Author: Samikhsya Bureau

ଭୁବନେଶ୍ବର: ବିଜ୍ଞାନ ଓ କାରିଗରୀ ବିଭାଗ ଆନୁକୂଲ୍ୟରେ ରାଜ୍ୟ ବିଜ୍ଞାନ ଓ କାରିଗରୀ ପରିଷଦ ଏବଂ ଭୁବନେଶ୍ୱର ସିଟି ନଲେଜ ଇନୋଭେସନ୍‌ କ୍ଳଷ୍ଟର (ବିସିକେଆଇସି) ଫାଉଣ୍ଡେସନ୍‌ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଯାଇଛି। ଆଜି ଅପରାହ@ରେ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡାଙ୍କ ଉପସ୍ଥିତିରେ ଏହା ସ୍ୱାକ୍ଷରିତ ହୋଇଛି। ସମ୍ମିଳିତ ଉଦ୍ୟମରେ ବିଜ୍ଞାନ ଓ କାରିଗରୀ କାର୍ଯ୍ୟକ୍ରମ ତଥା ଅଭିନବ ଭିତ୍ତିଭୂମିର ଉନ୍ନତିକରଣ ଉପରେ ବୁଝାମଣାପତ୍ରରେ ଗୁରୁତ୍ୱାରୋପ କରାଯାଇଛି। ବିଜ୍ଞାନ ଓ କାରିଗରୀ କ୍ଷେତ୍ରରେ ରାଜ୍ୟର ସାମର୍ଥ୍ୟକୁ ଏପରି ପଦକ୍ଷେପ ଅଧିକ ସାହାଯ୍ୟ କରିବ ବୋଲି ଉଲ୍ଲେଖ କରି ମନ୍ତ୍ରୀ ଶ୍ରୀ ପଣ୍ଡା ରାଜ୍ୟରେ ବିଜ୍ଞାନ ଶିକ୍ଷା, ଗବେଷଣା, ଯୋଗାଯୋଗ ଓ ନୂତନ ଉଦ୍ଭାବନ ଇତ୍ୟାଦିକୁ ପ୍ରୋତ୍ସାହନ ଦେବାରେ ଏପରି ବୁଝାମଣା ଲାଭଦାୟକ ହେବ ବୋଲି ଆଶା ପ୍ରକାଶ କରିଛନ୍ତି। ସେ ମଧ୍ୟ ରାଜ୍ୟରେ ବାୟୋଟେକ୍‌ନୋଲୋଜି କ୍ଷେତ୍ରରେ ଅଭିବୃଦ୍ଧି ଉପରେ ଗୁରୁତ୍ୱ ଦେଇଛନ୍ତି। ବୁଝାମଣାପତ୍ର ଅନୁସାରେ ବିଜ୍ଞାନ…

Read More

ଭୁବନେଶ୍ବର, ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିକୁ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମଦିବସ ବା ଜନ୍ମାଷ୍ଟମୀ ରୂପେ ପାଳନ କରାଯାଏ। ହିନ୍ଦୁ ଧର୍ମର ଏହା ହେଉଛି ଏକ ବଡ ପର୍ବ। ଏହି ଦିନ ପ୍ରାୟତଃ ସମସ୍ତେ ଉପବାସ ଗ୍ରହଣ କରିଥାନ୍ତି। ଓଡିଶାର ବିଭିନ୍ନ ସ୍ଥାନରେ ଏହି ଦିନ ସ୍ବତନ୍ତ୍ର ଉତ୍ସବ ପାଳନ କରାଯାଇଥାଏ। ଶ୍ରୀମନ୍ଦିରରେ ମଧ୍ୟ ଜନ୍ମାଷ୍ଠମୀ ପର୍ବ ଦିନ ସ୍ବତନ୍ତ୍ର ନୀତି କରାଯାଇଥାଏ। ବେଦବାଣୀ ଓ ଜ୍ୟୋତିଷ ଗଣନାନୁସାରେ ଭଗବାନ ଶ୍ରୀକୃଷ୍ଣ, ଦ୍ବାପର ଯୁଗ ଶେଷ ଭାଗରେ ଧରାଧାମରେ ଅବତୀର୍ଣ୍ଣ ହେଇଥିଲେ। ତାଙ୍କର ଲୀଳା ଅବଧୀ ଥିଲା ୧୨୫ ବର୍ଷ ୭ ମାସ । ଯେଉଁ ଦିନ କୃଷ୍ଣଙ୍କର ପରଲୋକ ହେଲା ସେଦିନଠାରୁ କଳି ଯୁଗ ଆରମ୍ଭ ହେଇଛି। ବର୍ତ୍ତମାନ କଳିଯୁଗ ଯୁଗାଦ୍ଦ ୫୧୧୩ ଚାଲିଛି। ତେଣୁ ଆଜକୁ ୫୨୩୮ ବର୍ଷ ପୂର୍ବେ ଲୀଳା ପୁରୁଷୋତ୍ତମ ଏହି ଧରାଧାମରେ ଅବତରଣ କରିଥିଲେ। ଗବେଷକଙ୍କ ମତରେ ଖ୍ରୀଷ୍ଟପୂର୍ବ ୩୨୨୭ ପୂର୍ଣ୍ଣମାନ୍ତ ଭାଦ୍ର କୃଷ୍ଣ…

