Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୩୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୩୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

December 14, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୩୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୮୯ ଜଣ ଚିହ୍ନଟ ହୋଇଥିବାବେଳେ ୧୪୩ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୪ ହଜାର ୮୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୧୯ ହଜାର ୬୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩ ହଜାର ୧୫୬ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୮୦୭ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୭ଟି ଜିଲ୍ଲାରୁ ମୋଟ୍‌ ୩୩୨ ଜଣ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡରୁ ସର୍ବାଧିକ ୫୧ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୩୫, ବାଲେଶ୍ୱର ଜିଲ୍ଲାରୁ ୧୧ ଜଣ, ବରଗଡ଼ ଜିଲ୍ଲାରୁ ୧୫ ଜଣ, ଭଦ୍ରକ ଜିଲ୍ଲାରୁ ୫ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ ଜଣ, କଟକରୁ ୨୭ ଜଣ, ଦେଓଗଡରୁ ୨ ଜଣ,  ଢେଙ୍କାନାଳ ଜିଲ୍ଲାରୁ ୧ ଜଣ, ଗଜପତି ଜିଲ୍ଲାରୁ ୨ ଜଣ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିହଂପୁର ଜିଲ୍ଲାରୁ ୭ ଜଣ, ଯାଜପୁର ଜିଲ୍ଲାରୁ ୯ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ,  କେନ୍ଦ୍ରାପଡା ଜିଲ୍ଲାରୁ ୮ ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୯ ଜଣ, କୋରାପୁଟ ଜିଲ୍ଲାରୁ ୩ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ ଜଣ, ନବରଙ୍ଗପୁରରୁ ୩ ଜଣ, ନୟାଗଡ଼ ଜିଲ୍ଲାରୁ ୨ ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ ଜଣ, ପୁରୀ ଜିଲ୍ଲାରୁ ୨୧ ଜଣ, ରାୟଗଡ଼ା ଜିଲ୍ଲାରୁ ୩ ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ ଜଣ, ସୋନପୁରରୁ ଜଣେ  ଏବଂ ଷ୍ଟେଟ ପୁଲ୍‌ରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଓଡିଶା କରୋନା ଅପଡେଟ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

February 4, 2026

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

February 4, 2026

କ୍ୟାନସର ରୋଗୀଙ୍କ ପାଇଁ ଖୁସି ଖବର, ଶିମିଳିପାଳ ଜଙ୍ଗଲରୁ ମିଳିଲା ରୋଗ ପ୍ରତିରୋଧୀ ଯୌଗିକ

February 4, 2026

କଠିନ ଇନ୍ଧନ ପରିଚାଳିତ ରାମଜେଟ୍ ପ୍ରଯୁକ୍ତିର ସଫଳ ପରୀକ୍ଷଣ

February 4, 2026
Latest News

‘ଆମ ନିଷ୍ପତ୍ତିରେ ଆମେରିକାର କ’ଣ ଅଧିକାର?’: ବାଣିଜ୍ୟ ଚୁକ୍ତି ଉପରେ ସଚିନ ପାଇଲଟ୍ ଙ୍କ ଟାର୍ଗେଟ

February 4, 2026

ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

February 4, 2026

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

February 4, 2026

କ୍ୟାନସର ରୋଗୀଙ୍କ ପାଇଁ ଖୁସି ଖବର, ଶିମିଳିପାଳ ଜଙ୍ଗଲରୁ ମିଳିଲା ରୋଗ ପ୍ରତିରୋଧୀ ଯୌଗିକ

February 4, 2026

କଠିନ ଇନ୍ଧନ ପରିଚାଳିତ ରାମଜେଟ୍ ପ୍ରଯୁକ୍ତିର ସଫଳ ପରୀକ୍ଷଣ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.