Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶ୍ବାସରୁଦ୍ଧ ହୋଇ 2 ମୃତ, 2 ଗୁରୁତର
ଆଜିର ଖବର

ଶ୍ବାସରୁଦ୍ଧ ହୋଇ 2 ମୃତ, 2 ଗୁରୁତର

December 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କେନ୍ଦୁଝର : ସଦର ଥାନା କାଠବାଡି ଗ୍ରାମରେ ବିଳମ୍ବିତ ରାତ୍ରିରେ ଦୁଃଖଦ ଘଟଣା ଘଟିଛି । ଶ୍ବାସ ରୁଦ୍ଧ ହୋଇ 2ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଦୁଇଜଣ ଗୁରୁତର ହୋଇଛନ୍ତି । ଜେନେରେଟର ଅନ୍‌ କରି ଘରେ ଶୋଇଥିବାବେଳେ ଏଭଳି ଅଘଟଣ ଘଟିଛି। ବିଳମ୍ବିତ ରାତ୍ରିରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ 2 ଜଣଙ୍କୁ ମୃତ୍ୟୁ ଘୋଷଣା କରାଯାଇଛି । ଜଣେ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବାବେଳ ଅନ୍ୟ ଜଣେ କେନ୍ଦୁଝର ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ପଠାଣି ସାମନ୍ତ ପ୍ଲାନେଟାରିୟମର ହେବ ଉନ୍ନତିକରଣ, ବୁଝାମଣା ପତ୍ର ସ୍ବାକ୍ଷରିତ

January 16, 2026

Sisira Sarasa in Bhubaneswar: କିଣାକିଣି କରିବାରେ ଲୋକଙ୍କ ବଢୁଛି ଆଗ୍ରହ

January 16, 2026

“ଅପରେସନ୍ ଷ୍ଟ୍ରାଇକ” ଅଭିଯାନ: ବିଭିନ୍ନ ମାମଲାରେ ୨୪୬ ଅଭିଯୁକ୍ତ ଗିରଫ

January 16, 2026

‘ଟାଇମ୍ସ ବିଜନେସ୍ ଆୱାର୍ଡ-ଓଡ଼ିଶା’ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ

January 16, 2026
Latest News

ପଠାଣି ସାମନ୍ତ ପ୍ଲାନେଟାରିୟମର ହେବ ଉନ୍ନତିକରଣ, ବୁଝାମଣା ପତ୍ର ସ୍ବାକ୍ଷରିତ

January 16, 2026

Sisira Sarasa in Bhubaneswar: କିଣାକିଣି କରିବାରେ ଲୋକଙ୍କ ବଢୁଛି ଆଗ୍ରହ

January 16, 2026

“ଅପରେସନ୍ ଷ୍ଟ୍ରାଇକ” ଅଭିଯାନ: ବିଭିନ୍ନ ମାମଲାରେ ୨୪୬ ଅଭିଯୁକ୍ତ ଗିରଫ

January 16, 2026

‘ଟାଇମ୍ସ ବିଜନେସ୍ ଆୱାର୍ଡ-ଓଡ଼ିଶା’ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ

January 16, 2026

ଭାରତରେ ଗଣତନ୍ତ୍ରର ଅର୍ଥ ହେଉଛି ଶେଷ ବ୍ୟକ୍ତି ପର୍ଯ୍ୟନ୍ତ ସେବା ପହଞ୍ଚାଇବା: ପ୍ରଧାନମନ୍ତ୍ରୀ

January 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.