବଂ ମହତ୍ ସୁଯୋଗ ମଧ୍ୟ ପାଇପାରିବେ।

Read More

ନୂଆଦିଲ୍ଲୀ, ଏହି ଦୁଇ ରାଶିର ଲୋକମାନେ କେତେକ କ୍ଷେତ୍ରରେ ସାହାଯ୍ୟ ପାଇବାକୁ ସକ୍ଷମ ହେବେ ନାହିଁ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଆସିପାରେ । ନିଦ୍ରା ଅଭାବ ହେବ । ମୁଣ୍ଡବିନ୍ଧା ଏବଂ ଆଖିରେ ଉତ୍ତେଜନା ଦେଖାଦେଇପାରେ । ଯଦି ଆପଣ ଜିଦି କରନ୍ତି ତେବେ, କାହା ସହିତ ବିବାଦ ହେବାର ସମ୍ଭାବନା ଅଛି । ସେହି ଦୁଇଟି ରାଶି ହେଲା କର୍କଟ ଏବଂ ସିଂହ। ବନ୍ଧୁଙ୍କ ସମ୍ପର୍କ ବିଷୟରେ ଆପଣ ଟିକିଏ ସଚେତନ ହେବା ଉଚିତ୍ । ଯେଉଁମାନେ ଆପଣଙ୍କ କ୍ୟାରିୟର ପାଇଁ ଗୁରୁତ୍ୱପୂର୍ଣ୍ଣ ସେମାନେ ମଧ୍ୟ ଆପଣଙ୍କୁ ଟିକେ ହଇରାଣ କରିପାରନ୍ତି ।

Read More

ମେଷ- ଆପଣଙ୍କ ସ୍ୱାସ୍ଥ୍ୟ ପ୍ରତି ବେପରୁଆ ହୁଅନ୍ତୁ ନାହିଁ । କାରବାରରେ ସତର୍କତା ବ୍ୟବହାର କରନ୍ତୁ । ପରିସ୍ଥିତିକୁ ନେଇ ଟଙ୍କା ଚିନ୍ତା କରିବାକୁ ପଡିବ । ଆପଣଙ୍କର ଅନାବଶ୍ୟକ ଖର୍ଚ୍ଚ ହୋଇପାରେ । ବୃଷ- ବିନିଯୋଗ ଇତ୍ୟାଦିରେ ଲାଭବାନ ହେବ । ଆର୍ଥିକ ଦିଗ ଦୃଢ ହେବ। ଘରର ଉପଯୋଗୀ ଜିନିଷଗୁଡ଼ିକ ବୃଦ୍ଧି ପାଇବ । ଶୀଘ୍ର କୈଣସି କାମ କରନ୍ତୁ ନାହିଁ । ଧାର୍ମିକ ଏବଂ ସାଂସ୍କୃତିକ ମହୋତ୍ସବରେ ଏକ ଅଂଶ ରହିବେ ।  ବ୍ୟବସାୟ ଭଲ କରିବ । ମିଥୁନ- ଆପଣ ଏକାସାଙ୍ଗରେ ଅନେକ କ୍ଷେତ୍ରରେ ସକ୍ରିୟ ରହିବେ । ଆଗକୁ ବଢିବା ପାଇଁ ଆପଣଙ୍କର ଜୀବନରେ କିଛି ପରିବର୍ତ୍ତନ କରିବାକୁ ପଡିପାରେ । ଭ୍ରମଣ ଯୋଗ ମଧ୍ୟ ଅଛି । ବ୍ୟବସାୟରେ ବ୍ୟସ୍ତ ରହିବେ । ସାମାଜିକ ସ୍ତରରେ ସମ୍ମାନ ମିଳିବ ।

