Author: Samikhsya Bureau

ପୁରୀ: ଆଜି ବଡି ଭୋରରୁ ପୁରୀରେ ପହଁଚିଛନ୍ତି 5ଟି ତଥା ନବୀନ ଓଡିଶାର ଅଧ୍ୟକ୍ଷ ଭି କେ ପାଣ୍ଡିଆନ। ସେ ସେଠାରେ ଚାଲିଥିବା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ବିଭାଗୀୟ ଅଧିକାରୀଙ୍କ ସହିତ ସମୀକ୍ଷା କରିଛନ୍ତି। ପ୍ରଥମେ ସେ ଶ୍ରୀମନ୍ଦିର ଭିତରକୁ ଯାଇ ସେଠାରେ ଶ୍ରୀଜିୟୁଙ୍କୁ ଦର୍ଶନ କରିଥିଲେ। ଏହାପରେ ସେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ କରିଥିଲେ। ଶ୍ରୀଜଗନ୍ନାଥ ବଲ୍ଲଭ କମ୍ପ୍ଲେକ୍ସଠାରୁ ଶ୍ରୀମନ୍ଦିର ଦୋଳବେଦୀ କୋଣକୁ ସଂଯୋଗ କରୁଥିବା ନୂତନ ରାସ୍ତା ପାଇଁ ଜମି ଅଧିଗ୍ରହଣ ସମ୍ପର୍କରେ ସେ ସମୀକ୍ଷା କରିଛନ୍ତି। ସେହିପରି ଉକ୍ତ ରାସ୍ତା ନିର୍ମାଣ କାର୍ଯ୍ୟ କେତେ ଅଗ୍ରଗତି ହୋଇଛି ତାହାକୁ ମଧ୍ୟ ଅନୁଧ୍ୟାନ କରି ଶୀଘ୍ର ରାସ୍ତା କାମ ଶେଷ କରିବାକୁ ଦେଇଛନ୍ତି ନିର୍ଦ୍ଦେଶ। ବଡ଼ଦାଣ୍ଡରେ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ପାଇଁ ହେବାକୁ ଥିବା ଶୀତତାପ ସେଡେଡ଼ ଚଲାପଥ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା ମଧ୍ୟ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ। ଏହି ଗସ୍ତ ସମୟରେ ପୁରୀ ଜିଲ୍ଲାପାଳ,…

Read More

ଭୁବନେଶ୍ୱର: ଜଳସମ୍ପଦ ବିଭାଗ ଅଧିନସ୍ଥ କ୍ଷୁଦ୍ର ଜଳସେଚନ (ଏମଆଇ) ସଂଗଠନର ସିଭିଲ ଇଞ୍ଜିନିୟରଙ୍କ ଦକ୍ଷତା ବୃଦ୍ଧି ନିମନ୍ତେ ରାଜ୍ୟ ଉନ୍ନୟନ କମିଶନର-ତଥା-ଜଳ ସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଉପସ୍ଥିତିରେ ଓଡ଼ିଶା ଜଳ ସମ୍ପଦ ବିଭାଗ ଏବଂ ଭାରତୀୟ ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ (ଆଇଆଇଟି), ରୁର୍କି ମଧ୍ୟରେ ଏକ ବୁଝାମଣା ପତ୍ର (ଏମଓୟୁ) ଆଜି ସ୍ୱାକ୍ଷରିତ ହୋଇଛି। ଜଳ ସମ୍ପଦ ବିଭାଗରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଓଡିଶା କମ୍ୟୁନିଟି ଟ୍ୟାଙ୍କ ମ୍ୟାନେଜମେଣ୍ଟ ସୋସାଇଟି (ଓସିଟିଡିଏମଏସ)ର ପ୍ରକଳ୍ପ ନିର୍ଦ୍ଦେଶକ ତଥା ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀ ରଶ୍ମି ରଞ୍ଜନ ନାୟକ ଏବଂ ରୁର୍କି ଆଇଆଇଟିର ପ୍ରଫେସର ଦୀପକ ଖରେ ଏହି ବୁଝାମଣା ପତ୍ରରେ ସ୍ୱାକ୍ଷର କରିଥିଲେ। ଜଳବାୟୁ ସହନଶୀଳ କୃଷି ପାଇଁ ଓଡ଼ିଶା ସମନ୍ୱିତ ଜଳ ସେଚନ ପ୍ରକଳ୍ପ ଜଳ ବ୍ୟବହାରିକ ଦକ୍ଷତାରେ ଉନ୍ନତି ଆଣିବା, କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ବା ଜଳଭଣ୍ଡାରର ସେଚାଂଚଳରେ ଭାଗିଦାରୀ ଜଳସେଚନ ପରିଚାଳନାକୁ…

Read More

ଭୁବନେଶ୍ବର: ଓଡିଶା ଓ ଝାଡଖଣ୍ଡ ମଦ ବ୍ୟବସାୟୀଙ୍କ ଘରୁ ବିପୁଳ ପରିମାଣର ଟଙ୍କା ମିଳିବା ପରେ ବର୍ତ୍ତମାନ ଓଡିଶା ରାଜନୀତିରେ ସୃଷ୍ଟି ହୋଇଛି ଝଡ। ଏତେ ଟଙ୍କା ସଂପୃକ୍ତ ବ୍ୟବସାୟୀଙ୍କ ବ୍ୟବସାୟରୁ ଆସିଛି ନା ତାହା ଆଉ କାହାର। ଏହାକୁ ନେଇ ଉଭୟ ବିଜେଡି ଓ ବିଜେପି ମଧ୍ୟରେ କାଦୁଅ ଫିଙ୍ଗା ଚାଲିଛି। ତେବେ ଝାଡଖଣ୍ଡର ଜଣେ କଂଗ୍ରେସ ସାଂସଦଙ୍କ ଭାଇଙ୍କର ଏହି ମଦ ବ୍ୟବସାୟ ହୋଇଥିବାରୁ ଓଡିଶା କଂଗ୍ରେସ ଚୁପ ରହିଛି। ପ୍ରଥମେ ଏହି ମଦ ବ୍ୟବସାୟୀଙ୍କ ଜବତ ଟଙ୍କା ବିଜେଡିର ବୋଲି ବିଜେପି ଏକ ସାମ୍ବାଦିକ ସମ୍ମିଳନୀ କରି ପରୋକ୍ଷରେ ସୂଚନା ଦେଇଛି। ଦଳର ମୁଖପାତ୍ର ମନୋଜ ମହାପାତ୍ର ଏହି ସାମ୍ବାଦିକ ସମ୍ମିଳନୀରେ ବଲାଙ୍ଗୀର ନେତ୍ରୀ ତଥା ମନ୍ତ୍ରୀ ଟୁକୁନି ସାହୁଙ୍କୁ ଟାର୍ଗେଟ କରିଛି। ମନୋଜ ଟୁକୁନୀ ସାହୁଙ୍କ ସହିତ ସେହି ବ୍ୟବସାୟୀ ବସିଥିବାର ଫଟୋ ଦେଖାଇଛନ୍ତି। ସିଧା ବିଜେଡିକୁ ଟାର୍ଗେଟ କରି ସେ କହିଛନ୍ତି ଯେ, ଏହି…

