Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସର୍ବଣା ଭବନ ହତ୍ୟା ମାମଲା : ମୁଖ୍ୟ ଅଭିଯୁକ୍ତଙ୍କ ଦଣ୍ଡାଦେଶ କାଏମ ରଖିଲେ ସୁପ୍ରିମ୍‌କୋର୍ଟ
ଆଜିର ଖବର

ସର୍ବଣା ଭବନ ହତ୍ୟା ମାମଲା : ମୁଖ୍ୟ ଅଭିଯୁକ୍ତଙ୍କ ଦଣ୍ଡାଦେଶ କାଏମ ରଖିଲେ ସୁପ୍ରିମ୍‌କୋର୍ଟ

March 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
savarna bhawan murder case
savarna bhawan murder case

ଶୁକ୍ରବାର ସୁପ୍ରିମ୍‌କୋର୍ଟ ଚେନ୍ନାଇର ସର୍ବଣା ଭବନ ହତ୍ୟା ମାମଲାର ଦଣ୍ଡାଦେଶ କାଏମ ରଖିଛନ୍ତି । ମାଡ୍ରାସ ହାଇକୋର୍ଟ ସର୍ବଣା ଭବନ ମାଲିକ ପି. ରାଜଗୋପାଳଙ୍କୁ ନିଜର ଜନୈକ କର୍ମଚାରୀ ପ୍ରିନ୍ସ ଶାନ୍ତାକୁମାରଙ୍କ ହତ୍ୟା ଅଭିଯୋଗରେ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ । ଜଷ୍ଟିସ୍‌ ଏନ୍‌ ଭି ରମନାଙ୍କ ନେତୃତ୍ବରେ ଗଠିତ ଖଣ୍ଡପୀଠ ରାଜଗୋପାଳଙ୍କୁ ଜୁଲାଇ ୭ ପୂର୍ବରୁ ଆତ୍ମସମର୍ପଣ କରିବାକୁ  ନିର୍ଦ୍ଦେଶ ଦେଇଛନ୍ତି ।  ଏହି ଘଟଣା ପାଇଁ ରାଜଗୋପାଳଙ୍କୁ୨୦୦୯ରେ ସ୍ବାସ୍ଥ୍ୟଗତ କାରଣ ନେଇ ଜାମିନରେ ଛାଡିଥିଲେ । ସେହିପରି ଘଟଣାର ଅନ୍ୟ ଅଭିଯୁକ୍ତ ଡାନିଏଲ କର୍ମେଗାମ୍, ଜାକିର ହୁସେନ୍‌, କାଶୀ ବିଶ୍ବନାଥ ଏବଂ ପଟ୍ଟୁ ରାଜନଙ୍କୁ ମଧ୍ୟ ୨୦୦୯ରେ ଜାମିନ ମିଳିଥିଲା । ସର୍ବଣା ଭବନର ମାଲିକ ରାଜଗୋପାଳ ଜନୈକ କର୍ମଚାରୀ ରାମାସ୍ବାମୀଙ୍କ ଝିଅ ଜୀବା ଜ୍ୟୋତିଙ୍କୁ ବିବାହ କରିବାକୁ ଚାହିଁଥିଲେ । ମାତ୍ର ସେ ଶାନ୍ତାକୁମାରଙ୍କୁ ବିବାହ କରିବା ପରେ ପ୍ରତିଶୋଧ ପରାୟଣ ହୋଇ ରାଜଗୋପାଳ ଶାନ୍ତାକୁମାରଙ୍କୁ ହତ୍ୟା କରିଥିଲେ । ଏହି ମାମଲାରେ ସମସ୍ତ ୫ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଛି ।

murdercase savarnabhawan supremecourt thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ବଡବାହାଳ ଉଚ୍ଚ ପ୍ରାଥମିକ ସ୍କୁଲର ମୁଖ୍ୟ ଗେଟ୍ ରେ ତାଲା: ଧାରଣାରେ ସ୍କୁଲ କମିଟି ଓ ଗ୍ରାମବାସୀ

August 4, 2025

କାରରୁ ମିଳିଲା ଦକ୍ଷିଣ କୋରିଆର ଅଭିନେତା ସୋଙ୍ଗ ୟଙ୍ଗ-କ୍ୟୁଙ୍କ ମୃତଦେହ: କାରଣ ଅସ୍ପଷ୍ଟ

August 4, 2025

ଭାରତର ନେତୃତ୍ୱରେ ସାର୍କ ଅଞ୍ଚଳରେ ଗୁରୁତ୍ୱପୂର୍ଣ୍ଣ ମତ୍ସ୍ୟଚାଷ ପ୍ରକଳ୍ପ: ଓଡ଼ିଆ ବୈଜ୍ଞାନିକଙ୍କ ଅଗ୍ରଣୀ ଭୂମିକା

August 4, 2025

ଚୂଡାନ୍ତ ରାଉଣ୍ଡ ନାମଲେଖା ପାଇଁ ଆଇଆଇଏମସି ପକ୍ଷରୁ ଆବେଦନ ଆହ୍ବାନ

August 4, 2025
Latest News

ବଡବାହାଳ ଉଚ୍ଚ ପ୍ରାଥମିକ ସ୍କୁଲର ମୁଖ୍ୟ ଗେଟ୍ ରେ ତାଲା: ଧାରଣାରେ ସ୍କୁଲ କମିଟି ଓ ଗ୍ରାମବାସୀ

August 4, 2025

କାରରୁ ମିଳିଲା ଦକ୍ଷିଣ କୋରିଆର ଅଭିନେତା ସୋଙ୍ଗ ୟଙ୍ଗ-କ୍ୟୁଙ୍କ ମୃତଦେହ: କାରଣ ଅସ୍ପଷ୍ଟ

August 4, 2025

ଭାରତର ନେତୃତ୍ୱରେ ସାର୍କ ଅଞ୍ଚଳରେ ଗୁରୁତ୍ୱପୂର୍ଣ୍ଣ ମତ୍ସ୍ୟଚାଷ ପ୍ରକଳ୍ପ: ଓଡ଼ିଆ ବୈଜ୍ଞାନିକଙ୍କ ଅଗ୍ରଣୀ ଭୂମିକା

August 4, 2025

ଚୂଡାନ୍ତ ରାଉଣ୍ଡ ନାମଲେଖା ପାଇଁ ଆଇଆଇଏମସି ପକ୍ଷରୁ ଆବେଦନ ଆହ୍ବାନ

August 4, 2025

ଇଂଲଣ୍ଡ ମୁହଁରୁ ବିଜୟ ଛଡାଇ ଆଣିଲା ଭାରତ: ସିରିଜ୍ ୨-୨ ରେ ବରାବର

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.