Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ପୁଣି ୩୭୬ ଜଣ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ପୁଣି ୩୭୬ ଜଣ କରୋନା ଆକ୍ରାନ୍ତ

December 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ରାଜ୍ୟରୁ ୩୭୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୫୦, ଅନୁଗୁଳରୁ ୪୮, ସୁନ୍ଦରଗଡରୁ ୪୩, ବାଲେଶ୍ବରରୁ ୨୩, କଟକରୁ ୨୩, ପୁରୀରୁ ୨୨, ବରଗଡରୁ ୧୯, ବଲାଙ୍ଗିରିରୁ ୧୯, କଳାହାଣ୍ଡିରୁ ୧୯, ମୟୂରଭଞ୍ଜରୁ ୧୮, ସମ୍ବଲପୁରରୁ ୧୪, ନୂଆପଡାରୁ ୧୧, ଝାରସୁଗୁଡାରୁ ୧୦, ଗଞ୍ଜାମରୁ ୯, ଯାଜପୁରରୁ ୮, ଜଗତସିଂହପୁରରୁ ୭, ଭଦ୍ରକରୁ ୫, କେନ୍ଦ୍ରାପଡାରୁ ୫, ଢେଙ୍କାନାଳରୁ ୩, ବୌଦ୍ଧରୁ ୨, ନବରଙ୍ଗପୁରରୁ ୨, ନୟାଗଡରୁ ୨, କନ୍ଧମାଳରୁ ୧, କୋରାପୁଟରୁ ୧ ଓ ଷ୍ଟେଟପୁଲରୁ ୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୦ ହଜାର ୫୮୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୫ ହଜାର ୧୪୭ କୁ ବୃଦ୍ଧି ହୋଇଛି। ତେବେ ୨୬୮୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୨୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

covid patient recovered ଓଡିଶା କରୋନା ଅପଡେଟ
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆ ଆଇଡିଆଥନ୍‌: ଅଫ୍‌ଲାଇନ୍‌ ପର୍ଯ୍ୟାୟ ଓ ଏସ୍‌ଆଇଏଚ୍‌-୨୦୨୬ ପାଇଁ ୫୦ଟି ଛାତ୍ର ଦଳ ମନୋନୀତ

September 4, 2026

କାର୍ଯ୍ୟକ୍ଷେତ୍ରରେ ଲିଙ୍ଗଗତ ସମ୍ବେଦନଶୀଳତା ସମ୍ପର୍କରେ କର୍ମଶାଳା ଆୟୋଜିତ

September 4, 2026

ଓଏଏସ ରୁ ଆଇଏଏସ ହେଲେ ଚଉଦ ଜଣ ଅଫିସର, ଜାଣନ୍ତୁ ସେମାନଙ୍କର ନାମ

September 4, 2026

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସର ଅହୋରାତ୍ର ଧାରଣା ଆରମ୍ଭ, ଜାଣନ୍ତୁ କାରଣ

September 4, 2026
Latest News

ସୋଆ ଆଇଡିଆଥନ୍‌: ଅଫ୍‌ଲାଇନ୍‌ ପର୍ଯ୍ୟାୟ ଓ ଏସ୍‌ଆଇଏଚ୍‌-୨୦୨୬ ପାଇଁ ୫୦ଟି ଛାତ୍ର ଦଳ ମନୋନୀତ

September 4, 2026

କାର୍ଯ୍ୟକ୍ଷେତ୍ରରେ ଲିଙ୍ଗଗତ ସମ୍ବେଦନଶୀଳତା ସମ୍ପର୍କରେ କର୍ମଶାଳା ଆୟୋଜିତ

September 4, 2026

ଓଏଏସ ରୁ ଆଇଏଏସ ହେଲେ ଚଉଦ ଜଣ ଅଫିସର, ଜାଣନ୍ତୁ ସେମାନଙ୍କର ନାମ

September 4, 2026

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସର ଅହୋରାତ୍ର ଧାରଣା ଆରମ୍ଭ, ଜାଣନ୍ତୁ କାରଣ

September 4, 2026

ଜନ୍ମାଷ୍ଟମୀରେ ସବୁଠାରୁ ପ୍ରସିଦ୍ଧ କୃଷ୍ଣ ମନ୍ଦିର ଦର୍ଶନ କରି ଦୂର କରନ୍ତୁ ସମସ୍ତ ଦୁଃଖ ଓ ଯନ୍ତ୍ରଣା

September 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.