Read More

ଭୁବନେଶ୍ୱର: କେନ୍ଦୁଝର ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ମୋହନ ପରିଡ଼ାଙ୍କ ପ୍ରସ୍ତାବକ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଶରତ ପଟ୍ଟନାୟକ କେନ୍ଦୁଝର ଜିଲ୍ଲା କଂଗ୍ରେସ କମିଟିର କର୍ମକର୍ତା, କାର୍ଯ୍ୟକାରୀ କମିଟି, ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଏବଂ ବ୍ଲକ/ନଗର କଂଗ୍ରେସ କମିଟି ସଭାପତି ମାନଙ୍କର ନାମ ଅନୁମୋଦନ କରିଛନ୍ତି । ଏହି କମିଟିରେ ଉପସଭାପତି ଭାବରେ ସର୍ବଶ୍ରୀ ପ୍ରଶାନ୍ତ କୁମାର ସ୍ୱାଇଁ, ନିକୁଞ୍ଜ ବିହାରି ମିଶ୍ର, ଦେବେନ୍ଦ୍ର ନାଥ ନାୟକ, ସୁରଥ ଚନ୍ଦ୍ର ସାହୁ, ଗୌରହରି ନାୟକ, ବସନ୍ତ କୁମାର ଦାସ ଓ ଶ୍ରୀମତୀ ମିନତୀ ନାୟକ ରହିଥିବା ବେଳେ କୋଷାଧକ୍ଷ ଭାବରେ ଲଳିତ ମୋହନ ନାୟକ ରହିଛନ୍ତି । ସେହିଭଳି ଭାବରେ ସାଧାରଣ ସଂପାଦକ ଭାବରେ ସର୍ବଶ୍ରୀ କ୍ଷୀରୋଦ କୁମାର ରାଉତ, ତ୍ରିଲୋଚନ ପଣ୍ଡା, ବିଜୟ କୁମାର ସ୍ୱାଇଁ, ଯଶୋବନ୍ତ ଖୁଂଟିଆ, କିଶୋର କୁମାର ସାହୁ, ଗୋବିନ୍ଦ ମହାନ୍ତ, ମୂରଲୀଧର ବେହେରା ଓ ସରୋଜ କୁମାର ବାଘେଲବାବୁ ରହିଛନ୍ତି…

Read More

ଭୁବନେଶ୍ୱର: ଦେଶର ସ୍ୱାଧୀନତା ଆନ୍ଦୋଳନରେ ନିଜକୁ ଉତ୍ସର୍ଗ କରିଥିବା ମହିଳା ସ୍ୱାଧୀନତା ସଂଗ୍ରାମୀମାନଙ୍କ ମଧ୍ୟରେ ରମାଦେବୀ ହେଉଛନ୍ତି ଅନ୍ୟତମ। ରାଜ୍ୟର ପ୍ରଥମ ମହିଳା ସ୍ୱାଧୀନତା ସଂଗ୍ରାମୀ ଭାବେ ମହାତ୍ମାଗାନ୍ଧୀଙ୍କ ଆହ୍ୱାନରେ ସେ ଲବଣ ସତ୍ୟାଗ୍ରହ, ଖଦି ଆନ୍ଦୋଳନ, ବିନୋବା ଭାବେଙ୍କ ଭୂଦାନ ଓ ଗ୍ରାମ ଦାନ ଆନ୍ଦୋଳନରେ ସାମିଲ ହୋଇ ଅନେକବାର କାରାବରଣ କରିଥିଲେ ସୁଦ୍ଧା କେବେ ହାର ମାନି ନଥିଲେ। ଖାଲି ପାଦରେ ଗାଁ ଗାଁ ବୁଲି ମହିଳାମାନଙ୍କ ମଧ୍ୟରେ ଜାତୀୟତା ପ୍ରୀତି ଜାଗ୍ରତ କରିଥିଲେ। ତାଙ୍କର ବ୍ୟକ୍ତିତ୍ୱ ଓ ଓଜସ୍ୱିନୀ ଭାଷଣରେ ମନ୍ତ୍ରମୁଗ୍ଧ ହୋଇ ହଜାର ହଜାର ନାରୀ ଆନ୍ଦୋଳନରେ ସାମିଲ ହୋଇଥିଲେ। ଜମିଦାର ପରିବାରରୁ ଆସି ମଧ୍ୟ ଭୋଗ ଓ ସୁଖ ତାଙ୍କ ଜୀବନ ଉପରେ କୌଣସି ପ୍ରଭାବ ପକାଇ ପାରିନଥିଲା। ଏପରିକି ଅସହଯୋଗ ଆନ୍ଦୋଳନରେ ରାଜ୍ୟର ଏକମାତ୍ର ମହିଳା ନେତ୍ରୀ ଭାବେ ସୃଷ୍ଟି କରିଥିଲେ ଉଦାହରଣ। ତାଙ୍କର ଜୀବନୀ ଆଧାରିତ ଏହି ନାଟକର କଥାବସ୍ତୁ ମାଧ୍ୟମରେ…

