Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟାଇମ୍‌ ପତ୍ରିକାର ପର୍ସନ୍‌ ଅଫ୍‌ ଦ ଇଅର 2020 ହେଲେ ଜୋ ବାଇଡେନ୍‌ ଓ କମଲା ହାରିସ୍‌
ଆଜିର ଖବର

ଟାଇମ୍‌ ପତ୍ରିକାର ପର୍ସନ୍‌ ଅଫ୍‌ ଦ ଇଅର 2020 ହେଲେ ଜୋ ବାଇଡେନ୍‌ ଓ କମଲା ହାରିସ୍‌

December 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନ୍ୟୁୟର୍କ : ଲୋକପ୍ରିୟ  ଟାଇମ ପତ୍ରିକା ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଜୋ ବିାଇଡ଼େନ ଏବଂ ଉପରାଷ୍ଟ୍ରପତି କମଲା ହାରିସଙ୍କୁ ‘ ପର୍ସନ୍ସ ଅଫ୍ ଦି ଇୟର 2020 ‘ ଭାବରେ ଚୟନ କରିଛି। ଦୁହେଁ ଆମେରିକାର କାହାଣୀ କୁ ପରିବର୍ତ୍ତନ କରିବା ସହ ସାରା ଦୁନିଆକୁ  ସହାନୁଭୂତିର ଶକ୍ତି ବିଭାଜନ ଠାରୁ ବହୁ ଅଧିକ ବୋଲି ଦେଖାଇଛନ୍ତି ବୋଲଇ କହିଛନ୍ତି ଟାଇମ୍‌ର ସମ୍ପାଦକ ଏଡଓ୍ବାର୍ଡ ।

ଫ୍ରେଙ୍କଲିନ୍‌ ଡି ରୁଜୁଭେଲ୍ଟଙ୍କ ପରଠାରୁ ପ୍ରତ୍ୟେକ ନିର୍ବାଚିତ ରାଷ୍ଟ୍ରପତି ତାଙ୍କ କାର୍ଯ୍ୟକାଳ ମଧ୍ୟରେ କୌଣସି କାରଣରୁ ପର୍ସନ୍ ଅଫ୍ ଦି ଇୟର ହୋଇଛନ୍ତି । ତେବେ ପ୍ରଥମ ଥର ପାଇଁ ଟାଇମ୍‌ ଉପରାଷ୍ଟ୍ରପତିଙ୍କୁ  ପର୍ସନ ଅଫ୍‌ ଦ ଇଅରରେ ଅନ୍ତର୍ଭୁକ୍ତ କରିଥିବାର କହିଛନ୍ତି  ଟାଇମର ସମ୍ପାଦକ ।  ଗୁରୁବାର ଟାଇମ୍ କୋରିଆନ୍ ବାଳକ ବ୍ୟାଣ୍ଡ ବିଟିଏସକୁ ଏଣ୍ଟରଟେନର ଅଫ ଦି ଇୟର ଏବଂ ଲସ୍ ଆଞ୍ଜେଲସ୍ ଲେକ୍ସର୍ ତାରକା ଲେବ୍ରନ୍ ଜେମ୍ସଙ୍କୁ ଏହାର ଆଥଲେଟ୍ ଅଫ୍ ଦି ଇୟର ଭାବରେ ଚୟନ କରିଛି ।

ସେହିପରି କରୋନା କାଳରେ ଲୋକପ୍ରିୟ ହୋଇଥିବା ଜୁମ୍‌ ଆପ୍‌ର ସିଇଓଙ୍କୁ ମଧ୍ୟ ଟାଇମ୍‌ ବିଜିନେସପର୍ସନ୍‌ ଅଫ୍‌ ଦ ଇଅର ଭାବେ ନିର୍ବାଚିତ କରିଛନ୍ତି । କରୋନା ମହାମାରୀ ସମୟରେ ଅଫିସ୍ କେବଳ ଜୁମ୍ ମାଧ୍ୟମରେ କାମ କରିନଥିଲା , ପରିବାର ମଧ୍ୟ ପରସ୍ପର ସହ ସଂଯୁକ୍ତ ରହିବାକୁ ସକ୍ଷମ ହୋଇଥିଲେ।

1927 ମସିହାରୁ ଆରମ୍ଭ ହୋଇଥିବା ଏହି ଆଓ୍ବାର୍ଡ ପ୍ରତିବର୍ଷ ପ୍ରଦାନ କରାଯାଇଥିଲା । ତେବେ ଏହା ପୂର୍ବରୁ ସ୍ପେସିଆଲୀ ଇନ୍‌ଫ୍ଲୁଏନ୍ସ ପର୍ସନ ଅଫ୍‌ ଦ ଇଅର ରୂପେ ରହିଥିଲା । 2019 ମସିହାରେ ଏହି ସମ୍ମାନ ସମାଜସେବୀ ଗ୍ରେଟା ଥନବର୍ଗଙ୍କୁ ମିଳିଥିଲା ।

joebiden timemagazine
Share. Facebook Twitter LinkedIn Email WhatsApp Copy Link

Related Posts

ସରକାରଙ୍କ ବଡ଼ ନିଷ୍ପତ୍ତି: ନୀତି ଆୟୋଗର ନୂତନ ସିଇଓ ଭାବେ ନିଯୁକ୍ତି ପାଇଲେ ଅନୁରାଗ ଜୈନ

July 23, 2026

ଆଜି ଜୁଲାଇ ୨୩ ତାରିଖ ଗୁରୁବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

July 23, 2026

କଳାହାଣ୍ଡି ଜିଲ୍ଲାରେ ବିଭିନ୍ନ ସୁଭଦ୍ରା ଶକ୍ତି ପ୍ରକଳ୍ପର ଶୁଭ ଉଦ୍ଘାଟନ କଲେ ଉପମୁଖ୍ୟମନ୍ତ୍ରୀ

July 22, 2026

ଦକ୍ଷିଣ ମୋଡ ପରେ ଗୁଣ୍ଡିଚା ମନ୍ଦିରର ନାକ ଚଣା ଦ୍ୱାର ସମ୍ମୁଖରେ ତିନି ରଥ

July 22, 2026
Latest News

ସମସ୍ତ ସଂସ୍କାରର ମୂଳରେ ନାଗରିକ କଲ୍ୟାଣ ରହିବା ଆବଶ୍ୟକ: ସଚିବମାନଙ୍କ ବୈଠକରେ ପ୍ରଧାନମନ୍ତ୍ରୀ

July 23, 2026

ସରକାରଙ୍କ ବଡ଼ ନିଷ୍ପତ୍ତି: ନୀତି ଆୟୋଗର ନୂତନ ସିଇଓ ଭାବେ ନିଯୁକ୍ତି ପାଇଲେ ଅନୁରାଗ ଜୈନ

July 23, 2026

ଛାତ୍ରଛାତ୍ରୀମାନଙ୍କ ପ୍ରତିବାଦ ପ୍ରତି ଯୁବରାଜ ସିଂହଙ୍କ ପ୍ରତିକ୍ରିୟା: ସମସ୍ତଙ୍କୁ ଜାଣିବା ଜରୁରୀ

July 23, 2026

ଇସ୍ତଫା ଦେବେ ଧର୍ମେନ୍ଦ୍ର ପ୍ରଧାନ?: ସ୍ପଷ୍ଟ କଲେ କେନ୍ଦ୍ର ସରକାରଙ୍କ ବରିଷ୍ଠ ଅଧିକାରୀ

July 23, 2026

ଆଜି ଜୁଲାଇ ୨୩ ତାରିଖ ଗୁରୁବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

July 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.