Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଡ଼କ ଦୁର୍ଘଟଣାରେ ୧ ମୃତ, ୨ ଗୁରୁତର
ଆଜିର ଖବର

ସଡ଼କ ଦୁର୍ଘଟଣାରେ ୧ ମୃତ, ୨ ଗୁରୁତର

December 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ଆଜି ଅପରାହ୍ନରେ କେ. ନୂଆଗାଁ ଥାନା ଅନ୍ତର୍ଗତ ରାଧାମୋହନପୁର ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣକର ମୃତ୍ୟୁ ହୋଇଥିବା ବେଳେ ଦୁଇଜଣ ଆହତ ହୋଇଛନ୍ତି।

ଘଟଣାରୁ ପ୍ରକାଶ ଯେ ନିମକୁଡ଼ିଆ ଗ୍ରାମର ପି. ନାରାୟଣ (୧୮), ପି. କାମରାଜୁ (୫୦) ଏବଂ ନାବାଳକ ପି. ଅଶାନ୍ତୁ (୧୩) ତିନିଜଣ ଗୋଟିଏ ବାଇକ୍ (ଓଡ଼ି ୦୭ ଜାଡ଼୍ ୯୩୦୫) ରେ ଯାଉଥିଲେ। ପି. ଅଶାନ୍ତୁକୁ କୁକୁର କାମୁଡ଼ି ଥିବାରୁ ତାକୁ ଚିିକିଟି ମେଡ଼ିକାଲ୍ ନେଉଥିବା ସମୟରେ ଚିକିଟିରୁ ବ୍ରହ୍ମପୁର ଯାଉଥିବା ଏକ ଟ୍ରକ (ଓଡ଼ି ୦୪ ଡ଼ି ୩୪୫୫) ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ସମସ୍ତେ ଦୂରକୁ ଛିଟିକି ପଡ଼ିଥିବାବେଳେ ପି. ନାରାୟଣଙ୍କ ଘଟଣାସ୍ଥଳର ମୃତ୍ୟୁ ଘଟିଛି। ଆହତ କାମରାଜୁ ଏବଂ ପି. ଅଶାନ୍ତୁକୁ ବ୍ରହ୍ମପୁର ଏମ୍‌କେସିଜି ମେଡ଼ିକାଲ୍‌ରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।

ଗ୍ରାମବାସୀ ଟ୍ରକଟିକୁ ଗୋଡ଼ାଇ ଗୋଡ଼ାଇ ଧରିଥିବାବେଳେ କେ. ନୂଆଗାଁ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି। ପୋଲିସ୍ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ଅନୁସନ୍ଧାନ ଜାରି ରଖିଛି।

ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରୀଜିୟୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବାଇଶ ପାହାଚରେ ବସିଲେ, କଲେ ପିଣ୍ଡଦାନ

February 4, 2026

ଏଆଇ-ଆଧାରିତ ରେଳ ରୋବୋକପ୍ “ଏଏସସି ଅର୍ଜୁନ”ର ଐତିହାସିକ ସଫଳତା

February 4, 2026

ବଢିଲା ସୁନା ଏବଂ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ ଆଜିର ଦର

February 4, 2026

U19 ବିଶ୍ୱକପ୍-2026: ଦ୍ଵିତୀୟ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ

February 4, 2026
Latest News

ଶ୍ରୀଜିୟୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବାଇଶ ପାହାଚରେ ବସିଲେ, କଲେ ପିଣ୍ଡଦାନ

February 4, 2026

ଏଆଇ-ଆଧାରିତ ରେଳ ରୋବୋକପ୍ “ଏଏସସି ଅର୍ଜୁନ”ର ଐତିହାସିକ ସଫଳତା

February 4, 2026

ଦାୟିତ୍ଵବାନ ଦେଶ ତାଲିକାର ଶ୍ରେଷ୍ଠ ୧୦ ରେ ନାହାନ୍ତି ଚୀନ୍, ରୁଷ କିମ୍ବା ଆମେରିକା: ଜାଣନ୍ତୁ ଭାରତର ସ୍ଥିତି

February 4, 2026

ବଢିଲା ସୁନା ଏବଂ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ ଆଜିର ଦର

February 4, 2026

U19 ବିଶ୍ୱକପ୍-2026: ଦ୍ଵିତୀୟ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.