Read More

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଅନୁମୋଦିିତ ବାର୍ଷିକ ତାଲିକା ହିସାବରେ ଏ ବର୍ଷ ଗଣେଶ ପୂଜା ଅବସରରେ ସମ୍ବଲପୁରୀ ବସ୍ତ୍ରାଳୟ ଦ୍ୱାରା ଏକ ସ୍ୱତନ୍ତ୍ର ହସ୍ତତନ୍ତ ମେଳା-୨୦୨୨ ଭୁବନେଶ୍ୱରସ୍ଥିତ ଏକାମ୍ର ହାଟଠାରେ ଆୟୋଜନ କରାଯାଇଅଛି। ରାଜ୍ୟରେ ଥିବା ବିଭିନ୍ନ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ମାନଙ୍କରେ ଜଡିତଥିବା ବୁଣାକାରମାନଙ୍କ ଦ୍ୱାରା ପ୍ରସ୍ତୁତ ଲୁଗାର ବିକ୍ରୟ ବୃଦ୍ଧି କରି ତାଙ୍କୁ ନିୟମିତ କାମ ଯୋଗାଇଦେବା ପାଇଁ ରାଜ୍ୟ ସରକାରଙ୍କ Pକ୍ସଓଔ-୨୦୨୨-୨୩ ଯୋଜନାରେ ଏହା ଅନୁଷ୍ଠିତ ହୋଇଅଛି। ଆଜି ଏହି ମେଳାକୁ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ ଉଦ୍‌ଘାଟନ କରିଛନ୍ତି। ଏହି ଉସିବରେ ବୟନଶିଳ୍ପ ନିର୍ଦ୍ଦେଶକ ଶ୍ରୀଯୁକ୍ତ ସୁଶାନ୍ତ କୁମାର ଦାଶ, ସମ୍ବଲପୁରୀ ବସ୍ତ୍ରାଳୟର ସଂପାଦକ ଶ୍ରୀଯୁକ୍ତ ସଂପୂର୍ଣ୍ଣାନନ୍ଦ ପ୍ରଧାନ, ଓ ସମ୍ବଲପୁରୀ ବସ୍ତ୍ରାଳୟ, ବରଗଡର ବାଣିଜ୍ୟ ଅଧିକାରୀ ଶ୍ରୀଯୁକ୍ତ ହେମନ୍ତ କୁମାର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ଏହି…

Read More

ମେଷ : ଜନ୍ମାଷ୍ଟମୀ ଦିନ ଲାଭଦାୟକ ହେବ। ଆଜି ବ୍ୟବସାୟ ଅନୁକୂଳ ଲାଭ ଦେବ। ତୁମେ ତୁମର ଜୀବନସାଥୀଙ୍କଠାରୁ ସମର୍ଥନ ପାଇବ। ଚାକିରିରେ କାମକୁ ପ୍ରଶଂସା କରାଯିବ। ଆଜିର ଦିନଟି ଭଲ ଆକାରରେ କଟିବ। କାରବାରକୁ ଶୀଘ୍ର କର ନାହିଁ। ବୁଦ୍ଧିମାନ ଭାବରେ ଆପଣଙ୍କର ବିନିଯୋଗ ପ୍ରବେଶ କରନ୍ତୁ। ଉପକୃତ ହେବ। ଭାଗ୍ୟ ଅନୁକୂଳ ହେବ। ଲାଭ ସୁଯୋଗ ଆସିବ। ପ୍ରଲୋଭିତ ହୁଅ ନାହିଁ। ଆପଣ କୋର୍ଟର କାର୍ଯ୍ୟରୁ ମୁକ୍ତି ପାଇପାରିବେ। ବୃଷ : ସ୍ଥାୟୀ ସମ୍ପତ୍ତି କ୍ରୟ ଏବଂ ବିକ୍ରୟ ହୋଇପାରେ। ଦୀର୍ଘ ବିଚାରାଧୀନ କାର୍ଯ୍ୟ ସମାପ୍ତ ହେବାର ସମ୍ଭାବନା ଅଛି। ଜନମାଷ୍ଟମୀ ଦିନ ବହୁତ ଲାଭ ଆଣିପାରେ। ବେକାରୀ ସମସ୍ୟା ଦୂର କରିବା ପାଇଁ ପ୍ରୟାସ ସଫଳ ହେବ। ପ୍ରଗତିର ରାସ୍ତା ଖୋଲିଯିବ। ଶତ୍ରୁମାନଙ୍କଠାରୁ ସତର୍କତା ଆବଶ୍ୟକ। କ୍ଷତି କରିବାକୁ ଚେଷ୍ଟା କରିବେ। ସୁଖ ମିଳିବ। ମିଥୁନ : ଛାତ୍ର ଶ୍ରେଣୀ ସଫଳତା ହାସଲ କରିବ। ପାର୍ଟୀ ଏବଂ ପିକନିକ୍ ଉପଭୋଗ କରାଯିବ। ଆପଣ…

Read More

ଭୁବନେଶ୍ୱର: ରାଜ୍ୟରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିରେ ଖରିଫ ଫସଲର ପରିଚାଳନା ଏବଂ ଆବଶ୍ୟକ ସ୍ଥଳେ ବିକଳ୍ପ ଫସଲ ଚାଷ ନିମନ୍ତେ ପଦକ୍ଷେପ ନେବା ପାଇଁ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ବିଭିନ୍ନ ବ୍ୟବସ୍ଥା ଗ୍ରହଣ କରାଯାଇଛି। କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ନିର୍ଦ୍ଦେଶକ୍ରମେ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ମୁଖ୍ୟ ଜିଲ୍ଲା କୃଷି ଅଧିକାରୀମାନଙ୍କୁ ଏ ଦିଗରେ ପୂର୍ବପ୍ରସ୍ତୁତି ସହିତ ବନ୍ୟା ପ୍ରଭାବିତ ଅଞ୍ଚଳରେ ଚଳିତ ଖରିଫରେ ବିକଳ୍ପ ଚାଷର କଣ୍ଟିଜେନ୍‌ସି ପ୍ଲାନ୍‌ ଅଗଷ୍ଟ ୨୨ ତାରିଖ ସୁଦ୍ଧା ଦାଖଲ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ପୂର୍ବରୁ ପ୍ରସ୍ତୁତ ହୋଇଥିବା ବିପର୍ଯ୍ୟୟ ପରିଚାଳନାର ମାର୍ଗଦର୍ଶିକାକୁ ଅନୁପାଳନ ସମେତ ବନ୍ୟା ପରିସ୍ଥିତିରେ ଚାଷୀମାନେ କଅଣ କରିବେ ଓ କଅଣ କରିବେ ନାହିଁ, ସେ ସଂପର୍କରେ ବ୍ୟାପକ ସଚେତନତା ସୃଷ୍ଟି କରିବା ପାଇଁ ଜିଲ୍ଲା କୃଷି…