Read More

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସ ଜରିଆରେ ତାଳଚେରଠାରେ ୩୩୦ ଶଯ୍ୟା ବିଶିଷ୍ଟ ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ ଉଦ୍‌ଘାଟନ କରିଛନ୍ତି। ଏହି ହସ୍ପିଟାଲ ପ୍ରତିଷ୍ଠା କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ସହଯୋଗ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଧନ୍ୟବାଦ ଦେଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ତାଳଚେର ହେଉଛି ସଂଗ୍ରାମ ଓ ସ୍ୱାଭିମାନର ଭୂମି। ମହାନ ସଂଗ୍ରାମୀ ନେତା ପବିତ୍ର ମୋହନ ପ୍ରଧାନ ଏ ମାଟିରେ ଜନ୍ମ ନେଇଥିଲେ। ସ୍ୱାଧୀନତା ସଂଗ୍ରାମଠାରୁ ଆରମ୍ଭକରି ରାଜ୍ୟର ବିକାଶ କ୍ଷେତ୍ରରେ ସେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରଖିଯାଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଅବସରରେ ସ୍ୱର୍ଗତ ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଏହି ହସ୍ପିଟାଲକୁ ଆଗାମୀ ଦିନରେ ଏକ ମେଡିକାଲ୍ କଲେଜରେ ପରିଣତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସ୍ୱାସ୍ଥ୍ୟସେବା ସବୁବେଳେ ଆମର ଫୋକସ୍ ହୋଇ ରହିଛି। ରାଜ୍ୟରେ…

Read More

ଭୁବନେଶ୍ୱର: ନୂଆ ବା NUA ଓଡ଼ିଶା (ନୂତନ ଉନ୍ନତ ଅଭିଳାଷା) ର ଯୁବକମାନଙ୍କ ପାଇଁ ଦକ୍ଷତା ଦୃଶ୍ୟପଟ୍ଟରେ ପରିବର୍ତ୍ତନ ଆଣିବାରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଉଛି। NUA ଓଡ଼ିଶା ସହିତ ଯୁବକମାନଙ୍କର ଭବିଷ୍ୟତକୁ ସଶକ୍ତ କରିବା ଲକ୍ଷ୍ୟ ନେଇ ଆଜି ପୂର୍ବାହ୍ନରେ ଓଡ଼ିଶା ବୈଷୟିକ ଶିକ୍ଷା ଓ ତାଲିମ୍‌ ପ୍ରତିଷ୍ଠାନ, ଭୁବନେଶ୍ୱରଠାରେ ଆୟୋଜିତ ଏକ ମହତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ମନ୍ତ୍ରୀ, ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା, ଶ୍ରୀ ପ୍ରୀତିରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ ଦକ୍ଷତା ବିକାଶ ସମ୍ବନ୍ଧୀୟ ଅନେକ କାର୍ଯ୍ୟକ୍ରମ ଓ ପଦକ୍ଷେପ ଆରମ୍ଭ କରାଯାଇଛି। ମନ୍ତ୍ରୀ ଶ୍ରୀ ଘଡ଼ାଇ ତାଙ୍କ ଅଭିଭାଷଣରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିକୁ ପ୍ରଶଂସା କରିବା ସହିତ ଦକ୍ଷତା ଉପରେ ପର୍ଯ୍ୟବେଷିତ ଏହି ପରିବର୍ତ୍ତନଶୀଳ ଯାତ୍ରାକୁ ଆହୁରି ପାଦେ ଆଗେଇ ନେଇ ଜିଲ୍ଲାଗୁଡ଼ିକରେ ବିକେନ୍ଦ୍ରୀକରଣ ଦକ୍ଷତା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ବକ୍ତବ୍ୟରେ ମନ୍ତ୍ରୀ ଶ୍ରୀ ଘଡ଼ାଇ କହିଲେ ଯେ ଆଜି ସ୍କିଲ ଇନ୍‌ ଓଡ଼ିଶା ଏକ ବିଶ୍ୱ ବ୍ରାଣ୍ଡରେ ପରିଣତ…

Read More

ଭୁବନେଶ୍ୱର: ନିକଟରେ ବଲାଙ୍ଗୀର ସମ୍ବଲପୁରରୁ ମଦ ବ୍ୟବସାୟୀଙ୍କ ଘରୁ ଗଦାଗଦା ଟଙ୍କା ବାହାରିବା ନେଇ ବିଜେଡିକୁ ଟାର୍ଗେଟ କରିଛି ବିଜେପି। ଏହି ଟଙ୍କା ଶାସକ ବିଜେଡିର କି ନାହିଁ ସେ ନେଇ ପ୍ରଶ୍ନ କରିଛି ବିଜେପି। ଆଜି ରାଜ୍ୟ କାର୍ଯ୍ୟାଳୟରେ ବିଜେପି ମୁଖପାତ୍ର ମନୋଜ ମହାପାତ୍ର ଏକ ସାମ୍ବାଦିକ ସମ୍ମିଳନୀ କରି ଏହି ଅଭିଯୋଗ କରିଛନ୍ତି। ଏଥିସହିତ ପଶ୍ଚିମ ଓଡିଶାର ବିଜେଡି ନେତା ଓ ମନ୍ତ୍ରୀ ଏହି ମଦ ବେପାରୀ ସହିତ ସାମିଲ ରହିଛନ୍ତି ବୋଲି ବିଜେପି ଅଭିଯୋଗ କରିଛି। ମଦ ବ୍ୟବସାୟୀ ସହିତ ମନ୍ତ୍ରୀ ଟୁକୁନି ସାହୁଙ୍କ ଏକ ଫଟୋକୁ ମନୋଜ ସାମ୍ବାଦିକ ସମ୍ମିଳନୀରେ ଦେଖାଇଥିଲେ।

