Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜେଲ୍‌ ଭିତରୁ ଚଳାଉଛନ୍ତି ନେଟ୍‌ଓ୍ବାର୍କ : ‘ଡି’ ବ୍ରଦର୍ସଙ୍କ ଘରୁ ବନ୍ଧୁକ ଓ ଗୁଳି ଜବତ
ଆଜିର ଖବର

ଜେଲ୍‌ ଭିତରୁ ଚଳାଉଛନ୍ତି ନେଟ୍‌ଓ୍ବାର୍କ : ‘ଡି’ ବ୍ରଦର୍ସଙ୍କ ଘରୁ ବନ୍ଧୁକ ଓ ଗୁଳି ଜବତ

December 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କଟକ:  ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି ଡି’ ବ୍ରଦର୍ସ । ଦୁଇ ଭାଇ ସୁଶାନ୍ତ ଓ ସୁଶୀଲ୍ ଧଳସାମନ୍ତ ଜେଲ୍‌ରେ ଥାଇ ଅପରାଧିକ ଗ୍ୟାଙ୍ଗ୍ ପରିଚାଳନା କରୁଥିବା ତଥ୍ୟ ସାମନାକୁ ଆସିଛି । ଜେଲ୍‌ରୁ ଥାଇ ନେଟଓ୍ବାର୍କ ଚଳାଉଛନ୍ତି ଧଳସାମନ୍ତ ବଦ୍ରର୍ସ । ଏହା ସମ୍ପର୍କରେ ସୂଚନା ପାଇଁ ପୋଲିସ୍‌ ଅତର୍କିତ ଚଢାଉ କରିଛି ।  ଡି’ ବ୍ରଦର୍ସଙ୍କ ସିଡିଏ ସ୍ଥିତ ଘରେ ରେଡ୍ ବେଳେ ଘରର ଇଣ୍ଟରିଅର୍‌ ଡିଜାଇନ୍‌ର ଗୋଟିଏ ସିଲ୍‌ ବାକ୍ସ  ଭିତରୁ ପୋଲିସ୍‌ 7ଟି ବନ୍ଧୁକ ସହ ପ୍ରାୟ 5ଶହ ରାଉଣ୍ଡ ଗୁଳି ଜବତ କରିଛି । କେବଳ ଗୁଳି ଓ ବନ୍ଧୁକ ନୁହେଁ କେତେଗୁଡିଏ ମୋବାଇଲ୍‌ ଫୋନ୍‌ ମଧ୍ୟ ଜବତ କରିଛି ପୋଲିସ୍‌ । ଏହି ଘଟଣାରେ ପୋଲିସ ତିନିଜଣଙ୍କୁ ଅଟକ ରଖି ପଚରାଉଚୁରା କରୁଛି। ପୋଲିସ୍‌ ରାତି ତମାମ୍‌ ବିଭିନ୍ନ ସ୍ଥାନରେ ଚଢାଉ କରି ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି । ଡି ବ୍ରଦର୍ସଙ୍କ ସହଯୋଗୀଙ୍କୁ ଧରିବା ପାଇଁ ପୋଲିସ୍‌ ବ୍ଲୁ ପ୍ରିଣ୍ଟ୍‌ ପ୍ରସ୍ତୁତ କରିଛି ।

ଗୁଳି ଡି ବ୍ରଦର୍ସ
Share. Facebook Twitter LinkedIn Email WhatsApp Copy Link

Related Posts

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026
Latest News

୧୯ ବର୍ଷରୁ କମ୍ ବିଶ୍ୱକପ୍ ରୁ ବିଦା ହେଲା ପାକିସ୍ତାନ: ସେମିଫାଇନାଲରେ ପ୍ରବେଶ କଲା ଭାରତ

February 1, 2026

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.