Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ : ୨୪ ଘଣ୍ଟାରେ ୩୦ ହଜାର ଆକ୍ରାନ୍ତ, ୩୯୧ ମୃତ
ଆଜିର ଖବର

କରୋନା ଅପଡେଟ : ୨୪ ଘଣ୍ଟାରେ ୩୦ ହଜାର ଆକ୍ରାନ୍ତ, ୩୯୧ ମୃତ

December 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ବିଗତ କିଛି ଦିନ ଧରି ବଢି ଚାଲିଥିବା କରୋନା ମୃତ୍ୟୁ ସଂଖ୍ୟା ୪୦୦ ତଳକୁ ଖସିଛି । ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାର ୨୫୪ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ୩୯୧ ଜଣଙ୍କର ମୃତ୍ୟୁ ଘଟିଛି । ୨୪ ଘଣ୍ଟା ମଧ୍ୟରେ ୩୦୨୫୪ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୯୮ ଲକ୍ଷ ୫୭ ହଜାର ୦୨୯ରେ ପହଞ୍ଚିଛି । ୫୨୬ ନୂତନ ମୃତ୍ୟୁ ସହିତ ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୩ ହଜାର ୦୧୯ରେ ପହଞ୍ଚିଛି ।

ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୩ ହଜାର ୧୩୬ ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ନୂତନ ଆରୋଗ୍ୟଙ୍କୁ ମିଶାଇ ଦେଶରେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୯୩ ଲକ୍ଷ ୫୭ ହଜାର ୪୬୪ରେ ପହଞ୍ଚିଛି । ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟାରେ ୩୨୭୩ ହ୍ରାସ ଘଟିବା ସହିତ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୫୬ ହଜାର ୫୪୬ରେ ପହଞ୍ଚିଛି । ବିଗତ ୨୪ ଘଣ୍ଟା ମଧ୍ୟରେ କେରଳରୁ ସର୍ବାଧିକ ୫୯୪୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମହାରାଷ୍ଟ୍ରରୁ ୪୨୫୯ ଏବଂ ଦିଲ୍ଲୀରୁ ୧୯୩୫ ଜଣନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମହାରାଷ୍ଟ୍ରରେ ସର୍ବାଧିକ ୮୦ ଜଣ ଆକ୍ରାନ୍ତଙ୍କର ପ୍ରାଣହାନି ଘଟିଛି । ୪୭ ମୃତ୍ୟୁ ସହିତ ଦିଲ୍ଲୀ ଏବଂ ୪୪ ମୃତ୍ୟୁ ସହିତ ପଶ୍ଚିମବଙ୍ଗ ଯଥାକ୍ରମେ ଦ୍ୱିତୀୟ ଏବଂ ତୃତୀୟ ସ୍ଥାନରେ  ରହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ସ୍କୁଟିକୁ ଧକ୍କା ଦେଲା ଯୁବକଙ୍କୁ ଆକ୍ରମଣ ପାଇଁ ପିଛା କରୁଥିବା କାର: ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ

March 18, 2026

ଭାରତରେ ଦୈନିକ କେତେ ଏଲପିଜି ବ୍ୟବହୃତ ହୁଏ?: ଜାଣନ୍ତୁ ଉତ୍ତର

March 18, 2026

ନିଯୁକ୍ତି ପରବର୍ତ୍ତୀ ପ୍ରଶିକ୍ଷଣ ପରେ ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲେ ୬ ମହିଳା ଆଇଏଏସ୍ ଅଧିକାରୀ

March 18, 2026

ଶିଳ୍ପମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲେ କୋଲକାତାସ୍ଥିତ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

March 18, 2026
Latest News

ସ୍କୁଟିକୁ ଧକ୍କା ଦେଲା ଯୁବକଙ୍କୁ ଆକ୍ରମଣ ପାଇଁ ପିଛା କରୁଥିବା କାର: ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ

March 18, 2026

ଭାରତରେ ଦୈନିକ କେତେ ଏଲପିଜି ବ୍ୟବହୃତ ହୁଏ?: ଜାଣନ୍ତୁ ଉତ୍ତର

March 18, 2026

ନିଯୁକ୍ତି ପରବର୍ତ୍ତୀ ପ୍ରଶିକ୍ଷଣ ପରେ ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲେ ୬ ମହିଳା ଆଇଏଏସ୍ ଅଧିକାରୀ

March 18, 2026

ଶିଳ୍ପମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲେ କୋଲକାତାସ୍ଥିତ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

March 18, 2026

ସୁଲଭ ଦରରେ ଅତି ଗରିବ ଲୋକଙ୍କ ସେବା ପାଇଁ ସରକାର ସଂକଳ୍ପବଦ୍ଧ: ରେଳ ମନ୍ତ୍ରୀ

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.