Read More

ଭୁବନେଶ୍ବର: ରାଜ୍ୟରେ ମୁଖ୍ୟ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରେ ଦୃଷ୍ଟିହୀନତା ଅନ୍ୟତମ। ଏହାର ଚିକିତ୍ସା, ନିରାକରଣ ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ସୁନେତ୍ର ଯୋଜନା ମାଧ୍ୟମରେ ବିଭିନ୍ନ ସରକାରୀ ଚିକିତ୍ସାଳୟ ଗୁଡିକରେ ଚକ୍ଷୁ ଚିକିତ୍ସା ସେବା ଯୋଗାଇ ଦିଆଯାଉଛି। ଏହି କ୍ରମରେ ପଶ୍ଚିମ ଓଡିଶାରେ ମଧ୍ୟ ଚକ୍ଷୁ ଜନିତ ସମସ୍ୟାର ସମାଧାନ ପାଇଁ ସୁବର୍ଣ୍ଣପୁର ଜିଲ୍ଲାରେ ମହାନଦୀ ନେତ୍ର ଚିକିତ୍ସାଳୟ କାର୍ଯ୍ୟ କରୁଛି ଏବଂ ଏହି ଚିକିତ୍ସାଳୟକୁ ଆହୁରୀ ସୁଦୃଢ କରିବା ପାଇଁ ପଶ୍ଚିମ ଓଡିଶା ବିକାଶ ପରିଷଦ ପକ୍ଷରୁ ଆର୍ଥିକ ଅନୁଦାନ ଯୋଗାଇ ଦିଆଯିବା ନେଇ ସୂଚନା ଦେଇଛନ୍ତି ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ଅସିତ୍ ତ୍ରିପାଠୀ। ଆଜି ଖାରବେଳ ଭବନ ର ସମ୍ମିଳନୀ କକ୍ଷରେ ଆଭାଷୀ ମାଧ୍ୟମରେ ସୁବର୍ଣ୍ଣପୁର ଏବଂ ସମ୍ବଲପୁର ଜିଲ୍ଲାପାଳଙ୍କ ସହ ଜିଲ୍ଲାରେ ପରିଷଦର ଆର୍ଥିକ ଅନୁଦାନରେ ନିର୍ମାଣ କରାଯାଉଥିବା ବିଭିନ୍ନ ଉନ୍ନୟନ ପ୍ରକଳ୍ପର ସମୀକ୍ଷା କରିଛନ୍ତି ଶ୍ରୀ ତ୍ରିପାଠୀ। ଏ ଅବସରରେ…

Read More

ଭୁବନେଶ୍ୱର: ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଆର୍ଥିକ ଦୁର୍ବଳ ଶ୍ରେଣୀର ଲୋକଙ୍କ ପାଇଁ ରକ୍ଷା କବଚ ସାଜିଛି। ଓଡ଼ିଶା ଏବଂ ଓଡ଼ିଶା ବାହାର ରାଜ୍ୟର ସୁପର ସ୍ପେସିଆଲିଟି ହସ୍ପିଟାଲ ମାନଙ୍କରେ ଅନେକ ଜଟିଳ ରୋଗର ସଫଳ ଚିକିତ୍ସା ଏହି କାର୍ଡ ମାଧ୍ୟମରେ ଦେୟମୁକ୍ତ ଭାବେ ହୋଇପାରୁଛି। ବରଗଡ଼ ଜିଲ୍ଲା ଅମ୍ବାପାଲି ଗ୍ରାମର ଦିବ୍ୟା ସେଠ୍ କହନ୍ତି ଯେ ମୋ ସାନ ଭଉଣୀ ସ୍ନେହା ସେଠ୍ ପ୍ରାୟ ୧ ବର୍ଷ ହେଲା ବ୍ଲଡ୍ କ୍ୟାନସର ରୋଗରେ ଆକ୍ରାନ୍ତ ଥିଲା। ବିଭିନ୍ନ ଜାଗାରେ ଚିକିତ୍ସା କରାଯାଇଥିଲା। ବିଏସ୍ କେୱାଇ କାର୍ଡ ଦ୍ଵାରା ବିଶାଖାପାଟଣା ମହାତ୍ମା ଗାନ୍ଧୀ କ୍ୟାନସର ହସ୍ପିଟାଲରେ ମାଗଣା ଚିକିତ୍ସା ପାଇଥିବା ଜଣେ ମହିଳାଙ୍କ ଠାରୁ ଶୁଣି ଆମେ ସେଠାକୁ ଗଲୁ। ବିଏସ୍ କେୱାଇ ଟିମ ସହଯୋଗ କଲେ। ହସ୍ପିଟାଲରେ ମୋ ଭଉଣୀର ମାଗଣା ଆଡମିସନ, ବିଭିନ୍ନ ପରୀକ୍ଷା, ଚିକିତ୍ସା ଓ ବୋନ୍ ମାରୋ ପ୍ରତିରୋପଣ ହେଲା। ବର୍ତ୍ତମାନ ମୋର ସାନ ଭଉଣୀ…

Read More

ନୂଆଦିଲ୍ଲୀ: ରାଜସ୍ଥାନରେ ବିଜେପିର ବିଜୟ ପରେ ବର୍ତ୍ତମାନ ସେଠାରେ କିଏ ମୁଖ୍ୟମନ୍ତ୍ରୀ ହେବ ସେ ନେଇ କଳ୍ପନାଜଳ୍ପନା ଜାରୀ ରହିଛି। ବର୍ତ୍ତମାନ ଯେଉଁମାନଙ୍କ ନାମ ଚର୍ଚ୍ଚାରେ ରହିଛି ସେମାନଙ୍କ ମଧ୍ୟରୁ କାହାକୁ ମୁଖ୍ୟମନ୍ତ୍ରୀ କଲେ ଅନ୍ୟ ଏକ ଗୋଷ୍ଠୀ ବା ଜାତି ଅଡୁଆ ସୃଷ୍ଟି କରିପାରନ୍ତି ବୋଲି ଭୟ ରହିଛି। ସେଥିପାଇଁ ବିଜେପିର କେନ୍ଦ୍ରୀୟ ନେତୃବୃନ୍ଦ କିଛି ନିଷ୍ପତି କରିପାରୁ ନାହାଁନ୍ତି। ତେବେ ଏପରି ପରିସ୍ଥିତିରେ ଓଡିଶାରୁ ସାଂସଦ ହୋଇଥିବା କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ନାମ ଚର୍ଚ୍ଚାକୁ ଆସିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୁଆଡେ ଅଶ୍ବିନୀ ବୈଷ୍ଣବଙ୍କୁ ମୁଖ୍ୟମନ୍ତ୍ରୀ କରିବା ପାଇଁ ଆଗ୍ରହ ପ୍ରକାଶ କରୁଛନ୍ତି ବୋଲି କୁହାଯାଉଛି। କେବଳ ଘୋଷଣା ବାକି ରହିଛି ବୋଲି ଚର୍ଚ୍ଚା ଚାଲିଛି। ଏହାର କାରଣରେ କୁହାଯାଇଛି ଯେ, ଅଶ୍ବିନୀ ବୈଷ୍ଣବ ଜଣେ ନିର୍ବିବାଦୀୟ ନେତା। ରାଜସ୍ଥାନର ବୈଷ୍ଣବ ବ୍ରାହ୍ମଣ ଜାତିର ହୋଇଥିବାରୁ ଏବଂ ସେ ରାଜ୍ୟ ରାଜନୀତିରେ ତାଙ୍କର ଉଭୟ ସମର୍ଥକ ଓ ବିରୋଧୀ…

