Author: Samikhsya Bureau

ଭୁବନେଶ୍ବର, କଟକର ଖାନନଗର ଠାରେ ନିର୍ମିତ ହେବ ଅତ୍ୟାଧୁନିକ ବସ୍ ଟର୍ମିନାଲ। ଏଥିରେ ଖର୍ଚ୍ଚ ହେବ ୬୫ କୋଟି ଟଙ୍କା। ମହାନ୍ ସଂଗ୍ରାମୀ ନେତାଜୀ ସୁଭାଷ ବୋଷଙ୍କ ନାମରେ ଏହି ଅତ୍ୟାଧୁନିକ ବସ୍ ଟର୍ମିନାଲକୁ ନାମିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୈଠକରେ ଘୋଷଣା କରିଥିଲେ। ରାଜ୍ୟ ସରକାରଙ୍କ ୫-ଟି କାର‌୍ୟ୍ୟକ୍ରମ ଅଧୀନରେ ଏହା କାର‌୍ୟ୍ୟକାରୀ କରାଯିବ। ଆଗାମୀ ଜାନୁଆରୀ ୨୩ ତାରିଖ ଦିନ ନେତାଜୀଙ୍କ ଜୟନ୍ତୀ ପାଳନ କରାଯିବ ଏବଂ ଚଳିତ ବର୍ଷ ସମଗ୍ର ଦେଶ ନେତାଜୀଙ୍କର ୧୨୫ତମ ଜୟନ୍ତୀ ପାଳନ କରିବାକୁ ଯାଉଛି। ଆମ ସ୍ବାଧୀନତା ସଂଗ୍ରାମର ଅନ୍ୟତମ ସେନାପତି ଓ ମହାନ୍ ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷ କଟକ ଓଡିଆ ବଜାରରେ ଜନ୍ମଗ୍ରହଣ କରିଥିଲେ ଏବଂ କଟକରେ ବାଲ୍ୟ ଶିକ୍ଷା ଲାଭ କରିଥିଲେ। ବାଦାମବାଡି ବସ୍‌ଷ୍ଟାଣ୍ଡ ଜନଗହଳି ବୃଦ୍ଧି ସହିତ ସ୍ଥାନାଭାବ ଦୃଷ୍ଟିରୁ ଜନସାଧାରଣ ଓ ଯାତ୍ରୀ ଅସୁବିଧାର ସମ୍ମୁଖୀନ ହେଉଥିବାରୁ ଏହି ଅତ୍ୟାଧୁନିକ…

Read More

ଭୁବନେଶ୍ବର, ହିନ୍ଦୁମାନଙ୍କର ଏକ ପ୍ରମୁଖ ପର୍ବ ହେଉଛି ମକର ସଂକ୍ରାନ୍ତିଙ୍କ ପର୍ବ । ମକର ସଂକ୍ରାନ୍ତି ପର୍ବ ସମଗ୍ର ଦେଶରେ ବିଭିନ୍ନ ରୂପରେ ଏବଂ ଭିନ୍ନ ଉପାୟରେ ପାଳନ କରାଯାଇଥାଏ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଉତ୍ତରାୟଣ ଗତି କରନ୍ତି। ଏଥର ମକର ସଂକ୍ରାନ୍ତି ପର୍ବ 14 ଜାନୁଆରୀରେ ପାଳନ କରାଯିବ । ପରମ୍ପରା ଅନୁଯାୟୀ, ଏହି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରବେ ଏବଂ ଏହି ସମସ୍ତ ଶୁଭ କାର୍ଯ୍ୟ ଆରମ୍ଭ ହୁଏ।  ପୂଜା ଠାରୁ ଆରମ୍ଭ କରି ବିବାହ ପର୍ଯ୍ୟନ୍ତ, ମାଙ୍ଗଳିକ ଭଳି କାର୍ଯ୍ୟ ମକର ସଂକ୍ରାନ୍ତିରେ ଆରମ୍ଭ ହୁଏ । ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମକର ସଂକ୍ରାନ୍ତି ପର୍ବ ଅତ୍ୟନ୍ତ ସ୍ୱତନ୍ତ୍ର ବୋଲି ବିବେଚନା କରାଯାଏ । ମକର ସଂକ୍ରାନ୍ତି ଦିନ, ଦାନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯାଏ । ଏହି ଦିନ ପବିତ୍ର ନଦୀ କିମ୍ବା ପାଣିରେ ସ୍ନାନ କରି ଦାନ ଦକ୍ଷିଣା…