Read More

ଭୁବନେଶ୍ବର: ବର୍ତ୍ତମାନର ବନ୍ୟା ପରିସ୍ଥିତି ସମ୍ପର୍କରେ ଆଜି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀମତୀ ପ୍ରମିଳା ମଲ୍ଲିକ ସମୀକ୍ଷା କରିଥିଲେ । ଏହି ବୈଠକରେ ସ୍ୱତନ୍ତ୍ର ରିଲିଫ କମିଶନର ଶ୍ରୀ ପ୍ରଦୀପ ଜେନା, ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଶ୍ରୀ ବିଜୟ ମିଶ୍ର ଓ ଅନ୍ୟ ବରିଷ୍ଠ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ। ବୈଠକରେ ବିଭିନ୍ନ ନଦୀର ଜଳସ୍ତର, ଆଗାମୀ ଲଘୁଚାପ ଓ ଏହାର ପ୍ରଭାବ ସମ୍ପର୍କରେ ଆଲୋଚନା ହେବା ସହ, ଘାଇ ଓ ଘଳିଆଗୁଡିକର ତୁରନ୍ତ ମରାମତି, ବନ୍ୟାପ୍ଲାବିତ ଅଞ୍ଚଳର ଲୋକମାନଙ୍କୁ ନିରାପଦ ସ୍ଥାନାନ୍ତରିକରଣ ଓ ରହିବାଖାଇବା, ପାନୀୟ ଜଳ ଓ ପରିମଳ ଉପରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା। ସମୀକ୍ଷା ବୈଠକ ପରେ ଉପସ୍ଥିତ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ମନ୍ତ୍ରୀ ଶ୍ରୀମତୀ ମଲ୍ଲିକ କହିଲେ ଯେ, ବର୍ତ୍ତମାନ ସମୟରେ କେନ୍ଦ୍ରାପଡା, ଜଗତସିଂହପୁର, କଟକ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲା ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛି। ଲୋକମାନଙ୍କୁ ସୁରକ୍ଷିତ ଆଶ୍ରୟସ୍ଥଳିକୁ ପଠାଯାଇ…

Read More

ଭୁବନେଶ୍ବର: ଆଜି ଦଶମ ଓ ଦ୍ବାଦଶ ଶ୍ରେଣୀର ସିବିଏସଇ ପରୀକ୍ଷାରେ ଉଲ୍ଲେଖନୀୟ କୃତୀତ୍ବ ହାସଲ କରିଥିବା ମଦରସ ପବ୍ଲିକ ସ୍କୁଲର ଛାତ୍ରୀମାନେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସଠାରେ ଭେଟିବା ଅବସରରେ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଥିଲେ। ଏହି ଛାତ୍ରୀ ମାନେ ହେଲେ ଦଶମ ଶ୍ରେଣୀର ଶ୍ରେୟା ପଟ୍ଟନାୟକ ଓ ସ୍ବୟଂଶ୍ରୀ ଗହନ ଏବଂ ଦ୍ବାଦଶ ଶ୍ରେଣୀର ଶ୍ରେୟା ଶ୍ରୀପଦା। ଏମାନେ ସମସ୍ତେ ଭୁବନେଶ୍ବରସ୍ଥିତ ମଦରସ୍‌ ପବ୍ଲିକ୍‌ ସ୍କୁଲର ଛାତ୍ରୀ। ଶ୍ରେୟା ଦଶମ ଶ୍ରେଣୀରେ ଶତ ପ୍ରତିଶତ ନମ୍ବର ରଖି ସର୍ବଭାରତୀୟ ସ୍ତରରେ ଶ୍ରେଷ୍ଠ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ସ୍ଥାନ ହାସଲ କରିଥିବା ବେଳେ ସ୍ବୟଂଶ୍ରୀ ୯୯.୬ ପ୍ରତିଶତ ନମ୍ବର ରଖିଛନ୍ତି। ସେହିପରି ଦ୍ବାଦଶ ଶ୍ରେଣୀର ଶ୍ରେୟା ଶ୍ରୀପଦା ୯୭ ପ୍ରତିଶତ ନମ୍ବର ରଖିଛନ୍ତି। ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ଏବଂ ସେମାନଙ୍କର ଭବିଷ୍ୟତର ଲକ୍ଷ୍ୟ ସଂପର୍କରେ ପଚାରି ବୁଝିଥିଲେ। ଶ୍ରେୟା ପଟ୍ଟନାୟକ ଭବିଷ୍ୟତରେ ଜଣେ ଡାକ୍ତର ହେବାକୁ…