Read More

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ତତ୍ତ୍ୱାବଧାନରେ ୧୨୫ତମ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (ଏସ୍ଏଲ୍ଏସଡବ୍ଲ୍ୟୁସିଏ) ବୈଠକ ଆଜି ଅପରାହ୍ଣରେ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୪,୮୦୪.୩୫ କୋଟି ଟଙ୍କାର ୧୯ଟି ପ୍ରକଳ୍ପକୁ ମଞ୍ଜୁରୀ ପ୍ରଦାନ କରାଯାଇଛି, ଯାହା ବିଭିନ୍ନ କ୍ଷେତ୍ରରେ ୧୭,୫୫୩ ନିଯୁକ୍ତି ସୃଷ୍ଟି କରିବାର ପ୍ରତିଶ୍ରୁତି ଦେବା ସହ ପୁଞ୍ଜି ନିବେଶ ସ୍ଥଳ ଭାବେ ରାଜ୍ୟର ସ୍ଥିତିକୁ ଆହୁରି ସୁଦୃଢ଼ କରିଛି। ପୋଷାକ ଓ ବୟନଶିଳ୍ପ, ଇସ୍ପାତ ଡାଉନଷ୍ଟ୍ରିମ୍, ପେଣ୍ଟ୍ (ରାସାୟନିକ), ପ୍ଲାଷ୍ଟିକ୍, ପ୍ୟାକେଜିଂ ଓ ମେଟାଲ୍ ଡାଉନଷ୍ଟ୍ରିମ୍, ରସାୟନିକ, ଖାଦ୍ୟ, ପାନୀୟ ଓ ଆନୁଷଙ୍ଗିକ କ୍ଷେତ୍ର, ଇସ୍ପାତ (ଫେରୋଆଲୋୟସ୍), ଆଇଟି ଭିତ୍ତିଭୂମି, କୃଷି ପ୍ରକ୍ରିୟାକରଣ, ଅକ୍ଷୟ ଶକ୍ତି/ସର୍କୁଲାର ଅର୍ଥନୀତି ଏବଂ ଭିତ୍ତିଭୂମି ଭଳି ପ୍ରମୁଖ କ୍ଷେତ୍ରରେ ଏହି ଗୁରୁତ୍ୱପୂର୍ଣ୍ଣ ପୁଞ୍ଜିନିବେଶ ରହିଛି। ଏହି ବିବିଧ ପୁଞ୍ଜିନିବେଶ କେବଳ ବିଭିନ୍ନ କ୍ଷେତ୍ରରେ ଓଡ଼ିଶାର ଉତ୍ପାଦନ କ୍ଷମତାକୁ ବୃଦ୍ଧି କରୁ ନାହିଁ…

Read More

ଭୁବନେଶ୍ବର: ଦୟା ନଦୀ ପାଣିକୁ ପ୍ରଦୂଷଣମୁକ୍ତ ରଖାଯିବା ଉପରେ 5T ତଥା ନବୀନ ଓଡିଶାର ଅଧ୍ୟକ୍ଷ ଶ୍ରୀ ଭି.କେ ପାଣ୍ଡିଆନ ଗୁରୁତ୍ୱାରୋପ କରିଛନ୍ତି ଏବଂ ଏ ସମ୍ପର୍କରେ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ନଗର ଉନ୍ନୟନ ବିଭାଗ ଏବଂ ଭୁବନେଶ୍ୱର ମହାନଗର ନିଗମକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଦୟା ନଦୀର ଜଳକୁ ବିଶୁଦ୍ଧ ରଖିବା ସଂକ୍ରାନ୍ତରେ ଆଜି 5T ତଥା ନବୀନ ଓଡିଶାର ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଥିବା ବିଭିନ୍ନ ପ୍ରତିଷ୍ଠାନର ଦୂଷିତ ଜଳକୁ ସ୍ୱେରେଜ ଲାଇନ୍‌ ସହିତ ସଂଯୋଗ କରିବା ପାଇଁ ବ୍ୟାଧତାମୂଳକ କରାଯାଇଛି। ଏହା ସହିତ ବିଏମସିର ସବୁ ଘର ଯେପରି ସ୍ୱେରେଜ ଲାଇନ୍‌ ସହିତ ଶୀଘ୍ର ସଂଯୁକ୍ତ ହୋଇପାରିବ ସେ ଦିଗରେ ମଧ୍ୟ ସଚେତନତା ସୃଷ୍ଟି କରିବାପାଇଁ ଶ୍ରୀ…

