Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୩୦୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୩୦୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

December 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୩୦୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୭୪ ଜଣ ଚିହ୍ନଟ ହୋଇଥିବାବେଳେ ୧୨୬ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୪ହଜାର ୩୮୯କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୧୯ହଜାର ୪୫୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩ ହଜାର ୬୩ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୮୧୫ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୬ଟି ଜିଲ୍ଲାରୁ ମୋଟ୍‌ ୩୦୦ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ସର୍ବାଧିକ ୪୪ ଜଣ ଚିହ୍ନଟ ହୋଇଥିବାବେଳେ ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ବରଗଡ଼ ଜିଲ୍ଲାରୁ ୧୧ ଜଣ, ଭଦ୍ରକ ଜିଲ୍ଲାରୁ ୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୨ ଜଣ, କଟକରୁ ୨୦ଜଣ, ଦେଓଗଡରୁ ୧ ଜଣ,  ଢେଙ୍କାନାଳ ଜିଲ୍ଲାରୁ ୩ ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିହଂପୁର ଜିଲ୍ଲାରୁ ୧୧ ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୬ ଜଣ, କୋରାପୁଟ ଜିଲ୍ଲାରୁ ୪ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ ଜିଲ୍ଲାରୁ ୧ ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ ଜଣ, ପୁରୀ ଜିଲ୍ଲାରୁ ୧୯ଜଣ, ରାୟଗଡ଼ା ଜିଲ୍ଲାରୁ ୧ ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ୧ ଜଣ, ସୁନ୍ଦର ଗଡରୁ ୩୪ ଜଣ  ଏବଂ ଷ୍ଟେଟ ପୁଲ୍‌ରୁ ୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଆମେରିକାରେ ଭାରତୀୟ ଛାତ୍ରଙ୍କୁ ଗୁଳି କରି ହତ୍ୟା, ମୃତଦେହ ଭାରତ ଆଣିବାକୁ ଦାବୀ

October 5, 2025

ସମ୍ବାଦ ସ୍ୱନକ୍ଷତ୍ର ଦିବସରେ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ଏମିତି କାହିଁକି କହିଲେ…

October 5, 2025

ଆଜି ଅକ୍ଟୋବର 5 ତାରିଖ ରବିବାରରେ ଏହି ରାଶିଗୁଡିକର ଭାଗ୍ୟଚକ୍ର ବଦଳି ଗଲା

October 5, 2025

ବାଲୁଗାଁ ଚିଲିକା କୂଳରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର

October 4, 2025
Latest News

ବାଲୁଗାଁ କଲେଜ ଦ୍ବାରା ଆୟୋଜିତ ପୂଜା ସ୍ୱତନ୍ତ୍ର ଶିବିର ଉଦଯାପିତ

October 5, 2025

ଟାଙ୍ଗୀ ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ଉତ୍ସବରେ ଯୋଗ ଦେଲେ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

October 5, 2025

ଆମେରିକାରେ ଭାରତୀୟ ଛାତ୍ରଙ୍କୁ ଗୁଳି କରି ହତ୍ୟା, ମୃତଦେହ ଭାରତ ଆଣିବାକୁ ଦାବୀ

October 5, 2025

ସମ୍ବାଦ ସ୍ୱନକ୍ଷତ୍ର ଦିବସରେ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ଏମିତି କାହିଁକି କହିଲେ…

October 5, 2025

କୌଶଳ ଦୀକ୍ଷାନ୍ତ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ୬୨୦୦୦ କୋଟି ଟଙ୍କାରୁ ଅଧିକ ଯୁବ-କୈନ୍ଦ୍ରିକ ପଦକ୍ଷେପ ଆରମ୍ଭ

October 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.