Read More

ନୂଆଦିଲ୍ଲୀ: ତିନି ଲକ୍ଷ ଟଙ୍କା ପର‌୍ୟ୍ୟନ୍ତ ସ୍ୱଳ୍ପ ଅବଧିର କୃଷି ଋଣ ଉପରେ ବାର୍ଷିକ ୧.୫ ପ୍ରତିଶତ ସୁଧ ରିହାତି ଯୋଗାଇ ଦେବେ କେନ୍ଦ୍ର ସରକାର। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ସବୁ ଋଣ ଲଗାଣକାରୀ ସଂସ୍ଥା ପାଇଁ ୧.୫ ପ୍ରତିଶତ ସୁଧ ରିହାତି ପ୍ରସ୍ତାବକୁ ମଞ୍ଜୁରି ମିଳିଛି। ତେଣୁ ସବୁ ଋଣ ଲଗାଣକାରୀ ଆର୍ଥିକ ସଂସ୍ଥା ଯଥା: ସରକାରୀ ବ୍ୟାଙ୍କ, ଘରୋଇ ବ୍ୟାଙ୍କ, କ୍ଷୁଦ୍ର ଆର୍ଥିକ ବ୍ୟାଙ୍କ, ଆଞ୍ଚଳିକ ଗ୍ରାମୀଣ ବ୍ୟାଙ୍କ, ସମବାୟ ବ୍ୟାଙ୍କ ଏବଂ ବାଣିଜ୍ୟିକ ବ୍ୟାଙ୍କମାନଙ୍କ ସହ ସିଧାସଳଖ ଯୋଡ଼ି ହୋଇଥିବା କମ୍ପ୍ୟୁଟରୀକୃତ ପ୍ରାଥମିକ କୃଷି ସମିତିମାନଙ୍କୁ ବାର୍ଷିକ ଦେଢ଼ ପ୍ରତିଶତ ସୁଧ ରିହାତି ମିଳିବ। ଆର୍ଥିକ ଋଣ ଲଗାଣକାରୀ ସଂସ୍ଥାମାନେ ଏହି ଦେଢ଼ ପ୍ରତିଶତ ସୁଧ ରିହାତି ସୁବିଧା ଚାଷୀମାନଙ୍କୁ ଯୋଗାଇ ଦେବେ। ୨୦୨୨-୨୩ ଆର୍ଥିକ ବର୍ଷ ଠାରୁ ୨୦୨୪-୨୫ ଆର୍ଥିକ ବର୍ଷ ପର‌୍ୟ୍ୟନ୍ତ ୩ ଲକ୍ଷ ଟଙ୍କା…

Read More

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ସ୍ୱୀକାର୍ଯ୍ୟ ଗ୍ୟାରେଣ୍ଟି ସୀମା ବୃଦ୍ଧି ପାଇଁ ଜରୁରିକାଳୀନ କ୍ରେଡିଟ୍ ଲାଇନ୍ ଗ୍ୟାରେଣ୍ଟି ଯୋଜନା ବା ଇସିଏଲଜିଏସ ର ପାଣ୍ଠି ବା କର୍ପସ୍ ବୃଦ୍ଧି ପ୍ରସ୍ତାବକୁ ମଞ୍ଜୁର କରାଯାଇଛି। ଇସିଏଲଜିଏସର ସୀମାରେ ୫୦,୦୦୦ କୋଟି ଟଙ୍କା ବୃଦ୍ଧି କରାଯାଇଛି, ଫଳରେ ଏହା ୪.୫ ଲକ୍ଷ କୋଟି ଟଙ୍କାରୁ ୫ ଲକ୍ଷ କୋଟି ଟଙ୍କାରେ ପହଞ୍ଚିଛି। ଅତିରିକ୍ତ ପରିମାଣର ପାଣ୍ଠିକୁ କେବଳ ଆତିଥ୍ୟ ଏବଂ ତତସଂକ୍ରାନ୍ତ କ୍ଷେତ୍ର ପାଇଁ ଆବଣ୍ଟନ କରାଯାଇଛି। କୋଭିଡ-୧୯ ମହାମାରୀ କାରଣରୁ ଆତିଥ୍ୟ ବା ହସ୍ପିଟାଲିଟୀ ଏବଂ ଏହାର ଆନୁସଙ୍ଗିକ କ୍ଷେତ୍ର ବିଶେଷ ଭାବେ ପ୍ରଭାବିତ ହୋଇଥିଲା। ଏହାକୁ ଦୃଷ୍ଟିରେ ରଖି ଇସିଏଲଜିଏସ ସୀମାରେ ବୃଦ୍ଧି ନିମନ୍ତେ ନିଷ୍ପତ୍ତି ନିଆଯାଇଛି। ଏହି ଇସିଏଲଜିଏସ ଯୋଜନା ବର୍ତ୍ତମାନ ଜାରି ରହିଛି। ୩୧ ମାର୍ଚ୍ଚ ୨୦୨୩ ପର‌୍ୟ୍ୟନ୍ତ ଏହି ଯୋଜନାର ଅବଧି ରହିଛି। ସେ ପର୍ଯ୍ୟନ୍ତ ଆତିଥ୍ୟ ଏବଂ…

Read More

ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଅପରାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଠାରେ ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଆଜାଦି କି ଅମୃତ ମହୋତ୍ସବ ଉପଲକ୍ଷେ ଉକ୍ତ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ୭୫ ମିଟର ଲମ୍ବା ତ୍ରିରଙ୍ଗା ପତାକାକୁ ଶତାଧିକ ଜନସାଧାରଣ ଓ ଛାତ୍ରଛାତ୍ରୀମାନେ ଧରି ବାଣପୁର ବିଷରପାଟଣା ଛକରୁ ବାହାରି ମା’ ଭଗବତୀ ମନ୍ଦିର ଠାରେ ପହଞ୍ଚିଥିଲେ। ସେଠାରେ ମା’ ଙ୍କ ନିକଟରେ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ୭୫ ଗୋଟି ଦୀପ ଦାନ କରାଯାଇଥିଲା। ଅତିଥି ଭାବେ ଡାକ୍ତର ସୁରେନ୍ଦ୍ର ନାଥ ପାତ୍ର ପ୍ରଥମ ଦୀପଦାନ କରିଥିଲେ। ଏହାପରେ ଶୋଭାଯାତ୍ରା ସମଗ୍ର ବାଣପୁର ସହର ପରିକ୍ରମା କରି ପଲଟନ ପଡିଆଠାରେ ଶେଷ ହୋଇଥିଲା। ଓଡ଼ିଶାର ବରପୁତ୍ର ପଣ୍ଡିତ ଗୋଦାବରୀଶ ମିଶ୍ର, ବିଜୁ ପଟ୍ଟନାୟକ ଏବଂ ସହିଦ କୃତିବାସ ପାଟ୍ଟଶାଣୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା। ଉକ୍ତ ଶୋଭାଯାତ୍ରାରେ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର,…

