Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରୁହ୍‌ ଆଫ୍‌ଜାରେ ଦ୍ବୈତ ଭୂମିକାରେ ଜାହ୍ନବୀ
ଆଜିର ଖବର

ରୁହ୍‌ ଆଫ୍‌ଜାରେ ଦ୍ବୈତ ଭୂମିକାରେ ଜାହ୍ନବୀ

March 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
janhavi will eassy double role in ruhu afza
janhavi will eassy double role in ruhu afza

‘ ଧଡକ’ ଜରିଆରେ ବଲିଉଡ୍ ଏଣ୍ଟ୍ରି କରିଥିବା ଶ୍ରୀଦେବୀ ତନୟା ଜାହ୍ନବୀ କପୁର୍‌ ବେଶ୍‌ ସଫଳ ଅଭିନୟ କରିଥିଲେ । ଆଗାମୀ ଚଳଚିତ୍ରରେ ରାଜକୁମାର ରାଓଙ୍କ ବିପକ୍ଷରେ ନଜର ଆସିବାକୁ ଯାଉଛନ୍ତି ଜାହ୍ନବୀ । ରୁହ୍‌ ଆଫ୍‌ଜା ନାମକ ଏହି ଚଳଚିତ୍ରରେ ଜାହ୍ନବୀ ଦ୍ବୈତ ଭୂମିକାରେ ନଜର ଆସିବାକୁ ଯାଉଛନ୍ତି । ଦୀନେଶ ଭିଜନ ଏହି ଫିଲ୍ମଟିର ନିର୍ମାଣ କରୁଛନ୍ତି । ସ୍ତ୍ରୀର ସଫଳତା ପରେ ଭିଜନ୍‌ ସମାନ ବିଷୟବସ୍ତୁକୁ ନେଇ ଏହି ଫିଲ୍ମଟି ନିର୍ମାଣ କରିବାକୁ ଯାଉଛନ୍ତି । ଫିଲ୍ମଟି ଉତ୍ତରପ୍ରଦେଶର ପୃଷ୍ଠଭୂମି ଉପରେ ଆଧାରିତ ରହିବ ବୋଲି ଜଣାପଡିଛି । ଫିଲ୍ମଟିରେ ଜାହ୍ନବୀ ରୁହି ଏବଂ ଆଫ୍‌ଜା ନାମକ ଦୁଇଟି ପରସ୍ପର ବିରାେଧୀ ଚରିତ୍ରରେ ନଜର ଆସିବେ । ରାଜକୁମାର ଏବଂ ଜାହ୍ନବୀଙ୍କ ବ୍ୟତିତ ଫିଲ୍ମରେ ‘ଫୁକ୍‌ରେ’ ଷ୍ଟାର ବରୁଣ ଶର୍ମା ମଧ୍ୟ ନଜର ଆସିବାକୁ ଯାଉଛନ୍ତି । ଫିଲ୍ମଟି ୨୦ ମାର୍ଚ୍ଚ ୨୦୨୦ରେ ରିଲିଜ୍‌ ହେବାକୁ ଯାଉଥିବା ବେଳେ ହାର୍ଦ୍ଦିକ୍‌ ମେହେଟ୍ଟା ଫିଲ୍ମଟିର ନିର୍ଦ୍ଦେଶନା ଦେଉଛନ୍ତି । ଏହି ଫିଲ୍ମ ବ୍ୟତୀତ ଜାହ୍ନବୀ ଗୁଞ୍ଜନ ଯୋଶୀ ବାୟୋପିକ୍‌ରେ ନଜର ଆସିବାକୁ ଯାଉଛନ୍ତି ।

the samiskya
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

‘ସୋଆ ପ୍ରକ୍ସିମା ୨୦୨୬’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଲେ ସନ୍ଥ ଗୌର ଗୋପାଳ ଦାସ

March 13, 2026

ବଢୁଥିବା ନିଖୋଜ ବ୍ୟକ୍ତି ଘଟଣା ଉପରେ ଏନଏଚଆରସିର ଉଦବେଗ: ଓଡ଼ିଶା ସମେତ ୫ ରାଜ୍ୟକୁ ନୋଟିସ

March 13, 2026
Latest News

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026

ଯୁଦ୍ଧ ଯୋଗୁଁ ବିମାନ ଭଡ଼ା ବୃଦ୍ଧି କଲା ଇଣ୍ଡିଗୋ: ଆଜି ରାତି ୧୨ ଟା ପରେ ଲାଗୁ, ଜାଣନ୍ତୁ ନୂତନ ଦର

March 13, 2026

‘ସୋଆ ପ୍ରକ୍ସିମା ୨୦୨୬’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଲେ ସନ୍ଥ ଗୌର ଗୋପାଳ ଦାସ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.