Read More

ମେଷ ରାଶିଫଳ- ଆଜି ଆପଣଙ୍କ ଦିନ ବହୁତ ଶୁଭ ହେବ। ଆପଣ ସଫଳତା ଏବଂ ଉଚ୍ଚ ପଦାଧିକାରୀଙ୍କ ଇଚ୍ଛା ହେତୁ ଆଜି ଆପଣଙ୍କ ପାଇଁ ଖୁସିର ଦିନ ହେବ। ବ୍ୟବସାୟୀମାନେ ବ୍ୟବସାୟରେ ଅଭିବୃଦ୍ଧି ଏବଂ ସଫଳତା ପାଇବେ। ପିତା ଏବଂ ବରିଷ୍ଠମାନେ ଉପକୃତ ହେବେ। ଲକ୍ଷ୍ମୀଦେବୀଙ୍କ ଆଶୀର୍ବାଦ ରହିବ। ପରିବାରରେ ଖୁସିର ପରିବେଶ ରହିବ । ସ୍ୱାସ୍ଥ୍ୟ ଭଲ ହେବ। ସରକାରଙ୍କ ଦ୍ୱାରା ଲାଭ ହେବ। ସମ୍ମାନ ଏବଂ ପଦୋନ୍ନତି ସେଠାରେ ରହିବ। ସାଂସାରିକ ଜୀବନ ସୁଖୀ ହେବ। ବୃଷ ରାଶିଫଳ- ଆପଣ ନୂତନ କାର୍ଯ୍ୟ ଆୟୋଜନ ଆରମ୍ଭ କରିବା ପାଇଁ ଆଜି ଶୁଭ ଦିନ। ଚାକିରୀ ଏବଂ ବ୍ୟବସାୟରେ ଲାଭ ହେବାର ସମ୍ଭାବନା ଅଛି । ଆପଣ ମହିଳା ସାଙ୍ଗମାନଙ୍କଠାରୁ କାମ ପାଇପାରିବେ। ଲକ୍ଷ୍ମୀ ଦେବୀଙ୍କ ଆଶୀର୍ବାଦ ଆଜି ଆପଣଙ୍କ ଉପରେ ଅଛି । ସାମାଜିକ କ୍ଷେତ୍ରରେ ଆପଣଙ୍କର ଖ୍ୟାତି ବୃଦ୍ଧି ପାଇବ। ପତ୍ନୀ ଏବଂ ପୁଅଙ୍କଠାରୁ ଆନନ୍ଦଙ୍କ ଖବର ଆସିବ। ଯେଉଁମାନେ…

Read More

ଭୁବନେଶ୍ବର, ପୂର୍ବତଟ ରେଳପଥ କେତେକ ସ୍ବତନ୍ତ୍ର ଟ୍ରେନର ସମୟରେ ପରିବର୍ତ୍ତନ କରିଛି। ପାଲାସା-ବିଶାଖାପାଟନମ୍-ପାଲାସା , ପାଲାସା-ଭୁବନେଶ୍ୱର-ପାଲାସା ଏବଂ ବିଶାଖାପାଟନମ୍-ରାୟାଗଡା-ବିଶାଖାପାଟନମ୍ ବିଶେଷ ଏକ୍ସପ୍ରେସ୍ ଟ୍ରେନର ସମୟ ସାରଣୀକୁ ଯାତ୍ରୀମାନଙ୍କ ସୁବିଧାପାଇଁ ୧୮ ଜାନୁୟାରୀ, ୨୦୨୧ ରୁ ନିମ୍ନଲିଖିତ ଅନୁଯାୟୀ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନିଆଯାଇଛି। ସେହି ଅନୁସାରେ ଯେଉଁ ପରିବର୍ତ୍ତନ ହୋଇଛି ତାହା ହେଲା ୦୮୫୩୧/୦୮୫୩୨ ପାଲାସା-ବିଶାଖାପାଟନମ୍-ପାଲାସା ବିଶେଷ ଏକ୍ସପ୍ରେସ ଟ୍ରେନ ଏହାର ନିର୍ଧାରିତ ସମୟ ସାରଣୀ ପରିବେର୍ତ୍ତେ ଜାନୁୟାରୀ ମାସ ୧୮ ତାରିଖ ଠାରୁ ପରିବର୍ତ୍ତିତ ସମୟ ସାରଣୀ ପଲାସା ଠାରୁ ସକାଳ ୫ ଘଟିକାରେ ଛାଡି ବିଶାଖାପାଟନମ ଠାରେ ପୂର୍ବାହ୍ନ ୯ଘ.୨୫ମି.ରେ ପହଞ୍ଚିବ ଏବଂ ବିଶାଖାପାଟନମ ଠାରୁ ଅପରାହ୍ନ ୫ଘ.୪୫ମି.ରେ ଛାଡି ପଲାସା ଠାରେ ରାତ୍ର ୧୦ ଘଟିକାରେ ପହଞ୍ଚିବ। ୦୮୪୩୪/୦୮୪୩୩ ପାଲାସା-ଭୁବନେଶ୍ୱର-ପାଲାସା ବିଶେଷ ଏକ୍ସପ୍ରେସ ଟ୍ରେନ ଏହାର ନିର୍ଧାରିତ ସମୟ ସାରଣୀ ପରିବେର୍ତ୍ତେ ଜାନୁୟାରୀ ମାସ ୧୮ ତାରିଖ ଠାରୁ ପରିବର୍ତ୍ତିତ ସମୟ ସାରଣୀ ପଲାସା ଠାରୁ ସକାଳ…