Read More

ଭୁବନେଶ୍ବର, ରାଜ୍ୟ ସରକାର ଏଥର ପର୍ଯ୍ୟଟନ ବଜେଟରେ ବିକାଶ ମୂଳକ କାର୍ଯ୍ୟ ପାଇଁ ବହୁ ବ୍ୟୟ ବରାଦ କରିଛନ୍ତି। ସେଗୁଡିକ ମଧ୍ୟରେ ରହିଛି ହେରିଟେଜ୍ ସଂରକ୍ଷଣ ଏବଂ ପର୍ଯ୍ୟଟନ ବିକାଶ: – ଶ୍ରେଷ୍ଠ ପର୍ଯ୍ୟଟନ ଭିତ୍ତିଭୂମି ସୃଷ୍ଟି ପାଇଁ ପର୍ଯ୍ୟଟନ ବିଭାଗକୁ ଆବଣ୍ଟନ 25 ପ୍ରତିଶତ ବୃଦ୍ଧି କରାଯାଇ ରେକର୍ଡ 500 କୋଟିରେ ପହଞ୍ଚିଛି। – ଅଭଡା ଯୋଜନା ଅନ୍ତର୍ଗତ ପୁରୀକୁ ବିଶ୍ୱ ଐତିହ୍ୟ ସହରରେ ପରିଣତ କରିବା ପାଇଁ 542 କୋଟି ବରାଦ। – ଏକାମ୍ର କ୍ଷେତ୍ର ସୁବିଧା ଏବଂ ସ୍ମାରକୀ ପୁନରୁଦ୍ଧାର କାର୍ଯ୍ୟ  ଯୋଜନା ଅଧୀନରେ 200 କୋଟି ବ୍ୟୟ ବରାଦ। – ସମଲେଶ୍ୱରୀ ମନ୍ଦିର କ୍ଷେତ୍ର ପରିଚାଳନା ଏବଂ ସ୍ଥାନୀୟ ଅର୍ଥନୈତିକ ଉନ୍ନତି ପାଇଁ ସମଲେଇ ଯୋଜନା ଅଧୀନରେ 200 କୋଟି ବ୍ୟୟ ବରାଦ – ପର୍ଯ୍ୟଟନ ଭିତ୍ତିଭୂମି ବିକାଶ ଏବଂ ପରିଚାଳନା ପାଇଁ 349 କୋଟି – ପର୍ଯ୍ୟଟନର ପ୍ରଚାର ପାଇଁ 83 କୋଟି

Read More

ଭୁବନେଶ୍ବର, ଏଥର ବଜେଟରେ ଗମନାଗମନ ପାଇଁ ବିଶେଷ ଧ୍ୟାନ ଦିଆଯାଇଛି। ଏଥିରେ ସଡକ ନିର୍ମାଣ, ଏୟାର ଷ୍ଟ୍ରିପ ବିକାଶ, ବସ ଟର୍ମିନାଲ ଏବଂ ରେଳ ସଂଯୋଗ ପାଇଁ ବ୍ୟୟ ବରାଦ କରାଯାଇଛି। ଜାଣନ୍ତୁ କେଉଁ କାର୍ଯ୍ୟ ପାଇଁ କେତେ ଦିଆଗଲା ଅର୍ଥ। ସଡକ ନିର୍ମାଣ- –  ସଡକ ବିକାଶ କାର୍ଯ୍ୟକ୍ରମ ଅଧୀନରେ 2296 କୋଟି ପ୍ରଦାନ କରାଯାଇଛି | ଏଥିରେ ରାଜ୍ୟରେ ସଡକଗୁଡ଼ିକର ନବୀକରଣମଧ୍ୟ ରହିଛି। – ସେତୁ ନିର୍ମାଣ ପାଇଁ ବିଜୁ ସେତୁ ଯୋଜନା ଅଧୀନରେ 912 କୋଟି | – ରାସ୍ତା ଏବଂ ବ୍ରିଜ୍ ନିର୍ମାଣ / ଉନ୍ନତି ଯୋଜନା ଅଧୀନରେ 600 କୋଟି ଟଙ୍କା | – 4000 କିଲୋମିଟର ଗ୍ରାମୀଣ ରାସ୍ତା ସଂପୂର୍ଣ୍ଣ କରିବା ପାଇଁ ପ୍ରଧାନ ମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନା ଅଧୀନରେ 2000 କୋଟି । – ରାଜ୍ୟ ରାଜପଥ ବିକାଶ କାର୍ଯ୍ୟକ୍ରମ (SHDP) ପାଇଁ ₹ 200 କୋଟି । -…

