Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାହାଘରରେ ମଦ ନ ଦେବାରୁ ବରକୁ ଛୁରୀ ଭୁସି ହତ୍ୟା
ଆଜିର ଖବର

ବାହାଘରରେ ମଦ ନ ଦେବାରୁ ବରକୁ ଛୁରୀ ଭୁସି ହତ୍ୟା

December 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଲିଗଡ : ନିଜ ବାହାଘରରେ ବନ୍ଧୁମାନଙ୍କୁ ମଦ ନ ଦେବା ବେଶ୍‌ ମହଙ୍ଗା ପଡିଲା ବରକୁ । ଉତ୍ତରମପ୍ରଦେଶର ଆଲିଗଡଠାରେ ଏକ ବିବାହ ଉତ୍ସବରେ ବର ନିଜ ବନ୍ଧୁମାନଙ୍କୁ ମଦ ଦେଇନଥିବାରୁ ବରର ସାଙ୍ଗମାନେ ଛରୁୀ ଭୁସି ହତ୍ୟା କରିଛନ୍ତି ।  ଏହି ଘଟଣାଟି ପାଲିମୁକିମପୁର ଗ୍ରାମରେ ଘଟିଥିବାର ସୂଚନା ରହିଛି । ଏଠାରେ 28 ବର୍ଷୀୟ ବବୁଲ୍‌ ନିଜ ବାହାଘର ଉତ୍ସବରେ ମଦ ପିଇବାକୁ ମନା କରିବାରୁ ଏପରି କାଣ୍ଡ ଘଟିଥିଲା । ତେବେ ପୋଲିସ୍‌ ଏହି ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି। ବରର ସାଙ୍ଗମାନେ ପୂର୍ବରୁ ନିଶାରେ ଥିବାବେଳେ ଆହୁରି ମଦ ପିଇବା ପାଇଁ ମାଗିଥିଲେ ବର ଜଣକ ଏଥିରେ ଅସହମତି ଜଣାଇବାରୁ ଏହି କଥାକୁ ନେଇ ବର ଓ ସାଙ୍ଗ ମଧ୍ୟରେ ବିବାଦ ସୃଷ୍ଟି ହୋଇଥିଲା । ଏହି ଘଟଣାରର ବରର ଜଣେ ସାଙ୍ଗ ଏତେ ରାଗି ଯାଇଥିଲା ଯେ, ଛୁରୀ ଭୁସି ଦେଇଥିଲେ । ଏହି ଘଟଣା ପରେ ପରିବାର ଲୋକେ ବରକୁ ହସ୍ପିଟାଲ ନେଇଥିଲେ । ମାତ୍ର ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷିତ କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026
Latest News

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.