Read More

ନୂଆଦିଲ୍ଲୀ: ବିଜେପି ଏହାର ନିର୍ବାଚନ ପରିଚାଳନା କମିଟକୁ ମଧ୍ୟ ପରିବର୍ତ୍ତନ କରି ନୂଆ ଗଠନ କରିଛି। ଆଜି ଦଳ ତରଫରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଅନୁସାରେ ଏହି କମିଟର ଅଧ୍ୟକ୍ଷ ରହିଛନ୍ତି ସଭାପତି ଜେପି ନଡ୍ଡା। ଏହି କମିଟରେ ଅନ୍ୟମାନଙ୍କ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଗୃହମନ୍ତ୍ରୀ ଅମିତ ସାହା ପ୍ରମୁଖ ପନ୍ଦର ଜଣ ସଦସ୍ୟ ଅଛନ୍ତି।

Read More

ନୂଆଦିଲ୍ଲୀ: ଆଜି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ସଂସଦୀୟ ବୋର୍ଡର ପୁନଃଗଠନ କରିଛନ୍ତି। ତେବେ ଏହି ବୋର୍ଡରେ ଥିବା ବିଜେପିର ବରିଷ୍ଠ ନେତା ତଥା ମନ୍ତ୍ରୀ ନୀତିନ ଗଡକରୀଙ୍କୁ ବାଦ ଦିଆଯାଇଛି। ସେହିପରି ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ଚୌହ୍ବାନଙ୍କୁ ମଧ୍ୟ ଏହି ବୋର୍ଡରୁ ହଟାଇ ଦିଆଯାଇଛି। ତେବେ ଏହି ବୋର୍ଡ଼ରେ ନୂଆ ସଦସ୍ୟ ଭାବେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବିଏସ ୟେଦ୍ଦୁରପ୍ପା ଏବଂ ସୁଦ୍ଧା ଯାଦବ, ଇକବାଲ ସିଂହ ଲାଲପୁରା, ସର୍ବାନନ୍ଦ ସୁନୁୱାଲ, କେ ଲକ୍ଷ୍ମଣ ଏବଂ ସତ୍ୟ ନାରାୟଣ ଜାତିଆଙ୍କୁ ସାମିଲ କରାଯାଇଛି। ଦଳର ସଭାପତି ଜେପି ନାଡା ବର୍ତ୍ତମାନ କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ବି.ଏସ୍ ୟେଦ୍ଦୁରପ୍ପା, ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ସରବାନନ୍ଦ ସୋନୱାଲ ଏବଂ କେ ଲକ୍ଷ୍ମଣଙ୍କୁ ନୂତନ ଚେହେରା ଭାବେ ଅନ୍ତର୍ଭୁକ୍ତ କରିଛନ୍ତି। ଅର୍ଥାତ୍ ବିଜିପି ସଂସଦୀୟ ବୋର୍ଡରୁ ବର୍ତ୍ତମାନ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୈହାନ ଏବଂ କେନ୍ଦ୍ର ମନ୍ତ୍ରୀ ନିତିନ ଗଡକରୀଙ୍କୁ ବାଦ…

Read More

ନୂଆଦିଲ୍ଲୀ: ଦିଲ୍ଲୀର ତାଲକଟୋରା ଷ୍ଟାଡିୟମରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜ୍ରିୱାଲ ଆଜି ‘ମେକ୍ ଇଣ୍ଡିଆ ନମ୍ବର ୱାନ୍’ ଅଭିଯାନ ଆରମ୍ଭ କରିଛନ୍ତି। ଏହି ଅବସରରେ କେଜ୍ରିୱାଲ ଅଭିଯୋଗ କରିଛନ୍ତି ଯେ, ୭୫ ବର୍ଷ ମଧ୍ୟରେ କୌଣସି ସରକାର କିଛି କରିନାହାଁନ୍ତି। ଏହି ଅବସରରେ ସିଏମ କେଜ୍ରିୱାଲ କହିଛନ୍ତି ଯେ, “ଆଜି ଆମେ ଏକ ପ୍ରତିଶ୍ରୁତି ନେଇଛୁ ଯେପର୍ଯ୍ୟନ୍ତ ଆମେ ଭାରତକୁ ଏକ ନମ୍ବର ଦେଶ ନକରିବା ପର୍ଯ୍ୟନ୍ତ ବିଶ୍ରାମ ନେବୁ ନାହିଁ। ମୁଁ ଦେଶ ସାରା ବୁଲିବି, ଲୋକଙ୍କ ସହିତ ଯୋଡି ହେବି, ଆମେ ୧୩୦ କୋଟି ଲୋକଙ୍କ ମିଳିତ ମେଣ୍ଟ ଗଠନ କରିବୁ ଏବଂ ଯେବେ ୧୩୦ କୋଟି ଲୋକ ଯୋଡି ହେବୁ, ତେବେ ଭାରତକୁ ଏକ ନମ୍ବର ହେବାକୁ କେହି ରୋକି ପାରିବେ ନାହିଁ। ସେ କହିଛନ୍ତି ଯେ, ଦେଶ ସ୍ୱାଧୀନତା ହେବାର ୭୫ ବର୍ଷ ବିତିଗଲାଣି। ଏହି ୭୫ ବର୍ଷରେ…