Read More

ଭୁବନେଶ୍ବର, ଏଥର ଅର୍ଥମନ୍ତ୍ରୀ ନିରଂଜନ ପୂଜାର କୃଷି ବିଭାଗ ପାଇଁ  17 ହଜାର 469 କୋଟି ବ୍ୟୟ ବରାଦ କରିଛନ୍ତି। ଏଥିରେ ଯାହା ରହିଛି ସେଗୁଡିକ ହେଲା – ଜୀବିକା ନିର୍ବାହ ଏବଂ ଆୟକର ବୃଦ୍ଧି (KALIA) ଯୋଜନା ଅନ୍ତର୍ଗତ କୃଷକ ସହାୟତା ଯୋଜନା ଅଧୀନରେ 1,800 କୋଟି ଟଙ୍କା। – ସମବାୟ ସମିତି ତଥା କମର୍ସିଆଲ୍ ବ୍ୟାଙ୍କକୁ ଫସଲ ଋଣ ଉପରେ ସୁଧ ସବସିଡ୍ ପାଇଁ 819 କୋଟି ପ୍ରଦାନ କରାଯାଇଛି। – ବାଣିଜ୍ୟିକ କୃଷି ଉଦ୍ୟୋଗ ପ୍ରତିଷ୍ଠା ତଥା କୃଷି ଉପକରଣ, ଯନ୍ତ୍ରପାତି ଏବଂ ଡିଜେଲ ପମ୍ପ ସେଟଗୁଡିକର ଲୋକପ୍ରିୟତା ପାଇଁ ପୁଞ୍ଜି ବିନିଯୋଗ ନିମନ୍ତେ ସବସିଡି ପାଇଁ 454 କୋଟି ଦିଆଯାଇଛି। – ଓଡିଶା ମିଲେଟ ମିଶନ ପାଇଁ 106 କୋଟି। – ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ କ୍ଷେତ୍ର ପାଇଁ 1,415 କୋଟି ଟଙ୍କା – ମଧୁର ଜଳ ଆକ୍ୱାକଲଚର, ସାମୁଦ୍ରିକ ମତ୍ସ୍ୟଜୀବୀ, ଇଣ୍ଟେନସିଭ୍…

Read More

ହେମାଙ୍ଗ ପ୍ରସାଦ ରାଉଳ  ବ୍ରହ୍ମପୁର: ରବିବାର ଦିନ ପୋଲସରା ଥାନା ଢ଼ୁଙ୍କାପଡ଼ା ଗ୍ରାମରେ ଏକ ବାଲ୍ୟବିବାହକୁ ପ୍ରଶାସନ ରୋକିବାରେ ସକ୍ଷମ ହୋଇଛି ବୁଗୁଡ଼ା ବ୍ଲକ୍ ଓ ଥାନା ପକ୍ଷରୁ ବାଲ୍ୟବିବାହ ହେଉଥିବା ନେଇ ଖବରପାଇ ବେତାରସିଂ ଗ୍ରାମର ଯୋଗୀ ବେହେରାଙ୍କ ଘରେ ପହଞ୍ଚି ଥିଲେ ମଧ୍ୟ ନାବାଳିକା ଝିଅକୁ ପରିବାର ଲୋକେ କୌଶଳକ୍ରମେ ଢ଼ୁଙ୍କାପଡ଼ା ଗ୍ରାମର ଉପେନ୍ଦ୍ର ବେହେରାଙ୍କ ପୁଅକୁ ବିବାହ ଲାଗି ପଠେଇ ଦେଇଥିଲେ। ଏହି ଖବର ବୁଗୁଡ଼ା ସିଡ଼ିପିଓ ରଂଜିତା ତ୍ରିପାଠୀ, ପରିଦର୍ଶିକା ତ୍ରିପୁରା ମୋହିନୀ ଦାସ ଜାଣିବା ପରେ ସଠିକ ଖବର ପୋଲସରା ସିଡ଼ିପିଓ କୁନ୍ତଳା ନାୟକଙ୍କୁ ଜଣାଇଥିଲେ। ପୋଲସରା ସିଡ଼ିପିଓ ଓ ଥାନା ଏସ୍‌ଆଇ ପୁରୁଷୋତ୍ତମ ମାଝୀ ଢ଼ୁଙ୍କାପଡ଼ା ଗ୍ରାମକୁ ଯାଇ ଉପେନ୍ଦ୍ର ବେହେରାଙ୍କ ଘରେ ପହଞ୍ଚି ବାଲ୍ୟବିବାହକୁ ବନ୍ଦ କରିବା ସହ ପୁଅର ପିତା ଠାରୁ ଲିଖିତ ସ୍ୱୀକାର ପତ୍ର ଆଣିଥିଲେ। ନାବାଳିକା ଝିଅକୁ ପରିବାରର ସହଯୋଗରେ ବେତାରସିଂ ଗ୍ରାମକୁ ଫେରାଇ ଝିଅଙ୍କ ପରିବାର…