Read More

ଭୁବନେଶ୍ବର: ଓଡିଶାର ମଦ ବ୍ୟବସାୟୀଙ୍କ ଘରର ସମସ୍ତ ଆଲମିରାରରେ ପୁରା ଲୋଡ ହୋଇ ରହିଛି ଟଙ୍କା। ଆଇଟି ଠକେଇ ଯାଞ୍ଚ ବେଳେ ଏତେ ଟଙ୍କା ଦେଖି ତାଜୁବ ହୋଇଛନ୍ତି ଅଧିକାରୀ। ଆଳୁଖୋଳୁ ଖୋଳୁ ମହାଦେବ ବାହାରିବା ପରି ପରିସ୍ଥିତି ହୋଇଛି। ତେବେ ସେମାନେ ଭାବିଥିଲେ ଚାରି ପାଞ୍ଚ କୋଟି ଟଙ୍କା ହେବ। ହେଲେ ଏବେ ବାହାରିଲାଣି ୩୬୦ କୋଟି ଟଙ୍କା। ଓଡିଶାର ବୌଦ୍ଧ ଡିଷ୍ଟ୍ରିଲାରୀ ପ୍ରାଇଭେଟ ଲିମିଟେଡ କଂପାନୀ ଆଇଟି ଠକେଇ ଅଭିଯୋଗରେ ଚଢାଉ କରାଯାଇଥିଲା। ତାଙ୍କର ଭୁବନେଶ୍ବର ଅଫିସରେ ଏହି ଚଢାଉ ହୋଇଥିଲା। ସେଠାରେୁ ଏକ ଟ୍ରଙ୍କରୁ ଟଙ୍କା ବାହାରିବା ପରେ ଆଇଟି ବିଭାଗ ତାଙ୍କର ସମସ୍ତ ଅଫିସରେ ଚଢାଉ କରିଥିଲା। ଭୁବନେଶ୍ବର ସହିତ ସମ୍ବଲପୁର, ବଲାଙ୍ଗୀର, ଟିଟିଲାଗଡ ପ୍ରଭୃତି ସ୍ଥାନରେ ଚଢାଉ କରାଯିବା ପରେ ସବୁସ୍ଥାନରେ ପୁଳାପୁଳା ଟଙ୍କା ଥିବାର ଦେଖି ଆଇଟି ଅଧିକାରୀଙ୍କ ମୁଣ୍ଡ ଖରାପ ହୋଇଯାଇଛି। ଗତକାଲି ଏହି ଚଢାଉ କରାଯାଇଥିଲା। ହେଲେ ସବୁସ୍ଥାନରୁ ଟଙ୍କା…

Read More

ଭୁବନେଶ୍ୱର: ସାମୁଦ୍ରିକ ଝଡ଼ ମିଜୋମ ପ୍ରଭାବରେ ଦକ୍ଷଣି ଓଡ଼ିଶା ସମେତ ଅନ୍ୟାନ୍ୟ ଜିଲ୍ଲାଗୁଡ଼ିକରେ ଧାନ, କପା ଓ ଅନ୍ୟାନ୍ୟ ପନିପରିବା ଫସଲ ବିପୁଳ ଭାବରେ ପ୍ରଭାବିତ ହୋଇଛି। ବର୍ଷା ଓ ବାତ୍ୟା ପୂର୍ବରୁ ସରକାର କେବଳ ଚାଷୀଙ୍କୁ ସତର୍କତା ସୂଚନା ଆଦେଶାବଳୀ ଜାରି କରିବା ଛଡ଼ା ଫସଲ ସୁରକ୍ଷା ପାଇଁ କୌଣସି ଜରୁରୀକାଳୀନ ସହାୟତା ଯୋଗାଇ ନଦେବା ଫଳରେ ଫସଲର ପ୍ରଭୃତ କ୍ଷୟକ୍ଷତି ଘଟିଛି ବୋଲି ଅଭିଯୋଗ କରିଛି କଂଗ୍ରେସ। ଆଜି ଓଡ଼ିଶା ପ୍ରଦେଶ କିଷାନ କଂଗ୍ରେସ ପକ୍ଷରୁ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ପିସିସି କିଷାନ କଂଗ୍ରେସ ରାଜ୍ୟ ଅଧ୍ୟକ୍ଷ ଶ୍ରୀ ଅମିୟ କୁମାର ପଟ୍ଟନାୟକଏହି ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଯେ, ଏହି ବାତ୍ୟାରେ ସବୁଠାରୁ ଧାନ ଫସଲରେ ବ୍ୟାପକ କ୍ଷତି ହୋଇଛି। କଟା ହୋଇପଡ଼ିଥିବା ଧାନ, ବର୍ଷା ଜଳରେ ଭିଜି ଗଜା ହେଲାଣି। ଧାର କରଜ କରି ଚାଷ କରିଥିବା ଚାଷୀ ଅମଳ ସମୟରେ…

Read More

ଭୁବନେଶ୍ବର: ଆଜି ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟର ଜୈନ ଚେୟାର ଆନୁକୂଲ୍ୟରେ କଳିଙ୍ଗ ଜୀନ ବକ୍ତୃତାମାଳା ଅନୁଷ୍ଠିତ ହୋଇଯାଇଛି। କୁଳପତି ପ୍ରଫେସର ପ୍ରସନ୍ନ କୁମାର ସ୍ବାଇଁ ଏହି ବକ୍ତୃତାମାଳାକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିବା ସହ ଏହି ଅବସରରେ ଜୈନ କୀର୍ତ୍ତିରାଜିକୁ ନେଇ ଆୟୋଜିତ ଏକ ସ୍ବତନ୍ତ୍ର ଚିତ୍ର ପ୍ରର୍ଦଶନୀର ଲୋକାର୍ପଣ କରିଥିଲେ। ଓଡ଼ିଶାର ଜୈନ କଳା ଓ ସ୍ଥାପତ୍ୟ ଶୀର୍ଷକ ବକ୍ତୃତା ପ୍ରଦାନ କରି ବିଶିଷ୍ଟ ଐତିହାସିକ ତଥା ଶିକ୍ଷାବିତ୍ ପ୍ରଫେସର ଖାରବେଳ ମହାନ୍ତି, ଓଡ଼ିଶାର ଜୈନ କିର୍ତ୍ତୀରାଜିର ପ୍ରାଚୀନତା ଓ ଓଡ଼ିଶାକୁ ଏହାର ସାଂସ୍କୃତିକ ଅବଦାନ ସଂପର୍କରେ ବହୁ ଐତିହାସିକ ତଥ୍ୟ ସହ ସୁବିସ୍ତୃତ ଆଲୋଚନା କରିଥିଲେ। କୁଳପତି ପ୍ରଫେସର ସ୍ବାଇଁ ତାଙ୍କ ବକ୍ତବ୍ୟରେ ଓଡ଼ିଶାର ଜୈନ କଳା ଓ ସ୍ଥାପତ୍ୟର ଐତିହାସିକ ଓ ସାଂସ୍କୃତିକ ଗୁରୁତ୍ବ ସଂପର୍କରେ ଆଲୋକପାତ କରିଥିଲେ। ଜୈନ ଚେୟାରର ସଂଯୋଜିକା ଡ଼ଃ ସୁଚିତ୍ରା ଦାସ ବକ୍ତୃତା ମାଳାର ଆବିମୁଖ୍ୟ ସଂପର୍କରେ ସୂଚନା ଦେଇଥିବାବେଳେ ପରୀକ୍ଷା…