Read More

ନୂଆଦିଲ୍ଲୀ: ରାଜନୈତିକ ଦଳର ମୁକ୍ତ ଯୋଜନା ସମ୍ପର୍କରେ ସୁପ୍ରିମକୋର୍ଟରେ ଶୁଣାଣି ଚାଲିଛି। ସିଜେଆଇ ଏନଭି ରମନାଙ୍କ ନେତୃତ୍ୱରେ ଏକ ବେଞ୍ଚ ଦ୍ୱାରା ସମଗ୍ର ମାମଲାର ଶୁଣାଣି ହେଉଛି। ଏହି ମାମଲାରେ ମାଗଣା ଯୋଜନା ଘୋଷଣା କରୁଥିବା ଦଳର ମାନ୍ୟତା ବାତିଲ କରାଯିବା ଉଚିତ ବୋଲି ଏକ ପିଟିସନ ଦାଖଲ କରାଯାଇଛି। ଏବେ ପୁଣି ଥରେ ଏହି ମାମଲା ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଯେଉଁଠାରେ ସିଜେଆଇ ରାମନା ମାଗଣା ଯୋଜନା ବିଷୟରେ ଅନେକ ମନ୍ତବ୍ୟ ଦେଇଛନ୍ତି। ମାଗଣା ବିଦ୍ୟୁତ୍, ଜଳ ଫ୍ରିବିଜ୍ କି?: ମାଗଣା ଯୋଜନା ବିଷୟରେ ଶୁଣିବାବେଳେ ସିଜେ ରମନା କହିଛନ୍ତି ଯେ, ଆମେ ରାଜନୈତିକ ଦଳମାନଙ୍କୁ ପ୍ରତିଶ୍ରୁତି ଦେବା ବନ୍ଦ କରିପାରିବୁ ନାହିଁ। କିନ୍ତୁ ପ୍ରଶ୍ନ ହେଉଛି ପ୍ରକୃତ ପ୍ରତିଜ୍ଞା କ’ଣ ଏବଂ ଯାହାକୁ ଫ୍ରିବିଜ୍ ଭାବରେ ବିବେଚନା କରାଯିବା ଉଚିତ୍। ଆମେ ମାଗଣା ଶିକ୍ଷା ଏବଂ କିଛି ୟୁନିଟ୍ ମାଗଣା ବିଦ୍ୟୁତକୁ ଫ୍ରିବିଜ୍ ଭାବରେ ଦେଖିପାରିବା କି? ଏହା…

Read More

ଭୂବନେଶ୍ବର: ଗତ କାଲି ଖୋର୍ଦ୍ଧା ଜିଲ୍ଲାର ବାଲୁଗାଁ ଥାନା ଅନ୍ତର୍ଗତ ପଞ୍ଚୁପାଲୀ ସୋମନାଥ ସରକାରୀ ଉଚ୍ଚ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀ ମସା ମରା ଲିକ୍ୟୁଇଡି ପିଇ ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଥିବା ସ୍ଥଳେ ଅଳ୍ପକେ ବର୍ତ୍ତି ଯାଇଥିଲେ। ପ୍ରଥମେ ତାଙ୍କୁ ବାଲୁଗାଁ ସ୍ଥିତ ପ୍ରାଥମିକ ଚିକିତ୍ସା କେନ୍ଦ୍ରରେ ଭର୍ତ୍ତିକରାଯାଇଥିବା ସ୍ଥଳେ ପରେ ତାଙ୍କୁ ଭୂବନେଶ୍ବର ସ୍ଥିତ କ୍ୟାପିଟାଲ୍ ହସ୍ପିଟାଲ୍ ରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଏବେ ସେ ଚିକିତ୍ସାଧିନ ଅଛନ୍ତି।ଚିକିତ୍ସା ସମୟରେ ସେ ଆତ୍ମହତ୍ୟା କରିବାକୁ କାହିଁକି ଚାହୁଁଥିଲେ ପଚାରି ବାରୁ ସେ କହିଥିଲେ ଯେ, ପ୍ରଧାନ ଶିକ୍ଷକ ତାଙ୍କୁ ମାନସିକ ଯନ୍ତ୍ରଣା ସବୁବେଳେ ଦେଇଆସୁଛନ୍ତି। ଏହା ଅସହ୍ୟ ହୋଇଯାଇଥିବାରୁ ସେ ଆଉ ସହି ପାରିଲେ ନାହିଁ। ତେଣୁ ମାନସିକ ଭାରସାମ୍ୟ ହରାଇ ସେ ଏପରି ନିଷ୍ପତି ନେବାକୁ ବାଧ୍ୟ ହେଲେ। ଉକ୍ତ ଶିକ୍ଷୟିତ୍ରୀ ଜଣଙ୍କ ୨୦୧୬ ମସିହାରେ ନିଯୁକ୍ତ ଜଣେ ଚୁକ୍ତିଭିତ୍ତିକ ଶିକ୍ଷୟତ୍ରୀ ଅଟନ୍ତି।ଯାହାଙ୍କର ନାମ ସନ୍ତୋଷୀ ବେହେରା…