Read More

ଭୁବନେଶ୍ବର, ଚଳିତ ବଜେଟରେ ଜଳ ସମ୍ପଦ ବିଭାଗ ପାଇଁ, 8 ହଜାର 266 କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ଏଥିରେ ଅସମ୍ପୂର୍ଣ୍ଣ ଥିବା ତ୍ବରିତ ଜଳସେଚନ ସୁବିଧା ଯୋଜନା ବା AIBP ପାଇଁ 2 ହଜାର 258 କୋଟିର ଖର୍ଚ୍ଚ ଅଟକଳ କରାଯାଇଛି। ସେହିପରି ରାଜ୍ୟର ସମସ୍ତ ପ୍ରମୁଖ ନଦୀରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ୍ ଷ୍ଟ୍ରକଚର୍ସ (ISS) ନିର୍ମାଣ ପାଇଁ 795 କୋଟି ପ୍ରଦାନ କରାଯାଇଛି। ଅନ୍ୟାନ୍ୟ ପ୍ରକଳ୍ପ ପାଇ ଯେଉଁ ବ୍ୟୟ ବରାଦ ହୋଇଛି ତାହା ହେଲା.. * ଚାଲୁଥିବା ଏବଂ ନୂତନ ପ୍ରକଳ୍ପ ପାଇଁ ରାଜ୍ୟ ଅନୁଦାନ ପ୍ରାପ୍ତ ଜଳ କ୍ଷେତ୍ର ଭିତ୍ତିଭୂମି ବିକାଶ କାର୍ଯ୍ୟକ୍ରମ (WSIDP) ଅଧୀନରେ 454 କୋଟି। * ବନ୍ୟା ନିୟନ୍ତ୍ରଣ ଏବଂ ଡ୍ରେନେଜ କାମ ପାଇଁ 710 କୋଟି ଟଙ୍କା । * ପାର୍ବତୀ ଗିରି ମେଗା ଲିଫ୍ଟ ଜଳସେଚନ ଯୋଜନା ପାଇଁ 860 କୋଟି। * ଅତିରିକ୍ତ ଜଳସେଚନ ସମ୍ଭାବନା ସୃଷ୍ଟି…