Read More

ଭୁବନେଶ୍ୱର: ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ଅଧୀନରେ ୧୪ଟି ବିଭାଗରେ ପୁରସ୍କାର ପାଇଁ ସାରା ରାଜ୍ୟରୁ ୭୯୫୬୫ ଜଣ ଆବେଦନ କରିଛନ୍ତି। ଆବେଦନ ପ୍ରକ୍ରିୟା ଶେଷ ହେବା ପରେ ଆବେଦନ ପତ୍ରର ଯାଞ୍ଚ ଆରମ୍ଭ ହୋଇଛି। ବିଭିନ୍ନ ସ୍ତରରେ ଯାଞ୍ଚ କରାଯାଇ ୧୪ଟି ବର୍ଗରେ ବିଭିନ୍ନ ସ୍ତରରେ ପୁରସ୍କାର ପାଇଁ ଶ୍ରେଷ୍ଠ ବ୍ୟକ୍ତିବିଶେଷ ଓ ଅନୁଷ୍ଠାନକୁ ଚୟନ କରାଯିବ। ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ଅଧୀନରେ ମାଧ୍ୟମିକ ବିଦ୍ୟାଳୟ ପୁରସ୍କାର ପାଇଁ ମୋଟ ୫୦୨୫ଟି ବିଦ୍ୟାଳୟ ଆବେଦନ କରିଛନ୍ତି। ସେହିପରି ପ୍ରଧାନଶିକ୍ଷକ (ମାଧ୍ୟମିକ ବିଦ୍ୟାଳୟ) ପାଇଁ ୪୩୦୪ ଜଣ ଓ ଶିକ୍ଷକ ପୁରସ୍କାର (ମାଧ୍ୟମିକ ବିଦ୍ୟାଳୟ) ପାଇଁ ୧୪୨୬୨ ଜଣ ଶିକ୍ଷକ ଆବେଦନ କରିଛନ୍ତି। ପ୍ରାଥମିକ ବିଦ୍ୟାଳୟ ପୁରସ୍କାର ପାଇଁ ୧୦୦୨୩ ଟି ବିଦ୍ୟାଳୟ ଆବେଦନ କରିଥିବାବେଳେ ପ୍ରଧାନଶିକ୍ଷକ (ପ୍ରାଥମିକ ବିଦ୍ୟାଳୟ) ପୁରସ୍କାର ପାଇଁ ୮୪୫୪ ଜଣ ଆବେଦନ କରିଛନ୍ତି। ଶିକ୍ଷକ ପୁରସ୍କାର (ପ୍ରାଥମିକ ବିଦ୍ୟାଳୟ) ନିମନ୍ତେ ସାରା ରାଜ୍ୟରୁ ୩୦୯୯୯ ଜଣ ଶିକ୍ଷକ…

Read More

ଭୁବନେଶ୍ୱର: ଗଙ୍ଗଶିଉଳି ରାତିରେ ଫୁଟି ସକାଳକୁ ଝଡ଼ିଯାଇଥାଏ ସତ ମାତ୍ର ରାତିକ ମଧ୍ୟରେ ତା’ର ମହକରେ ଖେଳିଯାଏ ଚତୁର୍ଦିଗ। ସେହି ଗଙ୍ଗଶିଉଳିକୁ ନେଇ ‘ଶେଫାଳି ପ୍ରତି’ କବିତାରେ ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତଙ୍କ ଭାବପୂର୍ଣ୍ଣ ପଦପଂକ୍ତି ଅତ୍ୟନ୍ତ ହୃଦୟସ୍ପର୍ଶୀ। ମାତ୍ର ୩୭ ବର୍ଷର ଆୟୁଷ ନେଇ ଆସିଥିବା ଏହି ମହିୟସୀ ନାରୀ ଜଣକ ଏକଧାରରେ ଥିଲେ କବି, ସମାଜସେବୀ, ସଂଗ୍ରାମୀ ଓ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର। ସ୍ୱାଧୀନତା ସଂଗ୍ରାମରେ ନାରୀଶକ୍ତିର ଭୂମିକା ଥିଲା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଏବଂ ଘରର ଚାରିକୋଣରୁ ମହିଳାମାନେ ନ ବାହାରିଲେ ଏହା ସମ୍ଭବ ନୁହେଁ – ଏହାଥିଲା ତତ୍କାଳୀନ ନାରୀ ସମାଜ ପ୍ରତି ତାଙ୍କର ଆହ୍ୱାନ। ପଲ୍ଲୀରୁ ଦିଲ୍ଲୀ ପର୍ଯ୍ୟନ୍ତ ସେଥିଲେ ନାରୀଶିକ୍ଷା ଓ ନାରୀ ସ୍ୱାଧୀନତାର ପ୍ରତିନିଧି। ତାଙ୍କର ସୀମିତ ଜୀବନକାଳ ମଧ୍ୟରେ ସମାଜ ପ୍ରତି ଯେଉଁ ଚିନ୍ତା ଓ ଚେତନାର ସୌଧ ନିର୍ମାଣ କରିଛନ୍ତି ତା’ର ପଟ୍ଟାନ୍ତର ନାହିଁ। ଏହି ନାଟକ…

