Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସବ୍ରିମାଳା ମାମଲାରେ ଜେଲ୍‌ ଗଲେ କେରଳ ବିଜେପି ପ୍ରାର୍ଥୀ
ଆଜିର ଖବର

ସବ୍ରିମାଳା ମାମଲାରେ ଜେଲ୍‌ ଗଲେ କେରଳ ବିଜେପି ପ୍ରାର୍ଥୀ

March 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
bjp candidate prakash babu arrested on sabaramala temple issue
bjp candidate prakash babu arrested on sabaramala temple issue

ସବ୍ରିମାଳା ମନ୍ଦିରରେ ପ୍ରବେଶରୁ ରୋକିବା ପାଇଁ ଜଣେ ମଧ୍ୟ ବୟସ୍କା ମହିଳାଙ୍କୁ ଆକ୍ରମଣ ଅଭିଯୋଗରେ କେରଳ ବିଜେପିର ଜନୈକ ଲୋକସଭା ପ୍ରାର୍ଥୀଙ୍କୁ କେରଳ ପୋଲିସ ଗିରଫ କରିଛି। କୋଝିକୋଡରୁ ବିଜେପିର ଲୋକସଭା ପ୍ରାର୍ଥୀ ଥିବା ପ୍ରକାଶ ବାବୁଙ୍କୁ ୧୪ ଦିନ ପାଇଁ ଗିରଫ କରି ନେଇଛି। ପଥନମ୍‌ଥିଟ୍ଟାର ପ୍ରଥମ ଶ୍ରେଣୀ ମାଜିଷ୍ଟ୍ରେଟ୍‌ କୋର୍ଟ ପ୍ରକାଶ ବାବୁଙ୍କୁ ରିମାଣ୍ଡରେ ନେବା ପାଇଁ ପୋଲିସକୁ ଆଦେଶ ଦେଇଥିଲେ। ୨୮ ସେପ୍ଟେମ୍ବରରେ ସୁପ୍ରିମ୍‌କୋର୍ଟ ମହିଳାଙ୍କ ପ୍ରବେଶ ଉପରେ ଥିବା କଟକଣାକୁ ହଟାଇବା ପରେ ଏହି ଆକ୍ରମଣ କରାଯାଇଥିଲା। ପୂବର୍ରୁ ଏହି ଆକ୍ରମଣ ପାଇଁ ପ୍ରକାଶ ବାବୁ କେରଳ ହାଇକୋର୍ଟରୁ ଆଗୁଆ ଜାମିନ ଆବେଦନ କରିଥିଲେ ମଧ୍ୟ ତାହା ଖାରଜ ହୋଇଥିଲା। ଏହି ମାମଲା ସହିତ ପୋଲିସ ପ୍ରକାଶଙ୍କ ଉପରେ ଆହୁରି ୭ଟି ମାମଲା ରୁଜୁ କରିଛି। ବାବୁଙ୍କ ଗିରଫଦାରୀ ଉପରେ ବିଜେପି ରାଜ୍ୟ ସଭାପତି ବିଏସ୍‌ ଶଶୀଧରନ୍‌ ପିଲାଇ କହିଛନ୍ତି ଆସନ୍ତା ଲୋକସଭା ନିର୍ବାଚନରେ ଦଳ ସବ୍ରିମାଳା ପ୍ରସଙ୍ଗକୁ ନେଇ ମଇଦାନକୁ ଓହ୍ଲାଇବ।

arrested thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026

ଆଜି ଅଗଷ୍ଟ 4 ତାରିଖ ମଙ୍ଗଳବାରରେ ଏହି 7ଟି ରାଶିର ବ୍ୟକ୍ତି ହେବେ ମାଲେମାଲ୍

August 4, 2026

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026

ବାଙ୍କିପୁର ସମେତ ଦୁଇ ଆସନରେ ପରାଜୟ ପରେ ଆସିଲା ବିଜେପିର ପ୍ରଥମ ପ୍ରତିକ୍ରିୟା

August 3, 2026
Latest News

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026

ଆଜି ଅଗଷ୍ଟ 4 ତାରିଖ ମଙ୍ଗଳବାରରେ ଏହି 7ଟି ରାଶିର ବ୍ୟକ୍ତି ହେବେ ମାଲେମାଲ୍

August 4, 2026

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ବାଙ୍କିପୁର ସମେତ ଦୁଇ ଆସନରେ ପରାଜୟ ପରେ ଆସିଲା ବିଜେପିର ପ୍ରଥମ ପ୍ରତିକ୍ରିୟା

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.