Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜମ୍ମୁର ବୁଡ଼ଗମ ଜିଲ୍ଲାରେ ସେନାର ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ
ଆଜିର ଖବର

ଜମ୍ମୁର ବୁଡ଼ଗମ ଜିଲ୍ଲାରେ ସେନାର ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ

March 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜମ୍ମୁର ବୁଡ଼ଗମ ଜିଲ୍ଲାରେ ସେନାର ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ଗାଁରେ ଆତଙ୍କବାଦୀ ଲୁଚି ରହିଥିବା ନେଇ ସୂଚନା ମିଳିବା ପରେ ସେନା ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ସେନା ଓ ଆତଙ୍କବାଦୀଙ୍କ ମଧ୍ଯରେ ଗୁଳି ବିନିମୟ ଫଳରେ ୪ ଯବାନ ଆହତ ହୋଇ ଚିକିତ୍ସାଧୀନ ରହିଛନ୍ତି। ସୂଚନାଯୋଗ୍ୟ ଗତକାଲି ମଧ୍ୟ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଥିଲେ। ଦୁଇଟି ସ୍ଥାନରେ ହୋଇଥିବା ଏନ୍କାଉଣ୍ଟରରେ ୪ ଜଣ ଆତଙ୍କବାଦୀ ନିହତ ହୋଇଥିବା ବେଳେ କେବଳ ସୋପିଆଁରେ  ୩ଜଣ ଆତଙ୍କବାଦୀ ପ୍ରାଣ ହରାଇଥିଲେ। ଆଉ କିଛି ଆତଙ୍କବାଦୀ ଲୁଚି ରହିଥିବାର ଆଶଙ୍କା କରାଯାଉଥିବାବେଳେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅଭିଯାନ ଜାରି ରହିଛି।

encounter killed terror thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଏଣିକି ୫ କେଜି ନୁହେଁ ୧୦ କେଜି ଲେଖାଏଁ ମିଳିବ ଚାଉଳ

April 6, 2026

ଟ୍ରକ୍ କୁ ପିଟିଲା ଟ୍ରକ୍: ୩ ମୃତ

April 6, 2026

ପରିଚୟ ପତ୍ର ଥିଲେ ମିଳିବ ଗ୍ୟାସ

April 6, 2026

West Asia Conflict: ଇସ୍ରାଇଲକୁ ବିମାନ ସେବା ବନ୍ଦ କଲା ଏୟାର ଇଣ୍ଡିଆ

April 6, 2026
Latest News

ଏଣିକି ୫ କେଜି ନୁହେଁ ୧୦ କେଜି ଲେଖାଏଁ ମିଳିବ ଚାଉଳ

April 6, 2026

ଟ୍ରକ୍ କୁ ପିଟିଲା ଟ୍ରକ୍: ୩ ମୃତ

April 6, 2026

ପରିଚୟ ପତ୍ର ଥିଲେ ମିଳିବ ଗ୍ୟାସ

April 6, 2026

West Asia Conflict: ଇସ୍ରାଇଲକୁ ବିମାନ ସେବା ବନ୍ଦ କଲା ଏୟାର ଇଣ୍ଡିଆ

April 6, 2026

ବିଜେପି ପ୍ରତିଷ୍ଠା ଦିବସରେ ବିଜେପି ବରିଷ୍ଠ ନେତା ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଲେ..

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.