Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଉ  5 ଜଣ ଆକ୍ରାନ୍ତଙ୍କର ମୃତ୍ୟୁ
ଆଜିର ଖବର

ରାଜ୍ୟରେ ଆଉ  5 ଜଣ ଆକ୍ରାନ୍ତଙ୍କର ମୃତ୍ୟୁ

December 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ  ମଧ୍ୟ ହ୍ରାସ ଦେଖାଦେଇଛି। ରାଜ୍ୟରେ ଆଉ 5 ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1807କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ମୟୂରଭଞ୍ଜ ଜିଲ୍ଲାରୁ 2 ଜଣ ଲେଖାଏଁ ଆକ୍ରାନ୍ତ ଥିବାବେଳେ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

ଭୁବନେଶ୍ବରରୁ 59 ବର୍ଷୀୟ ବ୍ୟକ୍ତି, ଖୋର୍ଦ୍ଧାରୁ 64 ବର୍ଷୀୟ ବ୍ୟକ୍ତି, ମୟୂରଭଞ୍ଜରୁ 58 ବର୍ଷୀୟ ବ୍ୟକ୍ତି ଓ 68 ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବାବେଳେ ସୁନ୍ଦରଗଡରୁ 59 ବର୍ଷୀୟ ପୁରୁଷଙ୍କ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026

ଖୋର୍ଦ୍ଧା ଜିଲ୍ଲା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦ ଉପଦେଷ୍ଟା ମଣ୍ଡଳୀ ବୈଠକ

March 10, 2026
Latest News

ଗ୍ୟାସ୍ ଅଭାବ ହେଲେ କାହାକୁ ପ୍ରାଥମିକତା ଦେବେ ସରକାର?: ଦେଖନ୍ତୁ ତାଲିକା

March 10, 2026

ପରିବର୍ତ୍ତନଶୀଳ ବିଶ୍ୱ ବ୍ୟବସ୍ଥା: ଆନ୍ତର୍ଜାତୀୟ ରାଜନୀତିର ନୂଆ ପରିଦୃଶ୍ୟ

March 10, 2026

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026

“ଏଲପିଜି ଉତ୍ପାଦନ ବୃଦ୍ଧି କର”: କମ୍ପାନୀଗୁଡିକୁ ନିର୍ଦ୍ଦେଶ ଦେଲେ  ସରକାର

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.