Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରେ ଗୁଳିକାଣ୍ଡ : ଅଳ୍ପେକ ବର୍ତ୍ତିଲେ ଯୁବକ
ଆଜିର ଖବର

ଭୁବନେଶ୍ବରରେ ଗୁଳିକାଣ୍ଡ : ଅଳ୍ପେକ ବର୍ତ୍ତିଲେ ଯୁବକ

December 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା
ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା

ଭୁବନେଶ୍ବର : ଭୁବନେଶ୍ବର ଉପକଣ୍ଠ କଳିଙ୍ଗବିହାରରେ ଗୁଳିକାଣ୍ଡ ଘଟିଛି । ଜେଲ୍‌ରୁ ଜାମିନ୍‌ରେ ଆସିଥିବା ଜଣେ ଯୁବକଙ୍କୁ ଟାର୍ଗେଟ୍‌ କରି ଗୁଳିମାଡ ହୋଇଛି । ତେବେ ଗୁଳିମାଡର ଅଳ୍ପକେ ବର୍ତ୍ତିଯାଇଛନ୍ତି ଯୁବକ । ତମାଣ୍ଡୋ ଥାନା କଳିଙ୍ଗ ବିହାର କେ-4 ଅଞ୍ଚଳରେ ଗୁଳିକାଣ୍ଡ ହୋଇଛି । ଏକ ବାଇକ୍‌ରେ ଆସି ତିନିଜଣ ଯୁବକ ଗୁଳିମାଡ କରି ଚମ୍ପଟ ମାରିଛନ୍ତି । ପୂର୍ବ ଶତ୍ରୁତାରୁ ଗୁଳିମାଡ ହୋଇଥିବାର ସନ୍ଦେହ ହୋଇଛି । ତେବେ କିଏ ଓ କାହିଁକି ଗୁଳିମାଡ କରିଛି, ସେନେଇ କୌଣସି ସୂଚନା ମିଳିପାରି ନାହିଁ।

ଗୁଳିକାଣ୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ଏଥର ଓଡ଼ିଶା ପାଇଁ କେନ୍ଦ୍ର ବଜେଟରେ କ’ଣ ହେଲା ଘୋଷଣା?: ଜାଣନ୍ତୁ ସବୁକିଛି

February 2, 2026

 ଆଜିଠାରୁ ୭ ପର୍ଯ୍ୟନ୍ତ ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରିବେ ରାଷ୍ଟ୍ରପତି

February 2, 2026

ଜନଜାତିଙ୍କ କଲ୍ୟାଣ ପାଇଁ ପରିବର୍ତ୍ତନଶୀଳ ବଜେଟ୍, ଓଡ଼ିଶାକୁ ବେଶ୍ ଲାଭବାନ ହେବ: ଜୁଏଲ ଓରାମ

February 2, 2026

ବାୟୋଫାର୍ମା ଶକ୍ତି କେନ୍ଦ୍ର ବଜେଟ୍ ୨୦୨୬-୨୭ରେ ପ୍ରସ୍ତାବିତ

February 2, 2026
Latest News

ଭାରତ ବିପକ୍ଷ ମ୍ୟାଚ୍ ବର୍ଜନ କରିବା ଉପରେ ମୁହଁ ଖୋଲିଲେ ପାକିସ୍ତାନୀ ଅଧିନାୟକ: ଜାଣନ୍ତୁ ଏବେ କ’ଣ ହେବ?

February 2, 2026

ଏଥର ଓଡ଼ିଶା ପାଇଁ କେନ୍ଦ୍ର ବଜେଟରେ କ’ଣ ହେଲା ଘୋଷଣା?: ଜାଣନ୍ତୁ ସବୁକିଛି

February 2, 2026

 ଆଜିଠାରୁ ୭ ପର୍ଯ୍ୟନ୍ତ ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରିବେ ରାଷ୍ଟ୍ରପତି

February 2, 2026

ଭାରତ ବିପକ୍ଷରେ ମ୍ୟାଚ୍ ବର୍ଜନ କଲେ ପାକିସ୍ତାନକୁ କ’ଣ କ୍ଷତି?: ଜାଣନ୍ତୁ ICCର ନିୟମ

February 2, 2026

ଜନଜାତିଙ୍କ କଲ୍ୟାଣ ପାଇଁ ପରିବର୍ତ୍ତନଶୀଳ ବଜେଟ୍, ଓଡ଼ିଶାକୁ ବେଶ୍ ଲାଭବାନ ହେବ: ଜୁଏଲ ଓରାମ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.