Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟିକାକରଣ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି : ଜାଣନ୍ତୁ କିପରି ରହିଛି
ଆଜିର ଖବର

ଟିକାକରଣ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି : ଜାଣନ୍ତୁ କିପରି ରହିଛି

December 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ କରୋନା ଟିକାକରଣ ନେଇ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି।  ଟିକାକରଣର ପ୍ରଥମ ପର୍ଯ୍ୟାୟରେ ତିନି ଲକ୍ଷ 20 ହଜାର ଲୋକଙ୍କୁ ଟିକା ଦିଆଯିବ। ଟିକାକରଣ ପାଇଁ 29,, 276 ଟିକାକରଣ ସ୍ଥାନ ଚିହ୍ନଟ ହୋଇଛି। ଏହାସହିତ 8276 ଟିକାକର୍ମୀ ଏଥିପାଇଁ ନିୟୋଜିତ ହେବେ ବୋଲି ସେ କହିଛନ୍ତି। ସମସ୍ତଙ୍କ ଡାଟା ଅପଲୋଡ଼ ସରିଛି। ଟିକା ସଂରକ୍ଷଣ ପାଇଁ 1222 କୋଲ୍ଡ ଚେନ ରହିଛି । ଟୀକା ନେବା ଆଣିବା ପାଇଁ 1796 ଆଇଏଲଆର, 1771 ଫ୍ରିଜର ରହିଛି। ଗୋଟିଏ ରାଜ୍ୟସ୍ତରୀୟ ଟୀକାକରଣ ଷ୍ଟୋର ଥିବା ବେଳେ 9 ଟି ଆଞ୍ଚଳିକ ଓ 32 ଟି ଜିଲ୍ଲା ସ୍ତରୀୟ ଟିକା ଷ୍ଟୋର ରହିଛି। ପ୍ରତି ଟିକାକରଣ କେନ୍ଦ୍ରରେ 5 ଜଣଙ୍କୁ ନିୟୋଜିତ କରାଯିବ। ଟିକାକରଣ ସରିବା ପରେ 30 ମିନିଟ ନିରୀକ୍ଷଣରେ ରଖାଯିବ। ଟୀକାକରଣ ପରେ ସାର୍ଟିଫିକେଟ ଦିଆଯିବ ବୋଲି କୋଭିଡ଼ ଭାକ୍ସିନ୍‌ ଇନ୍‌ଚାର୍ଜ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି।

ଟୀକାକରଣ ରାଜ୍ୟ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026
Latest News

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026

ଷ୍ଟ୍ରୋକ୍ ସଚେତନତା ଅଭିଯାନ – ଆଇଏଫଆଇ ଫାଉଣ୍ଡେସନକୁ ଅନ୍ତର୍ଜାତୀୟ ସମ୍ମାନ

May 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.