Read More

ହାଇଦ୍ରାବାଦ: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେବାନ୍ତ ରେଡ୍ଡୀ। ଆଜିଠାରୁ ତାଙ୍କ ନେତୃତ୍ୱରେ ତେଲେଙ୍ଗାନାରେ କଂଗ୍ରେସ ସରକାରଙ୍କ ଶାସନ ଆରମ୍ଭ ହେଲା।ହାଇଦ୍ରାବାଦର ଏଲ ବି ଷ୍ଟାଡିୟମରେ ରେବାନ୍ତ ରେଡ୍ଡୀ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ତେଲେଙ୍ଗାନା ରାଜ୍ୟପାଳ ତାମିଲାଇସାଇ ସୌନ୍ଦର୍ଯ୍ୟରାଜନ ତାଙ୍କୁ ଶପଥ ଗ୍ରହଣ କରାଇଥିଲେ। ତେଲେଙ୍ଗାନା ରାଜ୍ୟ ଗଠନ ପରେ କଂଗ୍ରେସ ପ୍ରଥମ ଥର କ୍ଷମତାକୁ ଆସିଛି। ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରିୟଙ୍କା ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ ସୋନିଆ ଗାନ୍ଧୀ ଉପସ୍ଥିତ ଥିଲେ।  ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରାୟ ଏକ ଲକ୍ଷ ଲୋକ ଭାଗ ନେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ବ୍ୟତିତ ୧୧ ଜଣ ବିଧାୟକ ମଧ୍ୟ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ଶପଥ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀ ରେଡ୍ଡୀ ତାଙ୍କ ଧର୍ମପତ୍ନଙ୍କ ସହିତ ସୋନିଆ ଗାନ୍ଧୀଙ୍କ ପାଦ ଛୁଇଁ ଆର୍ଶିବାଦ ଗ୍ରହଣ କରିଥିଲେ।

Read More

ଭୁବନେଶ୍ବର: ଲୋକମାନେ ଆମର ଗଣତାନ୍ତ୍ରିକ ବ୍ୟବସ୍ଥାର କେନ୍ଦ୍ରରେ ଅଛନ୍ତି। ତେଣୁ, ଆପଣଙ୍କର ପ୍ରତ୍ୟେକ ଚିନ୍ତାଧାରା ଏବଂ ପ୍ରତ୍ୟେକ କାର୍ଯ୍ୟ ଓଡ଼ିଶାବାସୀଙ୍କ ଉନ୍ନତି ତଥା କଲ୍ୟାଣ ଦିଗରେ ନିର୍ଦ୍ଦେଶିତ ହେବା ଉଚିତ ବୋଲି  ନୂତନ ଭାବେ ନିଯୁକ୍ତ ଓଡିଶା ନାଗରିକ ସେବା ଅଧିକାରୀଙ୍କ ପାଇଁ ‘ନିଯୁକ୍ତି ପର୍ବ’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବା ବେଳେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଲୋକ ସେବା ଭବନ ସମ୍ମିଳନୀ କକ୍ଷରେ ଆୟୋଜିତ ହୋଇଥିଲା ‘ଆପଣ କେବଳ ସରକାରୀ କର୍ମଚାରୀ ନୁହଁନ୍ତି, ଆପଣ ଏକ ନୂତନ ଓଡ଼ିଶା, ସଶକ୍ତ ଓଡ଼ିଶା ପାଇଁ ପରିବର୍ତ୍ତନର ପ୍ରତିନିଧି ଅଟନ୍ତି। ୨୦୪୭ ପାଇଁ ଆପଣମାନେ ଆମ ଓଡିଶାର ଆମର ଦୃଷ୍ଟିକୋଣର ପ୍ରକୃତ ସ୍ଥପତି ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଯୁବକମାନଙ୍କ ପାଇଁ ନିଯୁକ୍ତି ଡ୍ରାଇଭ୍ ଉପରେ ଧ୍ୟାନ ଦେଉଛୁ ଏବଂ ଅଧିକାଂଶ ବିଭାଗ ସେମାନଙ୍କ ପଦବୀ ପୂରଣ ପାଇଁ ନିୟମିତ ବ୍ୟବସ୍ଥା ଅନୁସରଣ କରାଯାଉଛି। ଗତ ୫ ବର୍ଷ ମଧ୍ୟରେ ପ୍ରାୟ…

Read More

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବିଜ୍ଞାନ ଓ କାରିଗରୀ ବିଭାଗର ଅନୁମୋଦନ କ୍ରମେ ଓଡ଼ିଶା ବିଜ୍ଞାନ ଏକାଡେମୀ ପକ୍ଷରୁ ୨୦୨୧ ଓ ୨୦୨୨ ମସିହା ପାଇଁ ବିଭିନ୍ନ ପୁରସ୍କାର ଘୋଷଣା କରାଯାଇଛି। ୨୦୨୧ ମସିହା ପାଇଁ ସମ୍ବଲପୁରର ବିଶିଷ୍ଟ ଜୀବବିଜ୍ଞାନୀ ପ୍ରଫେସର ପ୍ରଭାତ କୁମାର ମହାପାତ୍ର ଓ ୨୦୨୨ ମସିହା ପାଇଁ କଟକ ଏସ୍‌.ସି.ବି ମେଡିକାଲ କଲେଜର ପ୍ରଫେସର ବିଦ୍ୟୁତ କୁମାର ଦାସଙ୍କୁ ବୈଜ୍ଞାନିକ ଉତ୍କର୍ଷ ନିମନ୍ତେ ‘ବିଜୁ ପଟ୍ଟନାୟକ ପୁରସ୍କାର’ ପ୍ରଦାନ କରାଯିବ। ପ୍ରତ୍ୟେକଙ୍କୁ ପୁରସ୍କାର ବାବଦରେ ୨ ଲକ୍ଷ ଟଙ୍କା ଅର୍ଥରାଶି ସହିତ ରୌପ୍ୟ ପଦକ, ଉପଢୌକନ, ପ୍ରଶସ୍ତି ପତ୍ର ଓ ଅଙ୍ଗବସ୍ତ୍ର ପ୍ରଦାନ କରାଯିବ। ଅନୁରୂପ ଭାବରେ ୨୦୨୧ ମସିହା ପାଇଁ ବାରିପଦାସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ପ୍ରଫେସର ହୃଦୟନାଥ ଥାଟୋଇ, ଭୁବନେଶ୍ୱରସ୍ଥିତ ସିଏସ୍‌ଆଇଆର୍‌ର ପ୍ରମୁଖ ବୈଜ୍ଞାନିକ ଡ. ବିକାଶ କୁମାର ଜେନା, ଭୁବନେଶ୍ୱରର ଡ. ଅଶୋକ କୁମାର ସାହୁ ଓ ରୁର୍‌କି ଆଇଆଇଟିର ପ୍ରଫେସର ଡ.…

Read More