Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୩୫୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୩୫୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

December 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୩୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୦୩ ଜଣ ଚିହ୍ନଟ ହୋଇଥିବାବେଳେ ୧୪୮ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୫ହଜାର ୧୪୭କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୦ହଜାର ୨୦୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩ ହଜାର ୬୧ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୮୨୦ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୭ଟି ଜିଲ୍ଲାରୁ ମୋଟ୍‌ ୩୫୧ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୫୨ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳ ଜିଲ୍ଲାରୁ ୪୧ଜଣ, ବାଲେଶ୍ୱର ଜିଲ୍ଲାରୁ ୧୭ଜଣ, ବରଗଡ଼ ଜିଲ୍ଲାରୁ ୮ ଜଣ, ଭଦ୍ରକ ଜିଲ୍ଲାରୁ ୫ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ ଜଣ, ବୌଦ୍ଧରୁ ୨ଜଣ, କଟକରୁ ୨୭ଜଣ, ଦେଓଗଡ ଜିଲ୍ଲାରୁ ୨ ଜଣ,  ଢେଙ୍କାନାଳ ଜିଲ୍ଲାରୁ ୩ ଜଣ,  ଗଞ୍ଜାମରୁ ୨ ଜଣ  ଜଗତସିହଂପୁର ଜିଲ୍ଲାରୁ ୮ ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ ୮ ଜଣ, କୋରାପୁଟ ଜିଲ୍ଲା ରୁ ୧ ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭ ଜଣ, ନବରଙ୍ଗପୁର ଜିଲ୍ଲା ରୁ ୬ ଜଣ,  ନୟାଗଡ଼ ଜିଲ୍ଲାରୁ ୧ ଜଣ, ନୂଆପଡ଼ା ଜିଲ୍ଲାରୁ ୨୧ଜଣ, ପୁରୀ ଜିଲ୍ଲାରୁ ୩ଜଣ,  ସମ୍ବଲପୁର ଜିଲ୍ଲାରୁ ୨୬ ଜଣ, ସୋନପୁର ଜିଲ୍ଲା ରୁ ୧ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୪୭ ଜଣ  ଏବଂ ଷ୍ଟେଟ ପୁଲ୍‌ରୁ ୧୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ତାଇୱାନ ନିକଟରେ ୩୪ଟି ଲଢ଼ୁଆ ବିମାନ ଏବଂ ୧୧ଟି ଯୁଦ୍ଧଜାହାଜ ମୁତୟନ: ଆକ୍ରମଣ କରିବ କି ଚୀନ୍?

January 16, 2026

କେବେ ନିର୍ବାଚିତ ହେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ?: ପ୍ରକାଶ ପାଇଲା ତାରିଖ, ବିଜ୍ଞପ୍ତି ଜାରି

January 16, 2026

ପୁଞ୍ଚ ଏବଂ ସାମ୍ବାରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍: ହାଇ ଆଲର୍ଟରେ ସୁରକ୍ଷା ବାହିନୀ

January 16, 2026

ପଠାଣି ସାମନ୍ତ ପ୍ଲାନେଟାରିୟମର ହେବ ଉନ୍ନତିକରଣ, ବୁଝାମଣା ପତ୍ର ସ୍ବାକ୍ଷରିତ

January 16, 2026
Latest News

ତାଇୱାନ ନିକଟରେ ୩୪ଟି ଲଢ଼ୁଆ ବିମାନ ଏବଂ ୧୧ଟି ଯୁଦ୍ଧଜାହାଜ ମୁତୟନ: ଆକ୍ରମଣ କରିବ କି ଚୀନ୍?

January 16, 2026

କେବେ ନିର୍ବାଚିତ ହେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ?: ପ୍ରକାଶ ପାଇଲା ତାରିଖ, ବିଜ୍ଞପ୍ତି ଜାରି

January 16, 2026

ପୁଞ୍ଚ ଏବଂ ସାମ୍ବାରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍: ହାଇ ଆଲର୍ଟରେ ସୁରକ୍ଷା ବାହିନୀ

January 16, 2026

ପଠାଣି ସାମନ୍ତ ପ୍ଲାନେଟାରିୟମର ହେବ ଉନ୍ନତିକରଣ, ବୁଝାମଣା ପତ୍ର ସ୍ବାକ୍ଷରିତ

January 16, 2026

Sisira Sarasa in Bhubaneswar: କିଣାକିଣି କରିବାରେ ଲୋକଙ୍କ ବଢୁଛି ଆଗ୍ରହ

January 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.