Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟ୍ରାଫିକ୍‌ ନିୟମ କଡାକଡି : ଡବଲ୍‌ ହେଲମେଟ୍‌ ପାଇଁ ଚେକିଂ ଆରମ୍ଭ, ଏକ୍ସଟ୍ରା ହେଲ୍‌ମେଟ୍‌ ନଥିଲେ ଲିଫ୍ଟ୍‌ ବି ମିଳିବନି
ଆଜିର ଖବର

ଟ୍ରାଫିକ୍‌ ନିୟମ କଡାକଡି : ଡବଲ୍‌ ହେଲମେଟ୍‌ ପାଇଁ ଚେକିଂ ଆରମ୍ଭ, ଏକ୍ସଟ୍ରା ହେଲ୍‌ମେଟ୍‌ ନଥିଲେ ଲିଫ୍ଟ୍‌ ବି ମିଳିବନି

December 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜଧାନୀରେ ଏଣିକି ଟ୍ରାଫିକ୍‌ ନିୟମ ଆହୁରି କଡାକଡି ହେବ । ଦୁଇ ଚକିଆ ଯାନ ପାଇଁ ଡବଲ୍‌ ହେଲମେଟ୍‌କୁ ବାଧ୍ୟତାମୂଳକ କରାଯାଇଛି । ସେହିପରି ଏକ୍ସଟ୍ରା ହେଲମେଟ୍‌ ନଥିଲେ ଲିଫ୍ଟ୍‌ ମାଗୁଥିବା ଲୋକଙ୍କୁ ଲିଫ୍ଟ୍‌  ଦିଆଯିବନି । ଏଭଳି କ୍ଷେତ୍ରରେ ଗାଡି ଚାଳକର ଲାଇସେନ୍ସ ବାତିଲ୍‌ ହେବ ବୋଲି ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ।

ଜାନୁଆରୀ ପହିଲାରୁ ଟ୍ରାଫିକ୍‌ ନିୟମ କଡାକଡି ହେବ ବୋଲି ସୂଚନା ରହିଛି । । ଏହି ନୂଆ ନିୟମ ଯାତ୍ରୀଙ୍କ ସୁରକ୍ଷା ଦୃଷ୍ଟି ନିଆଯାଉଥିବା କୁହାଯାଉଛି । ପୂର୍ବରୁ ମୋଟର ସାଇକେଲ ଚଳାଉଥିବା ଚାଳକ ହିଁ ହେଲମେଟ୍ ପିନ୍ଧିବା ବାଧ୍ୟତାମୂଳକ ଥିଲା । ତେବେ ଜାନୁଆରୀ ମହିଲାରୁ ଉଭୟ ଚାଳକ ଏବଂ ସହଯାତ୍ରୀଙ୍କୁ ହେଲମେଟ୍ ପିନ୍ଧିବାକୁ ପଡ଼ିବ ।

Share. Facebook Twitter LinkedIn Email WhatsApp Copy Link

Related Posts

ନିର୍ମାଣାଧୀନ ପୋଲ ତଳକୁ ଖସି ୨ ଯୁବକଙ୍କ ମୃତ୍ୟୁ

June 15, 2026

ହର୍ମୁଜ୍‌ରୁ ହଟିବ ଅବରୋଧ!, ଆମେରିକା–ଇରାନ ଶାନ୍ତି ଚୁକ୍ତି ଘୋଷଣା କଲେ ଟ୍ରମ୍ପ

June 15, 2026

କାଠଫାଳିଆରେ ପିଟି ବାପାଙ୍କୁ ହତ୍ୟା

June 15, 2026

ଆୟୁଷ ମନ୍ତ୍ରଣାଳୟର ଐତିହାସିକ ସଫଳତା: ୟୁଟ୍ୟୁବ୍ ଲାଇଭ୍ ଯୋଗ ପ୍ରସାରଣରେ ଗିନିଜ୍ ବିଶ୍ୱ ରେକର୍ଡ

June 15, 2026
Latest News

ନିର୍ମାଣାଧୀନ ପୋଲ ତଳକୁ ଖସି ୨ ଯୁବକଙ୍କ ମୃତ୍ୟୁ

June 15, 2026

ହର୍ମୁଜ୍‌ରୁ ହଟିବ ଅବରୋଧ!, ଆମେରିକା–ଇରାନ ଶାନ୍ତି ଚୁକ୍ତି ଘୋଷଣା କଲେ ଟ୍ରମ୍ପ

June 15, 2026

କାଠଫାଳିଆରେ ପିଟି ବାପାଙ୍କୁ ହତ୍ୟା

June 15, 2026

ସଡ଼କ ସଂଯୋଗର ନୂଆ ଯୁଗ: ବିକଶିତ ଭାରତ ସ୍ୱପ୍ନକୁ ଶକ୍ତି ଯୋଗାଉଛି ରାଜପଥ ପରିବର୍ତ୍ତନ

June 15, 2026

ଆୟୁଷ ମନ୍ତ୍ରଣାଳୟର ଐତିହାସିକ ସଫଳତା: ୟୁଟ୍ୟୁବ୍ ଲାଇଭ୍ ଯୋଗ ପ୍ରସାରଣରେ ଗିନିଜ୍ ବିଶ୍ୱ ରେକର୍ଡ

June 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.