Read More

ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗତକାଲି ଖଲିକୋଟ ଟୋଲ୍‌ଗେଟ୍ ନିକଟରେ ଦୁଇଗୁଣ ଟୋଲ୍ ଫି ମାଗିବାକୁ ନେଇ ଟୋଲ୍‌ଗେଟ୍ କର୍ମଚାରୀ ଓ କିଛି ଯାତ୍ରୀଙ୍କ ମଧ୍ୟରେ ମାରପିଟ୍ ହୋଇଥିଲା। ଏଥିରେ କିଛି କର୍ମଚାରୀ ଆହତ ହୋଇଥିବାବେଳେ ପୋଲିସ୍ ପହଞ୍ଚିବାରୁ ପରିସ୍ଥିତି ଶାନ୍ତ ପଡ଼ିଥିଲା। ଘଟଣାରୁ ପ୍ରକାଶ ଯେ ଗତକାଲି ରାତ୍ର ବାଲୁଗାଁରୁ ବ୍ରହ୍ମପୁରକୁ ୬ଟି ବସ୍‌ଗାଡ଼ିରେ ବରଯାତ୍ରୀ ଯାଉଥିଲା। ଗାଡ଼ିରେ ଫାସ୍‌ଟ୍ୟାଗ ନଥିବାରୁ ଖଲିକୋଟ ଗୁରାପଲ୍ଲୀ ଟୋଲ୍‌ଗେଟ୍ କର୍ମଚାରୀ ଜଣକ ଦୁଇଗୁଣ ଟୋଲ୍‌ଫିସ୍ ମାଗିଥିଲେ। ଏହାପରେ ବସ୍‌ରେ ବସିଥିବା ଲୋକ ହଠାତ୍ ଆସି କର୍ମଚାରୀଙ୍କ ସହ ପାଟିତୁଣ୍ଡ କରିବା ସହ ମାରପିଟ୍ ମଧ୍ୟ କରିଥିଲେ। ଏପରିକି ଟୋଲ୍‌ଗେଟ୍‌ର କିଛି କର୍ମଚାରୀ ଏଥିରେ ଆହତ ମଧ୍ୟ ହୋଇଥିଲେ। ପୋଲିସ୍ ଘଟଣାସ୍ଥଳରେ ପହଞ୍ଚିବାରୁ ପରିସ୍ଥିତି ଶାନ୍ତ ହୋଇଥିଲା।

Read More

ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଅନ୍ୟ ରାଜ୍ୟରେ କରୋନାର ପୁଣି ସଂକ୍ରମଣ ଦେଖାଯିବାରୁ ଗଂଜାମ ପ୍ରଶାସନ ତତ୍ପରତା ପ୍ରକାଶ କରି ପୁଣିଥରେ କୋଭିଡ଼୍ ନିୟମ କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ ଦେଇଛି। ଏନେଇ ଆଜି ଏକ ଭି.ସି. ବୈଠକ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଜିଲ୍ଲାପାଳ କହିଥିଲେ ପୂର୍ବରୁ ଜିଲ୍ଲାରେ ପାଳନ କରାଯାଉଥିବା ପଦକ୍ଷେପ ପୁନର୍ବାର କଡ଼ାକଡ଼ି ପାଳନ ହେବ। ପୁଣିଥରେ ସଚେତନତାମୂଳକ ପ୍ରଚାର ଓ ପ୍ରସାର କାର୍ଯ୍ୟ ବ୍ୟାପକ କରାଯିବ। ବଜାର, ହାଟ, ଜନଗହଳିପୂର୍ଣ୍ଣ ସ୍ଥାନରେ ଡ଼ାକବାଜି ଯନ୍ତ୍ର ଦ୍ୱାରା କଡ଼ାକଡ଼ି ପ୍ରଚାର କରିବା ପାଇଁ ଜିଲ୍ଲାପାଳ କହିଥିଲେ। ଏହାସହ ପଞ୍ଚସୂତ୍ରୀ ନିୟମର ପାଳନ ଯେପରି ହେବ ସେ ଦିଗରେ ଚଢ଼ାଉ ହେବ। ସରକାରୀ, ବେସରକାରୀ ସଂସ୍ଥା ଏବଂ ଶିକ୍ଷାନୁଷ୍ଠାନଗୁଡ଼ିକରେ କୋଭିଡ଼୍ ୧୯ ସତର୍କତା ପଦକ୍ଷେପ ଗ୍ରହଣ କରିବାକୁ ବାଧ୍ୟ। ଜନଗହଳିପୂର୍ଣ୍ଣ ସ୍ଥାନଠାରୁ ନିଜକୁ ଦୂରେଇ ରଖିବା ପାଇଁ ଜିଲ୍ଲାବାସୀଙ୍କୁ ଜଣାଇଛନ୍ତି। ସାମାଜିକ ଓ ଧାର୍ମିକ ଅନୁଷ୍ଠାନ,…