Read More

ଶ୍ରୀନଗର: ଜମ୍ମୁରୁ ଆଉ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଆଜି ଜମ୍ମୁ କାଶ୍ମୀର ପୋଲିସ ଜମ୍ମୁ ଜିଲ୍ଲାରୁ ୬ ଟି ମୃତଦେହ ଉଦ୍ଧାର କରିଛି। ମୃତଦେହ ଘର ଭିତରେ ରହସ୍ୟମୟ ଅବସ୍ଥାରେ ଦେଖିବାକୁ ମିଳିଛି। ପୋଲିସ ଅଧିକାରୀଙ୍କ କହିବାନୁସାରେ, ମୃତକଙ୍କ ନାମ ସାକିନା ବେଗମ୍, ତାଙ୍କର ଦୁଇ ଝିଅ ନାସିମା ଅଖତର ଏବଂ ରୁବିନା ବାନୋ, ପୁଅ ଜାଫର ସଲିମ ଏବଂ ତାଙ୍କର ଦୁଇ ସମ୍ପର୍କୀୟ ନୁର-ଉଲ-ହବିବ ଏବଂ ସାଜାଦ ଅହମ୍ମଦ ବୋଲି ଜଣାପଡିଛି। ଘଟଣା ସମ୍ପର୍କରେ ସୂଚନା ଦେଇ ପୋଲିସ କହିଛି ଯେ, ସିଦରା ଅଞ୍ଚଳରେ ଅବସ୍ଥିତ ଘରୁ ମୃତଦେହ ଉଦ୍ଧାର କରାଯାଇଛି। ସିଦରା ଅଞ୍ଚଳର ଗୋଟିଏ ଘରେ ଦୁଇଟି ମୃତଦେହ ମିଳିଥିବା ବେଳେ ଅନ୍ୟ ଏକ ଘରେ ଚାରିଟି ମୃତଦେହ ମିଳିଛି। ସୂଚନା ପାଇବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି। ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ଜଣା ପଡିନାହିଁ। ଜଣେ…

Read More

ନୂଆଦିଲ୍ଲୀ: ନିକଟରେ ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ରିକି ପଣ୍ଟିଂ ଭାରତର ବ୍ୟାଟିଂ ତାରକା ସୂର୍ଯ୍ୟକୁମାର ଯାଦବଙ୍କୁ ପ୍ରଶଂସା କରିଛନ୍ତି, ଯିଏକି ଆଇସିସି ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରେ ବ୍ୟାଟ୍ସମ୍ୟାନ୍ ତାଲିକାରେ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ଏସିଆ କପ୍ ଏବଂ ଟି-୨୦ ବିଶ୍ୱକପ୍ ପାଇଁ ଭାରତର ଟି-୨୦ ଅନ୍ତର୍ଜାତୀୟ ଦଳରେ ଖେଳୁଥିବା ଏକାଦଶରେ ସୁର୍ଯ୍ୟକୁମାରଙ୍କ ଆଦର୍ଶ ବ୍ୟାଟିଂ ସ୍ଥିତି ବିଷୟରେ ଆଲୋଚନା କରୁଥିବାବେଳେ ପଣ୍ଟିଂ ବ୍ୟାଟ୍ସମ୍ୟାନଙ୍କୁ ଏବି ଡି ଭିଲିୟର୍ସଙ୍କ ସହ ତୁଳନା କରିଥିଲେ। ତେବେ ପଣ୍ଟିଂର ଏହି ମନ୍ତବ୍ୟ ପାକିସ୍ତାନର ପୂର୍ବତନ ଅଧିନାୟକ ସଲମାନ ବଟଙ୍କୁ ଭଲ ଲାଗିନଥିଲା। ସେ ତାଙ୍କ ତୁଳନାତ୍ମକ ବିବୃତ୍ତି ପାଇଁ ଅଷ୍ଟ୍ରେଲୀୟ କିମ୍ବଦନ୍ତୀକୁ ଟ୍ରୋଲ କରିଛନ୍ତି। ଟି-୨୦ କ୍ରିକେଟରେ ବ୍ୟାଟ୍ ସହିତ ସୂର୍ଯ୍ୟକୁମାରଙ୍କ ଦକ୍ଷତାକୁ ପ୍ରଶଂସା କରିଥିଲେ ଏବଂ ତାଙ୍କର ୩୬୦ ଡିଗ୍ରୀ ବ୍ୟାଟିଂ ଶୈଳୀକୁ ଦକ୍ଷିଣ ଆଫ୍ରିକାର କିମ୍ବଦନ୍ତୀ ଡି ଭିଲିୟର୍ସଙ୍କ ସହ ତୁଳନା କରିଥିଲେ। ସେ କହିଛନ୍ତି, “ସୂର୍ଯ୍ୟ (ସୂର୍ଯ୍ୟକୁମାର ଯାଦବ) ପଡିଆରେ ୩୬୦…

Read More

ନୂଆଦିଲ୍ଲୀ: ବିହାରରେ ରାଜନୈତିକ ଅସ୍ଥିରତା ପରେ ମଙ୍ଗଳବାର ସନ୍ଧ୍ୟାରେ ବିଜେପି କୋର କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି। ସୂଚନାନୁସାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏବଂ ଦଳର ସଭାପତି ଜେପି ନଡ୍ଡାଙ୍କ ନେତୃତ୍ୱରେ ହୋଇଥିବା ଏହି ବୈଠକରେ ରାଜ୍ୟରେ ‘ପୋଲ ଖୋଲ ନୀତୀଶ କୁମାର’ ଥିମ୍ ଉପରେ ଅନେକ ରାଲି କରିବା ନେଇ ଆଲୋଚନା ହୋଇଥିଲା। ଏହି ସଭାରେ ବିହାରର ସମସ୍ତ ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି ବୋଲି ବିଜେପି ରାଜ୍ୟ ସଭାପତି ସଞ୍ଜୟ ଜୈସୱାଲ କହିଛନ୍ତି। ଜେଡିୟୁ ଏବଂ ଆରଜେଡିକୁ ଟାର୍ଗେଟ କରି ସେ କହିଛନ୍ତି ଯେ, ଏହା ଲୋକଙ୍କ ପ୍ରତି ବିଶ୍ୱାସଘାତକତା କରୁଥିବା ମେଣ୍ଟ ଅଟେ। ଲାଲୁ ରାଜକୁ ଫେରାଇବା ପାଇଁ ଏକ ମିଳିତ ମେଣ୍ଟ ଅଟେ। ଲାଲୁ ରାଜକୁ ପଛ ଦ୍ୱାର ଦେଇ ଫେରାଇ ଆଣିବାକୁ ଏକ ପ୍ରୟାସ ଅଛି, ଯାହାକୁ ଆମେ ବିରୋଧ କରିବୁ। ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ୨୦୨୪ ମସିହାରେ ବିଜେପି ରାଜ୍ୟରେ ୩୫…