Read More

ନୂଆଦିଲ୍ଲୀ, ପ୍ରତି ଗୁରୁବାର ଦିନ ଅନେକଙ୍କ ପାଇଁ ବେଶ୍ ମହତ୍ବପୂର୍ଣ୍ଣ। ଜ୍ୟୋତିଷ ଶାସ୍ତ୍ରରେ ମଧ୍ୟ ଗୁରୁବାର ଦିନଟି ଗୁରୁତ୍ବ ରହିଛି। ସେଥିପାଇଁ ଅନେକ ଗୁରୁବାର ଦିନ କେବେ ବି ଆମିଷ ଭକ୍ଷଣ କରନ୍ତି ନାହିଁ। ଏପରିକି ଗୁରୁବାର ଦିନଟି ପୂଜାପାଠରେ ନିଜକୁ ନିୟୋଜିତ ରଖନ୍ତି। ଏଥିସହିତ ଗୁରୁବାର ଦିନ ମାତ୍ର ଚାରୋଟି କଥା ଧ୍ୟାନ ଦେଲେ ତାହା ବହୁ ମାତ୍ରାରେ ସଫଳତା ପ୍ରଦାନ କରିଥାଏ। ଝିଅମାନେ ଅଧିକାଂଶ ସମୟରେ ହାତରେ ସବୁଜ ଚୁଡି ଏବଂ ପ୍ରତି ଗୁରୁବାର ଦିନ ହଳଦିଆ ଏବଂ ଶୁକ୍ରବାର ଦିନ ଧଳା ପୋଷାକ ପିନ୍ଧିବା ଉଚିତ୍ ଭଗବାନ ବିଷ୍ଣୁ ଏବଂ ଲକ୍ଷ୍ମୀଙ୍କ ମୂର୍ତ୍ତି କିମ୍ବା ଫଟୋ ସାମ୍ନାରେ ଶୁକ୍ଲ ପକ୍ଷ ଗୁରୁବାର ଦିନ ‘ଓଁ ଲକ୍ଷ୍ମୀ ନାରାୟଣ ନାମଃ ଜପ କରନ୍ତୁ ଏବଂ ପ୍ରତି ଗୁରୁବାର ଦିନ 3 ମାସ ପର୍ଯ୍ୟନ୍ତ ମନ୍ଦିରେ ଭୋଗ ନୈବେଦ୍ୟ ପ୍ରଦାନ କରନ୍ତୁ ଗୁରୁବାର ଦିନ କୃଷ୍ଣ ମନ୍ଦିରରେ ବଂଶୀ ଏବଂ…

Read More

ନୂଆଦିଲ୍ଲୀ, ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ବ୍ରହ୍ମାଙ୍କର ଅନୁଗ୍ରହରେ ଗୋଟିଏ ରାଶିର ବ୍ୟକ୍ତିଙ୍କର ମକର ସଂକ୍ରାନ୍ତି ପରେ ଭାଗ୍ୟ ଚମିକବାର ସମ୍ଭାବନା ଦେଖାଦେଇଛି। ଏହି ରାଶିର ବ୍ୟକ୍ତିମାନେ ନୂତନ କାର୍ଯ୍ୟ କରିବାକୁ ଏକ ସୁଯୋଗ ପାଇବେ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କର ସମ୍ମାନ ବୃଦ୍ଧି ପାଇବ ଏବଂ ସମସ୍ତ କାର୍ଯ୍ୟରେ ସଫଳ ହେବେ। ଛାତ୍ରଛାତ୍ରୀମାନେ ଶ୍ରେଣୀ ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଫଳତା ପାଇବେ। ଯେଉଁ ରାଶିର ଭାଗ୍ୟ ଉଜ୍ଜଳ ହେବାକୁ ଯାଉଛି ତାହା ହେଲା ମେଷ ରାଶି। କାର୍ଯ୍ୟକ୍ଷେତ୍ରରେ ଯତ୍ନର ସହିତ କାର୍ଯ୍ୟ କରନ୍ତୁ, ସଫଳତା ପାଇବେ। ଦୀର୍ଘ ଦିନ ଧରି ଥିବା ପାରିବାରିକ ସମସ୍ୟାର ସମାଧାନ ହେବ। ଆପଣଙ୍କ ପାଇଁ ସମୟ ବେଶ୍ ଅନୁକୂଳ ଅଟେ। ଆପଣଙ୍କର ଶାରୀରିକ ସ୍ୱାସ୍ଥ୍ୟ ଭଲ ରହିବ।

Read More

ନୂଆଦିଲ୍ଲୀ, ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଭଗବାନ ସୂର୍ଯ୍ୟଦେବଙ୍କ କୃପାରୁ ଏହି ରାଶିର ବ୍ୟକ୍ତିମାନଙ୍କର ମୂଳ ସ୍ଥାନ ପୂର୍ଣ୍ଣ ହେବ। ବେରୋଜଗାର ଯୁବକମାନେ ରୋଜଗାରର ସୁଯୋଗ ପାଇବେ।  ଏହି ରାଶିର ଲୋକମାନେ ବହୁତ ଭଲ ଖବର ପାଇବାର ସୁଯୋଗ ଅଛି। ପରିବାରରେ ଶାନ୍ତିର ପରିବେଶ ରହିବ। ଆପଣ ବ୍ୟକ୍ତିଗତ ସଂପର୍କରେ ଏକ ଅନୁକୂଳ ପରିସ୍ଥିତିରେ ରହିବେ, ଫଳସ୍ୱରୂପ ସମ୍ପର୍କ ଧୀରେ ଧୀରେ ଦୃଢ ରହିବ। ଯାହା ଦ୍ବାରା ଆପଣ ସମ୍ପର୍କରେ ମଧୁରତା ସୃଷ୍ଟି କରିବାରେ ଏବଂ ଆତ୍ମବିଶ୍ୱାସ ବୃଦ୍ଧି କରିବାରେ ସମର୍ଥ ହେବେ। ଆପଣ ଯେକୌଣସି ଇଚ୍ଛିତ ସ୍ଥାନକୁ ସେମାନଙ୍କ ସହିତ ଯିବାକୁ ପ୍ରସ୍ତୁତ ହେବେ। ତଥାପି ଏଥିପାଇଁ ଆପଣଙ୍କୁ କିଛି ଅତିରିକ୍ତ ସମୟ ଏବଂ ଅର୍ଥ ବିନିଯୋଗ କରିବାକୁ ପଡିବ। ବର୍ଷ ବର୍ଷ ଧରି ଚାଲିଆସୁଥିବା କୋର୍ଟ ମାମଲା ଆପଣଙ୍କ ସପକ୍ଷରେ ଆସିବ। ଆପଣ ଆପଣଙ୍କର ନିଷ୍ପତ୍ତିରେ ରହିବାକୁ ଚେଷ୍ଟା କରନ୍ତୁ। ବ୍ୟବସାୟରେ ଆପଣ ବହୁତ ଲାଭବାନ ହେବେ। ପାରିବାରିକ ପରିବେଶ…

