Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓ୍ବାନ୍‌ ବାର୍‌ ଓ୍ବାନ୍‌ ଭୋଟ୍‌ : ଚାଲିଛି ଓକିଲ ସଂଘ ନିର୍ବାଚନ
ଆଜିର ଖବର

ଓ୍ବାନ୍‌ ବାର୍‌ ଓ୍ବାନ୍‌ ଭୋଟ୍‌ : ଚାଲିଛି ଓକିଲ ସଂଘ ନିର୍ବାଚନ

December 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଜି ରାଜ୍ୟର ସମସ୍ତ କୋର୍ଟ ଗୁଡିକରେ ଓକିଲ ସଙ୍ଘ ନିର୍ବାଚନ ଅନୁଷ୍ଠିତ ହୋଇଛି । ଷ୍ଟେଟ୍‌ ବାର୍‌ କାଉନ୍‌ସିଲ୍‌ ନିର୍ଦ୍ଦେଶରେ ଗୋଟିଏ ଦିନରେ ହେଉଛି ମତଦାନ । ଗତ ମାର୍ଚ୍ଚ 28 ହେବାକୁ ଥିବା ନିର୍ବାଚନ କରୋନା ପାଇଁ ଏପ୍ରିଲ୍‌ 25କୁ ଘୁଞ୍ଚିଥିଲା । ନିର୍ବାଚନ ବିଳମ୍ବ ହେବାରୁ ହାଇକୋର୍ଟରେ ଏକାଧିକ ପିଟିସନ୍‌ ହୋଇଥିଲା । ଡିସେମ୍ବର 15 ଭିତରେ ନିର୍ବାଚନ ଶେଷ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ ।  ନିର୍ବାଚିତ ପ୍ରତିନିଧିଙ୍କ କାର୍ଯ୍ୟକାଳ ତିନି ମାସରେ ଶେଷ ହେବ । କୋଭିଡ ଗାଇଡ଼ ଲାଇନ ଅନୁଯାୟୀ ନିର୍ବାଚନର ସମସ୍ତ ପ୍ରକ୍ରିୟା ସମ୍ପନ୍ନ ହେବ ବୋଲି ନିର୍ଦ୍ଦେଶ ଦିଆଯାଇଛି । ପର୍ଯ୍ୟାପ୍ତ ପରିମାଣରେ ମାସ୍କ, ସାନିଟାଇଜର ବ୍ୟବସ୍ଥା ସହ ସାମାଜିକ ଦୂରତା ରଖିବା ଓ ଅଧିକ ଗହଳି କମାଇବା ପାଇଁ ଅଧିକ ବୁଥର ବ୍ୟବସ୍ଥା ମଧ୍ୟ କରାଯାଇଛି । ଆଜି ସକାଳ 8ଟାରୁ ଭୋଟ ଗ୍ରହଣ କାର୍ଯ୍ୟକ୍ରମ ଆରମ୍ଭ ହୋଇସାରିଛି  । ଏହା ଅପରାହ୍ନ 4ଟା ପର୍ଯ୍ୟନ୍ତ ଚାଲିବ ।

Share. Facebook Twitter LinkedIn Email WhatsApp Copy Link

Related Posts

ସ୍କୁଟିକୁ ଧକ୍କା ଦେଲା ଯୁବକଙ୍କୁ ଆକ୍ରମଣ ପାଇଁ ପିଛା କରୁଥିବା କାର: ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ

March 18, 2026

ଭାରତରେ ଦୈନିକ କେତେ ଏଲପିଜି ବ୍ୟବହୃତ ହୁଏ?: ଜାଣନ୍ତୁ ଉତ୍ତର

March 18, 2026

ନିଯୁକ୍ତି ପରବର୍ତ୍ତୀ ପ୍ରଶିକ୍ଷଣ ପରେ ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲେ ୬ ମହିଳା ଆଇଏଏସ୍ ଅଧିକାରୀ

March 18, 2026

ଶିଳ୍ପମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲେ କୋଲକାତାସ୍ଥିତ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

March 18, 2026
Latest News

ସ୍କୁଟିକୁ ଧକ୍କା ଦେଲା ଯୁବକଙ୍କୁ ଆକ୍ରମଣ ପାଇଁ ପିଛା କରୁଥିବା କାର: ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ

March 18, 2026

ଭାରତରେ ଦୈନିକ କେତେ ଏଲପିଜି ବ୍ୟବହୃତ ହୁଏ?: ଜାଣନ୍ତୁ ଉତ୍ତର

March 18, 2026

ନିଯୁକ୍ତି ପରବର୍ତ୍ତୀ ପ୍ରଶିକ୍ଷଣ ପରେ ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲେ ୬ ମହିଳା ଆଇଏଏସ୍ ଅଧିକାରୀ

March 18, 2026

ଶିଳ୍ପମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲେ କୋଲକାତାସ୍ଥିତ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

March 18, 2026

ସୁଲଭ ଦରରେ ଅତି ଗରିବ ଲୋକଙ୍କ ସେବା ପାଇଁ ସରକାର ସଂକଳ୍ପବଦ୍ଧ: ରେଳ ମନ୍ତ୍ରୀ

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.