Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଦର୍ଶ ଗ୍ରାମ ହେବ ବିଳିପଡ଼ା: ପ୍ରସ୍ତୁତି ଆରମ୍ଭ କଲେ ବିଧାୟିକା ଲତିକା ପ୍ରଧାନ
ଆଜିର ଖବର

ଆଦର୍ଶ ଗ୍ରାମ ହେବ ବିଳିପଡ଼ା: ପ୍ରସ୍ତୁତି ଆରମ୍ଭ କଲେ ବିଧାୟିକା ଲତିକା ପ୍ରଧାନ

December 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପିଣ୍ଟୁ ବିଷୋୟୀ

ବେଗୁନିଆପଡା: ଗଂଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଳକ ଅନ୍ତର୍ଗତ ଫାଶୀ ପଞ୍ଚାୟତର ବିଲିପଡା ଗ୍ରାମକୁ ଆଦର୍ଶ ଗ୍ରାମ କରିବା ପାଇଁ ଆରମ୍ଭ ହୋଇ ଯାଇଛି ପ୍ରସ୍ତୁତି। ପ୍ରସ୍ତୁତି ଆରମ୍ଭ କଲେ ବିଧାୟିକା। ଆଜି କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନଙ୍କ ଉପସ୍ଥିତିରେ ବିଲିପଡା ଠାରେ ଏନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବେଗୁନିଆପଡ଼ା ବ୍ଳକ ଅଧ୍ୟକ୍ଷ ପ୍ରତିନିଧି ବିଜୟ କୁମାର ଦୋରା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ବେଦବର ପ୍ରଧାନ, ଫାଶୀ ସରପଞ୍ଚ ନବୀନ ଦଳେଇ, ବ୍ଲକ ସ୍ତରୀୟ ଅଧିକାରୀ ମାନେ ବିଲିପଡା ଗ୍ରାମକୁ ଯାଇ ଗ୍ରାମର ଆବଶ୍ୟକତାକୁ ଦୃଷ୍ଟିରେ ରଖି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି।

ପରିମଳ ବ୍ୟବସ୍ଥା, ଡ୍ରେନେଜ୍ ବ୍ୟବସ୍ଥା ସମେତ ବହୁ ମୌଳିକ ସୁବିଧା ଗୁଡିକ କିଭଳି ଭାବେ ତୁରନ୍ତ ଲାଗୁ କରାଯିବ ସେ ନେଇ ବିଭିନ୍ନ ବିଭାଗର ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ ବିଧାୟିକା। ଗ୍ରାମକୁ ଆଦର୍ଶ ଗ୍ରାମ କରିବା ପାଇଁ ସରକାରଙ୍କ ନିୟମ ଅନୁସାରେ ଯେଉଁ ସବୁ ପଦକ୍ଷେପ ନିଆଯିବ ସେ ନେଇ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା। ଆଦର୍ଶ ଗ୍ରାମ ହେବା ପର୍ଯ୍ୟନ୍ତ ଅନବରତ ଭାବେ ଏହି ଗ୍ରାମକୁ ଫୋକସ୍ ରେ ରଖାଯିବ ବୋଲି କହିଛନ୍ତି ବିଧାୟିକା ଲତିକା ପ୍ରଧାନ।

ଆଦର୍ଶ ଗ୍ରାମ ବେଗୁନିଆପଡ଼ା ବ୍ଳକ
Share. Facebook Twitter LinkedIn Email WhatsApp Copy Link

Related Posts

ଲର୍ଡସରେ ଇତିହାସ ରଚିବେ ରୋହିତ ଶର୍ମା: ଭାଙ୍ଗିପାରନ୍ତି ଏହି ଦୁଇଟି ରେକର୍ଡ

July 18, 2026

ନୟାଗଡ଼: ବାସସ୍ଥାନ ଯୋଜନାରୁ ବଞ୍ଚିତ ଦିନ ମଜୁରିଆଙ୍କ ପାଲ ତଳେ କଟୁଛି ଜୀବନ

July 18, 2026

ସୋନମ ୱାଙ୍ଗଚୁକଙ୍କୁ ହଟାଇବା ପରେ ଆମରଣ ଅନଶନରେ ବସିଲେ ଅଭିଜିତ ଦୀପକେ

July 18, 2026

କିଡନୀ ଖରାପ ହେଲେ ଦେଖାଯାଏ ଏହି ଲକ୍ଷଣ: ଆଦୌ କରନ୍ତୁ ନାହିଁ ଅଣଦେଖା

July 18, 2026
Latest News

ଜନ୍ତର ମନ୍ତରରେ ଉତ୍ତେଜନା: ଅଭିଜିତ ଦୀପକେଙ୍କ ଉପରକୁ କାଳି ଫିଙ୍ଗିଲେ ମହିଳା

July 18, 2026

ସୋନମ ୱାଙ୍ଗଚୁକଙ୍କ ସମ୍ପର୍କରେ ସରକାର ଏବଂ ସିଜେପି କୁ ସମାଲୋଚନା କଲେ ପ୍ରିୟଙ୍କା ଚତୁର୍ବେଦୀ

July 18, 2026

ଲର୍ଡସରେ ଇତିହାସ ରଚିବେ ରୋହିତ ଶର୍ମା: ଭାଙ୍ଗିପାରନ୍ତି ଏହି ଦୁଇଟି ରେକର୍ଡ

July 18, 2026

ଇତିହାସ ରଚିଲା ଭାରତ: ଶ୍ରୀହରିକୋଟାରୁ ଉତକ୍ଷେପଣ କଳା ପ୍ରଥମ ଘରୋଇ ରକେଟ୍

July 18, 2026

ରୁଷୀୟ ତୈଳ କ୍ରୟ ଉପରେ ୧୦୦% ଶୁଳ୍କ ଲାଗୁ କରିବ ଆମେରିକା?: ଜାଣନ୍ତୁ ଭାରତର ଜବାବ

July 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.