Read More

ଲାଇକେରା, ସୁନ୍ଦରଗଡ଼ ଜିଲ୍ଲା ଲଇକେରା ବ୍ଲକର  ୩ଟି ସ୍କୁଲରେ ୧୯ ଜଣ ଛାତ୍ରଛାତ୍ରୀ କରୋନା ସଂକ୍ରମିତ ହୋଇଛନ୍ତି। ଏ ନେଇ ବ୍ଲକ ଶିକ୍ଷା ନିରୀକ୍ଷକ ଉଚ୍ଚ କର୍ତ୍ତୁପକ୍ଷକଙ୍କୁ ଅବଗତ କରାଇଛନ୍ତି। ଛାତ୍ରଛାତ୍ରୀମାନଙ୍କ ଶରୀରେ କରୋନା ପରି ଲକ୍ଷଣ ଆସିବାରୁ ସେମାନଙ୍କର ନମୂନା ପରୀକ୍ଷା ପାଇଁ ପଠାଯାଇଥିଲା। ପରେ ରିପୋର୍ଟ ଆସିବା ପରେ ୧୯ ଜଣ ଛାତ୍ରଛାତ୍ରୀଙ୍କର କରୋନା ପଜେଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜେଓ ସରକାରୀ ହାଇସ୍କୁଲ ସାହାସପୁରର ୯ ଜଣ ଛାତ୍ରଛାତ୍ରୀ ହୋଇଥିବା ବେଳେ କେଜିପି ସରକାରୀ ହାଇସ୍କୁଲ ସାଲେଟିକିରାରେ ୨ ଜଣ , ହେମସାଗର ହାଇସ୍କୁଲ ପାକେଲଖୋଲରେ ୮ ଜଣ ଛାତ୍ରଛାତ୍ରୀଙ୍କ ଠାରେ କରୋନା ସଂକ୍ରମଣ ଚିହ୍ନଟ ହୋଇଛନ୍ତି। ଏହି ଖବର ଆସିବା ପରେ ଛାତ୍ରଛାତ୍ରୀ ଏବଂ ଅଭିବାକ ମହଲରେ ଚିନ୍ତାର ବିଷୟ ପାଲଟିଛି।

Read More

ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଦୀର୍ଘ ୫୦ ଦିନ ଧରି ଦିଲ୍ଲୀରେ କୃଷକଙ୍କ ଆନ୍ଦୋଳନ ଚାଲିଥିବାବେଳେ ସୁପ୍ରିମ୍‌କୋର୍ଟ ଆଇନକୁ ସ୍ଥଗିତ ରଖିବା ପାଇଁ ନିର୍ଦ୍ଦେଶ ଦେବା ସହ ଚାରିଜଣ ସଦସ୍ୟଙ୍କୁ ନେଇ ଏକ କମିଟି ଗଠନ କରିବାକୁ କହିଥିଲେ। ତେବେ ଏହା ଜନସାଧାରଣଙ୍କୁ ବିଭ୍ରାନ୍ତି କରି ଆନ୍ଦୋଳନକୁ ବିପଥଗାମୀ କରିବା ପାଇଁ ଏହା ଏକ ସୁପରିକଳ୍ପିତ ଷଡ଼ଯନ୍ତ୍ର ବୋଲି କୃଷକ ସଂଗଠନମାନେ ଅଭିଯୋଗ କରି ଆଜି ବ୍ରହ୍ମପୁର କମାପଲ୍ଲୀ ସ୍ଥିତ ମୁଖ୍ୟ ଛକ ନିକଟରେ ଚାଷୀ ସଂଗଠନମାନ ପକ୍ଷରୁ ଆଇନ ପ୍ରତ୍ୟାହାର ପାଇଁ ଦାବି କରାଯାଇଥିଲା। ଆନ୍ଦୋଳନ ସ୍ଥଳରେ ଏ ତିନୋଟି କୃଷି କଳା ଆଇନର ନକଲକୁ ନିଆଁରେ ଜଳାଇ ପ୍ରତିବାଦ କରିଥିଲେ। ଦାବି ପୂରଣ ନହେଲେ ଆଗାମୀ ଦିନରେ ଏ ଆନ୍ଦୋଳନକୁ ବ୍ୟାପକ ଓ ଶକ୍ତିଶାଳୀ କରିବା ପାଇଁ ଆହ୍ୱାନ ଦିଆଯାଇଥିଲା। ଆଜିର ଏହି ବିକ୍ଷୋଭ ପ୍ରଦର୍ଶନରେ କୃଷକ ନେତା ବସନ୍ତ ନନ୍ଦ, ପ୍ରତାପ କୁମାର ନାୟକ, ଦୁର୍ଯ୍ୟୋଧନ ସ୍ୱାଇଁ,…

