Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୪୦୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୪୦୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

December 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୪୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୩୬ ଜଣ ଚିହ୍ନଟ ହୋଇଥିବାବେଳେ ୧୭୧ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୪ହଜାର ୭୯୬କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୧୯ହଜାର ୮୫୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩ ହଜାର ୭୩ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୮୧୫ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୬ଟି ଜିଲ୍ଲାରୁ ମୋଟ୍‌ ୩୩୫ ଜଣ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡରୁ ସର୍ବାଧିକ ୬୨ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳ ଜିଲ୍ଲାରୁ ୬୦ଜଣ, ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ବରଗଡ଼ ଜିଲ୍ଲାରୁ ୧୭ ଜଣ, ଭଦ୍ରକ ଜିଲ୍ଲାରୁ ୪ ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୦ ଜଣ, ବୌଦ୍ଧରୁ ୧ଜଣ, କଟକରୁ ୨୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ ଜଣ, ଗଜପତିରୁ ୬ ଜଣ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଜଗତସିହଂପୁର ଜିଲ୍ଲାରୁ ୬ ଜଣ, ଯାଜପୁର ଜିଲ୍ଲାରୁ ୮ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲା ରୁ ୧ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ ୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୬ ଜଣ, କୋରାପୁଟ ଜିଲ୍ଲା ରୁ ୭ ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୪ ଜଣ, ନୟାଗଡ଼ ଜିଲ୍ଲାରୁ 2 ଜଣ, ନୂଆପଡ଼ା ଜିଲ୍ଲାରୁ 8 ଜଣ, ପୁରୀ ଜିଲ୍ଲାରୁ ୧୮ଜଣ,  ସମ୍ବଲପୁର ଜିଲ୍ଲାରୁ ୨୬ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୧୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ନିର୍ମାଣାଧୀନ ପୋଲ ତଳକୁ ଖସି ୨ ଯୁବକଙ୍କ ମୃତ୍ୟୁ

June 15, 2026

ହର୍ମୁଜ୍‌ରୁ ହଟିବ ଅବରୋଧ!, ଆମେରିକା–ଇରାନ ଶାନ୍ତି ଚୁକ୍ତି ଘୋଷଣା କଲେ ଟ୍ରମ୍ପ

June 15, 2026

କାଠଫାଳିଆରେ ପିଟି ବାପାଙ୍କୁ ହତ୍ୟା

June 15, 2026

ଆୟୁଷ ମନ୍ତ୍ରଣାଳୟର ଐତିହାସିକ ସଫଳତା: ୟୁଟ୍ୟୁବ୍ ଲାଇଭ୍ ଯୋଗ ପ୍ରସାରଣରେ ଗିନିଜ୍ ବିଶ୍ୱ ରେକର୍ଡ

June 15, 2026
Latest News

ନିର୍ମାଣାଧୀନ ପୋଲ ତଳକୁ ଖସି ୨ ଯୁବକଙ୍କ ମୃତ୍ୟୁ

June 15, 2026

ହର୍ମୁଜ୍‌ରୁ ହଟିବ ଅବରୋଧ!, ଆମେରିକା–ଇରାନ ଶାନ୍ତି ଚୁକ୍ତି ଘୋଷଣା କଲେ ଟ୍ରମ୍ପ

June 15, 2026

କାଠଫାଳିଆରେ ପିଟି ବାପାଙ୍କୁ ହତ୍ୟା

June 15, 2026

ସଡ଼କ ସଂଯୋଗର ନୂଆ ଯୁଗ: ବିକଶିତ ଭାରତ ସ୍ୱପ୍ନକୁ ଶକ୍ତି ଯୋଗାଉଛି ରାଜପଥ ପରିବର୍ତ୍ତନ

June 15, 2026

ଆୟୁଷ ମନ୍ତ୍ରଣାଳୟର ଐତିହାସିକ ସଫଳତା: ୟୁଟ୍ୟୁବ୍ ଲାଇଭ୍ ଯୋଗ ପ୍ରସାରଣରେ ଗିନିଜ୍ ବିଶ୍ୱ ରେକର୍ଡ

June 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.