Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍ : ୨୪ ଘଣ୍ଟାରେ ୨୯ ହଜାର ଆକ୍ରାନ୍ତ, ୪୧୪ ମୃତ
ଆଜିର ଖବର

କରୋନା ଅପଡେଟ୍ : ୨୪ ଘଣ୍ଟାରେ ୨୯ ହଜାର ଆକ୍ରାନ୍ତ, ୪୧୪ ମୃତ

December 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ :ଦେଶରେ କରୋନା ସଂକ୍ରମଣ ହାର ଖସିବାରେ ଲାଗିଛି ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୯ ହଜାର ୩୯୮ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ୪୧୪ ଜଣଙ୍କର ମୃତ୍ୟୁ ଘଟିଛି । ସ୍ବାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ମିଳିଥିବା ସୂଚନା ଅନୁସାରେ ଭାରତରେ କରୋନାର ସର୍ବମୋଟ ମାମଲା ୯୭ ଲକ୍ଷ ୯୬ ହଜାର ୭୨୯ରେ ପହଞ୍ଚିଥିବାବେଳେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଏକ ଲକ୍ଷ ୪୨ ହଜାର ୧୮୬ରେ ପହଞ୍ଚିଛି ।

ସେହିପରି ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ହାର ହ୍ରାସ ପାଇବାରେ ଲାଗିଛି । ଦେଶରେ ଏବେସୁଦ୍ଧା ତିନିଲକ୍ଷ ୬୩ ହଜାର ୭୪୯ ସକ୍ରିୟ ଆକ୍ରାନ୍ତ ରହିଥିବାବେଳେ ୯୨ ଲକ୍ଷ ୯୦ ହଜାର ୮୩୪ ଜଣ ଲୋକ ସୁସ୍ଥ ହୋଇଛନ୍ତି ।

ସମଗ୍ର ବିଶ୍ୱରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ କୋଟି ୯୫ ଲକ୍ଷ ୬୧ ହଜାର ୨୧୦ରେ ପହଞ୍ଚିଛି । ଆକ୍ରାନ୍ତଙ୍କ ମଧ୍ୟରୁ ୪ କୋଟି ୪୮ ଲକ୍ଷ ୫୩ ହଜାର ୫୫୦ ଜଣ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୩୧ ଲକ୍ଷ ୨୬ ହଜାର ୩୭୯ ରେ ପହଞ୍ଚିଛି । ସମୁଦାୟ ମୃତ୍ୟୁ ସଂଖ୍ୟା ୧୫ ଲକ୍ଷ ୮୧ ହଜାର ୨୮୧ରେ ପହଞ୍ଚିଛି ।

କରୋନା ଅପଡେଟ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ହଠାତ୍ ସଂସଦରେ ପହଞ୍ଚିଲେ ଏନଏସଏ ଅଜିତ ଡୋଭାଲ: ଜାଣନ୍ତୁ ମୁଖ୍ୟ କାରଣ କ’ଣ?

July 29, 2026

ଭାରତ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କରିବେ ଟ୍ରମ୍ଫ?: ଚିନ୍ତା ବଢାଇଲା ଆମେରିକାର ନୂତନ ବିଲ୍

July 29, 2026

ବରିଷ୍ଠ ସାମ୍ବାଦିକ ଶାରଦା ପ୍ରସନ୍ନ ନନ୍ଦଙ୍କୁ ଶବରୀ ପ୍ରଭାଦୀପ୍ତ ସମ୍ମାନ

July 29, 2026

ଉପରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନଙ୍କ ଦ୍ଵାରା “ଆମ ରାଷ୍ଟ୍ରପତି: ଆମ ଗୌରବ” ପୁସ୍ତକ ଲୋକାର୍ପିତ

July 29, 2026
Latest News

ହଠାତ୍ ସଂସଦରେ ପହଞ୍ଚିଲେ ଏନଏସଏ ଅଜିତ ଡୋଭାଲ: ଜାଣନ୍ତୁ ମୁଖ୍ୟ କାରଣ କ’ଣ?

July 29, 2026

ଭାରତ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କରିବେ ଟ୍ରମ୍ଫ?: ଚିନ୍ତା ବଢାଇଲା ଆମେରିକାର ନୂତନ ବିଲ୍

July 29, 2026

ବରିଷ୍ଠ ସାମ୍ବାଦିକ ଶାରଦା ପ୍ରସନ୍ନ ନନ୍ଦଙ୍କୁ ଶବରୀ ପ୍ରଭାଦୀପ୍ତ ସମ୍ମାନ

July 29, 2026

ଉପରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନଙ୍କ ଦ୍ଵାରା “ଆମ ରାଷ୍ଟ୍ରପତି: ଆମ ଗୌରବ” ପୁସ୍ତକ ଲୋକାର୍ପିତ

July 29, 2026

WTC ଫାଇନାଲରୁ ବାଦ ପଡିଲା ପାକିସ୍ତାନ: ଜାଣନ୍ତୁ ଭାରତର ସ୍ଥିତି

July 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.