Read More

ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାକୁ ରାଜ୍ୟ ସରକାର ନିଜର ବୋଲି କହି ହାଇଜାକ୍ କରୁଥିବା ଅଭିଯୋଗ କରି ଆଜି ଛତ୍ରପୁର ବିଜେପି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। କେନ୍ଦ୍ର ସରକାରଙ୍କ ଆବାସ ଯୋଜନାକୁ ହଡ଼ପ ପରି ରାଜ୍ୟ ସରକାର ବିଜୁ ପକ୍କା ଘର କରିଛି। ସେହିପରି ଯୋଗ୍ୟ ହିତାଧିକାରୀଙ୍କୁ ଉପେକ୍ଷା କରି ଶାସକ ବିଜୁ ଜନତା ଦଳର ନେତା ଓ କର୍ମୀମାନଙ୍କୁ ଏହି ଘରଗୁଡ଼ିକ ଅକ୍ତିଆର କରିଛନ୍ତି। ଛତ୍ରପୁର ବିଡ଼ିଓ ଶାସକ ଦଳର ଏଜେଣ୍ଟ ଭାବେ କାର୍ଯ୍ୟ କରି ଏହି କାର୍ଯ୍ୟରେ ସହଯୋଗ କରିଛନ୍ତିି ବୋଲି ବିଜେପି ଅଭିଯୋଗ କରିଛି। ବୁଧବାର ମଧ୍ୟାହ୍ନରେ ବିଜେପି ପକ୍ଷରୁ ଏକ ବିଶାଳ ରାଲି ଛତ୍ରପୁର ସହର ପରିକ୍ରମା କରି ଛତ୍ରପୁର ବ୍ଲକ୍ କାର୍ଯ୍ୟାଳୟଠାରେ ପହଞ୍ଚି ରାଜ୍ୟ ସରକାର ବିରୋଧରେ ସ୍ଲୋଗାନ ମାନ ଦେଇଥିଲେ। ଏହି ବିକ୍ଷୋଭ କାର୍ଯ୍ୟକ୍ରମରେ ବିଜେପି ରାଜ୍ୟ ଉପସଭାପତି ଭୃଗୁ ବକ୍ସିପାତ୍ର, ଜିଲ୍ଲା ବିଜେପି ସଭାପତି…

Read More

ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଦୀର୍ଘ ୯ ମାସରୁ ଅଧିକ ସମୟ ଧରି କରୋନା ସଂକ୍ରମଣ ଯୋଗୁଁ ସିନେମା ହଲ୍ ସପିଂ ମଲ୍ ଇତ୍ୟାଦିକୁ ବନ୍ଦ କରିଦିଆଯାଇଥିଲା। ଦୀର୍ଘଦିନ ପରେ ସଂକ୍ରମଣର ମାତ୍ରା ଧିରେ ଧିରେ କମିବା ଆରମ୍ଭ ହୋଇଛି। ଫଳରେ ଏହିସବୁକୁ ପର୍ଯ୍ୟାୟକ୍ରମେ ଖୋଲିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ତେଣୁ ରେଶମ ସହର ବ୍ରହ୍ମପୁରରେ ମଧ୍ୟ ସିନେମା ହଲ୍ ଖୋଲିବାକୁ ଜିଲ୍ଲା ପ୍ରଶାସନ ନିର୍ଦ୍ଦେଶନାମା ଜାରି କରିଛନ୍ତି। ସମସ୍ତେ ସିନେମା ହଲ୍ ମଧ୍ୟକୁ ପ୍ରବେଶ ପାଇଁ କୋଭିଡ଼୍ ନିୟମ ମାନିବାକୁ ବାଧ୍ୟତାମୂଳକ କରାଯାଇଛି। ପ୍ରତ୍ୟେକ ଶୋ ପରେ ଗୃହକୁ ସାନିଟାଇଜିଂ କରାଯିବ। ଦର୍ଶକ ମାସ୍କ ପିନ୍ଧିବା ବାଧ୍ୟତାମୂଳକ। ପ୍ରବେଶ ସ୍ଥାନରେ ଥର୍ମାଲ ସ୍କିନିଂ ସହିତ ସାନିଟାଇଜର ବ୍ୟବସ୍ଥା ରହିବ। ଯଦି କେହି ଏଭଳି ନିୟମକୁ ଉଲ୍ଲଂଘନ କରନ୍ତି ତେବେ ସରକାରୀ ନିୟମ ଅନୁସାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜିଲ୍ଲା ପ୍ରଶାସନ କହିଛି। ଏହି ସବୁ ନିୟମ ଜାନୁୟାରୀ…

