Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୫୮ ଜଣ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୫୮ ଜଣ କରୋନା ଆକ୍ରାନ୍ତ

December 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ରାଜ୍ୟରୁ ୩୫୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୪୩, ସୁନ୍ଦରଗଡରୁ ୩୬, ଅନୁଗୁଳରୁ ୨୯, କଟକରୁ ୨୬, ମୟୂରଭଞ୍ଜରୁ ୨୩, ବରଗଡରୁ ୧୯, ଭଦ୍ରକରୁ ୧୯, ବଲାଙ୍ଗିରିରୁ ୧୯, ପୁରୀରୁ ୧୮, ନୂଆପଡାରୁ ୧୬, ବାଲେଶ୍ବରରୁ ୧୫, କେନ୍ଦୁଝରରୁ ୧୩, ଝାରସୁଗୁଡାରୁ ୯, ଜଗତସିଂହପୁରରୁ ୮, ଯାଜପୁରରୁ ୭, କଳାହାଣ୍ଡିରୁ ୬, କେନ୍ଦ୍ରାପଡାରୁ ୬, ଗଞ୍ଜାମରୁ ୫, ନବରଙ୍ଗପୁରରୁ ୫, ମାଲକାନଗିରିରୁ ୪, ଦେବଗଡ଼ରୁ ୩, ଢେଙ୍କାନାଳରୁ ୨, ଗଜପତିରୁ ୨, କୋରାପୁଟରୁ ୨, ନୟାଗଡରୁ ୧, ରାୟଗଡାରୁ ୧ ଓ ଷ୍ଟେଟପୁଲରୁ ୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୦ ହଜାର ୨୦୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୪ ହଜାର ୭୯୬ କୁ ବୃଦ୍ଧି ହୋଇଛି। ତେବେ ୨୭୧୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୧୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

 

covid patient Odisha recoverd କରୋନା ଅପଡେଟ
Share. Facebook Twitter LinkedIn Email WhatsApp Copy Link

Related Posts

CII Odisha Chapter: ଓଡିଶାରେ ଅନୁଷ୍ଠିତ ହେବ ସିଆଇଆଇ ପୂର୍ବାଞ୍ଚଳ ପରିଷଦ ସମ୍ମିଳନୀ

May 23, 2026

କୋଲକାତାରେ ପହଞ୍ଚିଲେ ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବେ, ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

May 23, 2026

ପୋଲିସ SI ସ୍କାମ : ୧୭ ଜଣଙ୍କ ଜାମିନ ଖାରଜ

May 23, 2026

ଭାଇଭଉଣୀଙ୍କୁ ହାଣିଲା ଯୁବକ

May 23, 2026
Latest News

CII Odisha Chapter: ଓଡିଶାରେ ଅନୁଷ୍ଠିତ ହେବ ସିଆଇଆଇ ପୂର୍ବାଞ୍ଚଳ ପରିଷଦ ସମ୍ମିଳନୀ

May 23, 2026

କୋଲକାତାରେ ପହଞ୍ଚିଲେ ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବେ, ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

May 23, 2026

ପୋଲିସ SI ସ୍କାମ : ୧୭ ଜଣଙ୍କ ଜାମିନ ଖାରଜ

May 23, 2026

ଭାଇଭଉଣୀଙ୍କୁ ହାଣିଲା ଯୁବକ

May 23, 2026

ଆଜି ମେ ୨୩ ତାରିଖ ଶନିବାରରେ ନଅଟି ରାଶି ପାଇଁ ରହିଛି ଭଲ ଦିନ, ଖୁସିରେ ରହିବେ

May 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.