Read More

ନୂଆଦିଲ୍ଲୀ: ପ୍ରତିଦିନ ରେଳବାଇ ଲକ୍ଷ ଲକ୍ଷ ଯାତ୍ରୀଙ୍କୁ ସେମାନଙ୍କ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଇଥାଏ। ଏଭଳି ପରିସ୍ଥିତିରେ ରେଳବାଇ ମଧ୍ୟ ଯାତ୍ରୀମାନଙ୍କ ସୁବିଧା ପାଇଁ ସମ୍ପୂର୍ଣ୍ଣ ଯତ୍ନ ନିଏ। କିନ୍ତୁ, ଅନେକ ଥର ରେଳବାଇକୁ ବିଭିନ୍ନ କାରଣରୁ ଟ୍ରେନ୍ ବାତିଲ୍ କରିବା, ପୁନଃ ନିର୍ଦ୍ଧାରଣ କିମ୍ବା ଟ୍ରେନ୍ ବଦଳାଇବାକୁ ପଡେ। ଯାହାଫଳରେ ଯାତ୍ରୀମାନଙ୍କୁ ଅନେକ ଅସୁବିଧାର ସମ୍ମୁଖୀନ ହେବାକୁ ପଡେ। ଯଦି ଆପଣ ଆଜି ଟ୍ରେନରେ ଯାତ୍ରା କରିବାକୁ ଯାଉଛନ୍ତି, ତେବେ ସର୍ବପ୍ରଥମେ ଆଜିର ବାତିଲ, ପୁନଃ ନିର୍ଦ୍ଧାରିତ ଏବଂ ପଥ ପରିବର୍ତ୍ତିତ ହୋଇଥିବା ଟ୍ରେନର ତାଲିକା ଯାଞ୍ଚ କରନ୍ତୁ। ଟ୍ରେନ୍ ବାତିଲ୍, ପୁନଃ ନିର୍ଦ୍ଧାରଣ କିମ୍ବା ଡାଇଭର୍ଟ କରିବା ପଛରେ ଅନେକ ଭିନ୍ନ କାରଣ ଅଛି, କିନ୍ତୁ ଏହାର ମୁଖ୍ୟ କାରଣ ହେଉଛି ରେଳ ଟ୍ରାକ୍ ମରାମତି। ପ୍ରତିଦିନ ହଜାର ହଜାର ଟ୍ରେନ୍ ରେଳ ଟ୍ରାକ୍ ଦେଇ ଗତି କରେ। ଏଭଳି ପରିସ୍ଥିତିରେ ସମୟ ସମୟରେ ଏହି ଟ୍ରାକ୍ଗୁଡ଼ିକୁ ମରାମତି କରିବା ଅତ୍ୟନ୍ତ…

Read More

ନୂଆଦିଲ୍ଲୀ: ଦେଶରେ କରୋନା କ୍ଷେତ୍ରରେ ଏକ ବଡ଼ ହ୍ରାସ ଘଟିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୯ ହଜାର ୬୨ ନୂଆ କରୋନା ମାମଲା ରୁଜୁ ହୋଇଛି। ମନ୍ତ୍ରଣାଳୟ ଅନୁଯାୟୀ, ଏହି ସମୟ ମଧ୍ୟରେ କରୋନାରୁ ୧୫ ହଜାର ୨୨୦ ରୋଗୀ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ, ଏହିପରି ଭାବରେ ଦେଶରେ ସକ୍ରିୟ ମାମଲା ୧ ଲକ୍ଷ ୫ ହଜାର ୫୮ କୁ ଖସି ଆସିଛି।

Read More

ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୫୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୮୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୨୮୦ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୪୦ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୬୫ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୧୫ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା… ଅନୁଗୁଳ ଜିଲ୍ଲାରୁ- ୨ ବାଲେଶ୍ଵର ଜିଲ୍ଲାରୁ- ୮ ବରଗଡ ଜିଲ୍ଲାରୁ- ୯ ବଲାଙ୍ଗୀରି ଜିଲ୍ଲାରୁ- ୯ ବୌଦ୍ଧ ଜିଲ୍ଲାରୁ- ୪ କଟକ ଜିଲ୍ଲାରୁ- ୨୨ ଦେବଗଡ ଜିଲ୍ଲାରୁ- ୫ ଗଜପତି ଜିଲ୍ଲାରୁ- ୫ ଗଞ୍ଜାମ ଜିଲ୍ଲାରୁ- ୬ ଜଗତସିଂହପୁର ଜିଲ୍ଲାରୁ- ୨ ଯାଜପୁର ଜିଲ୍ଲାରୁ- ୭ ଝାରସୁଗୁଡା ଜିଲ୍ଲାରୁ- ୩ କଳାହାଣ୍ଡି ଜିଲ୍ଲାରୁ- ୭ କେନ୍ଦ୍ରପଡା ଜିଲ୍ଲାରୁ- ୪ କେନ୍ଦୁଝର ଜିଲ୍ଲାରୁ- ୨ ଖୋର୍ଦ୍ଧା ଜିଲ୍ଲାରୁ- ୬୧ କୋରାପୁଟ ଜିଲ୍ଲାରୁ- ୫ ମୟୂରଭଞ୍ଜ ଜିଲ୍ଲାରୁ- ୧୨ ନବରଙ୍ଗପୁର ଜିଲ୍ଲାରୁ-…

Read More