Read More

ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଛତ୍ରପୁର ଜାତୀୟ ରାଜପଥରେ ଆଜି ପୃଥକ ପୃଥକ ଦୁର୍ଘଟଣାମାନ ଘଟି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫ଜଣ ପୋଲିସ୍ କର୍ମଚାରୀ ଆହତ ହୋଇଛନ୍ତି। ଜାତୀୟ ରାଜପଥର ତାମ୍ପରା ନିକଟରେ ଘନ କୁହୁଡ଼ି ଯୋଗୁଁ ଆଜି ଏକ ଗ୍ୟାସ ଟ୍ୟାଙ୍କର ଭାରସାମ୍ୟ ହରାଇ ଓଲଟି ପଡ଼ିବା ଦ୍ୱାରା ଛତ୍ରପୁର ଅଂଚଳରେ ଭୟର ବାତାବରଣ ଖେଳିଯାଇଥିଲା। ପ୍ରଶାସନ ତତ୍ପରତା ଦେଖାଇ ପ୍ରଥମେ ଅଂଚଳର ବିଦ୍ୟୁତ ସରବରାହକୁ ବନ୍ଦ କରିବା ସହ ରାଜପଥର ଦୁଇପାଶ୍ୱର୍ଠାରୁ ଗଂଜାମ ପର୍ଯ୍ୟନ୍ତ ଉଭୟ ପାଶ୍ୱର୍ରେ ଗାଡ଼ିଚାଳନାକୁ ବନ୍ଦ କରିଦିଆଯାଇଥିଲା। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ସ୍ପ୍ରେ କରିଥିବାବେଳେ ଟ୍ୟାଙ୍କର ନିକଟକୁ ଯିବା ରାସ୍ତାକୁ ସିଲ୍ କରି ଦିଆଯାଇଥିଲା। ଘଟଣସ୍ଥଳରେ ଛତ୍ରପୁର ଉପଜିଲ୍ଲାପାଳ ପ୍ରିୟସ ରଂଜନ ପୃଷ୍ଟି, ଅତିରିକ୍ତ ଏସ୍‌ପି ଠାକୁର ପ୍ରସାଦ ପାତ୍ର, ତହସିଲ୍‌ଦାର ନୀଳମାଧବ ଭୋଇ, ଥାନାଧିକାରୀ ପ୍ରିୟସ ରଜନ ଛୋଟରାୟ ଉପସ୍ଥିତ ରହି କାର୍ଯ୍ୟ ପରିଚାଳନା କରିଥିଲେ। ଏହି ଗ୍ୟାସ ଟ୍ୟାଙ୍କର ଉଦ୍ଧାର…

Read More

ଭୁବନେଶ୍ବର: ରାଜ୍ୟ ସରକାର କୋଭିଡ଼ ଟିକାକାରଣ ଲାଗି ଗାଇଡଲାଇନ ଜାରି କରିଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଗାଇଡଲାଇନ ଜାରି କରାଯାଇଛି। ଏନେଇ ସବୁ ଜିଲ୍ଲାପାଳ ଓ ମହାନଗର ନିଗମକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଚିଠି କରାଯାଇଛି। ବର୍ତ୍ତମାନ ରାଜ୍ୟକୁ କୋଭିସିଲ୍ଡ ଏବଂ କୋଭାକ୍ସିନ ନାମକ ଦୁଇ ପ୍ରକାର ଟିକା ମିଳିଛି। ପ୍ରତି କୋଭିସିଲ୍ଡ ଭାଏଲ ୧୦ ଡୋଜ ଏବଂ କୋଭାକ୍ସିନ ଭାଏଲ ୨୦ ଡୋଜ ବିଶିଷ୍ଟ। ଉଭୟ କୋରୋନା ଟିକାର ବ୍ୟବହାର ସମୟ ୬ ମାସ ପର୍ଯ୍ୟନ୍ତ ରହିଛି। ଭାଏଲରେ ଉତ୍ପାଦନ ସମୟ ଲେଖାଯାଇଛି। କିନ୍ତୁ ଏକ୍ସପାରି ତାରିଖ ଲେଖାଯାଇ ନାହିଁ। ଭାଏଲ ଖୋଲିବାର ୪ ଘଣ୍ଟା ଭିତରେ ହିଁ ବ୍ୟବହାର କରାଯାଇପାରିବ। ଆସିଥିବା ମୋଟ ଟିକାରୁ ୫୦ ପ୍ରତିଶତ ପ୍ରଥମ ଡୋଜରେ ବ୍ୟବହାର କରାଯିବ। ସମସ୍ତ ଉପଭୋକ୍ତା ଏକ ନିର୍ଦ୍ଦିଷ୍ଟ ଟିକା ନେବେ, ଟିକାକୁ ପରିବର୍ତ୍ତନ କରାଯିବ ନାହଁ।

