Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଟିକା ନେବା ପାଇଁ କୋ-ୱିନ ଆପ୍‌ ମାଧ୍ୟମରେ କରିପାରିବେ ପଞ୍ଜୀକରଣ: ୧୨ ପ୍ରକାରର ପରିଚୟପତ୍ର ଅପରିହାର୍ଯ୍ୟ
ଆଜିର ଖବର

କରୋନା ଟିକା ନେବା ପାଇଁ କୋ-ୱିନ ଆପ୍‌ ମାଧ୍ୟମରେ କରିପାରିବେ ପଞ୍ଜୀକରଣ: ୧୨ ପ୍ରକାରର ପରିଚୟପତ୍ର ଅପରିହାର୍ଯ୍ୟ

December 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଷ୍ଟ୍ରବ୍ୟାପୀ ଏଚପିଭି ଟିକାକରଣ ଅଭିଯାନ
ଆଜି ୧୪ ବର୍ଷର ବାଳିକାଙ୍କ ପାଇଁ ରାଷ୍ଟ୍ରବ୍ୟାପୀ ଏଚପିଭି ଟିକାକରଣ ଅଭିଯାନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: କରୋନା ଟିକା ପାଇଁ କେନ୍ଦ୍ର ସରକାର ପକ୍ଷରୁ ଗାଇଡଲାଇନ ଜାରି କରାଯାଇଛି। ଟିକା ନେବା ପାଇଁ କୋ-ୱିନ ଆପ୍‌ ମାଧ୍ୟମରେ ପଞ୍ଜୀକରଣ କରିବା ଆବଶ୍ୟକ ବୋଲି କୁହାଯାଇଛି। ପଞ୍ଜୀକରଣ ପାଇଁ ୧୨ ପ୍ରକାର ପରିଚୟପତ୍ର ଦେଖାଇବା ଜରୁରୀ। ଭୋଟର ପରିଚୟପତ୍ର, ଆଧାର କାର୍ଡ, ଡିଏଲ୍, ପାସପୋର୍ଟ, ପେନସନ ପରିଚୟ ପତ୍ର, ପାନ କାର୍ଡ ଇତ୍ୟାଦି ୧୨ ପ୍ରକାରର ପରିଚୟପତ୍ର ଅପରିହାର୍ଯ୍ୟ। ଟିକାକରଣ କେନ୍ଦ୍ରରେ ପଞ୍ଜୀକୃତ କରିଥିବା ବ୍ୟକ୍ତିଙ୍କୁ ଟିକା ମିଳିପାରିବ। ପ୍ରତି କେନ୍ଦ୍ରରେ ଦୈନିକ ଶହେରୁ ୨ଶହ ଲୋକଙ୍କୁ ଟିକା ଦିଆଯିବ। ଟିକା ନେଲା ପରେ ଜଣେ ବ୍ୟକ୍ତିଙ୍କୁ ୩୦ ମିନିଟ ପର୍ଯ୍ୟନ୍ତ ଅନୁଧ୍ୟାନରେ ରଖାଯିବ। ପ୍ରଥମ ପର୍ଯ୍ୟାୟରେ ୩୦ କୋଟି ଲୋକଙ୍କୁ ଟିକା ପ୍ରଦାନ କରାଯିବ। ଯେଉଁଥିରେ ୬୦ କୋଟି ଟିକା ଡୋଜ୍ ପାଇଁ ବ୍ୟବସ୍ଥା ହୋଇଛି।

Corona Vaccine କରୋନା ଟିକା କୋ-ୱିନ ଆପ୍ ପଞ୍ଜୀକରଣ
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତା ୮ ରୁ ପୁଣିଥରେ ରତ୍ନଭଣ୍ଡାର ଅଳଙ୍କାରର ଗଣତିମଣତି

April 6, 2026

ନୂତନ ଭାବେ ଗଠିତ ଦକ୍ଷିଣ ତଟ ରେଳପଥ ଜୋନ୍‌ ସମ୍ବନ୍ଧରେ ପ୍ରକୃତ ସ୍ଥିତି

April 6, 2026

ଓଡ଼ିଶାର ଶିକ୍ଷା କ୍ଷେତ୍ରରେ ରାଜ୍ୟ କ୍ୟାବିନେଟ୍‌ର ନିଷ୍ପତ୍ତିକୁ କେନ୍ଦ୍ର ମନ୍ତ୍ରୀଙ୍କ ସ୍ଵାଗତ

April 6, 2026

ବଙ୍ଗୋପସାଗର ଓ ପଶ୍ଚିମ ଏସିଆର ପରିସ୍ଥିତି ଉପରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର କଡ଼ା ନଜର

April 6, 2026
Latest News

ଆସନ୍ତା ୮ ରୁ ପୁଣିଥରେ ରତ୍ନଭଣ୍ଡାର ଅଳଙ୍କାରର ଗଣତିମଣତି

April 6, 2026

ନୂତନ ଭାବେ ଗଠିତ ଦକ୍ଷିଣ ତଟ ରେଳପଥ ଜୋନ୍‌ ସମ୍ବନ୍ଧରେ ପ୍ରକୃତ ସ୍ଥିତି

April 6, 2026

ଓଡ଼ିଶାର ଶିକ୍ଷା କ୍ଷେତ୍ରରେ ରାଜ୍ୟ କ୍ୟାବିନେଟ୍‌ର ନିଷ୍ପତ୍ତିକୁ କେନ୍ଦ୍ର ମନ୍ତ୍ରୀଙ୍କ ସ୍ଵାଗତ

April 6, 2026

ବଙ୍ଗୋପସାଗର ଓ ପଶ୍ଚିମ ଏସିଆର ପରିସ୍ଥିତି ଉପରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର କଡ଼ା ନଜର

April 6, 2026

ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ: ବିପୁଳ ପରିମାଣର ଗଞ୍ଜେଇ ସହ କାର୍ ଜବତ

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.