Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଉ  4 ଜଣ ଆକ୍ରାନ୍ତଙ୍କର ମୃତ୍ୟୁ
ଆଜିର ଖବର

ରାଜ୍ୟରେ ଆଉ  4 ଜଣ ଆକ୍ରାନ୍ତଙ୍କର ମୃତ୍ୟୁ

December 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ  ମଧ୍ୟ ହ୍ରାସ ଦେଖାଦେଇଛି। ରାଜ୍ୟରେ ଆଉ 4 ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1798କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ବରଗଡ, ଭୁବନେଶ୍ବର, ମୟୂରଭଞ୍ଜ ଓ ମାଲ୍‌କାନଗିରିରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

ବରଗଡରୁ 35 ବର୍ଷୀୟ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଭୁବନେଶ୍ବରରୁ 73ବର୍ଷୀୟ ବ୍ୟକ୍ତି, ମୟୂରଭଞ୍ଜରୁ 70 ବର୍ଷୀୟ ପୁରୁଷ, ମାଲ୍‌କାନଗିରିରୁ 70 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ଘଟିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

‘ବିଭାଜନ ବିଭୀଷିକା ସ୍ମୃତି ଦିବସ’ରେ ମୁଖ୍ୟମନ୍ତ୍ରୀ, ଦେଶ ବିଭାଜନର କଳା ଅଧ୍ୟାୟକୁ କଲେ ସ୍ମରଣ

August 15, 2026

‘ହର ଘର ତିରଙ୍ଗା’ ଅଭିଯାନ: ଦେଶପ୍ରେମ ଭିତ୍ତିକ ସାଂସ୍କୃତିକ କାର୍ଯ୍ୟକ୍ରମ ପାଳନ କଲା ଭାରତୀୟ ରେଳବାଇ

August 15, 2026

ଦେଶ ଭକ୍ତି, ଦେଶ ପ୍ରେମ ଓ ଜାତୀୟତାବୋଧର ପ୍ରତୀକ ତ୍ରିରଙ୍ଗା: ଭୁବନେଶ୍ୱର ସାଂସଦ

August 15, 2026

ଆଜି ଅଗଷ୍ଟ ୧୫ରେ କଣ ରହିଛି ଆପଣଙ୍କର ରାଶିଫଳ: ଜାଣନ୍ତୁ ବିସ୍ତୃତ ଭାଗ୍ୟଫଳ

August 15, 2026
Latest News

‘ବିଭାଜନ ବିଭୀଷିକା ସ୍ମୃତି ଦିବସ’ରେ ମୁଖ୍ୟମନ୍ତ୍ରୀ, ଦେଶ ବିଭାଜନର କଳା ଅଧ୍ୟାୟକୁ କଲେ ସ୍ମରଣ

August 15, 2026

‘ହର ଘର ତିରଙ୍ଗା’ ଅଭିଯାନ: ଦେଶପ୍ରେମ ଭିତ୍ତିକ ସାଂସ୍କୃତିକ କାର୍ଯ୍ୟକ୍ରମ ପାଳନ କଲା ଭାରତୀୟ ରେଳବାଇ

August 15, 2026

ଦେଶ ଭକ୍ତି, ଦେଶ ପ୍ରେମ ଓ ଜାତୀୟତାବୋଧର ପ୍ରତୀକ ତ୍ରିରଙ୍ଗା: ଭୁବନେଶ୍ୱର ସାଂସଦ

August 15, 2026

ଆଜି ଅଗଷ୍ଟ ୧୫ରେ କଣ ରହିଛି ଆପଣଙ୍କର ରାଶିଫଳ: ଜାଣନ୍ତୁ ବିସ୍ତୃତ ଭାଗ୍ୟଫଳ

August 15, 2026

ବିନୟତୋଷ ମିଶ୍ର ହେଲେ ଅନ୍ତରୀଣ ଡିଜିପି, ନୂଆ ଡିଜିପି ନିଯୁକ୍ତି ପର୍ଯ୍ୟନ୍ତ ଦିଆଗଲା ଦାୟିତ୍ବ

August 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.