Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଦ୍ୟୁତ୍ ତାର ବୋଝେଇ ଟ୍ରକ୍ ଓଲଟି ଡ୍ରାଇଭର ଆହତ
ଆଜିର ଖବର

ବିଦ୍ୟୁତ୍ ତାର ବୋଝେଇ ଟ୍ରକ୍ ଓଲଟି ଡ୍ରାଇଭର ଆହତ

December 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ନାକଟିଦେଉଳ ଥାନା ଜାମୁଜୋରି ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ବିଦ୍ୟୁତ ତାର ବୋଝେଇ ଟ୍ରକ ଓଲଟି ପଡିବା ଫଳରେ ଡ୍ରାଇଭର ଆହତ ହୋଇ ନାକଟିଦେଉଳ ଡାକ୍ତରଖାନାରେ ଚିକିତ୍ସାଧିନ ଥିବା ଖବର ହସ୍ତଗତ ହୋଇଛି।

ପ୍ରକାଶ ଯେ, ନାକଟିଦେଉଳ ଥାନା ଜାମୁଜୋରି ନିକଟସ୍ଥ ଖଳବଳା ନାଳ ନିକଟରେ ରାତି ୧୧ ଟା ରେ ବିଦ୍ୟୁତ ବୋଝେଇ ଟ୍ରକଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଯା ଫଳରେ ଡ୍ରାଇଭର ଆହତ ହୋଇ ଅଳ୍ପକେ ବଂଚିଯାଇଥିଲେ। ତାକୁ ନାକଟିଦେଉଳ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ଘଟଣା ସ୍ଥଳରେ ନାକଟିଦେଉଳ ଥାନାଧିକାରୀ ପହଂଚି ଏକ କେସ୍ ରୁଜୁ କରିଥିବା ଜଣା ପଡିଛି। ଡ୍ରାଇଭର ଧର୍ମା ମହାପାତ୍ରର ଘର ବାଟଗାଁ ପଂଚାୟତର କୁଞାମୁରା ଗ୍ରାମର ବୋଲି ଜଣାପଡିଛି।

ଟ୍ରକ୍‌ ନାକଟିଦେଉଳ
Share. Facebook Twitter LinkedIn Email WhatsApp Copy Link

Related Posts

ଅପରେସନ ସାଇବର କବଚ: ୩୩୬ ଅଭିଯୁକ୍ତ ଗିରଫ

March 10, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

March 10, 2026

ଅଜଣା ବ୍ୟକ୍ତିଙ୍କ ଗଳିତ ଶବ ଉଦ୍ଧାର

March 10, 2026
Latest News

ଅପରେସନ ସାଇବର କବଚ: ୩୩୬ ଅଭିଯୁକ୍ତ ଗିରଫ

March 10, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଆତଙ୍କବାଦୀଙ୍କୁ ଗୁପ୍ତ ସୂଚନା ଯୋଗାଇବା ଅଭିଯୋଗ: ବହିଷ୍କୃତ ହେଲେ ଜମ୍ମୁ ଓ କାଶ୍ମୀର ସରକାର ତିନି କର୍ମଚାରୀ

March 10, 2026

ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

March 10, 2026

ଅଜଣା ବ୍ୟକ୍ତିଙ୍କ ଗଳିତ ଶବ ଉଦ୍ଧାର

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.