Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍ : ପାଞ୍ଚ ମାସରେ ସର୍ବନିମ୍ନ ସ୍ତରରେ କରୋନା ସଂକ୍ରମଣ
ଆଜିର ଖବର

କରୋନା ଅପଡେଟ୍ : ପାଞ୍ଚ ମାସରେ ସର୍ବନିମ୍ନ ସ୍ତରରେ କରୋନା ସଂକ୍ରମଣ

December 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ହାର ଖସିବାରେ ଲାଗିଛି।  ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୨ ହଜାର ୬୫ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ୩୫୪ ଜଣଙ୍କର ମୃତ୍ୟୁ ଘଟିଛି। ଏହା ସହିତ ବିଗତ ୫ ମାସ ମଧ୍ୟରେ କରୋନା ସଂକ୍ରମଣ ସର୍ବନିମ୍ନ ସ୍ତରରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ମିଳିଥିବା ସୂଚନା ଅନୁସାରେ ଭାରତରେ କରୋନାର ସର୍ବମୋଟ ମାମଲା ୯୯ ଲକ୍ଷ ୬ ହଜାର ୧୬୫ରେ ପହଞ୍ଚିଥିବାବେଳେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଏକ ଲକ୍ଷ ୪୩ ହଜାର ୭୦୯ରେ ପହଞ୍ଚିଛି ।

ସେହିପରି ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ହାର ହ୍ରାସ ପାଇବାରେ ଲାଗିଛି । ଦେଶରେ ଏବେସୁଦ୍ଧା ୩ ଲକ୍ଷ ୩୯ ହଜାର ୮୨୦ ସକ୍ରିୟ ଆକ୍ରାନ୍ତ ରହିଥିବାବେଳେ ୯୪ ଲକ୍ଷ ୨୨ ହଜାର ୬୩୬ ଜଣ ଲୋକ ସୁସ୍ଥ ହୋଇଛନ୍ତି। ବିଗତ ୨୪ ଘଣ୍ଟା ମଧ୍ୟରେ ମହାରାଷ୍ଟ୍ରରୁ ସର୍ବାଧିକ ୨୯୪୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କେରଳରୁ ୨୭୦୭ ଏବଂ ଛତିଶଗଡରୁରୁ ୧୬୧୫ ଜଣନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମହାରାଷ୍ଟ୍ର ଏବଂ ଦିଲ୍ଲୀରେ ସର୍ବାଧିକ ୬୦ ଜଣ ଆକ୍ରାନ୍ତଙ୍କର ପ୍ରାଣହାନି ଘଟିଛି। ୪୩ ମୃତ୍ୟୁ ସହିତ ପଶ୍ଚିମବଙ୍ଗ ତୃତୀୟ ସ୍ଥାନରେ ରହିଛି ।

ସମଗ୍ର ବିଶ୍ୱରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ କୋଟି ୨୮ ଲକ୍ଷ ୪୭ ହଜାର ୧ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୪ କୋଟି ୧୨ ଲକ୍ଷ ୫୭ ହଜାର ୫୮ ଜଣ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୯ ଲକ୍ଷ ୬୯ ହଜାର ୯୯ରେ ପହଞ୍ଚିଛି। ସମୁଦାୟ ମୃତ୍ୟୁ ସଂଖ୍ୟା ୧୬ ଲକ୍ଷ ୨୦ ହଜାର ୮୪୪ରେ ପହଞ୍ଚିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ତାଇୱାନ ନିକଟରେ ୩୪ଟି ଲଢ଼ୁଆ ବିମାନ ଏବଂ ୧୧ଟି ଯୁଦ୍ଧଜାହାଜ ମୁତୟନ: ଆକ୍ରମଣ କରିବ କି ଚୀନ୍?

January 16, 2026

କେବେ ନିର୍ବାଚିତ ହେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ?: ପ୍ରକାଶ ପାଇଲା ତାରିଖ, ବିଜ୍ଞପ୍ତି ଜାରି

January 16, 2026

ପୁଞ୍ଚ ଏବଂ ସାମ୍ବାରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍: ହାଇ ଆଲର୍ଟରେ ସୁରକ୍ଷା ବାହିନୀ

January 16, 2026

ପଠାଣି ସାମନ୍ତ ପ୍ଲାନେଟାରିୟମର ହେବ ଉନ୍ନତିକରଣ, ବୁଝାମଣା ପତ୍ର ସ୍ବାକ୍ଷରିତ

January 16, 2026
Latest News

ତାଇୱାନ ନିକଟରେ ୩୪ଟି ଲଢ଼ୁଆ ବିମାନ ଏବଂ ୧୧ଟି ଯୁଦ୍ଧଜାହାଜ ମୁତୟନ: ଆକ୍ରମଣ କରିବ କି ଚୀନ୍?

January 16, 2026

କେବେ ନିର୍ବାଚିତ ହେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ?: ପ୍ରକାଶ ପାଇଲା ତାରିଖ, ବିଜ୍ଞପ୍ତି ଜାରି

January 16, 2026

ପୁଞ୍ଚ ଏବଂ ସାମ୍ବାରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍: ହାଇ ଆଲର୍ଟରେ ସୁରକ୍ଷା ବାହିନୀ

January 16, 2026

ପଠାଣି ସାମନ୍ତ ପ୍ଲାନେଟାରିୟମର ହେବ ଉନ୍ନତିକରଣ, ବୁଝାମଣା ପତ୍ର ସ୍ବାକ୍ଷରିତ

January 16, 2026

Sisira Sarasa in Bhubaneswar: କିଣାକିଣି କରିବାରେ ଲୋକଙ୍କ ବଢୁଛି ଆଗ୍ରହ

January 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.