Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୩୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୩୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

December 11, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୩୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୨୦ ଜଣ ଚିହ୍ନଟ ହୋଇଥିବାବେଳେ ୧୬୭ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୩ ହଜାର ୨୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୧୭ ହଜାର ୮୭୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩ ହଜାର ୩୦୮ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୭୯୪ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୩୦ ଟି ଜିଲ୍ଲାରୁ ମୋଟ୍‌ ୩୮୭ ଜଣ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡରୁ ସର୍ବାଧିକ ୫୮ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳ ଜିଲ୍ଲାରୁ ୨୭ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬ ଜଣ, ବରଗଡ଼ ଜିଲ୍ଲାରୁ ୧୭ ଜଣ, ଭଦ୍ରକ ଜିଲ୍ଲାରୁ ୨୧ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୬ ଜଣ, ବୌଦ୍ଧରୁ ୨ ଜଣ, କଟକରୁ ୧୯ ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ ଜଣ, ଗଞ୍ଜାମ ଜିଲ୍ଲାରୁ ୬ ଜଣ, ଜଗତସିହଂପୁର ଜିଲ୍ଲାରୁ ୭ ଜଣ, ଯାଜପୁର ଜିଲ୍ଲାରୁ ୯ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୫ ଜଣ, କନ୍ଧମାଳରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୫ ଜଣ, କେନ୍ଦୁଝର ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୧ ଜଣ, କୋରାପୁଟ ଜିଲ୍ଲା ରୁ ୩ ଜଣ, ମାଲକାନଗିରି ଜିଲ୍ଲାରୁ ୧ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୩ ଜଣ, ନବରଙ୍ଗପୁରରୁ ୩, ନୟାଗଡ଼ ଜିଲ୍ଲାରୁ ୧୩ ଜଣ, ନୂଆପଡ଼ା ଜିଲ୍ଲାରୁ ୧୩ ଜଣ, ପୁରୀ ଜିଲ୍ଲାରୁ ୧୪ ଜଣ, ରାୟଗଡ଼ା ଜିଲ୍ଲାରୁ ୬ ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୋନପୁର ରୁ ୨ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଓଡିଶା କରୋନା ଆକ୍ରାନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା: ‘ଏକ ଭାରତ ଶ୍ରେଷ୍ଠ ଭାରତ’ର ଏକ ଜୀବନ୍ତ ପ୍ରଦର୍ଶନୀ

November 20, 2025

ଶିଖର ଧାୱନଙ୍କ ସାଥିରେ ଲକ୍ଷାଧିକ ଟଙ୍କାର ବଡ଼ ଠକେଇ: ରୁଜୁ ହେଲା ମାମଲା

November 20, 2025

୩୧୦୦ କୋଟି ଠକେଇର ପର୍ଦ୍ଦାଫାସ: ଲଗଜରୀ କାର, ନଗଦ ଏବଂ କ୍ରିପ୍ଟୋ ଜବତ, ପାଞ୍ଚ ଗିରଫ

November 20, 2025

ଭାରତର ଇସ୍ପାତ କ୍ଷେତ୍ରରେ ପ୍ରଗତି ଲାଗି ଭୁବନେଶ୍ୱରରେ ଚିନ୍ତନ ଶିବିରକୁ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ

November 20, 2025
Latest News

ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା: ‘ଏକ ଭାରତ ଶ୍ରେଷ୍ଠ ଭାରତ’ର ଏକ ଜୀବନ୍ତ ପ୍ରଦର୍ଶନୀ

November 20, 2025

ଶିଖର ଧାୱନଙ୍କ ସାଥିରେ ଲକ୍ଷାଧିକ ଟଙ୍କାର ବଡ଼ ଠକେଇ: ରୁଜୁ ହେଲା ମାମଲା

November 20, 2025

୩୧୦୦ କୋଟି ଠକେଇର ପର୍ଦ୍ଦାଫାସ: ଲଗଜରୀ କାର, ନଗଦ ଏବଂ କ୍ରିପ୍ଟୋ ଜବତ, ପାଞ୍ଚ ଗିରଫ

November 20, 2025

ଭାରତର ଇସ୍ପାତ କ୍ଷେତ୍ରରେ ପ୍ରଗତି ଲାଗି ଭୁବନେଶ୍ୱରରେ ଚିନ୍ତନ ଶିବିରକୁ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ

November 20, 2025

“ବୁଦ୍ଧିଜୀବୀମାନେ ଆତଙ୍କବାଦୀ ହୋଇଗଲେ ଅଧିକ ବିପଦପୂର୍ଣ୍ଣ ହୋଇଯାଆନ୍ତି”: ସୁପ୍ରିମକୋର୍ଟରେ କହିଲା ପୋଲିସ

November 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.