Read More

ସୀତାରାମ ଅଗ୍ରୱାଲ ବାଲୁଗାଁ: କେନ୍ଦ୍ର ସରକାରଙ୍କ ଜିଏସଟି ଆଇନରେ ବାରମ୍ବାର ସଂଶୋଧନ ବା ପରିବର୍ତ୍ତନ ପ୍ରକ୍ରିୟାକୁ ନେଇ ସର୍ବଭାରତୀୟ ସ୍ତରର ବ୍ୟବସାୟୀ ସଂଗଠନ ସିଏଆଇଟି (CAIT) ଏବଂ ଓଡିଶା ବ୍ୟବସାୟୀ ମହାସଂଘ ଓବିଏମ (OBM) ବିରୋଧ କରୁଛି। ତେବେ ଏନେଇ ସଂଗଠନ ପକ୍ଷରୁ ଆସନ୍ତା ୨୬ ତାରିଖ ଶୁକ୍ରବାର ଦିନ ସାରା ଭାରତରେ ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ ରଖି ସରକାରଙ୍କ ନିକଟରେ ପ୍ରତିବାଦ କରିବା ଲାଗି ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ପ୍ରତିବାଦକୁ ସମର୍ଥନ ଜଣାଇ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ସ୍ଥିତ ଶ୍ରୀ ଶ୍ରୀ ଉମାମହେଶ୍ବର ବଣିକ ସଂଘର ଶତାଧିକ ସଦସ୍ୟ ଏକ ରାଲିର ଆୟୋଜନ କରିଥିଲେ। ଏହି ରାଲିରେ ସଂଘ ପକ୍ଷରୁ ସମଗ୍ର ବାଲୁଗାଁ ବଜାର ପରିକ୍ରମା କରି ଆଇନ ବିରୋଧରେ ହେବାକୁ ଥିବା ପ୍ରତିବାଦ ବିଷୟରେ ଜନ ସାଧାରଣଙ୍କୁ ଅବଗତ କରାଯାଇଥିଲା। ଏହି ପ୍ରରିପ୍ରେକ୍ଷୀରେ ସେମାନେ କେନ୍ଦ୍ର ସରକାରଙ୍କ ଏହି ଆଇନ ଉପରେ ବିଭିନ୍ନ ଅଭିଯୋଗ ଆଣିଥିଲେ।…

Read More

ଭୁବନେଶ୍ବର, ଏଥର ରାଜ୍ୟ ବଜେଟରେ ସ୍ବାସ୍ଥ୍ୟ ବିଭାଗକୁ ଗୁରୁତ୍ବ ଦିଆଯାଇଛି। ଜନସ୍ୱାସ୍ଥ୍ୟ ସେବା ପାଇଁ ମୋଟ 19,164 କୋଟି ଟଙ୍କା ଆବଣ୍ଟିତ ହୋଇଛି ଯାହାକି ଗତ ବଜେଟ ତୂଳନାରେ ପ୍ରାୟ 19% ବୃଦ୍ଧି ପାଇଛି।  ଏହି ଯୋଜନାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ 1,353 କୋଟି ରଖାଯାଇଛି। ଏଥିରେ ପ୍ରତି ପରିବାର ପିଛା ପୁରୁଷ ଲୋକଙ୍କ କ୍ଷେତ୍ରରେ 5 ଲକ୍ଷ ଟଙ୍କା ମାଗଣା ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ। ସେହିପରି ମହିଳାଙ୍କ କ୍ଷେତ୍ରରେ ପରିବାର ପିଛା 10 ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସୁବିଧା ପ୍ରଦାନ କରାଯାଇଛି। ଆସନ୍ତା ତିନିବର୍ଷ ମଧ୍ୟରେ ୱାର୍ଲ୍ଡ-ଶ୍ରେଣୀ ସ୍ୱାସ୍ଥ୍ୟସେବା ଯୋଗାଇବା ପାଇଁ SCB ମେଡିକାଲ କଲେଜକୁ “AIIMS ପ୍ଲସ୍ ଇନଷ୍ଟିଚ୍ୟୁଟ୍” ରେ ରୂପାନ୍ତର କରିବାକୁ 3500 କୋଟି ପ୍ରସ୍ତାବ ରହିଛି। ସେଥିପାଇଁ ଚଳିତ 2021-22 ବଜେଟରେ 500 କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ସ୍ବାସ୍ଥ୍ୟ ଭିତ୍ତିଭୂମି ଏବଂ ସେବା ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ…

Read More