Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଉ  4 ଜଣ ଆକ୍ରାନ୍ତଙ୍କର ମୃତ୍ୟୁ
ଆଜିର ଖବର

ରାଜ୍ୟରେ ଆଉ  4 ଜଣ ଆକ୍ରାନ୍ତଙ୍କର ମୃତ୍ୟୁ

December 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ  ମଧ୍ୟ ହ୍ରାସ ଦେଖାଦେଇଛି। ରାଜ୍ୟରେ ଆଉ 4 ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1802କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ସୁନ୍ଦରଗଡରୁ 2 ଜଣ ଥିବାବେଳେ ବାଲେଶ୍ବର, ମାଲ୍‌କାନଗିରିରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

ସୁନ୍ଦରଗଡରୁ 55 ବର୍ଷୀୟା ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ 65 ବର୍ଷୀୟ ପୁରୁଷ ରହିଛନ୍ତି । ସେହିପରି ବାଲେଶ୍ବରରୁ 70 ବର୍ଷୀୟ ପୁରୁଷ, ମାଲ୍‌କାନଗିରିରୁ 70 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଶାନ୍ତି ଚୁକ୍ତିନାମା ପରେ ଫିଫା ବିଶ୍ୱକପ୍ ପାଇଁ ଆମେରିକାରେ ପହଞ୍ଚିଲା ଇରାନ ଦଳ: ଆତଙ୍କରେ ଖେଳାଳି

June 15, 2026

ଖସିଲା ତୈଳ ଦର, ବଢିଲା ସୁନା ଦର

June 15, 2026

ରାମ ମନ୍ଦିର ଦାନ ଦୁର୍ନୀତି ମାମଲା: ଅଯୋଧ୍ୟାରେ ପହଞ୍ଚିବ SIT ଦଳ, ୧୫ ଦିନ ମଧ୍ୟରେ ଚୂଡ଼ାନ୍ତ ରିପୋର୍ଟ

June 15, 2026

ପୁଣି ବୈଭବ ସୂର୍ଯ୍ୟବଂଶୀ ଫ୍ଲପ୍: ଶ୍ରୀଲଙ୍କା ଏ ବିପକ୍ଷରେ ଶାନ୍ତ ରହିଲା ବ୍ୟାଟ

June 15, 2026
Latest News

ଶାନ୍ତି ଚୁକ୍ତିନାମା ପରେ ଫିଫା ବିଶ୍ୱକପ୍ ପାଇଁ ଆମେରିକାରେ ପହଞ୍ଚିଲା ଇରାନ ଦଳ: ଆତଙ୍କରେ ଖେଳାଳି

June 15, 2026

ଖସିଲା ତୈଳ ଦର, ବଢିଲା ସୁନା ଦର

June 15, 2026

ରାମ ମନ୍ଦିର ଦାନ ଦୁର୍ନୀତି ମାମଲା: ଅଯୋଧ୍ୟାରେ ପହଞ୍ଚିବ SIT ଦଳ, ୧୫ ଦିନ ମଧ୍ୟରେ ଚୂଡ଼ାନ୍ତ ରିପୋର୍ଟ

June 15, 2026

ହରମୁଜ୍ ମୁକ୍ତ ହେବ!: ଆମେରିକା-ଇରାନ ଶାନ୍ତି ଚୁକ୍ତିର ପଢନ୍ତୁ ଗୁରୁତ୍ୱପୂର୍ଣ୍ଣ ବିନ୍ଦୁ

June 15, 2026

ପୁଣି ବୈଭବ ସୂର୍ଯ୍ୟବଂଶୀ ଫ୍ଲପ୍: ଶ୍ରୀଲଙ୍କା ଏ ବିପକ୍ଷରେ ଶାନ୍ତ ରହିଲା ବ୍ୟାଟ

June 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.