Read More

ନୂଆଦିଲ୍ଲୀ: ଭାରତୀୟ ବାୟୁସେନାରେ ଖୁବ ଶୀଘ୍ର ୮୩ ତେଜସ୍ ବିମାନ ସାମିଲ ହେବ। ଏହି ଯୁଦ୍ଧ ବିମାନ ଲାଗି ସୁରକ୍ଷା କ୍ୟାବିନେଟ କମିଟି ୪୮ ହଜାର କୋଟି ଟଙ୍କା ଡିଲକୁ ମଞ୍ଜୁରୀ ଦେଇଛି। ଏଚଏଏଲ ସହିତ ଏହି ଡିଲ କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ସିସିଏସ ବୈଠକରେ ଏହା ଉପରେ ମୋହର ଲାଗିଛି। ଏନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି ଯେ, ବାୟୁସେନାକୁ ଅଧିକ ମଜବୁତ କରିବା ଲାଗି ଏଭଳି ନିଷ୍ପତ୍ତି ନିଆଯାଇଛି। ଏଭଳି ଡିଲ ରକ୍ଷା କ୍ଷେତ୍ରରେ ଗେମ ଚେଞ୍ଜର ହେବ। ସୂଚନା ଯୋଗ୍ୟ ଯେ, ଏହି ତେଜସ ବିମାନ ସଂପୂର୍ଣ୍ଣ ସ୍ଵଦେଶୀ ଜ୍ଞାନ କୌଶଳରେ ନିର୍ମିତ ହୋଇଛି। ଏହା ଏୟାର ରୁ ଏୟାର ଏବଂ ସ୍ଥଳ ଭାଗକୁ ମଧ୍ୟ ମିଶାଇଲ ଲକ୍ଷ ଭେଦି ପାରିବ। ଏଥିରେ ଆଣ୍ଟିଶିପ ମିଶାଇଲ, ବମ ଏବଂ ରକେଟ ବି ଲାଗି ପାରିବ। ଏହା ୪୨% କାର୍ବନ ଫାଇବର, ୪୩% ଆଲୁମିୟମ ଏଲାୟ…

Read More

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା କୁଜଙ୍ଗ ତହସିଲ୍ ଅଧିନସ୍ଥ ରାହାମା ହରିପୁର ମହାନଦୀ ଘାଟ ପ୍ରଶାସନ ପକ୍ଷରୁ ଲିଜ୍ ହୋଇନଥିବା ବେଳେ ସେଠାରୁ ଦୈନିକ ଶହଶହ ଟ୍ରିପ୍ ବାଲି ଚୋରା ଚାଲାଣ ହେଉଥିବାରୁ ସରକାରଙ୍କ ବିପୁଳ ରାଜସ୍ବ ହାନି ହେବା ସହ ସ୍ଥାନୀୟ ପ୍ରଶାସନର କାର୍ଯ୍ୟ ଦକ୍ଷତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସୂଚନାନୁଯାୟୀ ଏମିତିକି ଦିନ ହେଉ ଅବା ରାତି ସର୍ବ ସମ୍ମୁଖରେ ଦୈନିକ ଶତାଧିକ ଟ୍ରିପ୍ ବାଲି ଚୋରା ଚାଲାଣ ହେଉଥିବା ବେଳେ ପ୍ରଶାସନ ନିରବ କାହିଁକି ବୋଲି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସୂଚନାନୁଯାୟୀ ରାହାମା ବଜାର ନିକଟସ୍ଥ ହରିପୁର ଜଙ୍ଗଲ ବାଟଦେଇ ମହାନଦୀରୁ ଦିର୍ଘଦିନ ହେବ ଦୈନିକ ଶହଶହ ଟ୍ରିପ୍ ବାଲି ଟ୍ରାକ୍ଟରରେ ଚୋରା ଚାଲାଣ ହେବା ଯୋଗୁଁ ସରକାରଙ୍କ ବିପୁଳ ରାଜସ୍ବ ହାନି ହେଉଥିବା ବେଳେ ସ୍ଥାନୀୟ ପ୍ରଶାସନ କ’ଣ ପାଇଁ ହାତବନ୍ଧି ବସିଛି ବୋଲି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସୂଚନାନୁଯାୟୀ ଉକ୍ତ ସ୍ଥାନରୁ…

Read More

ଭୁବନେଶ୍ବର: ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ବଡ ଘୋଷଣା କରିଛନ୍ତି। କଟକ ଠାରେ ଏକ ଅତ୍ୟାଧୁନିକ ବସ୍‌ ଟର୍ମିନାଲ ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। କଟକର ଖାନନଗର ଠାରେ ଏହି ବସ୍‌ ଟର୍ମିନାଲ ନିର୍ମିତ ହେବ। ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଏହା କାର୍ଯ୍ୟକାରୀ କରାଯିବ। ଏହା ସହିତ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲଟି ମହାନ୍‌ ସଂଗ୍ରାମୀ ନେତାଜୀ ସୁଭାଷ ବୋଷଙ୍କ ନାମରେ ନାମିତ କରାଯିବ। ଏଥିପାଇଁ ୬୫ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏହି ବସ୍‌ ଟର୍ମିନାଲରେ ଯାତ୍ରୀମାନଙ୍କର ସୁବିଧା ପାଇଁ ସମସ୍ତ ପ୍ରକାର ଅତ୍ୟାଧୁନିକ ବ୍ୟବସ୍ଥା ରହିବ। ଏଥିରେ ଏକ ବୃହତ ଟର୍ମିନାଲ ବିଲ୍‌ଡିଂ, ସାଧାରଣ ଯାତ୍ରୀବାହୀ ବସ୍‌ ପାଇଁ ସ୍ଥାନ, ସ୍ଥାନୀୟ ଓ ମୋ ବସ୍‌ ସେବା ପାଇଁ ସ୍ଥାନ, ଯାନ ମରାମତି ଓ ରକ୍ଷଣାବେକ୍ଷଣ ବ୍ଲକ୍‌, ଚାରି ଚକିଆ ଯାନ ଓ ଅଟୋ ପାଇଁ ସ୍ବତନ୍ତ୍ର ପାର୍କିଂ ବ୍ୟବସ୍ଥା କରାଯିବ।…

