Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌ : ଗତ 24 ଘଣ୍ଟାରେ 24 ହଜାର10ଜଣ ନୂତନ ଆକ୍ରାନ୍ତ ଚିହ୍ନଟ, 355 ମୃତ
ଆଜିର ଖବର

କରୋନା ଅପଡେଟ୍‌ : ଗତ 24 ଘଣ୍ଟାରେ 24 ହଜାର10ଜଣ ନୂତନ ଆକ୍ରାନ୍ତ ଚିହ୍ନଟ, 355 ମୃତ

December 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଭାରତରେ ଲଗାତାର ଚତୁର୍ଥ ଦିନ ପାଇଁ 30 ହଜାରରୁ କମ୍‌ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ 24 ଘଣ୍ଟା ମଧ୍ୟରେ 24 ହଜାର 010ଜଣ ନୂତନ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ 355ଜଣଙ୍କର ମୃତ୍ୟୁ ହୋଇଛି । ଲଗାତାର 18 ଦିନ ଧରି ଦେଶରେ 40 ହଜାରରୁ କମ୍‌ ସଂଖ୍ୟକ ପଜିଟିଭ୍‌ ଚିହ୍ନଟ ହେଉଛନ୍ତି । ତେବେ ଏହି ଦଶ ଦିନ ମଧ୍ୟରେ ପଞ୍ଚମ ଥର ପାଇଁ ଦେଶରେ 30 ହଜାରରୁ କମ୍‌ ମାମଲା ଚିହ୍ନଟ ହୋଇଛି ।

ସ୍ବାସ୍ଥ୍ୟମନ୍ତ୍ରାଳୟ ତରଫରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ସର୍ବମୋଟ କରୋନା ମାମଲା 99ଲକ୍ଷ 56 ହଜାର ହୋଇଛି । ସେହିପରି କରୋନା ଜନିତ ମୃତ୍ୟୁ ସଂଖ୍ୟା 1 ଲକ୍ଷ 44 ହଜାର 451ରେ ପହଞ୍ଚିଛି । ମୋଟ୍‌ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 3 ଲକ୍ଷ 22 ହଜାର ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି 94 ଲକ୍ଷ 89 ହଜାର ।

ଆଇସିଏମ୍‌ଆରର ସୂଚନା ମୁତାବକ ଦେଶରେ ମୋଟ୍‌ 15 କୋଟି 78 ଲକ୍ଷ କରୋନା ସାମ୍ପଲ୍‌ ଟେଷ୍ଟ ହୋଇଛି । ଦେଶରେ 26ଟି ରାଜ୍ୟର ଓ କେନ୍ଦ୍ର ଶାସିତ ପ୍ରଦେଶରେ ମୋଟ୍‌ ଆକ୍ଟିଭ୍‌ କେସ୍‌ 20,000ରୁ କମ୍‌ ରହିଥିବାବେଳେ 9ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ 20,000ରୁ ଉର୍ଦ୍ଧ୍ବ କରୋନା ମାମଲା ରହିଛି ।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

୮୪,୦୮୪ କୋଟିର ବ୍ୟୟ ଅଟକଳ ସହ ‘ସମୁଦ୍ର ମନ୍ଥନ’ କୁ କ୍ୟାବିନେଟ ମଞ୍ଜୁରି

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026
Latest News

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026

୮୪,୦୮୪ କୋଟିର ବ୍ୟୟ ଅଟକଳ ସହ ‘ସମୁଦ୍ର ମନ୍ଥନ’ କୁ କ୍ୟାବିନେଟ ମଞ୍ଜୁରି

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.