Read More

ଭୁବନେଶ୍ଵର: ଆଜି ରାଜ୍ୟରୁ ୧୭୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ସୁନ୍ଦରଗଡରୁ ୩୦, ମୟୂରଭଞ୍ଜରୁ ୧୯, ବଲାଙ୍ଗୀରିରୁ ୧୫, ଖୋର୍ଦ୍ଧାରୁ ୧୪, କେନ୍ଦ୍ରାପଡାରୁ ୧୦, ସମ୍ବଲପୁରରୁ ୧୦, ବରଗଡରୁ ୯, ଝାରସୁଗୁଡାରୁ ୯, ଅନୁଗୁଳରୁ ୮, ଯାଜପୁରରୁ ୮, କଟକରୁ ୬, କେନ୍ଦୁଝରରୁ ୬, ଜଗତସିଂହପୁରରୁ ୫, ଗଞ୍ଜାମରୁ ୩, ବାଲେଶ୍ବରରୁ ୨, ଭଦ୍ରକରୁ ୨, କଳାହାଣ୍ଡିରୁ ୨, ନବରଙ୍ଗପୁରରୁ ୨, ସୋନପୁରରୁ ୨, କୋରାପୁଟରୁ ୧, ନୟାଗଡରୁ ୧, ନୂଆପଡ଼ାରୁ ଏବଂ ଷ୍ଟେଟପୁଲରୁ ୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୮ ହଜାର ୬୨୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୫୪୧ କୁ ବୃଦ୍ଧି…

Read More

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୧୧ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୭ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୭୬୯ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୩୦୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Read More

ଭୁବନେଶ୍ବର: ବିଶିଷ୍ଟ ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ସ୍ବର୍ଗତଃ ରାଓ ତାଙ୍କର ଉତ୍ସର୍ଗିକୃତ ସମାଜ ସେବା ବିଶେଷ କରି ଗରୀବ ଓ ଅବହେଳିତମାନଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ପାଇଁ ସ୍ମରଣୀୟ ହୋଇ ରହିବେ। ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇବା ସହ ପରଲୋକାଗତ ଆତ୍ମାର ସଦଗତି କାମନା କରିଛନ୍ତି। ପଦ୍ମଶ୍ରୀ ସ୍ବର୍ଗତଃ ଡି. ପ୍ରକାଶ ରାଓଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

Read More

କଟକ: ଆଜି ଅପରାହ୍ନରେ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ପରଲୋକ ହୋଇଯାଇଛି। କରୋନାରେ ଆକ୍ରାନ୍ତ ହୋଇ ଦୀର୍ଘ ୨୦ ଦିନ ଧରି ଏସସିବି କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଆଜି ଅପରାହ୍ନ ୪ ଟା ୧୫ ମିନିଟରେ ତାଙ୍କର ପରଲୋକ ହୋଇଯାଇଛି। ଏନେଇ ଏସ ସି ବି ଜରୁରୀକାଳିନ ଆଧିକାରୀ ଭୁବନାନନ୍ଦ ମହାରଣା ସୂଚନା ଦେଇଛନ୍ତି। ପ୍ରକାଶ ଜଣେ ଅତି ଅମାୟିକ ବ୍ୟକ୍ତି ଥିଲେ। ସେ ୨ ଶହରୁ ଅଧିକ ଥର ରକ୍ତ ଦାନ କରିଥିଲେ। ଚା’ ବିକ୍ରି କରି ଗରିବ ପିଲାଙ୍କୁ ପଢାଉଥିଲେ ପ୍ରକାଶ। ଗରିବ ପିଲାଙ୍କ ପାଇଁ ସ୍କୁଲ ପ୍ରତିଷ୍ଠା କରିଥିଲେ।

Read More

ଭୁବନେଶ୍ବର: ନୟାଗଡ ଯଦୁପୁରୁ ବହୁ ଚର୍ଚ୍ଚିତ ପରି ହତ୍ୟା ମାମଲାରେ ଏସଆଇଟି ର ତଦନ୍ତ ଉପରେ ପରୀର ମା’ ବାପା ଅସନ୍ତୋଷ ପ୍ରକାଶ କରିଛନ୍ତି। ଏହି ଘଟଣାରେ ନ୍ୟାୟ ପାଇବା ପାଇଁ ପରୀର ମା’ ବାପା ସୁପ୍ରିମ କୋର୍ଟ ଯାଇଛନ୍ତି। ସେମାନେ ସିବିଆଇ ତଦନ୍ତ ଦାବିରେ ସୁପ୍ରିମ କୋର୍ଟର ଦ୍ଵାରସ୍ଥ ହୋଇଛନ୍ତି। ସୂଚନା ଯୋଗ୍ୟ ଯେ, ପରି ହତ୍ୟା ମାମଲାରେ ଏସାଇଟି ତଦନ୍ତ କରୁଥିଲା। ଏସାଇଟି ତଦନ୍ତ କରି ସରୋଜ ସେଠି ନାମକ ଜଣେ ଯୁବକକୁ ଗିରଫ କରିଥିଲା। ହେଲେ ପରୀର ବାପା ମା’ ଏହି ତଦନ୍ତ ଉପରେ ସନ୍ଦେହ କରୁଛନ୍ତି।

Read More